ନୂଆଦିଲ୍ଲୀ, ସମସ୍ତ ପିଏମ-କିଷାନ ହିତାଧିକାରୀ ଚାଷୀଙ୍କୁ ରିହାତି ଦରରେ ସଂସ୍ଥାଗତ ଋଣ ଯୋଗାଇ ଦେବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ପକ୍ଷରୁ କିଷାନ କ୍ରେଡିଟ କାର୍ଡ (କେସିସି) ପରିପୂର୍ଣ୍ଣତା ଅଭିଯାନ ଆରମ୍ଭ କରାଯାଇଛି । ଫଳରେ ଏ ସମସ୍ତ ଚାଷୀଙ୍କୁ ଧାର୍ଯ୍ୟ ସମୟରେ […]
ନୂଆଦିଲ୍ଲୀ,୨୦୧୭ରୁ ୨୦୧୯ ପର୍ଯ୍ୟନ୍ତ ତିନି ବର୍ଷ ଧରି ଦେଶରେ କ୍ରମାଗତ ଭାବେ ନକ୍ସଲ ହିଂସା ଘଟଣା ହ୍ରାସ ପାଇଛି । ଆଜି ଲୋକସଭାରେ ନକ୍ସଲ ହିଂସା ସକ୍ରାନ୍ତ ଏକ ପ୍ରଶ୍ନର ଲିଖିତ ଉତର ଦେଇ ଏହା କହିଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ର […]
ସମୀକ୍ଷା ବ୍ୟୁରୋ ଦିଲ୍ଲୀରେ ପୁଣି ବହୁମତ ପାଇ ତୃତୀୟ ଥର ପାଇଁ ଆପ୍ ଶାସନ କ୍ଷମତା ଦଖଲ କରିବା ସ୍ପଷ୍ଟ ହୋଇଛି। ବିଜେପିର ଶାହିନ୍ବାଗ୍ ପ୍ରସଙ୍ଗକୁ ପଛରେ ପକାଇଛି ଆପ୍ର ବିକାଶ ପ୍ରସଙ୍ଗ। ଆପ୍ ୬୨ ଟି ଆସନରେ ଆଗୁଆ ରହିଥିବା […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜୟ ପାଇଁ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ ପଟ୍ଟନାୟକ। ଦିଲ୍ଲୀ ବିଧାନସଭା ନିର୍ବାଚନରେ ବୃହତ ବିଜୟ ପାଇଁ କେଜ୍ରିଓ୍ବାଲଙ୍କୁ ଏବଂ ଆମ୍ ଆଦମୀ ପାର୍ଟି (ଆପ୍)କୁ ଧନ୍ୟବାଦ ଜଣାଇଛନ୍ତି। ସୋସିଆଲ ମିଡିଆ […]
ନୂଆଦିଲ୍ଲୀ : ଦିଲ୍ଲୀ ନିର୍ବାଚନକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ । କେଜ୍ରିଓ୍ବାଲଙ୍କୁ ପ୍ରଶଂସା କରିବା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସମାଲୋଚନା କରିଛନ୍ତି । ମନ୍ କୀ ବାତ୍କୁ ଜନ୍ କୀ ବାତ୍ ପଛରେ […]
ନୂଆଦିଲ୍ଲୀ : ଅରବିନ୍ଦ କେଜ୍ରିଓ୍ବାଲଙ୍କ ରାଜନୈତିକ ଦଳ ଆମ୍ ଆଦ୍ମୀ ପାର୍ଟି ବହୁମତ ହାସଲ କରି ବିଜୟୀ ହେବାକୁ ଯାଉଥିବା ବେଳେ ଅରବିନ୍ଦ କେଜ୍ରିଓ୍ବାଲ ନିଜ ପତ୍ନୀଙ୍କୁ ଏକ ଉପହାର ଦେଇଛନ୍ତି । ପତ୍ନୀ ସୁନୀତା କେଜ୍ରିଓ୍ବାଲଙ୍କ ଜନ୍ମଦିନରେ ଆପ୍ ବିଜୟୀ […]
ନୂଆଦିଲ୍ଲୀ : ପ୍ରଚଣ୍ଡ ବହୁମତ ସହିତ ପୁନର୍ବାର କ୍ଷମତାକୁ ଫେରିବା ସ୍ପଷ୍ଟ ହୋଇଥିବା ବେଳେ ଦିଲ୍ଲୀର ଜନତାଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ଅପରାହ୍ନ 3.30 ସୁଦ୍ଧା ଆପ୍ର ପ୍ରାର୍ଥୀ 25ଟି ଆସନରେ ବିଜୟୀ ହୋଇଥିବା ବେଳେ କେଜ୍ରିଓ୍ବାଲ […]
ନୂଆଦିଲ୍ଲୀ : ମୁଜାଫରପୁର ଆଶ୍ରୟସ୍ଥଳୀ ଯୌନ ନିର୍ଯାତନା ମାମଲାରେ ମୁଖ୍ୟ ଅଭିଯୁକ୍ତ ବ୍ରିଜେଶ ଠାକୁରଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି । ମଙ୍ଗଳବାର ଦିଲ୍ଲୀର ଏକ କୋର୍ଟ ବ୍ରିଜେଶଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ବ୍ରିଜେଶ ମହିଳା ଆଶ୍ରୟସ୍ଥଳୀର ଏକାଧିକ […]
କେଦାର ମିଶ୍ର ଦିଲ୍ଲୀରେ ଆମ ଆଦମି ପାର୍ଟିର ବିଜୟ ହେବ, ଏକଥା ଜଣା ପଡୁଥିଲା। ହେଲେ ଏହି ବିଜୟ ଯେ ୨୦୧୫ ବିଜୟ ସହିତ ସମାନ ହେବ, ଏକଥା କେହି ଚିନ୍ତା କରିନଥିଲେ। ଏହି ରିପୋର୍ଟ ଲେଖା ହେଲାବେଳକୁ ଆପ ୬୩ […]
ନୂଆଦିଲ୍ଲୀ : ସମସ୍ତ ରାଜ୍ୟସଭା ସାଂସଦଙ୍କ ପାଇଁ ବିଜେପି ପକ୍ଷରୁ ହ୍ବିପ୍ ଜାରି କରାଯାଇଛି । ବଜେଟ୍ ଅଧିବେଶନ ପୂର୍ବରୁ ଆଜି ଅନ୍ତିମ କାର୍ଯ୍ୟଦିବସ ହୋଇଥିବାରୁ ସମସ୍ତ ସଦସ୍ୟଙ୍କ ଉପସ୍ଥିତି ପାଇଁ ହ୍ବିପ୍ ଜାରି କରାଯାଇଛି । ବିଜେପି ପକ୍ଷରୁ ଏହି […]
ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗଣତି ଜାରି ରହିଥିବାବେଳେ ଆମ୍ ଆଦ୍ମୀ ପାର୍ଟି ପୁଣିଥରେ ବହୁମତ ନେଇ ବାଜିମାତ୍ ହାସଲ କରୁଥିବାର ସୂଚନା ମିଳୁଛି । ଦିଲ୍ଲୀରେ କ୍ଷମତାଧାରୀ ଦଳ ଆପ୍ 55ରୁ ଅଧିକ ଆସନରେ ଆଗେଇ […]
ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ଗଣତି ଜାରି ରହିଛି । ତେବେ ପ୍ରାରମ୍ଭିକ ପର୍ଯ୍ୟାୟରୁ ଆପ୍ ଲଗାତାର ଭାବରେ 50ଟି ଆସନରେ ଆଗୁଆ ରହିଛି । ସେହିପରି ବିଜେପି 20ଟି ଆସନରେ ଆଗୁଆ ଅଛି । ଏହି […]
ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନର ଚତୁର୍ଥ ରାଉଣ୍ଡ ଗଣନା ସୁଦ୍ଧା ବି ଆପ୍ ଆଗୁଆ ରହିଛି । ଦିଲ୍ଲୀରେ ପୁଣିଥରେ ଆପ୍ ବହୁମତ ହାସଲ କରି ଶାସନ କରିବ । ମିଳିଥିବା ସୂଚନା ଅନୁସାରେ ଆପ୍ 50ଟି ଆସନରେ ଆଗୁଆ ରହିଥିବାବେଳେ […]
ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପତ୍ନୀ ମେଲାନିଆ ଚଳିତ ମାସ ୨୪ ଓ ୨୫ ତାରିଖରେ ଭାରତ ଆସିବେ। ଏନେଇ ଆମେରିକା ରାଷ୍ଟ୍ରପତି ଭବନ ହ୍ୱାଇଟ୍ ହାଉସ ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ଗସ୍ତ ସମୟରେ […]
ନୂଆଦିଲ୍ଲୀ : ସତୁରୀ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ଭୋଟ୍ ଗଣତି ଜାରି ରହିଛି। ତେବେ ଆରମ୍ଭରୁ ଆପ୍ ଆଗୁଆ ରହିଥିବାର ସୂଚନା ମିଳିଛି । ଚଳିତ ବିଧାନସଭା ନିର୍ବାଚନରେ ମୋଟ 672 ଜଣ ପ୍ରାର୍ଥୀ ରହିଥିବାବେଳେ […]
ନୂଆଦିଲ୍ଲୀ, ଦିଲ୍ଲୀର 70ଟି ବିଧାନସଭା ପାଇଁ ଆସନ୍ତାକାଲି ହେବ ଭୋଟ ଗଣତି। ଏହି ଗଣତି ସକାଳ 8ଟାରୁ ଆରମ୍ଭ ହେବ ବୋଲି ଜଣାପଡିଛି। ସେଥିପାଇଁ ଦିଲ୍ଲୀରେ 21 ଟି ଭୋଟ ଗଣତି କେନ୍ଦ୍ର କରାଯାଇଛି। ଏଥିପାଇଁ 33 ଜଣ ଗଣତି ଅଧିକାରୀ […]
ଲକ୍ଷ୍ନୌ : ଦୁଇ ଜଣ ବ୍ୟବସାୟୀଙ୍କୁ ଅପହରଣ କରିବା ଅଭିଯୋଗରେ ଜଣେ ଏସ୍ଏସ୍ବି ଯବାନଙ୍କୁ ଅଟକ ରଖାଯାଇଛି । ମୋହନଲାଲଗଞ୍ଜରେ ଅବସ୍ଥାପିତ ଏସ୍ଏସ୍ବି ଯବାନ ରାଜେଶ କୁମାରଙ୍କୁ ଲକ୍ଷ୍ନୌରୁ ରବିବାର ଦିନ ଗିରଫ କରାଯାଇଛି । ଅର୍ଥ ହାସଲ ପାଇଁ ତିନି […]
କୋଲକାତା : ଅରବିନ୍ଦ କେଜ୍ରିଓ୍ବାଲଙ୍କ ମାଗଣା ବିଦ୍ୟୁତ୍ ଯୋଜନାକୁ ଆପଣେଇଛନ୍ତି ମମତା ବାନାର୍ଜୀ । ପଶ୍ଚିମବଙ୍ଗରେ ଏଣିକି 75 ୟୁନିଟ୍ ପର୍ଯ୍ୟନ୍ତ ବିଦ୍ୟୁତ୍ ମାଗଣା ମିଳିବା ନେଇ ଘୋଷଣା କରିଛନ୍ତି ମମତା ବାନାର୍ଜୀ । ସୋମବାର ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଅମିତ ମିତ୍ର […]
ନୂଆଦିଲ୍ଲୀ : ପଦୋନ୍ନତିରେ ଆରକ୍ଷଣକୁ ବିରୋଧ କରି ସର୍ବୋଚ୍ଚ କୋର୍ଟ ପ୍ରଦାନ କରିଥିବା ରାୟକୁ ବିରୋଧ କରି ସଂସଦରେ ହଙ୍ଗାମା ହୋଇଛି । ବିଭିନ୍ନ ବିପକ୍ଷ ଦଳଙ୍କ ସମେତ ଏନ୍ଡିଏର ସହଯୋଗୀ ଅପ୍ନା ଦଳ ଏବଂ ଏଲ୍ଜେପି ପକ୍ଷରୁ ମଧ୍ୟ ବିରୋଧ […]
ନୂଆଦିଲ୍ଲୀ : ଶାହିନବାଗରେ ସିଏଏ ବିରୋଧୀ ଆନ୍ଦୋଳନକୁ ସୁପ୍ରିମକୋର୍ଟ ସମାଲୋଚନା କରିଛନ୍ତି । ଏହା ଉପରେ କୌଣସି ରାୟ ଦେଇନଥିଲେ ମଧ୍ୟ ସୁପ୍ରିମକୋର୍ଟ ଏହାକୁ ସମାଲୋଚନା କରିଛନ୍ତି । ଆନ୍ଦୋଳନ ନାମରେ କୌଣସି ରାସ୍ତାକୁ ଆପଣ ସର୍ବଦା ବନ୍ଦ କରିବେ ନାହିଁ […]
ପାଟନା : ବିହାରର ଗାନ୍ଧୀ ମୈଦାନରେ ଏକ ବିସ୍ଫୋରଣ ଘଟି 6 ଜଣ ଆହତ ହୋଇଛନ୍ତି । ଏହି ବିସ୍ଫୋରଣରେ ଆହତଙ୍କ ମଧ୍ୟରେ ତିନି ଜଣ ମହିଳା ଏବଂ ଦୁଇ ଜଣ ଶିଶୁ ରହିଥିବା ଜଣାପଡିଛି । ବିହାରର ରାଜଧାନୀ ପାଟନାସ୍ଥିତ […]