କଟକ: କଟକ ସହରରୁ ଆଉ 3 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ଏହି ତିନି ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଲୋକାଲ୍ କେସ୍ ଥିବାବେଳେ ଅନ୍ୟ ଦୁଇଜଣଙ୍କ ମଧ୍ୟରୁ […]
ବାଲେଶ୍ୱର: ପ୍ରଥମ ଥର ପାଇଁ ରାଜ୍ୟର ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିବା କୁହାଯାଉଛି। ବାଲେଶ୍ୱର ଜିଲ୍ଲାର ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। କରୋନା ଟେଷ୍ଟ୍ ରିପୋର୍ଟ ପଜିଟିଭ ଆସିଥିବା ନେଇ ସଂପୃକ୍ତ ବିଧାୟକ ଜଣକ କହିଥିବା […]
କଟକ: କରୋନା ସଂକ୍ରମିତ ଚିହ୍ନଟ ପରେ କଟକ ଶିଶୁଭବନ ଆଉଟଡୋର ବନ୍ଦ ରହିଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟଡୋର ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଶିଶୁଭବନରେ ଜରୁରୀକାଳୀନ ସେବା ଜାରି ରହିବ। ଏ ନେଇ ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା. […]
ଭୁବନେଶ୍ବର : ପୁଣି ଦୁଇଟି ମୁଣ୍ଡ ନେଲା କରୋନା । ଆଜି ରାଜ୍ୟରୁ ପୁଣି ଦୁଇଟି ମୁଣ୍ଡ ନେଇଛି କରୋନା । ମୃତକଜଣଙ୍କ ମଧ୍ୟରୁ ଜଣେ ଗଞ୍ଜାମ ଜିଲ୍ଲାର ହୋଇଥିବାବେଳେ ଯାଜପୁରରୁ ଅନ୍ୟ ଜଣେ ମୃତ୍ୟୁବରଣ କରିଥିବାର ସୂଚନା ଦେଇଛି ରାଜ୍ୟସ୍ବାସ୍ଥ୍ୟ ଓ […]
ଭୁବନେଶ୍ବର : ଆଜି ରାଜ୍ୟରେ 456ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି 24ଟି ଜିଲ୍ଲାରୁ 456ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 166 ଚିହ୍ନଟ ହୋଇଥିବାବେଳେ ଯାଜପୁରରୁ 57, ବରଗଡରୁ 33, ନବରଙ୍ଗପୁରରୁ […]
ଭୁବନେଶ୍ବର : ରାଜ୍ୟରେ ଆଜି 456 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା । ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 309ଜଣ ଚିହ୍ନଟ ହୋଇଥିବାବେଳେ 147ଟି […]
ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ ଏଯାବତ୍ 4 କରୋନା ଯୋଦ୍ଧାଙ୍କ ମୃତ୍ୟୁ ହୋଇଛି ବୋଲି ଟୁଇଟ୍ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ମୃତକଙ୍କ ମଧ୍ୟରେ ଦୁଇ ଶିକ୍ଷକ, ଜଣେ ଅଙ୍ଗନଓ୍ବାଡି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ରହିଛନ୍ତି […]
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା କୋଲାବିରା ବ୍ଲକର ପରମାନପୁର ପଞ୍ଚାୟତର ଶିରିଆପାଲି ଗାଁରେ ଦୁଇଟି ଦନ୍ତା ହାତୀ ଉପଦ୍ରବ କରୁଛନ୍ତି। ଗତକାଲି ରାତିରେ ଗାଁରେ ପଶି ଦୁଇଟି ଦନ୍ତା 6ଟି ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଗ୍ରାମବାସୀ ଏନେଇ ବନ ବିଭାଗକୁ ଖବର […]
ଥିରୁଭନନ୍ତପୁରମ: କେରଳ ସରକାର ଆଜିଠାରୁ ଥିରୁଅନନ୍ତପୁରମ କର୍ପୋରେସନ ଲିଃରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଟ୍ରିପଲ ଲକଡାଉନ ଲାଗୁ କରିଛନ୍ତି। ଏହା ଆଜି ସକାଳ 6ଟାରୁ ଆରମ୍ଭ ହୋଇ ସପ୍ତାହେ ପର୍ଯ୍ୟନ୍ତ ଜାରି ରହିବ। ଟ୍ରିପଲ ଲକଡାଉନ ସାଧାରଣ ଲକଡାଉନଠାରୁ ସଂପୂର୍ଣ୍ଣ […]
ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ମୀର୍ଜାପୁର ଗାଁରେ ଗତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଗୋଟିଏ ପରିବାରର ତିନିଜଣଙ୍କୁ ଦୁର୍ବୃତ୍ତମାନେ ମରଣାନ୍ତକ ଆକ୍ରମଣ କରିଥିବା ବେଳେ ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଏହି ଆକ୍ରମଣରେ ମା’ର ଘଟଣାସ୍ଥଳରେ ମୃତ୍ୟୁ […]
ନୂଆଦିଲ୍ଲୀ: ଆସନ୍ତା ଜୁଲାଇ 11ତାରିଖରୁ ପୁଣି ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ସେବା। ଭାରତରୁ ଆମେରିକା ମଧ୍ୟରେ ଜୁଲାଇ 17ତାରିଖ ଭିତରେ ଚଳାଚଳ କରିବ ପ୍ରାୟ 36ଟି ଏୟାର ଇଣ୍ଡିଆ ବିମାନ। ବନ୍ଦେ ଭାରତ ମିଶନ୍ରେ ପ୍ରବାସୀ ଭାରତୀୟଙ୍କୁ ସ୍ୱଦେଶକୁ ଫେରାଇ […]
ଚୌଦ୍ବାର : କଟକ ଚୌଦ୍ବାର ଜେଲ୍ର ଜଣେ ଓ୍ବାର୍ଡର କରୋନା ସଂକ୍ରମିତ । ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲ ଡ୍ୟୁଟି ବେଳେ ସଂକ୍ରମିତ ହୋଇଥିବାର ସୂଚନା ରହିଛି । ଜଣେ କଏଦୀଙ୍କ ଚିକିତ୍ସା ବେଳେ 4ଜଣ ଓ୍ବାର୍ଡର ଡ୍ୟୁଟି କରିଥିଲେ । […]
କଟକ, କରୋନା ମୁକାବିଲା ପାଇଁ ମଙ୍ଗଳବାରଠାରୁ କଟକରେ ଆରମ୍ଭ ହେବ ଆଣ୍ଟିଜେନ୍ ଟେଷ୍ଟ। ସବୁ ରୋଗୀଙ୍କର କୋଭିଡ ଟେଷ୍ଟ ପରେ ନୂଆ ରୋଗୀ ଆଡମିଶନ କରିବାକୁ ସ୍ଥିର ହୋଇଛି। ମଙ୍ଗଳବାରଠାରୁ ଗୁରୁତର ରୋଗୀଙ୍କର ଆଣ୍ଟିଜେନ୍ ଟେଷ୍ଟ କରାଯିବ। ଆଜି ଅତିରିକ୍ତ ମୁଖ୍ୟ […]
ଭୁବନେଶ୍ବର, ମିଳିତ ଜାତିସଂଘରେ ନୀତି ଅଧିକାରୀ ଭାବେ ଯୋଗଦେଇ ରାଜ୍ୟ ପାଇଁ ଗୌରବ ଆଣିଥିବା ଓଡ଼ିଆ ଝିଅ ବୈଶାଳୀ ମହାନ୍ତିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ବୈଶାଳୀ ଇଂଲଣ୍ଡର ଅକ୍ସଫୋର୍ଡ ବିଶ୍ବବିଦ୍ୟାଳୟରେ ଇଣ୍ଟରନ୍ୟାସନାଲ ଷ୍ଟଡିଜ୍ରେ ଶ୍ରେଷ୍ଠ ଗ୍ରାଜୁଏଟ ବିବେଚିତ ହୋଇ […]
ଭୁବନେଶ୍ବର, ରାଜ୍ୟରେ ଆଜି ବିଭିନ୍ନ ସ୍ଥାନରୁ ଆଉ 290 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 99 ଓ ଗଜପତିରୁ 56 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଝାରସୁଗୁଡ଼ାରୁ 33, କଟକ ଓ ନବରଙ୍ଗପୁରରୁ 16 […]
ଭୁବନେଶ୍ୱର: ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖରେ ଏକ ଲଘୁଚାପ କେନ୍ଦ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଆସନ୍ତା 9 ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସୂଚନା […]
ଭୁବନେଶ୍ବର : ଖଣ୍ଡଗିରି, ଉଦୟଗିରି ସମେତ 9ଟି ଐତିହ୍ୟ କୀର୍ତ୍ତିରାଜି ଏବେ ଖୋଲିବନି ବୋଲି ସୂଚନା ରହିଛି । କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ଜୁଲାଇ 31 ପର୍ଯ୍ୟନ୍ତ ଖୋଲିବନି ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି । ସଂକ୍ରମଣ ବ୍ୟାପିବା ଆଶଙ୍କାରେ […]
କଟକ : କଟକ ସହରରେ ଆଜି 74 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ 46 ସରକାରୀ କ୍ବାରେଣ୍ଟିନ୍ରୁ ଚିହ୍ନଟ ହୋଇଥିବାବେଳେ ଅନ୍ୟ 28 ଜଣ ହୋମ୍ କ୍ବାରେଣ୍ଟିନ୍ରୁ ଚିହ୍ନଟ ହୋଇଛନ୍ତି । ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରୁ […]
ଭୁବନେଶ୍ବର : ଆଜି ଭୁବନେଶ୍ବରରୁ 19 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । 19 ପଜିଟିଭ୍ ମଧ୍ୟରୁ ହୋମ୍ କ୍ବାରେଣ୍ଟାଇନ୍ରୁ 9 ଜଣ ଥିବାବେଳେ ଲୋକାଲ୍ କେସ୍ 8 ଜଣ ଓ 2 ଜଣ କୋଭିଡ୍ ଯୋଦ୍ଧା ଅଛନ୍ତି ବୋଲି ସୂଚନା ଦେଇଛି […]
କେନ୍ଦୁଝର : ଆଜିଠୁ ବଡବିଲ୍ ସହରକୁ ସପ୍ତାହେ ପାଇଁ ସଟ୍ଡାଉନ୍ ଘୋଷଣା କରାଯାଇଛି । ସପ୍ତାହେ ପାଇଁ ବଡବିଲ୍କୁ ସଟ୍ଡାଉନ୍ କରିବା ନେଇ ଘୋଷଣା କରିଛନ୍ତି ଜିଲ୍ଲାପାଳ । ଆଜି ବଡବିଲରୁ 11 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ […]
ରାଉରକେଲା : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଉରକେଲାରେ କ୍ବାରେଣ୍ଟିନ୍ ନିୟମ କଡାକଡି ନେଇ ସ୍ପଷ୍ଟ କରିଛି ପ୍ରଶାସନ । ପୂର୍ବରୁ ଅନ୍ୟ ଜିଲ୍ଲାମାନଙ୍କୁ ଆସୁଥିବା ଲୋକଙ୍କୁ କ୍ବାରେଣ୍ଟାଇନ୍ ବାଧ୍ୟତାମୂଳକ କରାଯାଇଥିବାବେଳେ ଏବେ ରାଉରକେଲାକୁ ବାହା ହେବାକୁ ବର ଆସିଲେ ପ୍ରଥମେ […]