ବାରିପଦା : ନିଜ ସନ୍ତାନ ପାଇଁ ମା’ଟିଏ ସାରା ସଂସାର ସହିତ ଲଢିଥାଏ । ମାତ୍ର ସନ୍ତାନ ମା’ର ସ୍ନେହ ମମତାକୁ ପାଦରେ ଦଳି ଦେଇ ନିଜ ସ୍ବାର୍ଥ ପାଇଁ ମୃତ୍ୟୁ ମୁଖରେ ପହଞ୍ଚାଇ ଦେଇଥାଏ । ଏପରି ଏକ ଘଟଣା […]
ଭୁବନେଶ୍ବର : ଆଜି ଦିନ 12ଟା 30ରୁ ବିମାନ ଟିକେଟ ବୁକିଂ ଆରମ୍ଭ ହେବ । ଓ୍ବେବ୍ସାଇଟ୍ airindia.inରେ ଲଗ୍ ଇନ୍ କରି ବୁକ୍ କରିହେବ । କୌଣସି ଟ୍ରାଭେଲ୍ ଏଜେଣ୍ଟକୁ ଯୋଗାଯୋଗ କରି ବୁକ୍ କରିହେବ । ଗ୍ରାହକ ସେବା […]
ଭୁବନେଶ୍ବର: ଆଜି ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଥିବା ଜଣାପଡ଼ିଛି। ଅମ୍ଫାନ୍ ଯୋଗୁ ପଶ୍ଚିମବଙ୍ଗର କ୍ଷତିର ପରିମାଣ ବିଷୟରେ ପଚାରି ବୁଝିଥିଲେ ନବୀନ ପଟ୍ଟନାୟକ । ବାତ୍ୟା ଅମ୍ଫାନ୍ ଯୋଗୁଁ […]
ଭୁବନେଶ୍ବର : ରାଜ୍ୟରେ ପୁଣି 86 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଯାଜପୁରରୁ 46, କଟକରୁ 11, ନୟାଗଡରୁ 6, ଗଞ୍ଜାମରୁ 5, ବାଲେଶ୍ବରରୁ 3, […]
ଭୁବନେଶ୍ବର : ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ । ବାତ୍ୟା ଆମ୍ଫାନ୍ ଦ୍ବାରା ଓଡ଼ିଶା ଓ ପଶ୍ଚିମବଙ୍ଗରେ ହୋଇଥିବା କ୍ଷୟକ୍ଷତିକୁ ଅନୁଧ୍ୟାନ କରିବେ ମୋଦି । ପ୍ରଥମେ […]
ଚନ୍ଦ୍ରକାନ୍ତି ବୌଦ୍ଧ ନରସିଂହପୁର : କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ କମଳାଦେଇପୁର ଛକ ଠାରେ ଏକ ବାଲି ବୋଝେଇ ଟ୍ରକ ସହ ଦୁଇଟି ବାଇକ ମୁହାଁ ମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା […]
ଭୁବନେଶ୍ବର : ଏଣିକି ବ୍ୟାଙ୍କ ଖୋଲିବା ସମୟରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ପୂର୍ବରୁ କଟକ, ପୁରୀ, ଛତ୍ରପୁର, କୋରାପୁଟ, ଭୁବନେଶ୍ବରରେ ବ୍ୟାଙ୍କ ସକାଳ 8ଟାରୁ 2ଟା ପର୍ଯ୍ୟନ୍ତ ବ୍ୟାଙ୍କ ଖୋଲୁଥିବା ବେଳେ ବର୍ତ୍ତମାନ ଏହା ପୂର୍ବପରି 10ଟାରୁ 4ଟା […]
ଭୁବନେଶ୍ବର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ଆକାଶ ମାର୍ଗରୁ ପରିଦର୍ଶନ କରିଛନ୍ତି। ସାମୁଦ୍ରିକ ବାତ୍ୟା ଆମ୍ପାନ ପ୍ରଭାବରେ ଉତ୍ତର ଓଡିଶାର 4 ଜିଲ୍ଲା ବ୍ୟାପକ ଭାବରେ କ୍ଷତିଗ୍ରସ୍ତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଏହି ଅଞ୍ଚଳ ପରିଦର୍ଶନ କରିବା […]
ଭୁବନେଶ୍ବର, ରାତି ପାହିଲେ ସାବିତ୍ରୀ ବ୍ରତ। ପ୍ରତିଟି ସଧବା ବୋହୁ ଏହି ପୂଜା ନିଷ୍ଠାର ସହ କରିଥାଏ। ହେଲେ ଲକଡାଉନ କଟକଣା ପାଇଁ ଏଥର ସାବିତ୍ରୀ ବ୍ରତ ଆଉ ବଡ ଆକାରରେ ହୋଇପାରିବ ନାହିଁ। ମହିଳାମାନେ ମନ୍ଦିରକୁ ନ ଆସି ନିଜ […]
ଭୁବନେଶ୍ବର : ଆସନ୍ତା କାଲି ଓଡିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆମ୍ପାନ ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀ ଓଡିଶା ଏବଂ ପଶ୍ଚିମବଙ୍ଗ ଆସିବେ । ଓଡିଶା ଏବଂ ପଶ୍ଚିମବଙ୍ଗର ବାତ୍ୟା ପ୍ରପୀଡିତ ଅଞ୍ଚଳକୁ ଆକାଶ ମାର୍ଗରୁ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ […]
ଭୁବନେଶ୍ବର : ଆସନ୍ତା 26 ତାରିଖରେ ଆରମ୍ଭ ହେବ ଖାତା ଦେଖା । ଖାତା ଦେଖା ପ୍ରକ୍ରିୟାରେ ସାମିଲ୍ ହେବେ 15 ହଜାରରୁ ଅଧିକ ଶିକ୍ଷକ/ଶିକ୍ଷୟିତ୍ରୀ । 62ଟି ମୂଲ୍ୟାୟନ କେନ୍ଦ୍ରରେ ଏହି ଖାତା ଦେଖା ହେବ ବୋଲି ରାଜ୍ୟ ସରକାରଙ୍କ […]
ଭୁବନେଶ୍ବର : ରଥଖଳାରେ କାର୍ଯ୍ୟରତ ମହାରଣାଙ୍କ ପ୍ରଥମ ପର୍ଯ୍ୟାୟ କୋଭିଡ୍ ରିପୋର୍ଟ ଆସିଛି । ଏହି ରିପୋର୍ଟ ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ପରୀକ୍ଷଣ କରାଯାଇଥିବା ସମସ୍ତ ସ୍ବାବ ରିପୋର୍ଟ ନେଗେଟିଭ୍ ଆସିଛି । ସ୍ନାନ ପୂର୍ଣ୍ଣିମା ପାଇଁ ଅନୁଷ୍ଠିତ ବୈଠକ ପରେ […]
ଭୁବନେଶ୍ବର : ଆସନ୍ତା ଜୁଲାଇ ମାସ ଶେଷ ସୁଦ୍ଧା ମେଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଯାଉଛି । ବାତ୍ୟା ଆମ୍ପାନ୍ କାରଣରୁ ଖାତା ଦେଖା ବିଳମ୍ବ ହୋଇଥିବାରୁ ପରୀକ୍ଷାଫଳ ପ୍ରକାଶରେ ବିଳମ୍ବ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି […]
ଭୁବନେଶ୍ବର : ରାଜ୍ୟରେ ଆଉ 50 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏ ସମ୍ପର୍କରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ବିଟ୍ କରାଯାଇ ସୂଚନା ପ୍ରଦାନ କରାଯାଇଛି । ନୂତନ 50 ସୁସ୍ଥଙ୍କୁ ମିଶାଇ ରାଜ୍ୟରେ […]
ଭୁବନେଶ୍ବର : ମହାପ୍ରଭୁଙ୍କ ସ୍ନାନଯାତ୍ରା ହେବାର ରାସ୍ତା ପ୍ରଶସ୍ତ ହୋଇଛି । ସର୍ବନିମ୍ନ ସେବାୟତଙ୍କୁ ନେଇ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଅନୁଷ୍ଠିତ ହେବ । 10 ଜଣ ନିୟୋଗ ପ୍ରତିନିଧିଙ୍କ ସହିତ ମନ୍ଦିର ପ୍ରଶାସନର ବୈଠକ ପରେ ଏହି ସୂଚନା ମିଳିଛି […]
ପାରଳାଖେମୁଣ୍ଡି : ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବାସୀ ଶ୍ରମିକଙ୍କମୃତ୍ୟୁ ହୋଇଥିବାର ସୂଚନା ମିଳିଛି। କାଶୀନଗର ବ୍ଲକ ଅଲଡା ଗାଁରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତ ହୋଇଥିବାର ସୂଚନା ରହିଛି। ମୃତକ ଜଣକ ଦୁଇ ଦିନ ତଳେ ବିଶାଖାପାଟଣାରୁ ଫେରିଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କର କ୍ୟାନ୍ସରରେ […]
ରମେଶ ମହାନ୍ତି ଜଗତସିଂହପୁର : ଆଜି ଜଗତସିଂହପୁର ଜିଲ୍ଲାରୁ ଦୁଇଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଦୁଇଜଣଙ୍କ ମଧ୍ୟରୁ ଜଣେ ଏରସମାର ଓ ଆଉ ଜଣେ କୁଜଙ୍ଗର ବୋଲି ସୂଚନା ଦେଇଛନ୍ତି ଜଗତସିଂହପୁର ଜିଲ୍ଲାପାଳ । ଦୁହେଁ ମହାରାଷ୍ଟ୍ର ଫେରନ୍ତା ବୋଲି […]
ଜଳେଶ୍ବର : କରୋନା ପାଇଁ ସାରା ଦେଶରେ ଲାଗୁ ରହିଛି ଲକ୍ ଡାଉନ୍ । ଏବେ ଦେଶରେ ଲକ୍ ଡାଉନ୍ 4.0 ଜାରି ରହିଥିବାବେଳେ ଏବେ ଯାତାୟତକୁ ସର୍ତ୍ତମୂଳକ ଅନୁମତି ମିଳିଛି । ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ଶ୍ରମିକମାନେ […]
ଭୁବନେଶ୍ବର : ଆଜି ରାଜ୍ୟରେ 51ଟି ନୂତନ ପଜିଟିଭ୍ ଚିହ୍ନଟ ହୋଇଥିବାର ରାଜ୍ୟ ଓ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ତରଫରୁ ସୂଚନା ମିଳିଛି । ନୂତନ 51ଙ୍କ ମଧ୍ୟରେ ଗଞ୍ଜାମରୁ ଚାରି, ଯାଜପୁରରୁ 5, କଟକରୁ 9, ଜଗତସିଂହପୁରରୁ 2, ପୁରୀରୁ […]
ଭୁବନେଶ୍ବର : ରାଜ୍ୟରେ ପୁଣି ଆଉ ଜଣକର ମୁଣ୍ଡ ନେଇଛି କରୋନା । ଆଜି କରୋନା ଯୋଗୁଁ ରାଜ୍ୟରେ ଜଣକର ମୃତ୍ୟୁ ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି। ଏବେ ରାଜ୍ୟରେ କରୋନା ଜନିତ […]
ଭୁବନେଶ୍ବର : ଓଡ଼ିଶା ଓ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି କରିଥିବା ବାତ୍ୟା ଆମ୍ଫାନ୍ ସ୍ଥଳଭାଗ ଛୁଇଁଲା ପରେ ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି । ଏବେ ଏହା ପଶ୍ଚିମବଙ୍ଗ ଅତିକ୍ରମ କରି ବାଂଲାଦେଶ ମୁହାଁ ହୋଇଛି । ସୁପର ସାଇକ୍ଲୋନିକ୍ […]