ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆ ଏସିଆନ୍ ଗେମ୍ସ-୨୦୨୩ ରେ ୧୯ ତମ ସ୍ୱର୍ଣ୍ଣ ପଦକ ଜିତିଛି। ମହିଳା କମ୍ପାଉଣ୍ଡ ଦଳ ଇଭେଣ୍ଟ ଫାଇନାଲରେ ଭାରତ ବିଜୟ ଲାଭ କରିଛି।…
ଜାତୀୟ ଖବର
ନୂଆଦିଲ୍ଲୀ: ଆଜି ବିଶ୍ୱକପ୍ର ପ୍ରଥମ ମ୍ୟାଚ୍ରେ ନ୍ୟୁଜିଲ୍ୟାଣ୍ଡ ଏବଂ ଇଂଲଣ୍ଡର ଦଳ ମୁହାଁମୁହିଁ ହେବେ। ଦୁଇ ଦଳ ମଧ୍ୟରେ ମ୍ୟାଚ୍ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯିବ।…
ନୂଆଦିଲ୍ଲୀ: ଏକ ଜାତୀୟ ହଳଦୀ ବୋର୍ଡ ଗଠନ ସଂକ୍ରାନ୍ତ ସରକାରୀ ବିଜ୍ଞପ୍ତି ଆଜି ପ୍ରକାଶ ପାଇଛି। ଏହି ଜାତୀୟ ହଳଦୀ ବୋର୍ଡ ଦେଶରେ ହଳଦୀ ଓ ହଳଦୀ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନ ଏବଂ ମଧ୍ୟପ୍ରଦେଶ ଗସ୍ତ କରିବେ। ପୂର୍ବାହ୍ନ ପ୍ରାୟ 11: 15 ରେ ରାଜସ୍ଥାନର ଯୋଧପୁରରେ ପ୍ରଧାନମନ୍ତ୍ରୀ ଭିତ୍ତି ପ୍ରସ୍ତର…
ଭୁବନେଶ୍ବର: ଚୀନ୍ର ହାଙ୍ଗଜୋରେ ଚାଲିଥିବା ଏସୀୟ କ୍ରୀଡାରେ ରୌପ୍ୟ ପଦକ ଜିତିଥିବା ଓଡିଶାର ଜାଭେଲିନ୍ ତାରକା ଆଥଲେଟ୍ କିଶୋର କୁମାର ଜେନାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଚାଣକ୍ୟ ନୀତି: ପ୍ରତ୍ୟେକ ମଣିଷର କିଛି ଶକ୍ତି ଏବଂ ଦୁର୍ବଳତା ଥାଏ। ଜୀବନରେ ସଫଳ ସେହି ବ୍ୟକ୍ତି ହୋଇଥାଏ, ଯିଏ ନିଜ କାର୍ଯ୍ୟକୁ ବିଚାର କରେ। କେଉଁଟି ଠିକ୍…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଭାରତୀୟ ସମ୍ବିଧାନର ଧାରା ୨୪୦ ଅଧୀନରେ (୧) ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଭଡା…
ମକର ରାଶିଫଳ- ଆପଣ ଶାରୀରିକ ଏବଂ ମାନସିକ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଜି ଆପଣ ନିର୍ଦ୍ଦିଷ୍ଟ କାର୍ଯ୍ୟ କରିବାକୁ ସକ୍ଷମ ହେବେ। ଆର୍ଥିକ ଲାଭ ହାସଲ ହେବ।…
ମେଷ ରାଶିଫଳ- ଆପଣଙ୍କ ଦିନକୁ ଯତ୍ନର ସହିତ ବିତାନ୍ତୁ । ଆଜି କୈଣସି ପ୍ରକାରର ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଖରାପ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହାଙ୍ଗଝୋଠାରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୨ରେ ପୁରୁଷ ଜାଭେଲିନ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା କିଶୋର ଜେନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ତେଲଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶ ରାଜ୍ୟ ମଧ୍ୟରେ ବିଚାର ପାଇଁ ଆଇଏସଆରଡବ୍ଲୁଡି ଆଇନର ଧାରା ୫(୧)…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆନ୍ଧ୍ରପ୍ରଦେଶ ପୁନର୍ଗଠନ ଆଇନ ୨୦୧୪ (୨୦୧୪ର ନଂ ୬)ର ତ୍ରୟୋଦଶ ଅନୁସୂଚୀରେ ବ୍ୟବସ୍ଥା ଅନୁଯାୟୀ…
ନୂଆଦିଲ୍ଲୀ: ୨୦୨୩ ବିଶ୍ୱକପ୍ ଆରମ୍ଭ ପାଇଁ ଅଧିକ ସମୟ ବାକି ନାହିଁ। ଏହି ଟୁର୍ଣ୍ଣାମେଣ୍ଟ ଇଂଲଣ୍ଡ ଏବଂ ନ୍ୟୁଜିଲ୍ୟାଣ୍ଡ ସହିତ କିଛି ଘଣ୍ଟା ମଧ୍ୟରେ ଆରମ୍ଭ ହେବ।…
ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ଇଡି ଗିରଫ କରିଛି। ଚଢାଉ ପରେ ଇଡି ତାଙ୍କୁ ଗିରଫ କରିଛି। ଆଜି ସକାଳ ୭…
ଭୁବନେଶ୍ବର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଏସଟି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୋର୍ଚ୍ଚାର ରାଜ୍ୟ ସଭାପତି ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
ନୂଆଦିଲ୍ଲୀ: ଭାରତର ତାରକା ଆଥଲେଟ୍ ନୀରଜ ଚୋପ୍ରା ଜାଭେଲିନ୍ ଥ୍ରୋରେ ପୁଣି ଥରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ ଟିମ୍ ଇଣ୍ଡିଆକୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରିଛନ୍ତି।…
ନୂଆଦିଲ୍ଲୀ: ମୁଦ୍ରାସ୍ଫୀତି ମଧ୍ୟରେ ସରକାର ଲୋକଙ୍କୁ କିଛି ଆଶ୍ଵସ୍ତି ଦେଇଛନ୍ତି। ଉଜ୍ଜ୍ଵଲା ଯୋଜନା ଅଧୀନରେ ନିଆଯାଇଥିବା ଏଲପିଜି ସିଲିଣ୍ଡର ଉପରେ ସବସିଡି ବୃଦ୍ଧି କରାଯାଇଛି। ପ୍ରଧାନ ମନ୍ତ୍ରୀ…
ନୂଆଦିଲ୍ଲୀ: ଆମ ଅଦମୀ ପାର୍ଟି ସାଂସଦ ସଞ୍ଜୟ ସିଂଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି। ଅବକାରୀ ଦୁର୍ନୀତି ମାମଲାରେ ସଞ୍ଜୟ ସିଂଙ୍କୁ ଇଡି ଗିରଫ କରିଛି। ଆଜି…
ନୂଆଦିଲ୍ଲୀ: ଭାରତୀୟ ପୁରୁଷ ହକି ଦଳ ସେମିଫାଇନାଲରେ ଦକ୍ଷିଣ କୋରିଆକୁ ପରାସ୍ତ କରିଛି। ସେମିଫାଇନାଲ ମ୍ୟାଚରେ ଟିମ୍ ଇଣ୍ଡିଆ ଦକ୍ଷିଣ କୋରିଆକୁ ୫-୩ ରେ ପରାସ୍ତ କରିଛି।…
ନୂଆଦିଲ୍ଲୀ: କ୍ରିକେଟ୍ ର ସବୁଠାରୁ ବଡ ମହାକୁମ୍ଭ ଅର୍ଥାତ୍ ବିଶ୍ୱକପ୍ ଆସନ୍ତାକାଲି ଠାରୁ ଦେଶରେ ଖେଳାଯିବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଇଂଲଣ୍ଡ…
ନୂଆଦିଲ୍ଲୀ: ଆଜି ଉତ୍ତରପ୍ରଦେଶର ବାରାଣାସୀରେ ବାରାଣାସୀ-ଲକ୍ଷ୍ନୌ ରାଜପଥରେ କାର ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ…

