ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ବହୁମୁଖୀ ପ୍ରତିଭାରେ ସମୃଦ୍ଧ। ସେ ଜଣେ ଭଲ ବକ୍ତା ଏବଂ ଅନେକ ଭାଷାରେ ଭଲ ଭାବରେ କଥାବାର୍ତ୍ତା କରନ୍ତି। ଏବେ ତାଙ୍କର ନୂଆ ଭୂମିକା ସାମ୍ନାକୁ ଆସିଛି। ଇରାନୀ ମଧ୍ୟ ଆଙ୍କର ପାଲଟିଛନ୍ତି ଏବଂ ଏହି […]
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ତଥା ଦୁବାଇର ଶାସକ ଶେଖ୍ ମହମ୍ମଦ ବିନ୍ ରସିଦ ଅଲ୍ ମକ୍ତୁମଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦୁବାଇରେ ଅନୁଷ୍ଠିତ ବିଶ୍ୱ ସରକାର ଶିଖର ସମ୍ମିଳନୀରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି। […]
ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ ର ୧୭ ତମ ସିଜନ୍ ଭାରତରେ ଆୟୋଜିତ ହେବାକୁ ଯାଉଛି। ଏହାକୁ ଆଇପିଏଲ୍ ଚେୟାରମ୍ୟାନ୍ ନିଶ୍ଚିତ କରିଛନ୍ତି। ଏହାପୂର୍ବରୁ ଲୋକସଭା ନିର୍ବାଚନ ହେତୁ ଆଇପିଏଲର ୧୭ ତମ ସିଜିନକୁ ୟୁଏଇ କିମ୍ବା ଦକ୍ଷିଣ ଆଫ୍ରିକାକୁ ସ୍ଥାନାନ୍ତର […]
ନୂଆଦିଲ୍ଲୀ: ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ତୃତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଗୁଜୁରାଟର ଜେପି ନଡ୍ଡା ଏବଂ ମହାରାଷ୍ଟ୍ରର ଅଶୋକ ଚହ୍ଵାନଙ୍କୁ ପ୍ରାର୍ଥୀ କରିଛି। ଅଶୋକ ଚହ୍ଵାନ ଗତକାଲି ବିଜେପିରେ ଯୋଗ ଦେଇଥିଲେ। ଏହା ବ୍ୟତୀତ ବିଜେପି ମଧ୍ୟ […]
ଭୁବନେଶ୍ବର: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନଙ୍କ ପାଇଁ ଖୁସି ଖବର। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନୂଆ ଯୋଜନା । ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ […]
ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ଷଷ୍ଠ ସମନ ଜାରି କରିଛି ଏବଂ ତାଙ୍କୁ ଫେବୃଆରୀ ୧୯ ତାରିଖରେ ଜେରା କରିବାକୁ କହିଛି। ଦିଲ୍ଲୀର ଇଡି ମୁଖ୍ୟାଳୟରେ ହାଜର ହେବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ କୁହାଯାଇଛି। […]
ଭୁବନେଶ୍ବର: ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି। କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି “ମୁଖ୍ୟମନ୍ତ୍ରୀ କଳାକାର […]
ଭୁବନେଶ୍ବର: ବିଜେଡି ସମର୍ଥନରେ ବିଜେପିର ଅଶ୍ବିନୀ ବୈଷ୍ଣବ ରାଜ୍ୟସଭାକୁ ପୁଣି ଯିବେ। ଏହାକୁ ନେଇ ରାଜ୍ୟ ରାଜନୀତିରେ ବେଶ ହଟଚମଟ ଲାଗି ରହିଛି। ଏଥିରେ କେଉଁଦଳର କ୍ଷତି ହେବ କାହାର ଲାଭ ହେବ ଚାଲିଛି ହିସାବ ନିକାସ। ତେବେ ଏହି ଘଟଣା […]
ଭୁବନେଶ୍ବର: ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ବିନୀ ବୈଷ୍ଣବଙ୍କ ନାମ ବିଜେପି ଘୋଷଣା କରିବା ପରେ ବିଜେଡି ତାହାକୁ ସମର୍ଥନ କରିଛି। ଆଜି ଦଳ ତରଫରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ, […]
ଭୁବନେଶ୍ବର: ଶେଷରେ ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟିଛି। କେନ୍ଦ୍ରୀୟ ବିଜେପି ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶା ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି। ଆଜି ଦିଲ୍ଲୀ ବିଜେପି କାର୍ଯ୍ୟାଳୟରୁ ପ୍ରକାଶିତ ରାଜ୍ୟସଭା ପ୍ରାର୍ଥୀ ତାଲିକାରେ ଓଡିଶାରୁ ଅଶ୍ବିନୀ ବୈଷ୍ଣବଙ୍କ ନାମ ରହିଛି। […]
ଭୁବନେଶ୍ବର: ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଚାର କରି ଯିବା ପରେ ବିଜେପି ବେଶ ତତ୍ପର ହୋଇ ଉଠିଛି। ଘନଘନ ବୈଠକ କରି ରଣନୀତି ପ୍ରସ୍ତୁତି କରିବାରେ ଲାଗିଛି ବିଜେପି। ବିଭିନ୍ନ ସମୟରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ବୈଠକ କରିବାରେ […]
ନୂଆଦିଲ୍ଲୀ: ଫେବୃଆରୀ ୧୫ ତାରିଖରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟରେ ଜସପ୍ରୀତ ବୁମ୍ରାଙ୍କ ଖେଳ ଉପରେ ଏକ ପ୍ରଶ୍ନ ଚିହ୍ନ ରହିଛି। ଜସପ୍ରୀତ ବୁମ୍ରା ମ୍ୟାଚ୍ର ଗୋଟିଏ ଦିନ ପୂର୍ବରୁ ରାଜକୋଟରେ ଟିମ୍ ଇଣ୍ଡିଆରେ ଯୋଗ ଦେଇନଥିଲେ। […]
ଭୁବନେଶ୍ବର: ପୁଣି ଥରେ ବିଜେଡି ସମର୍ଥନରେ ରାଜ୍ୟସଭା ପ୍ରାର୍ଥୀ ହେବେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ପୂର୍ବରୁ ଯେଉଁ ଚର୍ଚ୍ଚା ହେଉଥିଲା ତାହା ସତ ହେବାପରି ଲାଗୁଛି। କାରଣ ଆଜି ଭୁବନେଶ୍ବରରେ ପହଞ୍ଚୁଛନ୍ତି ଅଶ୍ବିନୀ ବୈଷ୍ଣବ। ସେହିପରି ଆଜି ଭୁବନେଶ୍ବର ଆସିବାକୁ ସମସ୍ତ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଇଆଇଟି ଦିଲ୍ଲୀ-ଆବୁଧାବି କ୍ୟାମ୍ପସର ପ୍ରଥମ ବ୍ୟାଚର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଆଇଆଇଟି କେବଳ ଭାରତ ଏବଂ ୟୁଏଇ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗର ଏକ ନୂତନ ଅଧ୍ୟାୟର ଆରମ୍ଭ ନୁହେଁ, […]
ନୂଆଦିଲ୍ଲୀ: ପଞ୍ଚାଙ୍ଗ ଅନୁଯାୟୀ, ଫେବୃୟାରୀ ୧୪ ତାରିଖ ୨୦୨୪, ବୁଧବାର ହେଉଛି ମାଘ ଶୁକ୍ଲର ପଞ୍ଚମୀ ତିଥି ଅଟେ। ଏହି ତିଥିକୁ ବସନ୍ତ ପଞ୍ଚମୀ କୁହାଯାଏ। ବସନ୍ତ ପଞ୍ଚମୀର ପର୍ବ ଦେବୀ ସରସ୍ୱତୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହି ଦିନ ମାତା ସରସ୍ୱତୀଙ୍କୁ […]
ମେଷ:- ଆଜି ମନର ଅସୁସ୍ଥତା ହେତୁ ଆପଣ ଚିନ୍ତିତ ହେବେ। ଶରୀରରେ ଥକ୍କା ଏବଂ ଅଳସୁଆ ଅନୁଭବ କରିବେ। ଉଚ୍ଚ ପଦାଧିକାରୀମାନଙ୍କ ସହିତ ଯତ୍ନର ସହିତ କାର୍ଯ୍ୟ କରନ୍ତୁ। ଆପଣ ପିଲାମାନଙ୍କ ବିଷୟରେ ଚିନ୍ତିତ ହେବେ। ଆଜି କୈଣସି ନିଷ୍ପତ୍ତି ନେବା ଅନୁଚିତ। […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଯାଜପୁର ଜିଲ୍ଲା ଗସ୍ତ କରି ‘ନୂଆ-ଓ’ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ଛାତ୍ରଛାତ୍ରୀଙ୍କୁ ଉଦ୍ବୋଧନ ଦେଇ ସେ କହିଥିଲେ ଯେ, ରାଜ୍ୟ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମାଗଣା ବିଦ୍ୟୁତ ସଂଯୋଗ ଯୋଗାଇ ଦେବା ଲାଗି ଛାତ ଉପର ସୌର ପ୍ରଣାଳୀ ସ୍ଥାପନ ନିମନ୍ତେ – ‘ପିଏମ୍ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ର ଘୋଷଣା କରିଛନ୍ତି। ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ୍ କରି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁଏଇ ଗସ୍ତରେ ଆବୁଧାବିରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ତାଙ୍କୁ ୟୁଏଇର ରାଷ୍ଟ୍ରପତି ମହାମହିମ ଶେଖ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନ୍ ସ୍ୱାଗତ କରିଥିଲେ ଏବଂ ଏହାପରେ ତାଙ୍କୁ ଆନୁଷ୍ଠାନିକ ଭାବେ ସ୍ୱାଗତ କରାଯାଇଥିଲା। […]
ଭୁବନେଶ୍ବର: ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ନୂଆ ନିଷ୍ପତ୍ତି […]
ଭୁବନେଶ୍ୱର: ଆଜି ଯାଜପୁର ଗସ୍ତ କରିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଯାଜପୁର କୁସୁମାର ଏକ ସାଧାରଣ ସଭାରେ ଯୋଗ ଦେଇ ବିରୋଧୀ ବିଜେପିକୁ କଡ଼ା ସମାଲୋଚନା କରିଛନ୍ତି ପାଣ୍ଡିଆନ। ସେ କହିଛନ୍ତି ଯେ, ମଧ୍ୟ ପ୍ରଦେଶର ଜଣେ ପୂର୍ବତନ […]