ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ବ୍ରହ୍ମପୁରର ପୋଲସରାରେ ଘଟିଥିବା ଶିଶୁ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହିତ ପ୍ରତ୍ୟେକ ଶିଶୁଙ୍କ ପରିବାରକୁ 4 ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି […]
ସମୀକ୍ଷା ବ୍ୟୁରୋ ବ୍ରହ୍ମପୁର : ପାଳଗଦାରେ ନିଆଁ ଲାଗି ଗୁରୁତର ହୋଇଥିବା 4 ଶିଶୁଙ୍କୁ ମଧ୍ୟରୁ ତିନିଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି । ଆଜି ସକାଳେ ପୋଲସରା ଥାନା ଖରିଛଟା ଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଥିଲା। ଏହି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତ ପୂର୍ବରୁ ତାଙ୍କର ସ୍ବାଗତ ପାଇଁ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଅନନ୍ୟ କଳାକୃତି ପ୍ରଦର୍ଶନ କରିଛନ୍ତି । ଏକ ବାଲୁକା କଳାକୃତି ଜରିଆରେ ଆମେରିକୀୟ ରାଷ୍ଟ୍ରପତି […]
କଟକ : ବର୍ତ୍ତମାନ ପରିବେଶ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ, ବିଶ୍ୱ ତାପନ, ଅଦିନିଆ ବର୍ଷା, ସାମୁଦ୍ରିକ ଝଡ଼ ପୃଥିବୀ ଆଗରେ ଘାତକ ହୋଇ ଠିଆହୋଇଛି । ତେଣୁ ପରିବେଶବିତ୍ମାନେ ସତର୍କ କରେଇ ଦେଲେଣି ଏବେଠାରୁ ବ୍ୟାପକ ବୃକ୍ଷରୋପଣ କରାନଗଲେ ପୃଥିବୀପୃଷ୍ଠରେ ଜୀବଜଗତର […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ୱର: ବିଜେଡି ସଭାପତି ପଦ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଦଳର ବରିଷ୍ଠ ନେତାଙ୍କ ସହିତ ଭୁବନେଶ୍ୱରରେ ଥିବା ଦଳୀୟ କାର୍ଯ୍ୟାଳୟକୁ ଆସି ସେ ନାମାଙ୍କନ ଦାଖଲ କରିଥିଲେ। ଅଷ୍ଟମ ଥର […]
ବବୁଲୁ ସାହୁ କଳହାଣ୍ଡି : କଳାହାଣ୍ଡି ଜିଲ୍ଲା କର୍ଲମୁଣ୍ଡା ବ୍ଲକ ଅନ୍ତର୍ଗତ ଏକାତରା ବୀଣାପାଣି ସରକାରୀ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଛି। ବର୍ତ୍ତମାନ ଗଣଶିକ୍ଷା ବିଭାଗ ଛାତ୍ରମାନଙ୍କ ପାଇଁ ବହୁ ଯୋଜନା ପ୍ରସ୍ତୁତ କରୁଥିଲେ ହେଁ , ଏଠାରେ ଏହାର […]
ସମୀକ୍ଷା ବ୍ୟୁରୋ ପୁରୀ : ରାଜ୍ୟରେ ପୁଣି ହାତୀ ଆକ୍ରମଣ ଦେଖାଦେଇଛି। ପିପିଲି ଓ ବଳଙ୍ଗାରେ ନରହନ୍ତା ଦନ୍ତାର ଉତ୍ପାତ ବୃଦ୍ଧି ପାଇଛି । ଦନ୍ତା ଆକ୍ରମଣରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପାଞ୍ଚ ଜଣ ଗୁରୁତର ହୋଇ ମେଡ଼ିକାଲରେ ଭର୍ତ୍ତି […]
ସମୀକ୍ଷା ବ୍ୟୁରୋ ସମ୍ବଲପୁର: ସିଏଏ ଓ ଏନ୍ଆରସି ପ୍ରତ୍ୟାହାର ଦାବିରେ ଆଜି ଭାରତ ବନ୍ଦର ପ୍ରଭାବ ଓଡ଼ିଶାର ବେଶ୍ କିଛି ସ୍ଥାନରେ ଦେଖିବାକୁ ମିଳିଛି । ଜାତିଭିତ୍ତିକ ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ଭୀମ ଆର୍ମି ପକ୍ଷରୁ ଆଜି […]
ଭୁବନେଶ୍ବର, ରବିବାର ସକାଳେ ମୁଖ୍ୟମନ୍ତ୍ରୀ ତଥା ବିଜେଡିର ବର୍ତ୍ତମାନ ସଭାପତି ନବୀନ ପଟ୍ଟନାୟକ ନୂଆ ସଭାପତି ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ। ନବୀନ ସକାଳ 9 ଟା 30 ମିନିଟରେ ବିଜେଡି କାର୍ଯ୍ୟାଳୟରେ ଏହି ନାମାଙ୍କନ ପତ୍ର ଦାଖଲ କରିବେ। […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଛତିଶଗଡ ଡବଲ ମର୍ଡର ମାମଲାରେ ପୂର୍ବତନ ବିଧାୟକ ଅନୁପ ସାଏ ଗିରଫ ହୋଇଥିବା ବେଳେ ତାଙ୍କ ପରିବାରବର୍ଗ ଝାରସୁଗୁଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେଇଛନ୍ତି । କଳ୍ପନା ଦାସ ଓ ତାଙ୍କ ଝିଅଙ୍କୁ ହତ୍ୟା ମାମଲାରେ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଭୁବନେଶ୍ବର ସ୍ଥିତ ଏମ୍ସରେ ହିନ୍ଦି ଭାଷାରେ ନାମ ଫଳକକୁ ନେଇ ଅସନ୍ତୋଷ ଦେଖା ଦେଇଥିବା ବେଳେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ଏମ୍ସ କର୍ତ୍ତୃପକ୍ଷଙ୍କ ଏହି ନିଷ୍ପତ୍ତି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଏମ୍ସରେ ହିନ୍ଦୀ ଭାଷା ପ୍ରଚଳନକୁ ନେଇ ଉପୁଜିଥିବା ଦ୍ବନ୍ଦ୍ବର ଅବସାନ ଘଟିଛି। ବିଜେଡି ସାଂସଦ ପ୍ରତିନିଧିମାନେ ଭେଟିବା ପରେ ଏହାକୁ ନେଇ ସ୍ପଷ୍ଟ କରିଛନ୍ତି କର୍ତ୍ତୃପକ୍ଷ । ବିଜେଡି ସଂସଦୀୟ ଦଳ ନେତା ପିନାକୀ ମିଶ୍ରଙ୍କ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବରର ଖଣ୍ଡଗିରିଠାରେ ଗାନ୍ଧି ଶାନ୍ତି କେନ୍ଦ୍ରର ଉଦ୍ଘାଟନ କରିଛନ୍ତି। ଯୁବପିଢିଙ୍କୁ ବାପୁଙ୍କ ଅହିଂସା ନୀତି ଓ ଆଦର୍ଶ ବିଷୟରେ ଜଣାଇବା ଉଦ୍ଦେଶ୍ୟରେ ଆଦିତ୍ୟ ବିର୍ଲା ଓ ରାଜ୍ୟ ସରକାରଙ୍କ ମିଳିତ […]
ସମୀକ୍ଷା ବ୍ୟୁରୋ ଭଦ୍ରକ : ଜାଗର ଜାଳି ମନ୍ଦିରରୁ ଫେରୁଥିବା ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବାର ଅଭିଯୋଗ ହୋଇଛି। ଅସୁସ୍ଥ ମହିଳା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏନେଇ ଭଣ୍ଡାରିପୋଖରୀ ଥାନାରେ ଏତଲା ଦିଆଯାଇଛି । କାଲି ରାତିରେ ମନ୍ଦିରରେ ଜାଗର ଜାଳି ପାଖ […]
ହେମଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗତ ୨୦୧୯ ନିର୍ବାଚନରେ ବିଜେଡ଼ି ଟିକେଟ୍ରୁ ବଞ୍ଚିତ ହୋଇଥିବା ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କୁ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଥଇଥାନ କରିବା ଲକ୍ଷ୍ୟରେ ବିଜେଡ଼ି ଜିଲ୍ଲା ସଭାପତି ଭାବେ ମନୋନୀତ କରିଛନ୍ତି। ନିର୍ବାଚନ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଭାରତୀୟ ବକ୍ସିଂ ଫେଡ଼େରେସନ ଦ୍ୱାରା ଅନୁଷ୍ଠିତ ହେଉଥିବା ଅନ୍ତଃ ଜିଲ୍ଲା ବକ୍ସିଂରେ ଭାଗନେବା ସକାଶେ, ଗଞ୍ଜାମ ଜିଲ୍ଲା ବକ୍ସିଂର ଚୟନ ପ୍ରକ୍ରିୟା ଆସନ୍ତା ୨୩ ତାରିଖରେ ବ୍ରହ୍ମପୁର ଷ୍ଟାଡ଼ିୟମଠାରେ ଅନୁଷ୍ଠିତ ହେବ। ଏଥିରେ ୨୦୦୬ ଏବଂ […]
ସମୀକ୍ଷା ବ୍ୟୁରୋ ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଧୁରୁଆଡ଼ିହି ଥାନା ଅନ୍ତର୍ଗତ ଲହଣ୍ଡାବୁଡ଼ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଟିଭି ଫାଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ସ୍ବାମୀ ଓ କନ୍ୟା ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ : କୁଜଙ୍ଗଥାନା ଅନ୍ତର୍ଗତ ଜିଲ୍ଲାନାସୀ ପଂଚାୟତର ମହାନଦୀରୁ ବେଆଇନଭାବେ ବାଲିଉଠାଣକୁ କେନ୍ଦ୍ରକରି ଆଜି ଗଣ୍ଡଗୋଳ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ସରପଂଚଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ତାଙ୍କର ଜେସିବି ଏବଂ ଟ୍ରାକ୍ଟର ଜରିଆରେ ପ୍ରତ୍ୟେକ ସରକାରୀ ଛୁଟିଦିନରେ ଏହିପରିଭାବେ ବେଆଇନଭାବେ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗତ ୧୭ ତାରିଖରେ ନୂଆବସ୍ଷ୍ଟାଣ୍ଡ ରୋଡ଼୍ ନିକଟରେ ଥିବା ଗୁରୁଦେବ ହସ୍ପିଟାଲ୍ର ଡାକ୍ତରଙ୍କ ଅବହେଳା ଯୋଗୁଁ ଜଣେ ମହିଳାଙ୍କ ଅକାଳ ମୃତ୍ୟୁକୁ ନେଇ ପ୍ରଶାସନ ତତ୍ପର ହୋଇ କ୍ଲିନିକାଲ୍ ଆକ୍ଟ ଅନୁସାରେ ଏହାର ସମସ୍ତ କାଗଜପତ୍ର […]
ସମୀକ୍ଷା ବ୍ୟୁରୋ ଚିଲିକା : ଭାରତୀୟ ନୌସେନାର ନାବିକ ପ୍ରଶିକ୍ଷଣ କେନ୍ଦ୍ର ଆଇଏନ୍ଏସ୍ ଚିଲିକାର 40 ତମ ବାର୍ଷିକ ପାଳିତ ହୋଇଛି । ଶନିବାର ଅନୁଷ୍ଠିତ ପ୍ରତିଷ୍ଠା ଦିବସରେ ଯୋଗ ଦେଇଛନ୍ତି ଓଡିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଡ. ଗଣେଶୀ ଲାଲ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ମୟୁରଭଞ୍ଜ ଦୁଧିଆଣି ରେଞ୍ଜରେ ଏକ ଅଭାବନୀୟ କାଣ୍ଡ ଘଟିଛି । ଜନୈକ ବନ କର୍ମଚାରୀଙ୍କ ମାଡରେ ଜଣେ ଗର୍ଭବତୀ ମହିଳାଙ୍କ ହାତ ଭାଙ୍ଗିଛି । ମହିଳା ଜଣକ କାଠ ଚୋରି କରିଥିବା ଅଭିଯୋଗରେ ଫରେଷ୍ଟର ଜଣକ […]