ନୂଆଦିଲ୍ଲୀ: ପଞ୍ଜାବରେ କଂଗ୍ରେସ ଓ ଆମ୍ ଆଦମୀ ପାର୍ଟି (ଆପ୍) ମଧ୍ୟରେ ଲୋକସଭା ଆସନ ବଣ୍ଟନ ପ୍ରସଙ୍ଗ ଅଟକି ରହିଛି। ତେବେ ଦିଲ୍ଲୀ ଓ ଗୁଜରାଟରେ ଦୁଇ ଦଳ ଆସନ ବୁଝାମଣାକୁ ନେଇ ଆଗକୁ ବଢ଼ୁଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଦିଲ୍ଲୀରେ […]
ନୂଆଦିଲ୍ଲୀ: ବିହାରରେ ଇଣ୍ଡି ମେଣ୍ଟ ମଧ୍ୟରେ ଆସନ ବଣ୍ଟନ କରାଯାଇଛି। କେବଳ ଘୋଷଣା ଏପର୍ଯ୍ୟନ୍ତ ହୋଇନାହିଁ । ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ କାରଣରୁ ଏହାର ଘୋଷଣା ଅଟକି ଯାଇଛି । ଜେଡିୟୁକୁ ଆଶାନୁରୂପ ଆସନ ମିଳିଛି । ଆରଜେଡିର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୨୦-୨୧,୨୦୨୪ ରେ ତାମିଲନାଡୁର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ମନ୍ଦିର ପରିଦର୍ଶନ କରିବେ। ଜାନୁଆରୀ ୨୦ ତାରିଖ ପୂର୍ବାହ୍ନ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ତାମିଲନାଡୁର ତିରୁଚିରାପଲ୍ଲୀସ୍ଥିତ ଶ୍ରୀ ରଙ୍ଗନାଥସ୍ୱାମୀ ମନ୍ଦିରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ପ୍ରଧାନମନ୍ତ୍ରୀ ଏହି […]
ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ପୂର୍ବରୁ ପାଣ୍ଠି ସଂଗ୍ରହ ଅଭିଯାନର ଏକ ଅଂଶ ଭାବରେ କଂଗ୍ରେସ ଗତ ଏକ ମାସ ମଧ୍ୟରେ ୧୫ କୋଟି ଟଙ୍କା ପାଇଛି। କୋଷାଧ୍ୟକ୍ଷ ଅଜୟ ମାକେନ କହିଛନ୍ତି ଯେ ଦଳ ଡିସେମ୍ବର ୧୮ରେ ଅନଲାଇନ ଦାନ […]
ଭୁବନେଶ୍ବର: ରାଜ୍ୟ ସରକାର ବିଜ୍ଞାନ ଓ କାରିଗରୀ କ୍ଷେତ୍ରରେ ଅଭିବୃଦ୍ଧି ପାଇଁ ଉଦ୍ୟମ ଅବ୍ୟାହତ ରଖିଛନ୍ତି। ରାଜ୍ୟରେ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଖ୍ୟାତିସଂପନ୍ନ ଆଇଆଇଟି, ଏମସ୍, ନାଇଜର, ଆଇଜର, ଧାନ ଗବେଷଣା କେନ୍ଦ୍ର, ଧାତୁ ଓ ଖଣିଜ ଦ୍ରବ୍ୟ ପ୍ରତିଷ୍ଠାନ, […]
ନୂଆଦିଲ୍ଲୀ: ଭାରତର ତୈଳ କ୍ରୟ ଢାଞ୍ଚା, ଯାହା ଏହାର ଶକ୍ତି ଆବଶ୍ୟକତା ପୂରଣ ପାଇଁ ଆମଦାନୀ ଉପରେ ନିର୍ଭରଶୀଳ, ନିକଟ ଅତୀତରେ ବଦଳିଛି। ଭାରତର ଆମଦାନୀ ବାସ୍କେଟରେ ଏକ ଛୋଟ ଅଂଶ ଥିବା ଋଷ ବର୍ତ୍ତମାନ ଅଶୋଧିତ ତୈଳ ଯୋଗାଣକାରୀ ଭାବରେ […]
ଭୁବନେଶ୍ବର: ଚାଷୀମାନେ ଧାନବୁଣିବା ପାଇଁ ପାଗ ଖୋଜୁଥିବା ବେଳେ ଏବଂ ନିର୍ବାଚନ ପାଖେଇ ଆସୁଥିବାରୁ ନେତାମାନେ ଆସନ ଖୋଜିବାରେ ଲାଗିଛନ୍ତି। କେଉଁ ଆସନରେ ଜିତିବା ସୁବିଧା ହେବ ସେ ନେଇ ଚାଲିଛି ଆଶାୟୀ ନେତାଙ୍କର ଅଙ୍କକଷା। ସେହିପରି ବର୍ତ୍ତମାନ ଲୋକସଭା ନିର୍ବାଚନ […]
ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଜାହିର ଖାନ ଆଗାମୀ ଟି -୨୦ ବିଶ୍ୱକପ ପାଇଁ ଚାରିଜଣ ଶ୍ରେଷ୍ଠ ଦ୍ରୁତ ବୋଲର ଚୟନ କରିଛନ୍ତି। ତେବେ ସେ ଯୁବ ଆବେଶ ଖାନ ଏବଂ ମୁକେଶ କୁମାରଙ୍କ ନାମ ନେଇ ନାହାଁନ୍ତି। ୨୦୨୪ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (ସିଡିଏସସିଓ) ଏବଂ ନେଦରଲ୍ୟାଣ୍ଡର ସ୍ୱାସ୍ଥ୍ୟ, କଲ୍ୟାଣ ଏବଂ କ୍ରୀଡ଼ା ମନ୍ତ୍ରଣାଳୟ ମଧ୍ୟରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (ସିଡିଏସସିଓ), ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଜନସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଔଷଧ, ଖାଦ୍ୟ ଏବଂ ସାନିଟାରୀ ଉତ୍ପାଦ ସଂଗଠନ ନିର୍ଦ୍ଦେଶାଳୟ […]
ଭୁବନେଶ୍ୱର: ବ୍ରାଣ୍ଡ୍ ଫାଇନାନ୍ସ ଦ୍ୱାରା ପ୍ରକାଶିତ ସଦ୍ୟତମ ରିପୋର୍ଟ ‘ଗ୍ଲୋବାଲ ୫୦୦ – ୨୦୨୪’ ରେ ଏଲ୍ଆଇସି ଏବଂ ଏସ୍ବିଆଇ ଭଳି ବହୁ ଦଶନ୍ଧି ପୁରୁଣା ଭାରତୀୟ ବ୍ରାଣ୍ଡକୁ ପଛରେ ପକାଇ ଅପେକ୍ଷାକୃତ ନବାଗତ ବ୍ରାଣ୍ଡ୍ ‘ଜିଓ’ ଭାରତର ସବୁଠାରୁ ଶକ୍ତିଶାଳୀ ବ୍ରାଣ୍ଡ ଭାବରେ ସ୍ୱୀକୃତି ପାଇଛି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଡିଜିଟାଲ ରୂପାନ୍ତରଣ ପାଇଁ ଜନସଂଖ୍ୟା ସ୍କେଲରେ କାର୍ଯ୍ୟକାରୀ ସଫଳ ଡିଜିଟାଲ ସମାଧାନ ଆଦାନପ୍ରଦାନ କ୍ଷେତ୍ରରେ ସହଯୋଗ ନିମନ୍ତେ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟ ମାଧ୍ୟମରେ ଭାରତ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଡିସେମ୍ବର ୩୧, ୨୦୨୩ ତାରିଖର ବିଜ୍ଞପ୍ତି ଜରିଆରେ ସମ୍ବିଧାନର ଧାରା ୨୮୦ ଅନୁଯାୟୀ ଗଠିତ ୧୬ତମ ଅର୍ଥ ଆୟୋଗ ପାଇଁ ଯୁଗ୍ମ ସଚିବ ସ୍ତରରେ ୩ ଟି ପଦବୀ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (ସିଡିଏସସିଓ) ଏବଂ ଇକ୍ୱେଡର ଗଣତନ୍ତ୍ରର ଏଜେନ୍ସିଆ ନାସିଓନାଲ ଡି ରେଗୁଲେକ୍ସନ, […]
ମେଷ: – ଆଜି ମିଶ୍ରିତ ଦିନ ହେବ। ବ୍ୟବସାୟିକ କାର୍ଯ୍ୟକଳାପରେ ସାମାନ୍ୟ ସମସ୍ୟା ହୋଇପାରେ। ତଥାପି, କିଛି କାର୍ଯ୍ୟ ସଫଳ ହେବ, କିନ୍ତୁ ସେଗୁଡିକ ଯତ୍ନର ସହିତ କରିବା ଆବଶ୍ୟକ । ସ୍ୱାସ୍ଥ୍ୟ ଖରାପ ହେବାର ସମ୍ଭାବନା ରହିବ ଏବଂ ମାନସିକ ରୋଗ […]
ଭୁବନେଶ୍ୱର: ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସହରାଞ୍ଚଳ ରୂପାନ୍ତରଣ ସଂପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ ଆଜିଠାରୁ ହୋଟେଲ ଭିଭାନ୍ତା, ଭୁବନେଶ୍ୱରରେ ଆରମ୍ଭ ହୋଇଛି। ଜାନୁଆରୀ ୧୮ ରୁ ୨୦ ତାରିଖ ପର୍ୟ୍ୟନ୍ତ ୩ ଦିନ ଧରି ଅନୁଷ୍ଠିତ ହେଉଥିବା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ଦୁଇଟି ତାପଜ ବିଦ୍ୟୁତ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଇକ୍ୟୁଟି ନିବେଶ ପ୍ରସ୍ତାବକୁ ମଞ୍ଜୁର କରିଛି। ପ୍ରଥମ ପ୍ରକଳ୍ପ ଭାବେ ସାଉଥ୍ ଇଷ୍ଟର୍ଣ୍ଣ କୋଲ୍ଫିଲ୍ଡସ୍ ଲିମିଟେଡ୍ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀରାମ ଜନ୍ମଭୂମି ମନ୍ଦିରକୁ ଉତ୍ସର୍ଗ କରାଯାଇଥିବା ଛଅଟି ସ୍ୱତନ୍ତ୍ର ସ୍ମାରକୀ ଡାକଟିକଟର ଉନ୍ମୋଚନ କରିଛନ୍ତି। ଏଥିସହ ଶ୍ରୀ ମୋଦୀ ପ୍ରଭୁ ରାମଙ୍କ ଉପରେ ବିଶ୍ୱର ଅନ୍ୟାନ୍ୟ ଦେଶରେ ପୂର୍ବରୁ ଉନ୍ମୋଚିତ ଡାକିଟକଟ ଉପରେ ଆଧାରିତ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସଗୁଡିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ […]
ଭୁବନେଶ୍ବର: ଆସନ୍ତା ଜାୟନୁୟାରୀ ୨୨ ତାରିଖରେ ସମସ୍ତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କାର୍ୟ୍ୟାଳୟ ଅଧାଦିନ ଛୁଟି ରହିବ। ଏହି ଘୋଷଣା ଆଜି ଉଭୟ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ସେହିଦିନ ଅଯୋଧ୍ୟାରେ ରାମଲାଲ ପ୍ରତିଷ୍ଠା ଉତ୍ସବ […]
ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଆଜି କହିଛନ୍ତି ଯେ ଆଦିବାସୀମାନେ ଆମ ଦେଶର ଗର୍ବ ଅଟନ୍ତି। ଉପରାଷ୍ଟ୍ରପତି ତାଙ୍କ ବାସଭବନରେ ଛତିଶଗଡ଼ ଓ ମଧ୍ୟପ୍ରଦେଶର ଆଦିବାସୀ ଛାତ୍ରଛାତ୍ରୀଙ୍କୁ ସାକ୍ଷାତ କରି ଶ୍ରୀ ଧନଖଡ କହିଥିଲେ -ମୁଁ ଆପଣଙ୍କୁ କହିବାକୁ ଚାହେଁ ଯେ […]