ରାଜ୍ୟ ଖବର

ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୩୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଭୁବନେଶ୍ୱର, ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ରାଜ୍ୟ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆଜି ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ସମୀର…

ଭୁବନେଶ୍ବର, ଆଜି ଓଡିଶାର ବରିଷ୍ଠ ସାମ୍ବାଦିକ ଜୀମୁତ ମଙ୍ଗରାଜଙ୍କ ସଡକ ଦୁର୍ଘଟଣାରେ ଦେହାନ୍ତ ହୋଇଯାଇଛି। ସେ ଆଜି ରାତି ଆଠଟା ବେଳକୁ ନିଜ ବାଇକରେ ଖୋର୍ଦ୍ଧାରୁ ଭୁବନେଶ୍ବର…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ବାଲି ବୋଝେଇ ହାଇୱା ଓଲଟି ଜଣେ ଖଲାସୀଙ୍କ ପ୍ରାଣହାନି ଘଟିଛି। କ୍ଷତିପୂରଣ ଦାବିରେ ଗ୍ରାମବାସୀମାନେ ମୃତ ଦେହକୁ ନେଇ ହାଇୱା ମାଲିକଙ୍କ ଘର…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ କୃଷିଯନ୍ତ୍ରପାତି ଯୋଗାଣ କରାଯାଇ ସରକାରୀ ସବସିଡି ବାଟ ମାରଣା ଅଭିଯୋଗ ସଂପର୍କରେ ତଦନ୍ତ ଧିମେଇ ଯାଇଥିବା ଅଭିଯୋଗ ହେଉଛି।…

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୩ ହଜାର ୫୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୨୩ ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…

ଭୁବନେଶ୍ବର: ବିଜୁ ମହିଳା ଜନତା ଦଳର ରାଜ୍ୟସ୍ତରୀୟ କର୍ମକର୍ତ୍ତା ନିଯୁକ୍ତ ହୋଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ନୂଆ ମହିଳା କର୍ମକର୍ତ୍ତା ନିଯୁକ୍ତ ହୋଇଛନ୍ତି। ଏମାନଙ୍କ…

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୮୮୬…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଆଜି ଅନ୍ନଦାତାଙ୍କ ଅବସ୍ଥା ଦୁର୍ବିସହ ହୋଇପଡିଥିବା ଜଣାପଡିଛି। ବାଧ୍ୟ ହୋଇ ଅନ୍ନଦାତା ଆଜି ରାଜରାସ୍ତାରେ ଧାନ ବସ୍ତା ସହ…

ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୪୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଭୁବନେଶ୍ବର, ରାଜଧାନୀରେ ପୁଣି ଫେରିଛି କଣ୍ଟେନମେଣ୍ଟ ଜୋନ। ପାଞ୍ଚୋଟି ଆପାର୍ଟମେଣ୍ଟରୁ ପ୍ରବଳ ମାତ୍ରାରେ କରୋନା ପଜେଟିଭି ବାହାରିବାରୁ ବିଏମସି ଏହି ପଦକ୍ଷେପ ଗ୍ରହଣ କରିଛି। ଭୁବନେଶ୍ବର ୟୁନିଟ…

ଭୁବନେଶ୍ବର, ବିଜେଡିର ୩୦ଟି ଜିଲ୍ଲା ପାଇଁ ୩୦ ଜଣ ନୂଆ ପର୍ଯ୍ୟବେକ୍ଷକଙ୍କ ତାଲିକା ପ୍ରକାଶ ପାଇଛି। ଏଥିସହିତ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ତାଲିକା ମଧ୍ୟ ଆସିଛି। ଏହାକୁ ତର୍ଯ୍ୟମା…

ଭୁବନେଶ୍ବର: କରୋନା କଟକଣା ଉଲ୍ଲଂଘନ ଯୋଗୁଁ ଭୁବନେଶ୍ବର ୟୁନିଟ-୧ ହାଟକୁ ବନ୍ଦ କରିବା ପାଇଁ ବିଏମସି ନିର୍ଦ୍ଦେଶ ଦେଇଥିଲା। କେବଳ ପରିବା ହାଟକୁ ଛାଡି ଅନ୍ୟ ସବୁ…

ସୁବାସ କୁମାର ତାରଣିଆଁ ବର୍ତ୍ତମାନ ସାରା ବିଶ୍ୱ କରୋନାର ଦ୍ୱିତୀୟ ଲହର ସହ ସଂଘର୍ଷ ଜାରି ରଖିଛି। କରୋନାର ଦ୍ୱିତୀୟ ଲହର ପ୍ରଥମ ଲହର ଅପେକ୍ଷା ଅଧିକ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ କ୍ରମେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଗତକାଲି ୭୦ ହଜାର ବସ୍ତିବାସିନ୍ଦାମାନଙ୍କୁ ଜମି ପଟ୍ଟା ଯୋଗାଇ ଦେବା ପାଇଁ ଘୋଷଣା କରିଛନ୍ତି।…

ଭୁବନେଶ୍ୱର: କେନ୍ଦ୍ର ସରକାରର ନୂତନ କୃଷି ଆଇନ୍ ବାତିଲ ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଦେଶବ୍ୟାପୀ ରାଘଭବନ ଘେରାଉ ଡ଼ାକରାକୁ ସମର୍ଥନ ଜଣାଇ ଆଜି ‘ଆମ…

ଭୁବନେଶ୍ଵର: ଶିକ୍ଷାଗତ ଯୋଗ୍ୟତା ଓ ଆର୍ଥିକ ସ୍ଵଚ୍ଛଳତା ନୁହେଁ ମାତ୍ର ଶାରୀରିକ, ମାନସିକ ଓ ଆଧ୍ୟାତ୍ମିକ ସନ୍ତୁଳନ ହିଁ ମନୁଷ୍ୟ କୁ ଶାନ୍ତି ଆଣିଦିଏ। ଏହା କହିଛନ୍ତି…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୭୭ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୩ ହଜାର ୬୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।…

ଭୁବନେଶ୍ବର: କୋଭିଡ ଟୀକା ଯୋଗାଣର ଅନୁପାତ ପରିବର୍ତ୍ତନ ପାଇଁ କେନ୍ଦ୍ର ସରକାର ନିକଟରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଦାବି କରିଛନ୍ତି। ସରକାରୀ ଓ ଘରୋଇ ହସ୍ପିଟାଲକୁ…