ନୂଆଦିଲ୍ଲୀ : କଂଗ୍ରେସର ବଡ ଚେହେରା ଜ୍ୟୋତିରାଦିତ୍ୟ ସିନ୍ଧିଆ ବୁଧବାର ଦିନ ଭାରତୀୟ ଜନତା ପାର୍ଟିରେ ସାମିଲ୍ ହେଉଛନ୍ତି। ସିନ୍ଧିଆ ବିଜେପିରେ ସାମିଲ୍ ହେବା ନେଇ କଂଗ୍ରେସରେ ହଲଚଲ୍ ହେବା ସହିତ ବିଜେପି ଶିବିରରେ ମଧ୍ୟ ଟିକେ ମତଭେଦ ସୃଷ୍ଟି ହୋଇଥିବାର […]
ନୂଆଦିଲ୍ଲୀ : ମଧ୍ୟପ୍ରଦେଶ ରାଜନୀତିରେ ନାଟକ ଥମିବାର ନାଁ ନେଉନାହିଁ । ଇସ୍ତଫା ଦେଇଥିବା 22 ବିଧାୟକଙ୍କ ମଧ୍ୟରୁ 13 ଜଣ କଂଗ୍ରେସକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ବରିଷ୍ଠ କଂଗ୍ରେସ ନେତା ଦିଗ୍ବିଜୟ ସିଂ ମତ ଦେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଆଜି ବିଜେଡି ସଂସଦୀୟ ଦଳ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟିଛନ୍ତି। ପ୍ରସନ୍ନ ଆଚାର୍ଯ୍ୟଙ୍କ ନେତୃତ୍ବରେ ଆଜି ବିଜେଡି ସାଂସଦ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ୟେସ୍ ବ୍ୟାଙ୍କରେ ଜଗନ୍ନାଥଙ୍କର 545 କୋଟି ଟଙ୍କା ଫସି […]
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମେତ 22 ଜଣ ବିଧାୟକ ଇସ୍ତଫା ଦେବା ପରେ କମଲନାଥ ସରକାର ଏବେ ଘୋର ସଂକଟରେ । ତେବେ କଂଗ୍ରେସ ବିଧାନସଭାରେ ବହୁମତ ସାବ୍ୟସ୍ତ କରିବା ନେଇ ଦାବି ରଖିଛି । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ […]
ଛତିଶଗଡ : ମଧ୍ୟପ୍ରଦେଶରେ କମଲନାଥ ସରକାର ଉପରେ ସଂକଟ ଘନେଇଥିବାବେଳେ ସରକାରକୁ କିଛି ବିପଦ ନାହିଁ ଓ ବହୁମତ ସାବ୍ୟସ୍ତ କରିବାକୁ ପ୍ରସ୍ତୁତ ବୋଲି କହିଛନ୍ତି କଂଗ୍ରେସ ନେତା। ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ […]
ବ୍ରିଟେନ୍ :ଚୀନ୍ରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍ ଭୟଙ୍କର ଭାବରେ ଦୁନିଆର ଅନ୍ୟ ସମସ୍ତ ଦେଶକୁ କବଳିତ କରି ଚାଲିଛି। ଅନ୍ୟ ଦେଶଗୁଡିକରେ ମଧ୍ୟ କରୋନା ମୃତକଙ୍କ ସଂଖ୍ୟା ବଢି ଚାଲିଛି। ଦୁନିଆର 100ରୁ ଉର୍ଦ୍ଧ୍ବ ଦେଶ ଏହି କରୋନା କବଳରେ […]
ନୂଆଦିଲ୍ଲୀ: ଭାରତରେ କରୋନା ଭାଇରସ ଯୋଗୁଁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମଗ୍ର ବିଶ୍ୱରେ ଏପର୍ଯ୍ୟନ୍ତ 4ହଜାର 295 ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ 1ଲକ୍ଷ 19 ହଜାର 179 ଲୋକ ସଂକ୍ରମଣର ଶିକାର ହୋଇଛନ୍ତି। ରିପୋର୍ଟ ଅନୁସାରେ ଭାରତରେ 50ରୁ […]
କେରଳ : ଭାରତରେ କରୋନା ଆକ୍ରନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏଥିପାଇଁ ବେଶ୍ ସତର୍କତା ଅବଲମ୍ବନ କରାଯାଉଛି । ଏହି ପରିପ୍ରେକ୍ଷୀରେ କେରଳରେକରୋନା ମୁକାବିଲା ପାଇଁ କେରଳ ମୁଖ୍ୟମନ୍ତ୍ରୀ ପି. ବିଜୟନ କଡା ନିର୍ଦ୍ଦେଶ ଦେଇଛନ୍ତି । କେରଳରେ ବିବାହ ଉତ୍ସବ ହେବ […]
ନୂଆଦିଲ୍ଲୀ : ରାଜନୈତିକ ଚାନ୍ଦା ଆଦାୟକୁ ନେଇ ଏକ ନୂତନ ତଥ୍ୟ ସମ୍ମୁଖକୁ ଆସିଛି । ମଙ୍ଗଳବାର ମିଳିଥିବା ତଥ୍ୟ ଅନୁଯାୟୀ ବିଭିନ୍ନ ରାଜନୈତିକ ଦଳ ଅଜଣା ସୂତ୍ରରୁ 11234 କୋଟି ଟଙ୍କାର ଚାନ୍ଦା ଗ୍ରହଣ କରିଛନ୍ତି । ବିଗତ 15 […]
ଭୋପାଳ : ମଧ୍ୟପ୍ରଦେଶ କଂଗ୍ରେସରେ ଚାଲିଥିବା ଇସ୍ତଫା ରାଜନୀତି ଥମିମବାର ନାମ ନେଉନାହିଁ । ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥନରେ ମଧ୍ୟପ୍ରଦେଶର କଂଗ୍ରେସ ମୁଖପାତ୍ର ମଞ୍ଜୁର ବେଗ୍ ନିଜର ଇସ୍ତଫା ପ୍ରଦାନ କରିଛନ୍ତି । ବେଗ୍ ନିଜ ଇସ୍ତଫାପତ୍ରରେ ସିନ୍ଧିଆଙ୍କୁ ସମର୍ଥନ କରିଛନ୍ତି […]
କାନପୁର : ସମଗ୍ର ଦେଶରେ ହୋଲିର ମାହୋଲ ଚାଲିଥିବା ବେଳେ ଉତ୍ତର ପ୍ରଦେଶର କାନପୁରରେ ଏକ ଅଭାବନୀୟ କାଣ୍ଡ ଘଟିଛି । ସାମାନ୍ୟ ବଚସାକୁ ନେଇ ଦୁଇ ସାଙ୍ଗକୁ ପିଟି ପିଟି ହତ୍ୟା କରିଛି ଜଣେ ଯୁବକ । ଘଟଣାଟି କାନପୁରର […]
ଜୟପୁର : କଂଗ୍ରେସ ନେତା ଏବଂ ସାଂସଦ ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସରୁ ଇସ୍ତଫା ପ୍ରଦାନ କରିବା ପରେ ଏହାକୁ ସମାଲୋଚନା କରିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ । ସିନ୍ଧଆ ଜନମତକୁ ପ୍ରତ୍ୟାଖ୍ୟାନ କରିଛନ୍ତି ବୋଲି ଗେହଲଟ୍ ମତ ଦେଇଛନ୍ତି । […]
ବେଙ୍ଗାଲୁରୁ/ଭୋପାଳ : 6 ବିଦ୍ରୋହୀ ବିଧାୟକଙ୍କୁ ନିଲମ୍ବନ କରିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ । ମଙ୍ଗଳବରୀ 6 ଜଣ କ୍ୟାବିନେଟ୍ ମନ୍ତ୍ରୀଙ୍କୁ ବରଖାସ୍ତ କରିବା ପାଇଁ ରାଜ୍ୟପାଳଙ୍କୁ ପତ୍ର ଲେଖିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ । ରାଜ୍ୟପାଳ ଲାଲଜୀ ଟଣ୍ଡନଙ୍କୁ କମଲନାଥ […]
ବେଙ୍ଗାଲୁରୁ : ଭାରତରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଚୀନ୍ରୁ ବ୍ୟାପିଥିବା ଏହି ଭାଇରସ୍ ଦିନକୁ ଦିନ ନିଜର କାୟା ବିସ୍ତାର କରି ଚାଲିଥିବା ବେଳେ ମଙ୍ଗଳବାର ବେଙ୍ଗାଲୁରୁରେ 4 ଜଣ ନୂତନ ସଙ୍କ୍ରମିତଙ୍କୁ ଚିହ୍ନଟ […]
କେଦାର ମିଶ୍ର ଯେଉଁ ଦିନ ଜ୍ୟୋତିରାଦିତ୍ୟ ସିନ୍ଧିଆ କାଶ୍ମୀରରେ ଧାରା ୩୭୦ ଉଚ୍ଛେଦକୁ ସମର୍ଥନ କରି ବୟାନ ଦେଲେ ସେଦିନ କଂଗ୍ରେସ ତାଙ୍କୁ ଦଳରୁ ବହିସ୍କାର କରିବା ଉଚିତ ହୋଇଥାନ୍ତା! ତେବେ କଂଗ୍ରେସ ଦଳ ପାଇଁ କଣ ଉଚିତ ବା ଅନୁଚିତ, […]
ନୂଆଦିଲ୍ଲୀ, ଶେଷରେ ମଧ୍ୟ ପ୍ରଦେଶର ବିଦ୍ରୋହୀ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ସୋନିଆ ଗାନ୍ଧୀଙ୍କୁ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ଆଜି ସକାଳେ ସିନ୍ଧିଆ ଅମିତ ଶାହାଙ୍କୁ ସାକ୍ଷାତ କରିଥିଲେ। ଏହାପରେ ଅମିତ ଶାହା […]
ନୂଆଦିଲ୍ଲୀ, ମଧ୍ୟପ୍ରଦେଶର ବିଦ୍ରୋହୀ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାକୁ ଯାଇଛନ୍ତି। ତାଙ୍କ ସହିତ ଅଛନ୍ତି ଗୃହମନ୍ତ୍ରୀ ଅମିତ ଶାହା। ଯାହା କଳ୍ପନାଜଳ୍ପନା ପ୍ରକାଶ ପାଉଥିଲା ବର୍ତ୍ତମାନ ତାହା ସତ ହେବାକୁ ଯାଉଛି। ସିନ୍ଧିଆ ବିଜେପିରେ […]
ଭୋପାଳ : ସାରା ଦେଶ ରେ ହୋଲି ର ପରବ ଚାଲିଥିବା ବେଳେ ମଧ୍ୟପ୍ରଦେଶ ସରକାରରେ କିନ୍ତୁ କଳବାଦଲ ଘୋଟି ହୋଇ ଆସିଛି। ମଧ୍ୟପ୍ରଦେଶ ମନ୍ତ୍ରିମଣ୍ଡଳର ୨୮ ଜଣ ମନ୍ତ୍ରୀ ରୁ ୨୨ ଜଣ ମନ୍ତ୍ରୀ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ନିଜର ଇସ୍ତଫା […]
ନୂଆଦିଲ୍ଲୀ : ନିର୍ଭୟା ଦୋଷୀ ଫାଶୀ ଟାଳିବାକୁ ନୂଆ ଚାଲ୍ ଆରମ୍ଭ କରିଛନ୍ତି । ଫାଶୀ ରଦ୍ଦ କରିବାକୁ ଆବେଦନ କରାଯାଇଛି । ଫାଶୀ ଦଣ୍ଡରୁ ବର୍ତ୍ତିବା ପାଇଁ ଦିଲ୍ଲୀ ଉପରାଜ୍ୟପାଳଙ୍କ ଠାରେ ଅପିଲ କରିଛି ଦୋଷୀ ବିନୟ ଶର୍ମା। ଆସନ୍ତା […]
ଲକ୍ଷ୍ନୌ: ଉତ୍ତରପ୍ରଦେଶର ଯୋଗୀ ସରକାରଙ୍କୁ ଝଟ୍କା ଲାଗିଛି। ସିଏଏ ବିରୋଧୀ ଆନ୍ଦୋଳନକାରୀ ଫଟୋ ଲାଗିଥିବା ହୋର୍ଡିଂ ହଟାଇବାକୁ ସୋମବାର ଆହ୍ଲାବାଦ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଗୋବିନ୍ଦ ମାଥୁର ଏବଂ ଜଷ୍ଟିସ୍ ରମେଶ ସିହ୍ନା ଏହି […]
ନୂଆଦିଲ୍ଲୀ : ମହିଳାଙ୍କ ମାସିକ ଋତୁସ୍ରାବ ପାଇଁ ଛୁଟିର ଦାବି କରି ଫଶିଛନ୍ତି ଥରୁର୍ । କଂଗ୍ରେସ ନେତା ଶଶି ଥରୁର ଟୁଇଟ୍ କରି ମହିଳାଙ୍କ ପିରିୟଡସ୍ ବା ମାସିକ ଋତୁସ୍ରାବ ସମୟରେ ଛୁଟିର ଦାବି କରିଛନ୍ତି। ଶଶୀ ଏହି ଟୁଇଟ୍ରେ […]