ଭୁବନେଶ୍ୱର: ଜୁନ୍ରେ ଓଡ଼ିଶାରେ ପହଞ୍ଚି ଯାଇ ପାରନ୍ତି ପଙ୍ଗପାଳ। କେନ୍ଦ୍ର ସରକାରଙ୍କ ଆକଳନ ଅନୁସାରେ ଯଦି ଏମାନେ ଓଡ଼ିଶାକୁ ଆସନ୍ତି, ତେବେ ସ୍ଥିତି ମୁକାବିଲା ପାଇଁ କ’ଣ ସବୁ ପଦକ୍ଷପ ଗ୍ରହଣ କରାଯିବ, ସେ ନେଇ ରାଜ୍ୟ ସରକାର ପ୍ରସ୍ତୁତ ଆରମ୍ଭ […]
ଭୀଷ୍ମ ସାହୁ ମ.ରାମପୁର : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଳକ ଅଇଁଲାପାଲି ଗ୍ରାମରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଏହି ଦୁର୍ଘଟଣାରେ ଡ୍ରାଇଭରଜଣକ ଗୁରୁତର ହୋଇଛନ୍ତି। ମ. ରାମପୁରରୁ କେସିଙ୍ଗାକୁ ସଂଯୋଗ କରୁଥିବା 59 ନମ୍ବର ଜାତୀୟ ରାଜରାସ୍ତାରେଏହି […]
କନ୍ଦର୍ପ ବେହେରା ରେଢାଖୋଲ : ବାପାର ଗାଳି ସହ୍ୟ କରି ନ ପାରି ନାବାଳକ ପୁଅ ବେକରେ ଗାମୁଛା ଦେଇ ଆତ୍ମହତ୍ୟା କରିଥିବା ଖବର ହସ୍ତଗତ ହୋଇଛି। ମିଳିଥିବା ସୂଚନା ଅନୁସାରେ ରେଢାଖୋଲ ଥାନା ଛତ୍ରପୁର ଗ୍ରାମର ସଂଜୟ ରାଉଳଙ୍କ ବଡ […]
କେନ୍ଦ୍ରପଡା : କେନ୍ଦ୍ରାପଡାର 18 ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି କେନ୍ଦ୍ରାପଡା ଜିଲ୍ଲାପାଳ । କେନ୍ଦ୍ରାପଡାରୁ ଆଜି ସର୍ବାଧିକ 18 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଏହି ଆକ୍ରାନ୍ତଙ୍କ ମଧ୍ୟରେ ଅଙ୍ଗନଓ୍ବାଡି କର୍ମୀ ଓ ଆଶା କର୍ମୀ ରହିଛନ୍ତି ବୋଲି ସୂଚନା ଦେଇଛନ୍ତି […]
ଭୁବନେଶ୍ବର : ରାଜ୍ୟରେ ଜୁନ୍ 17 ତାରିଖରୁ ସ୍କୁଲ ଖୋଲିବ ନାହିଁ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଗତକାଲି କେନ୍ଦ୍ରର ନୂଆ ଗାଇଡ୍ ଲାଇନ୍ ଆସିଛି । ସ୍କୁଲ, କଲେଜ ଖୋଲିବା ନେଇ […]
ପୁରୀ : ରଥଯାତ୍ରା ପାଇଁ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ସ୍ନାନମଣ୍ଡପ ଯାଞ୍ଚ ହୋଇଛି । ଟିମ୍ ସହ ଏଏସ୍ଆଇ ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକଙ୍କ ସ୍ନାନମଣ୍ଡପ ଯାଞ୍ଚ କରାଯାଇଛି । ସ୍ନାନମଣ୍ଡପରେ ପରିବର୍ତ୍ତନ କରାଯାଇଥିବା ପଥରର ଅନୁଧ୍ୟାନ କରିଛନ୍ତି । ନାଟମଣ୍ଡପ, […]
ଭୁବନେଶ୍ବର :ଆଜି ରାଜ୍ୟରେ ସର୍ବାଧିକ 129 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡାରୁ ସର୍ବାଧିକ 18ଜଣ ଆକ୍ରାନ୍ତ ହୋଇଥିବାବେଳେ ଗଜପତିରୁ 16, ନୂଆପଡାରୁ 12 ଓ ବଲାଙ୍ଗିରରୁ 11 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସେହିପରି ଗଞ୍ଜାମ ଓ […]
ଭୁବନେଶ୍ବର : ରାଜ୍ୟରେ ଆଜି ସର୍ବାଧିକ 129 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି । ଏନେଇ ସୂଚନାଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପାଣିପାଗ ବିଭାଗ । 19ଟି ଜିଲ୍ଲାରୁ 129 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ […]
ବନେଶ୍ୱର: ଆସନ୍ତାକାଲି ଅର୍ଥାତ୍ ଜୁନ୍ 1ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତା ଦେଖା । ଏଥିପାଇଁ 36ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ଦୁଇଟି ପର୍ଯ୍ୟାୟରେ ଓ ଦୁଇଟି ସିଫ୍ଟରେ ଖାତା ଦେଖା ହେବ। ସକାଳ ସାଢ଼େ 7ଟାରୁ ମଧ୍ୟାହ୍ନ ସାଢ଼େ […]
ଭୁବନେଶ୍ବର : ବୋନସ ପାଇବେ କେନ୍ଦୁପତ୍ର ତୋଳାଳି । ଏ ସମ୍ପର୍କରେ ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି । ଲକଡାଉନ ଓ କରୋନା ଭାଇରସ ପାଇଁ ରାଜ୍ୟ ସରକାର କେନ୍ଦୁପତ୍ର ତୋଳାଳିଙ୍କୁ ବୋନସ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଆଜି 5 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। 5 ଜଣ ଯାକ ଆକ୍ରାନ୍ତ ଗୋଲାମୁଣ୍ଡା ବ୍ଲକର ହୋଇଥିବା ବେଳେ ସେମାନଙ୍କ 2 ଜଣ ମହାରାଷ୍ଟ୍ରରୁ, 2 ଜଣ ତେଲେଙ୍ଗାନାରୁ ଏବଂ ଜଣେ […]
ଭୁବନେଶ୍ବର : କରୋନା ଯୋଦ୍ଧାଙ୍କ ସମର୍ଥନରେ ବନ୍ଦେ ଉତ୍କଳ ଜନନୀ ଗାଇବା ପାଇଁ ଆହ୍ବାନ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ପୁରପଲ୍ଲୀ ସମେତ ଭାରତ ତଥା ବିଶ୍ବର କୋଣ ଅନୁକୋଣରେ ରହିଥିବା ଓଡିଆ ଏହାକୁ ଗାଇଥିବା ବେଳେ ସ୍ବୟଂ […]
ଭୁବନେଶ୍ବର : ପାଣିପାଗ ବିଭାଗ ପକ୍ଷରୁ 10ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । ଆଜି ରାତି 9ଟା ସୁଦ୍ଧା ବର୍ଷା ଓ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହା ସହିତ […]
ରମେଶ ମହାନ୍ତି ଜଗତସିଂହପୁର : ଆଜି ଜଗତସିଂହପୁର ଜିଲ୍ଲାରୁ ୬ଜଣ ପଜିଟିଭ୍ ବାହାରିଛନ୍ତି । ସମସ୍ତ ୬ଜଣ ଆକ୍ରାନ୍ତ ଟି.ଏମ୍.ସି କ୍ୱାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସେମାନେ ପଶ୍ଚିମବଙ୍ଗ, ମହାରାଷ୍ଟ୍ର, କର୍ଣ୍ଣାଟକ ଓ ତାମିଲନାଡୁ ଫେରନ୍ତା […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : କରୋନା ତଥ୍ୟ ଲୁଚାଉଥିବା ଅଭିଯୋଗ କରି ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ। ଚିଲିକା ନିର୍ବାଚନ ମଣ୍ଡଳୀର ଜଣେ ବ୍ୟକ୍ତି ଗତକାଲି ପ୍ରାଣ ହରାଇଥିବାକୁ ନେଇ ବିଜେପିର ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସରକାରଙ୍କୁ ଟାର୍ଗେଟ କରିଛନ୍ତି। […]
ଭୁବନେଶ୍ବର : ରାଜ୍ୟରେ ଆଉ 73 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସକାଳୁ 96 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 73 ଜଣ ସୁସ୍ଥ ହୋଇଛନ୍ତି । 73 ଆକ୍ରାନ୍ତଙ୍କ ମଧ୍ୟରୁ 28 ଜଣ ବୌଦ୍ଧ ଜିଲ୍ଲାରୁ […]
ପୁରୀ : ପୁରୀକୁ ଟ୍ରେନ୍ ଚଳାଚଳ ବନ୍ଦ କରିବାକୁ ରେଲଓ୍ବେର ନିଷ୍ପତ୍ତି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପୁରୀକୁ ଟ୍ରେନ୍ ଚଳାଚଳ ବନ୍ଦ ରହିବ ବୋଲି ସୂଚନା ରହିଛି । ରାଜ୍ୟ ସରକାରଙ୍କ ପରାମର୍ଶ ଅନୁସାରେ ଏପରି ନିଷ୍ପତ୍ତି ନେଇଛି ରେଲଓ୍ବେ […]
ଭୁବନେଶ୍ବର :ଆଜି 96 ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା 1819ରେ ପହଞ୍ଚିଛି । ଆଜି ଚିହ୍ନଟ 96 ଜଣ ଆକ୍ରାନ୍ତ 18ଟି ଜିଲ୍ଲାରୁ ରହିଛନ୍ତି । ସମସ୍ତ ଆକ୍ରାନ୍ତ କ୍ବାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାର ସୂଚନା […]
ଖୋର୍ଦ୍ଧା : ଭାଇ ଭଉଣୀ ସ୍କୁଟିରେ ଯାଉଥିବାବେଳେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଭଉଣୀର ମୃତ୍ୟୁ ହୋଇଛି।ଭାଇ ଭଉଣୀ ସ୍କୁଟିରେ ଯାଉଥିବାବେଳେ ଭଉଣୀଟି ଖସିପଡିଥିବାବେଳେ ପଛରେ ଯାଉଥିବା ମିନି ଟ୍ରକ୍ ଚଢିଯିବାରୁ ଘଟଣାସ୍ଥଳରେ ଭଉଣୀର ମୃତ୍ୟୁ ହୋଇଥିବାବେଳେ ଭାଇ ଆହତ ହୋଇଛନ୍ତି […]
କଟକ : ଡ୍ରେନ୍ ସଫା ବେଳେ ଘର ଭୁଶୁଡି ପଡ଼ିଥିବାର ସୂଚନା ମିଳିଛି । ଜାଇକା ପକ୍ଷରୁ କଟକରେ ଡ୍ରେନ୍ ସଫା ବେଳେଏଭଳି ଏକ ଅଘଟଣ ଘଟିଛି ।ମିଳିଥିବା ସୂଚନା ଅନୁସାରେ ବଜ୍ରକବାଟି ଛତ୍ରବାଜର ମୁଖ୍ୟ ଡ୍ରେନ୍ରେ କାମ ବେଳେ ଏହି […]
ଭୁବନେଶ୍ବର : ରାଜ୍ୟରେ ଆଉ 96 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 1819କୁ ବୃଦ୍ଧି ହୋଇଛି […]