ନୂଆଦିଲ୍ଲୀ, ଅଯୋଧ୍ୟାରେ ରାମମନ୍ଦିର ଭୂମି ପୂଜା ପ୍ରାୟ ସମସ୍ତ ଭାରତୀୟଙ୍କୁ ଉତ୍ସାହିତ କରିଛି। ବହୁ ବାଦବିଦାଦ ପରେ ବର୍ତ୍ତମାନ ଅଯୋଧ୍ୟାରେ ରାମମନ୍ଦିର ପ୍ରତିଷ୍ଠା ସମ୍ଭବ ହୋଇଥିବାରୁ ତାହା ସମସ୍ତଙ୍କୁ ଖୁସି ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତେବେଳେ ଭୂମିପୂଜନ କରୁଥିଲେ ସେତେବେଳେ […]
ଭୁବନେଶ୍ବର, ଆଜି ଭାରତର ଜଣେ ଲୋକପ୍ରିୟ ମହିଳା ନେତ୍ରୀ ସୁଷମା ସ୍ବରାଜଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ। ଠିକ୍ ବର୍ଷକ ତଳେ ସୁଷମା ସମସ୍ତଙ୍କୁ ଛାଡି ପରଲୋକ ଗମନ କରିଥିଲେ। ତାଙ୍କର ସ୍ମତି ଉଦ୍ଦେଶ୍ୟରେ ପୁରୀ ବେଳାଭୂମିରେ ପ୍ରଖ୍ୟାତ ବାଲୁକା ଶିଳ୍ପୀ ସୁଦର୍ଶନ […]
ଅହମ୍ମଦାବାଦ: ଗୁଜୁରାଟର ଅହମ୍ମଦାବାଦର ଏକ କୋଭିଡ ହସ୍ପିଟାଲରେ ନିଆଁ ଲାଗିଯାଇଛି। ଅହମ୍ମଦାବାଦ ସ୍ଥିତ ଶ୍ରେୟ ହସ୍ପିଟାଲରେ ନିଆଁ ଲାଗିଥିବାର ସୂଚନା ରହିଛି। ଏହି ଅଗ୍ନିକାଣ୍ଡରେ 8 କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି। କରୋନାକୁ ଦୃଷ୍ଟିରେ ରଖି ଶ୍ରେୟ ହସ୍ପିଟାଲକୁ […]
ନୂଆଦିଲ୍ଲୀ : ଜମ୍ମୁ କାଶ୍ମୀରର ନୂତନ ରାଜ୍ୟପାଳ ଭାବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନୋଜ ସିହ୍ନାଙ୍କୁ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀ ସ୍ନିହାଙ୍କୁ ଜମ୍ମୁ କାଶ୍ମୀରର ନୂଆ ଉପ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି। ଗତକାଲି ଗିରୀଶ ଚନ୍ଦ୍ର ମୁର୍ମୁ […]
ନୂଆଦିଲ୍ଲୀ, ଗତ 24 ଘଣ୍ଟା ମଧ୍ୟରେ ଦେଶ କରୋନା ସୁସ୍ଥତା ହାରରେ ରେକର୍ଡ ସୃଷ୍ଟି କରିଛି। ଗୋଟିଏ ଦିନରେ 51,706 ଜଣ ରୋଗୀ ସୁସ୍ଥ ହେବାରୁ ସୁସ୍ଥତା ହାର ଏପର୍ଯ୍ୟନ୍ତର ସର୍ବାଧିକ 67.19 ପ୍ରତିଶତରେ ପହଞ୍ଚିଛି । ଦିନକୁ ଦିନ ଏହା […]
ଦେଶରେ କରୋନା ସଂକ୍ରମଣ ଓ ତଜ୍ଜନିତ ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନାହିଁ। ଆଜି ବିଭିନ୍ନ ରାଜ୍ୟ ସରକାର ଦେଇଥିବା ତଥ୍ୟ ଅନୁଯାୟୀ ଦେଶର କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦,୦୦୦ ଟପିଛି।ଆଜି ମହାରାଷ୍ଟ୍ରରେ ୩୩୪, ତାମିଲନାଡୁରେ ୧୧୨, କର୍ଣ୍ଣାଟକରେ ୧୦୦, […]
ଅହମଦାବାଦ୍, ଅଯୋଧ୍ୟାରେ ଏକ ଭବ୍ୟ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜାନ ଉତ୍ସବରେ ଯୋଗ ଦେବା ବେଳେ ତାଙ୍କ ମା ଘରେ ଟିଭିରେ ତାଙ୍କୁ ଦେଖଉଥିଲେ। ମୋଦି ପ୍ରଥମେ ଯେତେବେଳେ ହନୁମାନ ମନ୍ଦିରରେ ପୂଜା ଅର୍ଚ୍ଚନା କଲେ ସେତେବେଳେ ତାଙ୍କ ମା […]
ସଂପଦ ଦଳାଇ ଆଜି ହିନ୍ଦୁ କ୍ୟାଲେଣ୍ଡରରେ ସେମିତି କିଛି ବଡ ତିଥି ନାହିଁ। ସେମିତି କିଛି ବଡ ପୂଜା ବି ନାହିଁ। ହେଲେ ଆଜି ଅଯୋଧ୍ୟାରେ ଯେପରି ଏକ ସମାରୋହର ଆୟୋଜନ ହେଲା ତାହା ହିନ୍ଦୁ କ୍ୟାଲେଣ୍ଡରରେ ଏକ ବଡ ତିଥି […]
ଅଯୋଧ୍ୟା : ଆଜି ଅଯୋଧ୍ୟାଠାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜା ଓ ଶିଳାନ୍ୟାସ କରିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି । ରାମ ମନ୍ଦିର ନିର୍ମାଣ ଦ୍ବାରା କେବଳ ଇତିହାସ ସୃଷ୍ଟି ହେଉନାହିଁ, ଇତିହାସର ପୁନରାବୃତ୍ତି […]
ନୂଆଦିଲ୍ଲୀ : ବିହାରର ଆଇପିଏସ୍ ଅଫିସରଙ୍କୁ ଜବରଦସ୍ତି କ୍ୱାରେଣ୍ଟିନ୍ ରଖିବାକୁ ନେଇ ମୁମ୍ବାଇ ମହାନଗର ନିଗମ (ବିଏମ୍ସି)କୁ ସର୍ବୋଚ୍ଚ କୋର୍ଟ ସମାଲୋଚନା କରିଛନ୍ତି । ଏପରି ପଦକ୍ଷେପ ସମାଜକୁ ଏକ ଭୁଲ୍ ବାର୍ତ୍ତା ପ୍ରଦାନ କରିବ ବୋଲି ସର୍ବୋଚ୍ଚ କୋର୍ଟ କହିଛନ୍ତି […]
ଅଯୋଧ୍ୟା : ପ୍ରାୟ 500 ବର୍ଷ ପରେ ରାମ ମନ୍ଦିର ନିର୍ମାଣ ନେଇ ସ୍ବପ୍ନ ପୂରା ହେବାକୁ ଯାଉଛି । ବହୁ ପ୍ରତୀକ୍ଷିତ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣର ଭୂମି ପୂଜନ ଅନୁଷ୍ଠିତ ହେଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା […]
ଦିଲ୍ଲୀ: ଜଣେ ପଡୋଶୀ ଅନ୍ୟ ଜଣେ ପଡୋଶୀଙ୍କ ଘରେ ପଶି ରକ୍ତର ଖେଳ ଖେଳିଛି। ବିହାରର ଦୁଇ ପରିବାରର ଦିଲ୍ଲୀରେ ଦୁଇ ପଡୋଶୀ ଭାବେ ରହୁଥିବାବେଳେ ଜଣେ ପଡୋଶୀ ଅନ୍ୟ ଦୁଇ ପଡୋଶୀଙ୍କର ଗଳା କାଟି ହତ୍ୟା କରିବା ସହ ନିଜେ […]
ଅଯୋଧ୍ୟା : ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଅଯୋଧ୍ୟାରେ ବହୁ ପ୍ରତୀକ୍ଷିତ ଭୂମି ପୂଜନ ଆରମ୍ଭ ହେଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ପହଞ୍ଚିବା ପରେ ପ୍ରଥମେ ହନୁମାନଗଢୀ ମନ୍ଦିର ଯାଇ ସେଠାରେ ହନୁମାନଙ୍କ ପୂଜା କରିଥିଲେ । ଏହାପରେ […]
ନୂଆଦିଲ୍ଲୀ : ଦେଶରେ ଗତ 24 ଘଣ୍ଟା ମଧ୍ୟରେ କରୋନାରେ 857 ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବାବେଳେ 52 ହଜାର 509ଜଣ ଆକ୍ରାନ୍ତ ହୋଇଛନ୍ତି । ଦେଶରେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା 19 ଲକ୍ଷ 08 ହଜାର 254ରେ ପହଞ୍ଚିଥିବାବେଳେ ମୃତ୍ୟୁ […]
ଅଯୋଧ୍ୟା : ଆଉ ମାତ୍ର କିଛି ସମୟର ପ୍ରତୀକ୍ଷା ପରେ ରାମ ମନ୍ଦିରର ଭୂମି ପୂଜା ଅନୁଷ୍ଠିତ ହେବ । ନିର୍ଦ୍ଧାରିତ ଶୁଭ ମୁହୂର୍ତ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମି ପୂଜନ କରିବେ । ଅଯୋଧ୍ୟାରେ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ପାଇଁ ଭୂମି […]
ମହାରାଷ୍ଟ୍ର : କଂଗ୍ରେସର ବରିଷ୍ଠ ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବାଜୀରାଓ ପାଟିଲ ନୀଲାଙ୍ଗେକରଙ୍କ ଦେହାନ୍ତ ହୋଇଛି। 88 ବର୍ଷୀୟ ଶିବାଜୀରାଓ କରୋନା ଦ୍ୱାରା ସଂକ୍ରମିତ ହୋଇଥିଲେ । ଗତ ମାସରେ ସେ ସଂକ୍ରମିତ ହୋଇଥିବା ଜଣାପଡିଥିଲା, ପରେ ତାଙ୍କୁ […]
ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ଅଯୋଧ୍ୟାରେ ଭବ୍ୟ ଶ୍ରୀରାମ ମନ୍ଦିର ନିର୍ମାଣର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୂମି ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ସରିଛି। ମହାସମାରୋହରେ ଭୂମି ପୂଜନ ପାଇଁ ଏକ ଭବ୍ୟ ଉତ୍ସବର ଆୟୋଜନ କରାଯାଇଛି। […]
ଅଯୋଧ୍ୟା, ବହୁ ପ୍ରତିକ୍ଷିତ ଶ୍ରୀରାମ ମନ୍ଦିର ଭୂମି ପୂଜା ପାଇଁ ବର୍ତ୍ତମାନ ଅଯୋଧ୍ୟା ନଗରୀ ସଜେଇ ହୋଇ ପଡିଛି। ଏହି ଭୂମିପୂଜା ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦବେନ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ,ଆରଏସଏସ ମୁଖ୍ୟ ମୋହନ […]
ଅନିଦ୍ୟା ବାନାର୍ଜି ଅଯୋଧ୍ୟାରେ ରାମ ମନ୍ଦିର ଭୂମିପୂଜନ ନେଇ ବର୍ତ୍ତମାନ ଚାରିଆଡେ ଚର୍ଚ୍ଚା। ତେବେ ଏହି ରାମମନ୍ଦିର ନିର୍ମାଣ ପାଇଁ ଯେଉଁ ଡିଜାଇନିଂ ପ୍ରସ୍ତୁତ ହୋଇଛି ତାହା କିଏ କରିଛି, କିପରି କରିଛି ତାହା ଜାଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ। […]
ନୂଆଦିଲ୍ଲୀ: କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ଭୂତାଣୁ ଦ୍ଵାରା ଆକ୍ରାନ୍ତ ବୋଲି ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। “କରୋନା ଲକ୍ଷଣ ଦେଖା ଦେବାରୁ ମୁଁ ନିଜର କଫ ପରୀକ୍ଷା ପାଇଁ ଦେଇଥିଲି ଓ ତାହା […]
ନୂଆଦିଲ୍ଲୀ : ଆସନ୍ତା କାଲି ଅଯୋଧ୍ୟାରେ ରାମ ମନ୍ଦିରର ଭୂମି ପୂଜନ ଅନୁଷ୍ଠିତ ହେବ। ଏହି ରାମମନ୍ଦିର ଭୂମି ପୂଜନରେ କେଉଁମାନେ ଅଂଶଗ୍ରହଣ କରିବେ ସେମାନଙ୍କର ନାମ ମଧ୍ୟ ପ୍ରକାଶ ପାଇଛି । ଏହା ମଧ୍ୟରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ […]