ଖୋର୍ଦ୍ଧା : ଖୋର୍ଦ୍ଧା ସବ୍ଡିଭିଜନ୍ ଅଧୀନ ସବୁ ଶୈବପୀଠରେ ଲାଗିଲା 144 ଧାରା । ଜୁଲାଇ 31 ଯାଏଁ 144 ଜାରି କଲେ ଉପଜିଲ୍ଲାପାଳ । ଟାଙ୍ଗୀ, ବାଣପୁର, ବାଲୁଗାଁ, ବେଗୁନିଆ, ବୋଲଗଡର ଶୈବପୀଠରେ 144 ଧାରା ଜାରି ହୋଇଛି । […]
ନୂଆଦିଲ୍ଲୀ: ଭାରତରେ କରୋନା ଭାଇରସ୍ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଆମେରିକା ଓ ବ୍ରାଜିଲ୍ ପରେ ଭାରତରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଭାରତରେ ସଂକ୍ରମିତଙ୍କ ସଂଖ୍ୟା ସାଢେ ଛଅ ଲକ୍ଷ ପାର୍ କରିସାରିଛି । ସ୍ବାସ୍ଥ୍ୟ […]
ଭୁବନେଶ୍ବର : ଆଜି ରାଜ୍ୟର 469 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ପଶ୍ଚିମବଙ୍ଗ ଆମ୍ପାନ୍ ଉଦ୍ଧାର କାର୍ଯ୍ୟରୁ ଫେରିଥିବା 4 ଜଣ ଏନ୍ଡିଆରଏଫ୍ ଯବାନ ରହିଛନ୍ତି । ସେହିପରି ଆଜି 20ଟି ଜିଲ୍ଲାରୁ 469ଜଣ […]
ଭୁବନେଶ୍ବର : ରାଜ୍ୟରେ ପୁଣି ଦୁଇଟି ମୁଣ୍ଡ ନେଇଛି କରୋନା । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ତରଫରୁ ସୂଚନା ମିଳିଛି । ଦୁଇ ମୃତକଙ୍କ ମଧ୍ୟରୁ ଜଣେ ଗଜପତିର ହୋଇଥିବାବେଳେ ଆଉ ଜଣେ ସୁନ୍ଦରଗଡ ଜିଲ୍ଲାର ବୋଲି […]
ଭୁବନେଶ୍ବର : ରାଜ୍ୟରେ ଆଜି 469 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 317ଜଣ ଚିହ୍ନଟ ହୋଇଥିବାବେଳେ 150ଟି […]
ଭୁବନେଶ୍ବର : ଭୁବନେଶ୍ବର ମହାନଗର ନିଗମର କର୍ମଚାରୀ କରୋନାରେ ଆକ୍ରାନ୍ତ । ଆକ୍ରାନ୍ତଙ୍କ ମଧ୍ୟରେ 2 ଜଣ ଇଞ୍ଜିନିୟର ରହିଥିବାବେଳେ ଜଣେ ଡ୍ରାଇଭର ରହିଥିବାର ସୂଚନା ଦେଇଛନ୍ତି ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ତିନି ଆକ୍ରାନ୍ତଙ୍କ ବାହାର ଜିଲ୍ଲାର ଟ୍ରାଭେଲ୍ […]
ପୁରୀ: ଆଜିଠୁ ଜିଲ୍ଲା ବାହାରର କୌଣସି ବ୍ୟକ୍ତି ପୁରୀ ଜିଲ୍ଲାକୁ ପ୍ରବେଶ କରିପାରିବେ ନାହିଁ। ଏ ନେଇ କଟକଣା ଜାରି କରାଯାଇଛି। ଅତ୍ୟାବଶ୍ୟକୀୟ ସେବା କିମ୍ବା କୌଣସି ଜରୁରୀ କାର୍ଯ୍ୟ ନ ଥିଲେ ପୁରୀ ଜିଲ୍ଲାକୁ ପ୍ରବେଶ ନିମନ୍ତେ ଅନୁମତି ଦିଆଯିବ […]
କନ୍ଦର୍ପ ବେହେରା ରେଢାଖୋଲ: ଗତ ୨୭ ତାରିଖରେ ନାକଟିଦେଉଳ ରେଞ୍ଜ ଜାମୁଜୋରୀ ପଂଚାୟତର ବିନ୍ଦୁପୁର ଗ୍ରାମରେ ଜନୈକ ବ୍ୟକ୍ତିଙ୍କୁ ହାତୀ ମାରି ଦେବା ପରେ ତାକୁ ବୁର୍ଲା ଡାକ୍ତରଖାନାକୁ ନିଆଯାଇଥିଲା। ଚିକିତ୍ସାଧିନ ଥିବା ସମୟରେ ଆଜି ସକାଳୁ ତାର ମୃତ୍ୟୁ ହୋଇଥିବା […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅନ୍ତର୍ଗତ ଭେଟେଶ୍ବର ଗ୍ରାମ ପଂଚାୟତ ଅନ୍ତର୍ଗତ ଜଗନ୍ନାଥପୁର ଓ ପେଣ୍ଡୁରାପଲ୍ଲୀ ଗାଁକୁ ସଟ୍ ଡାଉନ ଘୋଷଣା କରାଯାଇଛି। ଆଜି ସନ୍ଧ୍ୟା ୫ଟାରୁ ୯ ତାରିଖ (ଗୁରବାର) ସକାଳ ୫ଟା ଯାଏଁ ସଟ୍ ଡାଉନ୍ […]
ଭୁବନେଶ୍ବର, ଆଜି ରାଜ୍ୟରେ ଆଉ 229 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ସର୍ବାଧିକ 91 ଜଣ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ 29, ଗଜପତିରୁ 26, ଝାରସୁଗୁଡ଼ାରୁ 15, ବଲାଙ୍ଗିରରୁ 12 ଜଣ ସୁସ୍ଥ ହୋଇଛନ୍ତି […]
ଜଗତସିଂହପୁର : ଆଜି ଜଗତସିଂହପୁର ଅଞ୍ଚଳରୁ 12 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ରହିଥିବାବେଳେ 8 ଜଣ ପ୍ରବାସ ଫେରନ୍ତା ଥିବାବେଳେ ଆଉ 4 ଜଣ ପୂର୍ବ ପଜିଟିଭ୍ଙ୍କ ଦ୍ବାରା ସଂକ୍ରମିତ ହୋଇଛନ୍ତି । ଏହି […]
ରମେଶ ମହାନ୍ତି ଜଗତସିଂହପୁର :ଦୃତ ଗତିରେ ବ୍ୟାପୁଥିବା କରୋନା ମହାମାରୀ ପ୍ରଭାବରେ ସାରା ଦେଶରେ ମାନ୍ଦାବସ୍ଥା ଦେଖାଦେଇଥିବା ବେଳେ ପଣ୍ୟ କାରବାର କ୍ଷେତ୍ରରେ ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଦେଶର ବୃହତ୍ତ ବନ୍ଦର ଗୁଡ଼ିକ ମଧ୍ୟରେ ପାରାଦ୍ୱୀପ ପ୍ରଥମ ସ୍ଥାନ […]
ଭୁବନେଶ୍ବର : ଆଜି ଭୁବନେଶ୍ବରରୁ 45 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂତନ 45 ଜଣ ଆକ୍ରାନ୍ତଙ୍କମଧ୍ୟରୁ 37 ଜଣ ହୋମ୍ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ୍ କେସ୍ 8ଟି ରହିଛି ବୋଲି ବିଏମ୍ସି ଟୁଇଟ୍ ଯୋଗେ ସୂଚନା […]
ବ୍ରହ୍ମପୁର : ବ୍ରହ୍ମପୁରରେ ଆୟୋଜିତ ଏକ ବାହାଘର ଭୋଜିକୁ 50 ହଜାର ଜରିମାନା ହୋଇଛି । କନ୍ୟା ଓ ବରପକ୍ଷଙ୍କଠାରୁ 50 ହଜାର ଜରିମାନା ଆଦାୟ କରିଛି ପ୍ରଶାସନ । ବାହାଘର ଶୋଭାଯାତ୍ରାରେ କରୋନା କଟକଣା ଉଲ୍ଲଂଘନ କରିଥିବାରୁ ଏହି ଜରିମାନା […]
ଭୁବନେଶ୍ବର, ଓଡ଼ିଆ ଝିଅ ବୈଶାଳୀ ମହାନ୍ତି ଜାତିସଂଘର ନୀତି ଅଧିକାରୀ ଭାବେ ନିଯୁକ୍ତି ପାଇଛନ୍ତି। ଜୁଲାଇ ୧ରେ ସେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ୨୦୧୬ ମସିହାରେ ଅକ୍ସଫୋର୍ଡ ବିଶ୍ବବିଦ୍ୟାଳୟରୁ ଇଣ୍ଟରନ୍ୟାସନାଲ ଷ୍ଟଡିଜ୍ରେ ମାଷ୍ଟର ଡିଗ୍ରି ପରେ ବୈଶାଳୀ ୟୁନାଇଟେଡ୍ ନେସନ୍ସର ଇଣ୍ଟରନାସନାଲ […]
ଭୁବନେଶ୍ବର : ଚଳିତ ବର୍ଷ ବୋଲବମ୍ ଯାତ୍ରାକୁ ବନ୍ଦ କଲେ ରାଜ୍ୟ ସରକାର । କରୋନା ପାଇଁ ଚଳିତ ବର୍ଷ ବୋଲବମ୍ ଯାତ୍ରା ବନ୍ଦ । ବୋଲବମ୍ ଯାତ୍ରା ବନ୍ଦ ନେଇ ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି । ଆୟୋଜିତ […]
କଟକ : କଟକ ସହରକୁ ସଟ୍ଡାଉନ୍ ଘୋଷଣା କଲା ସିଏମ୍ସି । ଆସନ୍ତା 8 ତାରିଖ ଯାଏ କଟକ ସହରକୁ ସଟ୍ଡାଉନ୍ ଘୋଷଣା କରାଯାଇଛି । 8 ତାରିଖ ମଧ୍ୟରାତ୍ର ଯାଏ କଟକ ସହର ସଟ୍ଡାଉନ ହେବ ବୋଲି ସୂଚନା ରହିଛି […]
ଭୁବନେଶ୍ବର : କରୋନା ପାଇଁ ବନ୍ଦ ଥିବା କିଛି ଦର୍ଶନୀୟ ସ୍ଥାନ ଖୋଲିବାକୁ ନିଷ୍ପତ୍ତି ନେଇଛି ଏଏସ୍ଆଇ । ଆସନ୍ତା 6 ତାରିଖରୁ କିଛି ଦର୍ଶନୀୟ ସ୍ଥାନ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି । ଏହି କ୍ରମରେ ଖଣ୍ଡଗିରି, ଉଦୟଗିରି ଗୁମ୍ଫା, […]
ନୋଏଡା : ହାଇଟେକ ସିଟି କୁହାଯାଉଥିବା ନୋଏଡାର ସେକ୍ଟର 58ରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମାତ୍ର ପାଞ୍ଚଟଙ୍କା ପାଇଁ ଜଣେ ସିକ୍ୟୁରିଟି ଗାର୍ଡ ଜଣେ ଫଳ ବିକ୍ରେତାଙ୍କୁ ଗୁଳି ମାରି ଦେଇଛନ୍ତି। ଫଳ ବିକ୍ରେତା ଜଣକ ଗୁରୁତର ରୂପେ […]
କଟକ : ଆଜି କଟକ ସହରରୁ ନୂତନ 11ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ 5ଜଣ ସରକାରୀ କ୍ବାରେଣ୍ଟିନ୍ର ଚିହ୍ନଟ ହୋଇଥିବାବେଳେ 6 ଜଣ ହୋମ୍ କ୍ବାରେଣ୍ଟିନ୍ରୁ ଚିହ୍ନଟ ହୋଇଛନ୍ତି । ଆଜି ପଜିଟିଭଙ୍କ ମଧ୍ୟରେକ୍ୟାନସର ହସ୍ପିଟାଲରୁ ପାଞ୍ଚ […]
ଗଞ୍ଜାମ : କରୋନା ପରିଚାଳନା ପାଇଁ ଗଞ୍ଜାମ ଯିବେ ଦୁଇ ଆଇଏଏସ୍ । ଗଞ୍ଜାମ ଜିଲ୍ଲା ପାଇଁ 2 ସ୍ପେଶାଲ୍ ଏଡିଏମ୍ ନିଯୁକ୍ତି କରିଛନ୍ତି ସରକାର । ଆଇଏଏସ୍ ପାରୁଲ୍ ପଟାଓ୍ବାରୀ ଓ ବିଶାଲ୍ ସିଂହ ହେଲେ ସ୍ପେଶାଲ୍ ଏଡିଏମ୍ । […]