ନୂଆଦିଲ୍ଲୀ, ଏ ପର୍ଯ୍ୟନ୍ତ ୧,୫୪,୨୮,୧୭୦ କୋଭିଡ-୧୯ ନମୁନା ପରୀକ୍ଷା କରାଯାଇଛି। କେବଳ ଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମିତଙ୍କୁ ଚିହ୍ନଟ କରିବା ପାଇଁ ୩,୫୨,୮୦୧ ନମୁନା ପରୀକ୍ଷା କରାଯାଇଛି। ସେହି ଅନୁସାରେ ଦେଶରେ ଏବେ ୧୦ ଲକ୍ଷ ଜନସଂଖ୍ୟାରେ ୧୧୧୭୯.୮୩ ନମୁନା […]
ନୂଆଦିଲ୍ଲୀ, କୋଭିଡ-୧୯ କାରଣରୁ ଦୁବାଇରେ ଫସି ରହି ଫେରିଥିବା ୧୩ ଜଣ ଭାରତୀୟ ଯାତ୍ରୀଙ୍କ ଠାରୁ ୨୩ ଜୁଲାଇ, ୨୦୨୦ରେ ଦିଲ୍ଲୀ କଷ୍ଟମ୍ସ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦରରେ ଚିତ୍ରିତ ଚେତାବନୀ ନଥିବା ବିଦେଶୀ ସିଗାରେଟ (୩୭୦୦ ଦଣ୍ଡା) ଜବତ […]
ଭୁବନେଶ୍ୱର, କୋଭିଡ୍ ପ୍ରଭାବିତ ବିଶ୍ୱ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଓଡ଼ିଶା ସରକାର ରାଜ୍ୟ ପାଇଁ ନୂତନ ପୁଞ୍ଜିନିବେଶ ପ୍ରସ୍ତାବ ଆକର୍ଷିତ କରିପାରିଛନ୍ତି। ଆଜି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକରେ ୪ ଟି […]
ଲକ୍ଷ୍ନୌ, ଶୁକ୍ରବାର ଉତ୍ତର ପ୍ରଦେଶର ସ୍ୱାସ୍ଥ୍ୟମନ୍ତ୍ରୀ ଜୟ ପ୍ରତାପ ସିଂହ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହାପରେ ସେ ଲକ୍ଷ୍ନୌ ସ୍ଥିତ ନିଜ ବାସଭବନରେ ସଂଗରୋଧରେ ରହିଛନ୍ତି । ସିଂହ ସାମାନ୍ୟ ଜ୍ୱରରେ ପୀଡିତ ଥିଲେ । ଏହା ପରେ ସେ […]
ଜୟପୁର, ସଚିନ ପାଇଲଟ ଓ ତାଙ୍କୁ ସମର୍ଥନ କରୁଥିବା 18 ବିଦ୍ରୋହୀ ବିଧାୟକ ରାଜସ୍ଥାନ ହାଇକୋର୍ଟରୁ ଆଶ୍ବସ୍ତି ପାଇଛନ୍ତି। ବିଧାନସଭା ବାଚସ୍ପତି ଏହିସବୁ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରି ଦେଇଥିବା ନୋଟିସ୍କୁ ବର୍ତ୍ତମାନ ସ୍ଥଗିତ ରଖାଯାଇଛି । କୋର୍ଟଙ୍କ ପରବର୍ତ୍ତୀ ନିର୍ଦ୍ଦେଶ […]
ଜିନ୍ଦ : ହରିୟାଣାର ଜିଲ୍ଲା ଜିନ୍ଦ ଜିଲ୍ଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏହି ଜିଲ୍ଲାର ଦିଡ୍ଓ୍ବାଡା ଗ୍ରାମରେ ଜଣଷ ପିତା ତାନ୍ତ୍ରିକର କଥାରେ 5 ବର୍ଷରେ ନିଜର 5ଟି ସନ୍ତାନର ହତା କରିଛି । ଜୁଲାଇ 17 […]
ନୂଆଦିଲ୍ଲୀ : ଦେଶରେ କରୋନାର କାୟା ବଢି ଚାଲିଛି । ଗତ 24 ଘଣ୍ଟା ମଧ୍ୟରେ ସର୍ବାଧିକ 49 ହଜାର 310 ଜଣ ଆକ୍ରାନ୍ତ ହୋଇଥିବାବେଳ 740 ଜଣ ମୃତ୍ୟୁବରଣ କରିଥିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପାଣିପାଗ ବିଭାଗ ସୂଚନା ଦେଇଛି […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ମଣିପୁର ଜଳଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ସେ କହିଛନ୍ତି ଯେ ସାରା ଦେଶ ଏବେ କୋଭିଡ-୧୯ ବିରୋଧରେ ନିରନ୍ତର ଲଢେଇ ଜାରି […]
ନୂଆଦିଲ୍ଲୀ, ପ୍ରତିରକ୍ଷା ମନ୍ତ୍ରଣାଳୟ ଆଜି ଭାରତୀୟ ସେନାରେ ମହିଳା ଅଧିକାରୀମାନଙ୍କୁ ବିଧିବଦ୍ଧ ଭାବେ ପରମାନେଣ୍ଟ କମିଶନ(ପିସି) ପ୍ରଦାନ ପୂର୍ବକ ସରକାରୀ ମଞ୍ଜୁରି ପତ୍ର ଜାରି କରିଛନ୍ତି । ଏହାଫଳରେ ମହିଳା ଅଧିକାରୀମାନେ ଅଧିକ ସଶକ୍ତ ହେବା ସହ ସଙ୍ଗଠନରେ ବୃହତ ଭୂମିକା […]
ନୂଆଦିଲ୍ଲୀ, କ୍ରମାଗତ ଭାବେ ଦେଶରେ ସୁସ୍ଥତା ହାରରେ ବୃଦ୍ଧି ଘଟିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ୨୯,୫୫୭ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି, ଯାହାକି ଏ ପର୍ଯ୍ୟନ୍ତ ଦିନକରେ ସୁସ୍ଥ ହୋଇଥିବା ସଂଖ୍ୟାରେ ସର୍ବାଧିକ। ବର୍ତ୍ତମାନ ସୁଦ୍ଧା ୭,୮୨,୬୦୬ […]
ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ମାସ୍କ ନ ପିନ୍ଧିଲେ ଲକ୍ଷେ ଟଙ୍କାର ଜରିମାନା ଏବଂ ଆବଶ୍ୟକ ସ୍ଥଳେ ୨ ବର୍ଷ ଯାଏଁ ଜେଲଦଣ୍ଡର ବ୍ୟବସ୍ଥା ଘୋଷଣା କରାଯାଇଛି। ଶୁଣିଲେ ଏହା ଆଶ୍ଚର୍ଯ୍ୟ ଲାଗୁଛି। କରୋନା ଭାଇରସରୁ ରକ୍ଷା ପାଇବା ପାଇଁ ମାସ୍କ ବ୍ୟବହାର ଲାଗି […]
ନୂଆଦିଲ୍ଲୀ, ବଲିଉଡ୍ ପାକିସ୍ତାନର ଗୁପ୍ତଚର ସଂସ୍ଥା ଆଇଏସଆଇରୁ ନିଜକୁ ଦୂରେଇ ରଖୁ ବୋଲି ବିଜେପି କହିଛି। ସୋସିଆଲ ମିଡିଆ ଏବଂ ଦେଶ ବାହାରେ ଭାରତ ବିରୋଧୀ କିଛି ବ୍ୟକ୍ତିଙ୍କ ସହ ବଲିଉଡର କିଛି କଳାକାର ଫଟୋ ପ୍ରଦର୍ଶିତ ହେଉଥିବାରୁ ବିଜେପି ଏହା […]
ନୂଆଦିଲ୍ଲୀ: ରାଜସ୍ଥାନ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସ୍ଥଗିତାଦେଶ ଦେବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି । ହାଇକୋର୍ଟର ରାୟ ଆସିବା ପରେ ଆସନ୍ତା ସୋମବାର ଏହାର ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତ ଦିନ ଧାର୍ଯ୍ୟ କରିଛନ୍ତି। ସେହିପରି ବିଧାୟକମାନେ ଲୋକଙ୍କ ଦ୍ବାରା ନିର୍ବାଚିତ […]
ପାଲମପୁର : କରୋନା ପାଇଁ ଶିକ୍ଷାନୁଷ୍ଠାନଗୁଡିକ ବନ୍ଦ ରହିଥିବାବେଳେ ଅନ୍ଲାଇନ୍ରେ କ୍ଳାସ୍ କରାଯାଉଛି । ଅନ୍ଲାଇନ୍ କ୍ଲାସ୍ ପାଇଁ ସ୍ମାର୍ଟଫୋନ୍ର ଆବଶ୍ୟକତା ରହିଛି । ତେବେ ଗରିବ ଲୋକଙ୍କ ପାଖରେ ସ୍ମାର୍ଟଫୋନ୍ କେଉଁଠୁ ଆସିବ । ସ୍ମାର୍ଟଫୋନ୍ ପାଇଁ ଗାଈ ବିକ୍ରି […]
ଆସାମ : ଜଣେ ପିଲା ଜନ୍ମ ହେବା ପରେ ମାତା-ପିତା, ପରିବାର ତଥା ସମୁଦାୟ ତରଫରୁ ତାଙ୍କୁ ସର୍ନେମ୍ ବା ସାଜ୍ଞିଆ ମିଳିଥାଏ । ନିଜ ଜନ୍ମ ତଥା ଜାତିର ଏକ ପ୍ରମାଣ ରୂପେ ସର୍ନେମ ସର୍ବଦା ନିଜ ନାମର ଶେଷରେ […]
ନୂଆଦିଲ୍ଲୀ : ଗତ 24 ଘଣ୍ଟାରେ 1129ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ସଂଖ୍ୟା 29 ହଜାର 861କୁ ବୃଦ୍ଧି ହୋଇଛି । ଆକ୍ରାନ୍ତଙ୍କ ସଂଖ୍ୟା 12 ଲକ୍ଷ 38 ହଜାର 635ରେ ପହଞ୍ଚିଛି । କେନ୍ଦ୍ର ସ୍ବାସ୍ଥ୍ୟ […]
ଭୁବନେଶ୍ବର,ଏବେ ଭୁବନେଶ୍ବରର ଜନଗହଳି ଅଞ୍ଚଳରେ ବୁଲିଲେ ଦେଖିବାକୁ ପାଇବେ ବିଭିନ୍ନ ସ୍ଥାପତ୍ୟ ଓ କାନ୍ଥଚିତ୍ର। ତେବେ ଏହା ରାଜଧାନୀର ସୌନ୍ଦର୍ଯ୍ୟକରଣ ପାଇଁ ନୁହେଁ ବରଂ କରୋନା ସଚେତନତା ପାଇଁ ଏପରି କରାଯାଇଛି। କରୋନାର ଭୟବହତାକୁ ନଜରରେ ରଖି ବିଏମସି ତରଫରୁ ନିଆଯାଇଛି […]
କୋଲକାତା : କୋଲକତାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏହି ଘଟଣା କୌଣସି ଫିଲ୍ମର କାହାଣୀଠାରୁ କମ୍ ନୁହେଁ । ଏଠାରେ ଜଣେ ସ୍ବାମୀ ନିଜ ସ୍ତ୍ରୀଙ୍କ ଅବୈଧ ସମ୍ପର୍କ ଜାଣିବା ପରେ 100 କୋଟିର ନୋଟିସ୍ ପଠେଇଛନ୍ତି […]
ମିରଟ୍, ଏକ ଲୋମହର୍ଷଣକାରୀ ଘଟଣା। ଜଣେ ମହିଳା ଓ ତାର 10 ବର୍ଷର ଝିଅକୁ ହତ୍ୟା କରିବା ପରେ ଅଭିଯୁକ୍ତ ଦୁଇ ମୃତଦେହକୁ ନିଜ ଘରେ ପୋତି ସେଠାରେ ନିର୍ବିଘ୍ନରେ ବାସ କରୁଥଲା। ଏହି ଘଟଣା ପ୍ରାୟ ଚାରି ମାସ ତଳର […]
ନୂଆଦିଲ୍ଲୀ, ବର୍ତ୍ତମାନ ସୁଦ୍ଧା ଦେଶରେ 7.5 ଲକ୍ଷରୁ ଅଧିକ କୋଭିଡ ରୋଗୀ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର 63 ପ୍ରତିଶତ ଅତିକ୍ରମ କରିଛି। 19ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଆରୋଗ୍ୟ ହାର 63.13 ପ୍ରତିଶତରୁ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ […]
ନୂଆଦିଲ୍ଲୀ, ବର୍ତ୍ତମାନ କରୋନା ପାଇଁ ଦେଶର ଗଣମାଧ୍ୟମ ଶିଳ୍ପ ବେଶ୍ ବାଧାପ୍ରାପ୍ତ ହେବାରେ ଲାଗିଛି। ଘରକୁ ଖବରକାଗଜ ଆସିଲେ କରୋନା ଆସିବ ବୋଲି ଭୟରେ ଅନେକ ଆଉ ଖବରକାଗଜ ମଗାଉ ନାହିଁନ୍ତି। ଏପରି ପରିସ୍ଥିତିରେ ଜାମ୍ମୁକାଶ୍ମୀରରୁ ପ୍ରକାଶିତ ଏକ ଉର୍ଦ୍ଦୁ ଖବର […]