ଭଦ୍ରକ : ଆଜି ରାଜ୍ୟରେ 103 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଭଦ୍ରକ ଜିଲ୍ଲାରୁ 8 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏହି ଆକ୍ରାନ୍ତଙ୍କ ତଥ୍ୟ ଜାରି କରିଛନ୍ତି ଜିଲ୍ଲା ପ୍ରଶାସନ। ଭଦ୍ରକରୁ ଚିହ୍ନଟ ହୋଇଥିବା 8 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଚାରି […]
ଭୁବନେଶ୍ବର : ରାଜ୍ୟରେ ଆଉ 103 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଦେବଗଡ ଜିଲ୍ଲାରୁ ସର୍ବାଧିକ 22 ଜଣ ରହିଥିବାବେଳେ କେନ୍ଦ୍ରାପଡା 15, ଜଗତସିଂହପୁରରୁ 10, ମାଲକାନଗିରିରୁ […]
ନୂଆଦିଲ୍ଲୀ : ଦିଲ୍ଲୀର ତିହାର ଜେଲ୍ରେ ପହଞ୍ଚିଲା କରୋନା । ତିହାର ଜେଲରେ ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଠାକାର 7 ନମ୍ବର ଜେଲର ଜଣେ ଅଧିକାରୀ କରୋନା ଭାଇରସ ଚିହ୍ନଟ ହୋଇଥିବାର ସୂଚନା ରହିଛି। ଏହି […]
କଣ୍ଟାବାଞ୍ଜି : ପୁଣି ଟ୍ରେନ୍ ଚେନ୍ ପୁଲ୍ କରି କଣ୍ଟାବାଞ୍ଜି ଷ୍ଟେସନରେ ପ୍ରବାସୀମାନେ ଓହ୍ଲାଇପଡିଥିବାର ସୂଚନା ରହିଛି । ବରଗଡ ଓ ନୂଆପଡା ଜିଲ୍ଲାର ପ୍ରାୟ 320 ଜଣ ପ୍ରବାସୀ ଓହ୍ଲାଇ ପଡିଥିବାର ସୂଚନା ମିଳିଛି । ଗୁଜୁରାଟ ଗାନ୍ଧିଧାମର ନିର୍ଗୁଣ୍ଡି […]
ନୂଆଦିଲ୍ଲୀ/ଭୁବନେଶ୍ବର: ଦୁଇ ମାସ ପରେ ଦେଶରେ ଆଜିଠୁ ପୁଣି ଥରେ ଘରୋଇ ବିମାନ ସେବା ଆରମ୍ଭ ହୋଇଛି। ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରରୁ ଆଜି ଭୋର 4ଟା 45 ମିନିଟ୍ରେ ମୁମ୍ବାଇ ପାଇଁ ପ୍ରଥମ ବିମାନ ଉଡ଼ାଣ କରିଛି। ବିମାନ […]
ରଞ୍ଜିତ ପଣ୍ଡା କୁଜଙ୍ଗ: କୁଜଙ୍ଗ ବ୍ଲକ୍ ଗଣ୍ଡିକୀପୁର ତରପଡାରେ ଦୁଇ କୁନି କୁନି ନାବାଳିକାଙ୍କୁ ସେହି ଗ୍ରାମର ଜଣେ ୧୫ ବର୍ଷର ନାବାଳକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏ ହି ଗ୍ରାମର ଦୁଇ ପରିବାରର ୪ ବର୍ଷର ଓ ୩ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଆଜି ଅପରାହ୍ନରେ ଭୁବନେଶ୍ବରରୁ ଛାଡିଛି ଏକ ଶ୍ରମିକ ସ୍ପେସିଆଲ ଟ୍ରେନ୍ । ଏହି ଶ୍ରମିକ ସ୍ପେସିଆଲ ଟ୍ରେନ୍ଟି ଛତିଶଗଡର ରାୟପୁର ଅଭିମୁଖେ ଯାତ୍ରା କରିଛି । ରାଜ୍ୟର 13ଟି ଜିଲ୍ଲାରେ କାମ କରୁଥିବା ଛତିଶଗଡର ପ୍ରବାସୀ […]
ଭୁବନେଶ୍ବର : ରାଜ୍ୟରେ ପୁଣି ଥରେ ପ୍ରବାସୀଙ୍କ ପକ୍ଷରୁ ଚେନ୍ ପୁଲିଂ କରାଯାଇଛି । ଗତକାଲି ଚିଲିକାରେ ଚେନ୍ ପୁଲିଂ କରାଯାଇଥିବା ବେଳେ ଆଜି ଛତ୍ରପୁରରେ ଚେନ୍ ପୁଲିଂ କରି ଟ୍ରେନ୍ରୁ ଡିଆଁ ମାରିଛନ୍ତି ପ୍ରବାସୀ । ଏହି ଘଟଣା ପରେ […]
ଭୁବନେଶ୍ବର : ତତଲା କଡେଇ ଉପରେ ବସିଛି ରାଜ୍ୟ । ରବିବାର ରାଜ୍ୟର 14ଟି ଜିଲ୍ଲାରେ ତାପମାତ୍ରା 40 ଡିଗ୍ରୀ ଉପରେ ରହିଛି । ଟିଟିଲାଗଡ ଓଡିଶାର ସବୁଠୁ ଉତ୍ତପ୍ତ ସହର ହୋଇଥିବା ବେଳେ ଏଠାରେ ତାପମାତ୍ରା 45.8 ଡିଗ୍ରୀ ରହିଛି […]
ଭୁବନେଶ୍ବର : କୋରୋନା ପାଇଁ ସାରାଦେଶରେ ଲକଡାଉନ ଚାଲିଥିବା ବେଳେ ଆଜି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଶ୍ରମିକ ସ୍ପେସିଆଲ ଟ୍ରେନ୍ରେ ସନ୍ତାନ ପ୍ରସବ କରିଛନ୍ତି ମହିଳା । ବଲାଙ୍ଗୀର ଜିଲା ଟିଟଲାଗଡରେ ସ୍ଵତନ୍ତ୍ର ଶ୍ରମିକ ଟ୍ରେନରେ […]
ଦୁଷ୍ମନ୍ତ ପଣ୍ଡା କଳାହାଣ୍ଡି : କଳାହାଣ୍ଡି ବିଚାର ବିଭାଗୀୟ ଅଧିକାରୀ ଓ କର୍ମଚାରୀ ମାନଙ୍କ ଦ୍ୱାରା ପିଏମ କେୟାର୍ସ ଫଣ୍ଡ ଓ ସିଏମଆରଏଫକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ପିଏମ କେୟାର୍ସ ଫଣ୍ଡ ଓ ସିଏମଆରଏଫକୁ ୨ଲକ୍ଷ ୬୮ ହଜାର […]
ଦୁଷ୍ମନ୍ତ ପଣ୍ଡା କଳାହାଣ୍ଡି : କଳାହାଣ୍ଡି ଜିଲ୍ଲାରେ ଚିହ୍ନଟ ହୋଇଥିବା ଦୁଇ କରୋନା ପଜିଟିଭଙ୍କୁ ସ୍ଥାନୀୟ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୋସିଆଲ ମିଡିଆରେ କଳାହାଣ୍ଡି ସିଡିଏମଓ ଏହି ଘୋଷଣା କରିଛନ୍ତି । ଦୁଇ ଆକ୍ରାନ୍ତ ହେଉଛନ୍ତି ମା ଏବଂ […]
ଭୁବନେଶ୍ବର : ଆମ୍ପାନର ପ୍ରକୋପ ଶେଷ ହେବା ପରେ ରାଜ୍ୟ ବର୍ତ୍ତମାନ ତତଲା କଡେଇରେ ରହିଛି । ଉପରକୁ ଉଠିଛି ପାରଦ । ଏ ନେଇ 5 ଟି ସହରକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ବଲାଙ୍ଗିର ଜିଲ୍ଲାରେ ସୂର୍ୟ୍ୟଙ୍କ […]
ଭୁବନେଶ୍ବର : ବିଦେଶ ଫେରନ୍ତାଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଗାଇଡ୍ଲାଇନ୍ ଜାରି କରାଯାଇଛି । ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ନୂତନ ଗାଇଡ୍ଲାଇନ୍ ଅନୁଯାୟୀ ବିଦେଶ ଫେରନ୍ତାଙ୍କୁ ଏକ ଅଣ୍ଡରଟେକିଂ […]
ଭୁବନେଶ୍ବର : 24 ଘଣ୍ଟିଆ ପରିବହନ ପାଇଁ ଅନୁମତି ମିଳିଛି। ଷ୍ଟେସନ, ବସ୍ଷ୍ଟାଣ୍ଡ ଓ ବିମାନ ବନ୍ଦର ଯିବାକୁ ଗାଡ଼ି କଟକଣା ନାହିଁ । ଟ୍ୟାକ୍ସି, ଅଟୋ, ବସ୍ ଯିବାଆସିବା କରିବାକୁ 24 ଘଣ୍ଟିଆ ଅନୁମତି ମିଳିଛି। ସନ୍ଧ୍ୟା 7ଟାରୁ ସକାଳ […]
ଭୁବନେଶ୍ବର : କରୋନା ମୁକାବିଲାକୁ ନେଇ ଏସ୍ଆରସି ପ୍ରଦୀପ ଜେନା ପ୍ରେସ୍ମିଟ୍ କରିଛନ୍ତି। ରାଜ୍ୟରେ ଏବେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ ରହିଛି କିନ୍ତୁ ଚିନ୍ତା ଜନକ ନୁହେଁ ବୋଲି କହିଛନ୍ତି ରାଜ୍ୟ ସ୍ବତନ୍ତ୍ର ରିଲିଫ୍ କମିଶନର। ପ୍ରବାସୀଙ୍କୁ କ୍ବାରେଣ୍ଟିନ୍ରେ ରଖାଯାଉଥିବାରୁ ସ୍ଥିତି […]
ଭୁବନେଶ୍ବର : ରାଜ୍ୟରେ ଆସନ୍ତାକାଲିଠାରୁ ବସ୍ ଓ ଟ୍ୟାକ୍ସି ଗଡିବ । ବସ୍ରେ ଯେତିକି ସିଟ୍ ଥିବ ସେତିକି ଯାତ୍ରୀ ଯିବେ। କେହି ଠିଆ ହୋଇ ଯାଇପାରିବେ ନାହିଁ ବୋଲି ସୂଚନା ରହିଛି। ବସ୍ରେ ଯାତ୍ରା କରିବାକୁ ଥିବା ସମସ୍ତ ଯାତ୍ରୀ […]
ଭୁବନେଶ୍ବର : ରାଜ୍ୟରେ ଆଉ 67 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହି ନୂତନ 67ଙ୍କ ମଧ୍ୟରେ ପୁରୀ ଜିଲ୍ଲାରୁ ସର୍ବାଧିକ 16, ନୟାଗଡରୁ 13, ଗଞ୍ଜାମ […]
ବାଙ୍କୀ: କରବରଠାରେ ଏକ ମାଲବାହୀ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଡ୍ରାଇଭରର ମୃତ୍ୟୁ ହୋଇଛି । ତେବେ ଟ୍ରକ୍ ଭିତରେ ଚାପି ହୋଇ ରହିଥିବା ହେଲପର୍ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ବାଙ୍କୀରୁ କଟକ ଯାଉଥିବାବେଳେ ଆଜି […]
ରମେଶ ମହାନ୍ତି ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଳକରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାର ସୂଚନା ମିଳିଛି । ଆକ୍ରାନ୍ତ ଜଣକ ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ତେନ୍ତୁଳିପଦା କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣଙ୍କ ଗୁଜୁରାଟ […]
ଭୁବନେଶ୍ବର : ଆଜିଠାରୁ ରାଜଧାନୀରେ ପରୀକ୍ଷାମୂଳକ ଭାବେ କିଛି ପ୍ରମୁଖ ପାର୍କ ଖୋଲିଛି । ଆଇଜି, ଫରେଷ୍ଟ ଓ ବୁଦ୍ଧ ପାର୍କ ଆଜିଠୁ ଖୋଲିଛି । ସକାଳ 7ରୁ ଦିନ 10, ଅପରାହ୍ନ 4ରୁ ସନ୍ଧ୍ୟା 6ଟା ଯାଏଁ ପାର୍କ ଖୋଲା […]