ରାଜ୍ୟ ଖବର

ପୁରୀ, ଆଜି ହେଉଛି ପବିତ୍ର ଭଉଁରୀ ତିଥି। ଏହି ତିଥିର ରହିଛି ଏକ ସ୍ବତନ୍ତ୍ରତା। କାରଣ ଏହି ଦିନ ଶ୍ରୀଜଗନ୍ନାଥଙ୍କର ଏକ ସ୍ବତନ୍ତ୍ର ନିତି ପାଳନ କରାଯାଇଥାଏ।…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଅସମାଜିକ ଯୁବକମାନଙ୍କ ପାଇଁ ଲକଡାଉନ ଏକ ଭଲ ସୁଯୋଗ ନେଇଆସିଛି। ଏହି ସମୟରେ ସବୁ କିଛି ବନ୍ଦ ଯୋଗୁଁ ରାସ୍ତା ଘାଟ ଜନଶୂନ୍ୟ…

ପୁରୀ, ଆସନ୍ତା ରଥଯାତ୍ରା ବେଳେ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ ତଥା ମରାମତି ନେଇ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କିଷନ କୁମାରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି।…

ନୟାଗଡ/ଚାନ୍ଦପୁର: ୧୬ ନଂ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ବସନ୍ତ କୁମାର…

ଭୁବନେଶ୍ବର, କୋଭିଡ଼୧୯  ସକର।ତ୍ମକ ମ।ମଲ।ଗୁଡ଼ିକର ବୃଦ୍ଧି ଓ ସଂକ୍ରମଣର ଶୃଙ୍ଖଳ। ଭ।ଙ୍ଗିବ। ଏବଂ ଖର।ପ ପୃଷ୍ଠପୋଷକତ। ପ।ଇଁ ଉଭୟ ଦିଗରୁ ୨୦ ଜୁନ୍, ୨୦୨୧ ପର୍ଯ୍ୟନ୍ତ ଟ୍ରେନ୍…

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନାକୁ ପୁଣି ଏକ ବଡ଼ ସଫଳତା ମିଳିଛି। ୫୫ ଗ୍ରାମ ବ୍ରାଉନ ସୁଗାର ସହ ଦୁଇ ଜଣଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ।…

ପୁରୀ, ଜଗନ୍ନାଥ ଧାମରେ ନିର୍ମାଣ ଚାଲିଥିବା ଶ୍ରୀପୁରୁଷୋତ୍ତମ ଭକ୍ତ ନିବାସ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ଭକ୍ତ ନିବାସରେ 138ଟି ରୁମ କରାଯାଇଛି। ଯେଉଁ ଭକ୍ତମାନେ ପୁରୀ …

ଭୁବନେଶ୍ବର, ସାଇ ଇଣ୍ଟଟରନ୍ୟାସନାଲ ସ୍କୁଲର ଅଧ୍ୟକ୍ଷ ତଥା ଓଡିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଠା ଡକ୍ଟର ବିଜୟ କୁମାର ସାହୁଙ୍କର ପରଲୋକ ଘଟିଛି। ସେ କରୋନାରେ ଆକ୍ରନ୍ତ ହେବା…

ନୂଆଦିଲ୍ଲୀ: ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ରାଜ୍ୟକୁ ଛୁଇଁଛି। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ମୌସୁମୀ ଆଜି କେରଳ ଛୁଇଁବ…

ନୂଆଦିଲ୍ଲୀ: ହାଇଦ୍ରାବାଦ ସ୍ଥିତ ଟୀକା ନିର୍ମାତା କମ୍ପାନୀ ବାୟୋଲୋଜିକାଲ-ଇ ସହ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରାଳୟର ଏକ ବଡ ଚୁକ୍ତି ହୋଇଛି। ୩୦ କୋଟି ଟୀକା ଡୋଜ ପାଇଁ…

ଭୁବନେଶ୍ବର: ବିଜୁ ଜନତା ଦଳର ଉପସଭାପତି ପୂର୍ବତନ ମନ୍ତ୍ରୀ ତଥା ଜନନେତା ସ୍ୱର୍ଗତ ବିଜୟଶ୍ରୀ ରାଉତରାୟଙ୍କ ପାର୍ଥିବ ଶରୀର ଆଜି ସକାଳ ୭:୩୦ ମିନିଟ୍ ସମୟରେ ବିଜୁ ଜନତା…

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୭୩…

ଭୁବନେଶ୍ବର: ଆଜି ରାଜ୍ୟରେ ୮ ହଜାର ୮୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ସମୟରେ…

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୫୯୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା…

କଟକ: ବେଆଇନ ଚିଙ୍ଗୁଡି ଘେରି ମାମଲାରେ ଚାରି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଅଦାଲତରେ ହାଜର ହେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଚାରି ଜିଲ୍ଲାପାଳଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା “ୟଶ୍”ର କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ବାତ୍ୟା “ୟଶ୍” ଯୋଗୁଁ ରାଜ୍ୟରେ ମୋଟ ୬୧୦ କୋଟି ଟଙ୍କା କ୍ଷତି ହୋଇଛି।…

ଭୁବନେଶ୍ୱର: ୭୪ବର୍ଷର ସ୍ୱାଧୀନତା ପରେ ପ୍ରଥମ ବ୍ୟକ୍ତି ଭାବରେ ବିଶିଷ୍ଟ ସ୍ଥପତି ରଘୁନାଥ ମହାପାତ୍ରଙ୍କୁ ୨୦୧୮ ମସିହାରେ ଓଡ଼ିଶାରୁ ଭାରତବର୍ଷର ରାଷ୍ଟ୍ରପତି ରାଜ୍ୟସଭାକୁ ମନୋନୀତ କରିଥିଲେ। କିନ୍ତୁ…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୯୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ଜିଲ୍ଲାରେ ତୃତୀୟ ପର୍ଯ୍ୟାୟ ୧୮ରୁ୪୪ ବୟସ ବର୍ଗଙ୍କୁ ସ୍ୱତନ୍ତ୍ର ଟିକାକରଣ ଗତ…

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଆଜି ପରଲୋକ ହୋଇଯାଇଛି। କୋଭିଡରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ବିଜୟଶ୍ରୀ ଚିକିତ୍ସିତ ହେଉଥିଲେ। କୋଭିଡ ପରବର୍ତ୍ତୀ…