ଚୀନ୍ : ଚଟ୍ପଟି ମସଲାଦାର ଖାଦ୍ୟ ଖାଇବାକୁ କାହାକୁ ବା ନ ଭଲ ଲାଗେ । କିନ୍ତୁ ଏହି ଚଟ୍ପଟି ରାଗ ଖାଦ୍ୟ ଖାଇବା କେତେ ମହଙ୍ଗା ହୋଇପାରେ ଆପଣ ଜାଣିପାରିବେ ନାହିଁ । ଚୀନ୍ର ଜଣେ ବ୍ୟକ୍ତି ଚଟ୍ପଟି ମୋମୋକୁ […]
ନୂଆଦିଲ୍ଲୀ : ପ୍ରକାଶ ପାଇଲା 2019ର ୟୁନିଅନ୍ ପବ୍ଲିକ୍ ସର୍ଭିସ୍ ରେଜଲ୍ଟ । ପ୍ରଦୀପ ସିଂହ ଆଇଏଏସ୍ ଟପ୍ପର ହୋଇଥିବାବେଳେ ଯତୀନ୍ କିଶୋର ଦ୍ବିତୀୟ ସ୍ଥାନରେ ରହିଛନ୍ତି । ସେହିପରି ପ୍ରତିଭା ବର୍ମାଙ୍କୁ ତୃତୀୟ ସ୍ଥାନ ମିଳିଛି । ଓଡ଼ିଶାର ଅଭିଷେକ […]
ନୂଆଦିଲ୍ଲୀ : କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ କରୋନା। ସେ ଏନେଇ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ତାଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଛି ଓ ସେ ଡାକ୍ତରଙ୍କ ପରାମର୍ଶ କ୍ରମେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହା ସହିତ ନିକଟରେ ତାଙ୍କ […]
ମୁମ୍ବାଇ, ପ୍ରଖ୍ୟତ ଚଳଚିତ୍ର ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ଏକ ନୂଆ ଚଳଚିତ୍ର ନିର୍ମାଣ କରିବାକୁ ଯାଉଛନ୍ତି। ଯାହାର ନାମ ରଖାଯାଇଛି , “ଅର୍ଣ୍ଣବ-ଦ ପ୍ରଷ୍ଟିଚ୍ୟୁଟ ଅଫ ନ୍ୟୁଜ”। ଏ ନେଇ ରାମ ଗୋପାଳ ତାଙ୍କ ଟୁଇଟରରେ ସିରିଜ ପୋଷ୍ଟିଂ କରିଛନ୍ତି। […]
ନୂଆଦିଲ୍ଲୀ: ଭାରତରେ ବ୍ୟାବସାୟିକ ଭିତ୍ତିରେ କୋଇଲା ଉତ୍ତୋଳନ ପାଇଁ କୋଇଲା ଖଣିଗୁଡିକର ଯେଉଁ ନିଲାମ ପ୍ରକ୍ରିୟା ଚାଲିଛି ସେହି କାର୍ଯ୍ୟଟି ଭାରତ ସରକାରଙ୍କ କୋଇଲା ମନ୍ତ୍ରଣାଳୟର ଏକ ମନୋନୀତ କର୍ତ୍ତୃପକ୍ଷଙ୍କ ଦ୍ୱାରା ଗତ ଜୁନ୍ ମାସରେ ଆରମ୍ଭ ହୋଇଥିଲା। ଏହାର ମୁଖ୍ୟ […]
ନୂଆଦିଲ୍ଲୀ, କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ନିଶଙ୍କ ଆଜି ଉଚ୍ଚପ୍ରାଥମିକ ଶ୍ରେଣୀ ପାଇଁ ଉଦ୍ଦିଷ୍ଟ ବିକଳ୍ପ ଶୈକ୍ଷିକ ପାଠ୍ୟକ୍ରମ (କ୍ୟାଲେଣ୍ଡର) ଉନ୍ମୋଚନ କରିଛନ୍ତି । କୋଭିଡ୍ ମହାମାରୀ ସମୟରେ ସ୍କୁଲ ବନ୍ଦ ଯୋଗୁଁ ଘରେ ରହୁଥିବା […]
ଭୁବନେଶ୍ୱର: ସାଂପ୍ରତିକ ପରିସ୍ଥିତିରେ ଘରେ ରହି କାର୍ଯ୍ୟ ସଂପାଦନ କରିବା ଏବଂ ଅନଲାଇନ୍ କ୍ଲାସ୍ କରିବା ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଏକ ପ୍ରକାର ନିୟମ ହୋଇପଡ଼ିଛିି । ଏଭଳି ସ୍ଥିତିରେ ଲୋକଙ୍କୁ ନିରବଚ୍ଛିନ୍ନ ହାଇ-ସ୍ପିଡ୍ ଇଣ୍ଟରନେଟ୍ ଉପଲବ୍ଧ କରାଇବା ପାଇଁ […]
ନୂଆଦିଲ୍ଲୀ: ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଓ ଅଷ୍ଟ୍ରାଜେନିକା କଂପାନୀର ମିଳିତ ଉଦ୍ୟମରେ ପ୍ରସ୍ତୁତ ହୋଇଥିବା କୋଭିଡ୍-19 ଟିକା କୋଭିସିଲ୍ର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷା ପୁଣେ ସ୍ଥିତ ଭାରତୀୟ ସେରମ୍ ପ୍ରତିଷ୍ଠାନରେ କରିବା ପାଇଁ ଭେଷଜ ନିୟନ୍ତ୍ରଣ ମହାନିର୍ଦେଶକ (ଡିସିଜିଆଇ) ଅନୁମତି […]
ଆଲିଗଡ : ଆଲିଗଡ ର ଥାନା ଅନ୍ତର୍ଗତ ଗାନ୍ଧି ପାର୍କ ଅଞ୍ଚଳରେ ନଗଲା ମାଲୀରେ ଜଣେ ଯୁବତୀଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ଯୁବତୀ ଜଣକ ରକ୍ଷାବନ୍ଧନ ଉପଲକ୍ଷେ ନିଜ ବାପ ଘରକୁ ଆସିଥିବାବେଳେ ରାତିରେ ଛାତ ଉପରେ ଶୋଇଥିବାବେଳେ ତାଙ୍କ […]
ନୂଆଦିଲ୍ଲୀ : ଜିମ୍ନାସିୟମ୍ ଓ ଯୋଗକେନ୍ଦ୍ର ପାଇଁ କେନ୍ଦ୍ର ସରକାର ଗାଇଡଲାଇନ୍ ଜାରି କରିଛନ୍ତି । କେବଳ କଣ୍ଟେନମେଣ୍ଟ ଜୋନ୍ ବାହାରେ ଥିବା ଜିମ୍ ଓ ଯୋଗକେନ୍ଦ୍ରକୁ ଖୋଲିବାକୁ ଅନୁମତି ମିଳିଛି । ସେହିପରି ଏହି ଜିମ୍ ଓ ଯୋଗ କେନ୍ଦ୍ରକୁ […]
ତ୍ରିପୁରା : କରୋନା ସଂକ୍ରମଣ ଦିନକୁ ଦିନ ବ୍ୟାପକ ହେବାରେ ଲାଗିଛି । ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 18 ଲକ୍ଷ ପାର କରି ସାରିଛି । ତ୍ରିପୁରାରେ କରୋନା ଯୋଗୁଁ ଏକ ନବଜାତର ମୃତ୍ୟୁ ହୋଇଛି । ଏହି ଶିଶୁଟି […]
ନୂଆଦିଲ୍ଲୀ : କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମ୍ କରୋନାରେ ଆକ୍ରାନ୍ତ । ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍ଙ୍କୁ ପୁଅ କାର୍ତ୍ତି କରୋନ ପଜିଟିଭ୍ ହୋଇଛନ୍ତି । ସାମାନ୍ୟ ଲକ୍ଷଣ ଥିବାରୁ ହୋମ୍ କ୍ବାରେଣ୍ଟିନ୍ରେ ରହିଛନ୍ତି କାର୍ତ୍ତି । କାର୍ତ୍ତି କରୋନା […]
ଭୋପାଳ: ରାମ ମନ୍ଦିର ନିର୍ମାଣ ଆନ୍ଦୋଳନର ଅନ୍ୟତମ ସାରଥି ତଥା ବରିଷ୍ଠ ବିଜେପି ନେତା ଉମା ଭାରତୀ ଅଗଷ୍ଟ 5 ତାରିଖରେ ଅଯୋଧ୍ୟାରେ ହେବାକୁ ଥିବା ଭୂମିପୂଜା ସମାରୋହରେ ଯୋଗଦେବନାହିଁ ବୋଲି ଟୁଇଟ୍ କରି ଜଣାଇଛନ୍ତି। କରୋନା ସଂକ୍ରମଣ ଜନିତ ସମ୍ଭାବନାକୁ […]
ନୂଆଦିଲ୍ଲୀ : ଗୋଟିଏ ଦିନରେ 52 ହଜାର 972 ଜଣ ଆକ୍ରାନ୍ତ ହୋଇଥିବାବେଳେ 771ଜଣଙ୍କ ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 18 ଲକ୍ଷ […]
ବେଙ୍ଗାଲୁରୁ : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦ୍ୟୁରପ୍ପା କରୋନାରେ ଆକ୍ରାନ୍ତ ହୋଇଥିବାର ସୂଚନା ମିଳିଛି । ରବିବାର ବିଳମ୍ବିତ ରାତ୍ରିରେ ଏ ସମ୍ପର୍କରେ ଜଣାପଡିବା ପରେ ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଡାକ୍ତରଙ୍କ ପରାମର୍ଶ କ୍ରମେ […]
ଭୁବନେଶ୍ବର, ଆଜି ହେଉଛି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ତଥା ପ୍ରଭୁ ବଳରାମଙ୍କ ଜନ୍ମଦିନ। ପରଂପରା ରହିଛି ଆଜିର ଦିନରେ ଭଉଣୀର ରକ୍ଷା କବଚ ଭାବେ ଭାଇଙ୍କୁ ମନେ ପକାଇବାର ଦିନ। ସେଥିପାଇଁ ଭାଇଙ୍କ ହାତରେ ଭଉଣୀମାନେ ରାକ୍ଷୀ ବାନ୍ଧି ତାହାକୁ ମନେ […]
ଭୁବନେଶ୍ବର, ପଶ୍ଚିମବଙ୍ଗ ରାଜ୍ୟରେ ଅଗଷ୍ଟ 2020 ର 5, 8, 16, 17, 23, 24 ଓ 31 ତାରିଖରେ ସମ୍ପୂର୍ଣ୍ଣ ଲକ୍ ଡାଉନ ହେଉଥିବାରୁ ଟ୍ରେନ ସେବା ନିମ୍ନ ମତେ ପ୍ରଭାବିତ ହେବ – ବାତିଲ ହେଉଥିବା ଟ୍ରେନ : […]
ତାମିଲନାଡୁ : ତାମିଲନାଡୁ ରାଜ୍ୟପାଳ ବନଓ୍ବାରିଲାଲ୍ ପୁରୋହିତ କରୋନାରେ ଆକ୍ରାନ୍ତ ହୋଇଥିବାର ସୂଚନା ମିଳିଛି । ହୋମ୍ ଆଇସୋଲେସନ୍ରେ ରହିବା ପାଇଁ ମେଡ଼ିକାଲ ପକ୍ଷରୁ ପରାମର୍ଶ ଦିଆଯାଇଛି । ଚେନ୍ନାଇର କାବେରୀ ହସ୍ପିଟାଲ ରାଜ୍ୟପାଳଙ୍କୁ କରୋନା ହୋଇଥିବା ସମ୍ପର୍କରେ ସୂଚନା ଦେଇଛି […]
ନୂଆଦିଲ୍ଲୀ : ଗୃହମନ୍ତ୍ରୀ ଅମିତ୍ ଶାହାଙ୍କୁ କରୋନା । ଅମିତ୍ ଶାହାଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହୋବ ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । କରୋନା ଆକ୍ରାନ୍ତ ହୋଇଥିବା ନେଇ ନିଜେ ଗୃହମନ୍ତ୍ରୀ ଟୁଇଟରରେ […]
ନୂଆଦିଲ୍ଲୀ: ଦୁଇ ଘଣ୍ଟାର ଟ୍ରେନ୍ରେ ଯାତ୍ରାରେ ଯଦି କୌଣସି ଯାତ୍ରୀଙ୍କ 8 ଫୁଟ୍ ପରିସର ମଧ୍ୟରେ କେହି ସଂକ୍ରମିତ ବ୍ୟକ୍ତି ଥା’ନ୍ତି, ତେବେ ସେ ଯାତ୍ରୀ ଜଣକ ମଧ୍ୟ କରୋନାରେ ସଂକ୍ରମିତ ହୋଇପାରନ୍ତି ବୋଲି ଏକ ଅନୁଶୀଳନରୁ ଜଣାପଡିଛି । ଏହି […]
ବଦୋଦରା, ସେ ହେଉଛନ୍ତି ଜିଲ୍ଲାପାଳଙ୍କ ପିଅନ, ଦୀର୍ଘ ୩୮ ବର୍ଷ ଧରି ଜିଲ୍ଲାପାଳଙ୍କ ଚ୍ୟାମ୍ବର ଆଗରେ ବସନ୍ତି। ଜିଲ୍ଲାପାଳଙ୍କ ପାଖକୁ ଯେଉଁମାନେ ଆସନ୍ତି, ସେମାନେ ଭିତରକୁ ଯିବେ କି ନାହିଁ ପ୍ରଥମେ ତାଙ୍କୁ ପଚାରନ୍ତି। ସେ ହଁ କଲେ ଭିତରକୁ ଯାଆନ୍ତି। […]