ମୁମ୍ବାଇ: ଅଲ୍ଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦନାଙ୍କ ଅଭିନୀତ ଚଳଚ୍ଚିତ୍ର ‘ପୁଷ୍ପା ୨: ଦ ରୁଲ’ ଦୀର୍ଘ ସମୟ ଅପେକ୍ଷା ପରେ ଡିସେମ୍ବର ୫ ତାରିଖରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ରିଲିଜ୍ ପୂର୍ବରୁ ଫିଲ୍ମ ବିଷୟରେ ଯେତିକି ଉତ୍ସାହ ଦେଖାଯାଉଥିଲା, ପରଦାରେ […]
ଜୀବନଶୈଳୀ: ବିବାହିତ ଦମ୍ପତି ଏବଂ ପ୍ରେମୀଯୁଗଳ ସେମାନଙ୍କ ସମ୍ପର୍କକୁ ମଜବୁତ କରିବା ପାଇଁ ଅନେକ ପଦକ୍ଷେପ ନିଅନ୍ତି। ହିନ୍ଦୁ ଧର୍ମରେ ବିବାହିତ ଜୀବନକୁ ସୁଖୀ କରିବାର ଅନେକ ଉପାୟ ଅଛି। ପ୍ରେମ ଜୀବନକୁ ଉନ୍ନତ କରିବା ପାଇଁ ଉପବାସ ରଖାଯାଏ। ଯାହାଫଳରେ ଜୀବନ […]
ନୂଆଦିଲ୍ଲୀ: ହିନ୍ଦୁ ଧାର୍ମିକ ଶାସ୍ତ୍ରରେ କେବଳ ପୂଜାପାଠ ନୁହେଁ, ପ୍ରାୟ ସମସ୍ତ କାର୍ଯ୍ୟ ପାଇଁ ଆବଶ୍ୟକ ନିୟମ ଏବଂ ଦିନ ଉଲ୍ଲେଖ କରାଯାଇଛି। କେବଳ ଏହି ନିୟମ ମାନିବା ଦ୍ୱାରା ଘରେ ସୁଖ-ସମୃଦ୍ଧି ଏବଂ ଖୁସି ରହିଥାଏ। ହିନ୍ଦୁ ଧର୍ମରେ ଘରର ମହିଳାମାନେ […]
ଭୁବନେଶ୍ୱର: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେଉଥିବା ମହା କୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ଦେଇଛନ୍ତି। ଆଜି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଉତ୍ତର ପ୍ରଦେଶର ଶ୍ରମ ଓ ନିୟୋଜନ ମନ୍ତ୍ରୀ […]
ନୂଆଦିଲ୍ଲୀ: ଭାରତର ଯକ୍ଷ୍ମା ଦୂରୀକରଣ ପ୍ରୟାସରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ହରିୟାଣାର ପଞ୍ଚକୁଲାରେ ୧୦୦ ଦିନିଆ ସଘନ ଯକ୍ଷ୍ମା ଦୂରୀକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି […]
ମେଷ: – ସୃଜନଶୀଳ କାର୍ଯ୍ୟ ସଫଳ ହେବ । ଆପଣ ଯେକୌଣସି ଉତ୍ସବରେ ଅଂଶଗ୍ରହଣ କରିବାର ସୁଯୋଗ ପାଇବେ। ସୁଖ ଏବଂ ମନୋରଞ୍ଜନର ମାଧ୍ୟମ ଉପଲବ୍ଧ ହେବ । ବ୍ୟବସାୟ ଲାଭଦାୟକ ହେବ। ଭାଇମାନଙ୍କଠାରୁ ସମର୍ଥନ ପାଇବେ । ଅସଂଗଠିତତା କ୍ଷତି […]
ନୂଆଦିଲ୍ଲୀ: ଦେଶର ୫୧ଟି କେନ୍ଦ୍ରରେ ସ୍ମାର୍ଟ ଇଣ୍ଡିଆ ହାକାଥନର ସପ୍ତମ ସଂସ୍କରଣ ଆସନ୍ତା ୧୧ ତାରିଖ ଦିନ ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏହାକୁ ଭର୍ଚୁଆଲ ମୋଡରେ ଉଦଘାଟନ କରିବେ। ଏସଆଇଏଚ ହେଉଛି ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଯେଉଁଥିରେ ଛାତ୍ରମାନେ ପ୍ରତିଦିନ […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ଅହମ୍ମଦାବାଦଠାରେ ଗୁଜୁରାଟ ଲୋକସେବା ଟ୍ରଷ୍ଟ ଦ୍ୱାରା ଆୟୋଜିତ ‘ଲୋକ ସେବା ଉତ୍ସବ’ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇଥିଲେ। ଅମିତ ଶାହ ତାଙ୍କ ଅଭିଭାଷଣରେ କହିଥିଲେ ଯେ ଆଜି ଗୁଜରାଟ ଲୋକସେବା […]
ଭୁବନେଶ୍ବର: ୨୦୧୬ରେ ଆରମ୍ଭ ହେବାପରଠାରୁ ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ (ୟୁପିଆଇ) ଭାରତରେ ଆର୍ଥିକ ସେବା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିଛି। ଏହା ମାଧ୍ୟମରେ ପ୍ରାୟ ୩୦ କୋଟି ଲୋକ ଓ ୫ କୋଟି ବ୍ୟବସାୟୀ ସହଜରେ ଡିଜିଟାଲ ନେଣଦେଣ କରିପାରୁଛନ୍ତି। ଅକ୍ଟୋବର […]
ନୂଆଦିଲ୍ଲୀ: ଆଜି ମୁମ୍ବାଇ ପୋଲିସକୁ ଏକ ଧମକପୂର୍ଣ୍ଣ ବାର୍ତ୍ତା ମିଳିଛି, ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିବାକୁ ଧମକ ଦିଆଯାଇଛି। ରାଜସ୍ଥାନର ଅଜମେରରେ ପଞ୍ଜୀକୃତ ହୋଇଥିବା ଏକ ଫୋନ ନମ୍ବରରୁ ଏହି ବାର୍ତ୍ତା ପଠାଯାଇଛି, ପରେ ଅଭିଯୁକ୍ତକୁ ଗିରଫ କରିବା […]
ନୂଆଦିଲ୍ଲୀ: ବର୍ତ୍ତମାନ ବାଂଲାଦେଶରେ ହିନ୍ଦୁ ତଥା ଅନ୍ୟାନ୍ୟ ସଂଖ୍ୟାଲଘୁଙ୍କ ଉପରେ ହୋଇଥିବା ଆକ୍ରମଣ ବିରୋଧରେ ସାରା ବିଶ୍ୱରେ ସ୍ୱର ଉତ୍ତୋଳନ କରାଯାଉଛି। ISKCON ପୁରୋହିତ ଚିନ୍ମୟ କୃଷ୍ଣ ଦାସ ବ୍ରହ୍ମଚାରି ଗିରଫ ହେବା ପରେ ବାଂଲାଦେଶରେ ହୋଇଥିବା ଅଶାନ୍ତି ନେଇ ଆମେରିକା […]
ଭୁବନେଶ୍ବର: ଓଡିଶାରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରୀୟ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ […]
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଗୋରଖପୁରରେ ଗତକାଲି ରାତିରେ ଏକ ସଡକ ଦୁର୍ଘଟଣାରେ ଜଣେ ପିତା ଏବଂ ଦୁଇ ଝିଅଙ୍କ ସମେତ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି। ଦ୍ରୁତ ଗତିରେ ଗାଡି ଚଲାଇବା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଦ୍ରୁତ ଗତି ହେତୁ […]
ନୂଆଦିଲ୍ଲୀ: ବାଂଲାଦେଶରେ କ୍ଷମତା ପରିବର୍ତ୍ତନ ପରଠାରୁ ସେଠାରେ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଟାର୍ଗେଟ କରାଯାଉଛି। ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଲଗାତାର ଆକ୍ରମଣ ହେବାର ଖବର ରହିଛି। ଏହି ପ୍ରସଙ୍ଗରେ ସମଗ୍ର ଦେଶରେ ଅଶାନ୍ତି ସୃଷ୍ଟି ହୋଇଛି। ଏହି ସମୟରେ, ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର କନୌଜରେ ବସ୍ ଦୁର୍ଘଟଣାରେ ହୋଇଥିବା ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ […]
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ତଥା ଐତିହ୍ୟ ଓ ଭାଇଚାରାର ଭବ୍ୟ ମହୋତ୍ସବ ମଣ୍ଡେଇ-୨୦୨୪ ମହାସମାରୋହରେ ଉଦଘାଟିତ ହୋଇଛି। ଏହି ପାଞ୍ଚ ଦିନିଆ ମହୋତ୍ସବରେ ଉଦଘାଟନୀ ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ […]
ଭୁବନେଶ୍ବର: ଦେଶରେ ମୋଟ 85ଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଏ ନେଇ ଗତକାଲି କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତି ହୋଇଛି। ସେଥିମଧ୍ୟରୁ ଓଡିଶାରେ ମୋଟ ଆଠଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ଅନୁମତି ମିଳିଛି। ସେଗୁଡିକ ହେଲା ଟିଟିଲାଗଡ଼, ଜିଲ୍ଲା ବଲାଙ୍ଗିର […]
ନୂଆଦିଲ୍ଲୀ: ଶନିବାର ଦିନ ଶନି ଦେବଙ୍କୁ ପୂଜା କରାଯାଏ। ବିଶ୍ୱାସ କରାଯାଏ ଯେ, ଯେଉଁମାନେ ଶନିଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି, ସେମାନେ ନିଜ ଜୀବନରେ କୌଣସି ଅସୁବିଧାର ସମ୍ମୁଖୀନ ହୁଅନ୍ତି ନାହିଁ। ଯଦି ଶନି ଦେବ ପ୍ରସନ୍ନ ହୁଅନ୍ତି, ତେବେ ଜଣେ […]
ନୂଆଦିଲ୍ଲୀ: ଆଷ୍ଟେରିଆ ଏରୋସ୍ପେସ୍ ଭାରତୀୟ ସେନାକୁ ଏଟି-୧୫ ଭର୍ଟିକାଲ୍ ଟେକ୍ ଅଫ୍ ଏବଂ ଲ୍ୟାଣ୍ଡିଂ ଡ୍ରୋନ୍ ଯୋଗାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିଛି। ଭାରତରେ ଡ୍ରୋନ୍ ପାଇଁ ଏହା ଏପର୍ଯ୍ୟନ୍ତ ସବୁଠାରୁ ବଡ ଚୁକ୍ତି ଥିଲା, ଯାହା ଆଷ୍ଟେରିଆ ସଂପୂର୍ଣ୍ଣ କରିଛି। ଏହା […]
ନୂଆଦିଲ୍ଲୀ: ଭାରତରୁ ଯକ୍ଷ୍ମାକୁ ମୂଳପୋଛ କରିବାକୁ ଏକ ନିର୍ଣ୍ଣାୟକ ପଦକ୍ଷେପ ସ୍ୱରୂପ ପ୍ରମୁଖ ଅଂଶୀଦାରଙ୍କ ସହିତ ମିଶି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ୧୦୦ ଦିନିଆ ଯକ୍ଷ୍ମା ଦୂରୀକରଣ ଅଭିଯାନ ଆରମ୍ଭ କରିବାକୁ ଯାଉଛି । ୭ ଡିସେମ୍ୱର […]
ନୂଆଦିଲ୍ଲୀ/ଭୁବନେଶ୍ୱର: ବଧିର ପିଲାଙ୍କ ଦକ୍ଷତା ପ୍ରଶିକ୍ଷଣ, ମାନସିକ ସ୍ୱାସ୍ଥ୍ୟ, ଶ୍ରେଣୀ ଭିତ୍ତିକ ପାଠ୍ୟଖସଡା ତଥା ଯୋଗାଯୋଗ ଦକ୍ଷତା କ୍ଷେତ୍ରରେ ସହାୟକ ହେବା ଲକ୍ଷ୍ୟରେ ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ଠାରେ ଭାରତୀୟ ସାଙ୍କେତିକ ଭାଷା (ଆଇଏସଏଲ) ପାଇଁ […]