ରାଜ୍ୟ ଖବର

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା କହିଲେ ଯେ, କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଗତକାଲିର…

ଭୁବନେଶ୍ୱର:  ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଧ୍ୟରେ କୋଭିଡ୍‌-୧୯ର ପରିଚାଳନା ସଂପର୍କରେ ବିସ୍ତୃତ ଆଲୋଚନା ଅନୁଷ୍ଠିତ ହୋଇଥିଲା।…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଲୁଟ୍ କରିବା ପାଇଁ ଛକି ରହିଥିବା ଜଣେ ଲୁଟେରାକୁ ପୋଲିସ ଗିରଫ କରିଛି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ସ୍ଥିତ ଆଇସିଆଇସିଆଇ ବ୍ୟାଙ୍କ ନିକଟରେ ଛକି…

ଭୁବନେଶ୍ବର: ପୂର୍ବ ତଟ ରେଳପଥ ବାତ୍ୟା ଜାୱାଦର ପ୍ରଭାବକୁ ଏଡ଼ାଇବା ପାଇଁ ଆହ୍ୱାନମୂଳକ ପଦକ୍ଷେପ ଗ୍ରହଣ କରିଛି। ଅତୀତର ଅଭିଜ୍ଞତାରୁ ପାଣିପାଗ ବିଭାଗର ପୂର୍ବାନୁମାନରୁ ଏହା ସହାୟତା…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଉଚ୍ଚସ୍ତରୀୟ ବୈଠକରେ ଜୱାଦ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ରାଜ୍ୟ ଓ କେନ୍ଦ୍ର…

ଚାନ୍ଦପୁର: ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଅନେକ ଅସାମାଜିକ ଯୁବକଙ୍କ ପାଦୁର୍ଭାବ ଦେଖିବାକୁ ମିଳିଛି। ଉକ୍ତ ଅଞ୍ଚଳରେ ଲୁଟ, ଡକାୟତ ଭଳି ଅନେକ ଘଟଣା ସାମ୍ନାକୁ…

ସୀତାରାମ ଅଗ୍ରୱାଲ ବାଣପୁର: ପିଡିଏସ ସାମଗ୍ରୀର ଚୋରୀ ଘଟଣାରେ ସ୍ଥାନୀୟ ସରପଞ୍ଚଙ୍କ ବିରୋଧରେ   କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଭେଟେଶ୍ଵର ଗ୍ରାମ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା…

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପ୍ରଶାସନିକ ସଂସ୍କାର ଏବଂ ସାଧାରଣ ଅଭିଯୋଗ ବିଭାଗ (ଡିଏଆରପିଜି) ଏବଂ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱରଠାରେ ଏକ ଆଞ୍ଚଳିକ ସମ୍ମିଳନୀ ଆୟୋଜିତ…

ଖୋର୍ଦ୍ଧା: ତୃତୀୟ ଲହର ତଥା ନୂଆ ଭାରିଆଣ୍ଟର ସଂକ୍ରମଣ ଆଶଙ୍କା ବଢିବାରେ ଲାଗିଛି। ଯାହାଦ୍ୱାରା ବିଶ୍ଵର ଅନେକ ଦେଶଗୁଡିକ ଓମିକ୍ରନ ଭାରିଆଣ୍ଟକୁ ରୋକିବା ପାଇଁ ଯଥା ସମ୍ଭବ…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ବିଷାକ୍ତ ଖାଦ୍ୟ ଖାଇ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ ଜଣେ ମହିଳାଙ୍କ ସମେତ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ଅସୁସ୍ଥ…

ଭୁବନେଶ୍ବର:  ଆଜି ରାଜ୍ୟରେ ୨୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ…

ଭୁବନେଶ୍ବର: ବିଭିନ୍ନ ନିର୍ବାଚନ ଆଉ ଉପନିର୍ବାଚନରେ ଧର୍ମେନ୍ଦ୍ରଙ୍କ ନେତୃତ୍ବ ହାରିବା ପରେ ବର୍ତ୍ତମାନ ତାଙ୍କ ଧର୍ମପତ୍ନୀ ରାଜନୈତିକ ମଇଦାନକୁ ଲମ୍ପ ପ୍ରଦାନ କରିଛନ୍ତି। ଯାହାର ପ୍ରମାଣ ବର୍ତ୍ତମାନ…

ଭୁବନେଶ୍ବର: ସାମ୍ଭବ୍ୟ ବାତ୍ୟାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏ ନେଇ ମୁଖ୍ୟଶାସନ ସଚିବଙ୍ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ…

ଭୁବନେଶ୍ବର: ଥାଇଲ୍ୟାଣ୍ଡ ନିକଟରେ ସଂଗଠିତ ହୋଇଥିବା ଲଘୁଚାପ ବଳୟ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟବର୍ତ୍ତୀ ହେବାର ସମ୍ଭାବନା ଥିବାରୁ ଯେ କୌଣସି ସ୍ଥିତିର ମୁକାବିଲା ନିମନ୍ତେ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ…

ନୂଆଦିଲ୍ଲୀ: ନଭେମ୍ବର ୨୦୨୧ରେ ମୋଟ୍ ୧,୩୧,୫୨୬ କୋଟି ଟଙ୍କାର ଜିଏସଟି ରାଜସ୍ୱ ସଂଗ୍ରହ କରାଯାଇଛି। ଏଥିମଧ୍ୟରୁ ସିଜିଏସଟି ପରିମାଣ ୨୩,୯୭୮ କୋଟି ଟଙ୍କା, ଏସଜିଏସଟି ପରିମାଣ ୩୧,୧୨୭…

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଘନୀଭୂତ ହେବା ସହ ଏକ ଘୁର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ…

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସ ଦୁଇ ଜଣ ନକଲି କମ୍ପାନୀ ମୋବାଇଲ ବିକ୍ରେତାଙ୍କୁ ଗିରଫ କରି ସେମାନଙ୍କ ନିକଟରୁ ବିପୁଳ ପରିମାଣରେ ନକଲି ବ୍ରାଣ୍ଡ ମୋବାଇଲ…

ଭୁବନେଶ୍ବର: ଓଡିଶା ବିଧାନସଭାରେ ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଆଜି ପ୍ରଥମ ଦିନରେ ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। କିନ୍ତୁ ଏହି ହଟ୍ଟଗୋଳ…

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଜଓ୍ୱାଦ’ ବିଷୟରେ ତାଜା ଖବର ପ୍ରାପ୍ତ ହୋଇଛି। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ତାଜା ଅପଡେଟ ପ୍ରଦାନ କରିଛନ୍ତି। ଏବେ ‘ଜଓ୍ୱାଦ’ ଆଣ୍ଡାମନ…