ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ଦୋକାନ ବଜାର ଖୋଲିବା ପାଇଁ ନୂତନ ଗଇଡ୍ଲାଇନ୍ ଜାରି କରିଛି କମିଶନରେଟ ପୋଲିସ୍ । ମେ 1 ଠାରୁ ଏହି ନୂତନ ଗାଇଡ୍ ଲାଇନ୍ କାର୍ଯ୍ୟକାରୀ ହେବା ସହିତ 60 ଦିନ ପର୍ଯ୍ୟନ୍ତ ଏହା ବଳବତ୍ତର […]
ଭୁବନେଶ୍ବର : ରାଜ୍ୟରେ କରୋନା ଦିନକୁ ଦିନ ଭୟଙ୍କର ରୂପ ଗ୍ରହଣ କରିବାରେ ଲାଗିଛି । ଯାଜପୁରରୁ ଆଜି 14 ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି 14 ଜଣଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା […]
ଭୁବନେଶ୍ବର : ରାଜସ୍ଥାନ କୋଟାରୁ ଫେରୁଛନ୍ତି ଓଡ଼ିଶା ଛାତ୍ରଛାତ୍ରୀ । 116 ଜଣ ବିଦ୍ୟାର୍ଥୀ ବସ୍ ଯୋଗେ ରାଉରକେଲା ଫେରୁଥିବାର ସୂଚନା ରହିଛି । ନିଜ ନିଜ ବ୍ୟବସ୍ଥାରେ ବସ୍ ଯୋଗେ ପିଲାମାନେ ଫେରୁଛନ୍ତି । ଜଣକ ପିଛା ପ୍ରାୟ 4 […]
ଭୁବନେଶ୍ବର : ଗତକାଲି ୟୁଜିସି ଶିକ୍ଷା ବର୍ଷ ପାଇଁ ନୂତନ କ୍ୟାଲେଣ୍ଡର ଜାରି କରିବା ସହିତ ନୂତନ ଗାଇଡ୍ଲାଇନ୍ ଜାରି କରିଛନ୍ତି । ଏହାପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ପ୍ରତିକ୍ରିୟା ଦେଇଛନ୍ତି । ତର୍ଜମା ହେବ, ଓଡ଼ିଶା ପରିପ୍ରେକ୍ଷୀରେ ଯାହା […]
ମୁମ୍ବାଇ : 67 ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି ବଲିଉଡ୍ର ଲୋକପ୍ରିୟ ବର୍ଷୀୟାନ୍ ଅଭିନେତା ଋଷି କପୁର୍। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତ୍ରିରେ ତାଙ୍କୁ ଏନ୍ଏଚ୍ ରିଲାଏନ୍ସ ହସ୍ପିଟାଲ୍ରେ ଚିକିତ୍ସା […]
ଭୁବନେଶ୍ବର : ଚାରି କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର । ଚାରି ଆକ୍ରାନ୍ତଙ୍କ ମଧ୍ୟରୁ ତିନି ଜଣ କୋଲକତା ଫେରନ୍ତା ରହିଛନ୍ତି । 119 ନମ୍ବର ଆକ୍ରାନ୍ତ ଜଣକ ଝାରସୁଗୁଡାର 18 ବର୍ଷୀୟା ଯୁବତୀ । ଯୁବତୀଙ୍କ ଘର […]
ଭୁବନେଶ୍ବର : ରାଜ୍ୟରେ ଆଉ ତିନି ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମସ୍ତ ତିନି ପଜିଟିଭ୍ ଯାଜପୁର ଜିଲ୍ଲାର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟ୍ ପକ୍ଷରୁ ସୂଚନା ରହିଛି। ଏବେ ଯାଜପୁରରେ ସର୍ବମୋଟ୍ 22 […]
ନୂଆଦିଲ୍ଲୀ : ଦେଶରେ କରୋନା ଜନିତ ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି । ନିଜାମୁଦ୍ଦିନ ମରକଜ ମାମଲାର ଯାଞ୍ଚ କରୁଥିବା କ୍ରାଇମ୍ ବ୍ରାଞ୍ଚ ଟିମ୍ର ଜଣେ ସଦସ୍ୟଙ୍କ ଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । ମିଳିଥିବା ସୂଚନା ଅନୁସାରେ […]
ଭୁବନେଶ୍ବର : କରୋନା ପାଇଁ ହ୍ବାଟସ୍ ଆପ୍ ମାଧ୍ୟମରେ ସ୍କୁଲ ପିଲାଙ୍କୁ ପଢାଯିବ ପାଠ । ‘ଓଡ଼ିଶା ଶିକ୍ଷା ସଂଯୋଗ’ ମାଧ୍ୟମରେ ହ୍ବାଟସ୍ ଆପ୍ରେ ପାଠ ପଢାଯିବ । ଦ୍ବିତୀୟ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଏହି କାର୍ଯ୍ୟକ୍ରମ […]
ଭୁବନେଶ୍ବର : ଭୁବନେଶ୍ବରରୁ ଠାବ ହୋଇଥିବା 119 ନମ୍ବର ଆକ୍ରାନ୍ତଙ୍କ ବିଷୟରେ ରୋଚକ ତଥ୍ୟ ଜାଣିବାକୁ ମିଳିଛି । ସମ୍ପୃକ୍ତ ବ୍ୟକ୍ତି ପ୍ରଥମେ ନେଗେଟିଭ୍ ଥିଲେ, ପରେ ପଜିଟିଭ୍ ମିଳିଥିଲା । 119 ନମ୍ବର ଆକ୍ରାନ୍ତ ପୂର୍ବରୁ ଚିହ୍ନଟ 41 ନମ୍ବର […]
ଭୁବନେଶ୍ବର, କରୋନା ଭୂତାଣୁ ରୋଗ (କୋଭିଡ୍-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଶ୍ରୀ ସୁବ୍ରତ ବାଗ୍ଚୀ, ସୂଚନା ଓ ଲୋକସଂପର୍କ ବିଭାଗର କମିଶନର ତଥା ଶାସନ […]
ଭୁବନେଶ୍ବର : ବାଲେଶ୍ବରରୁ ଚିହ୍ନଟ ହୋଇଛନ୍ତି ରାଜ୍ୟର ଆଉ ତିନି କରୋନା ଆକ୍ରାନ୍ତ । ଏହି ତିନି ଆକ୍ରାନ୍ତକୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 125ରେ ପହଞ୍ଚିଛି । ଏହି ତିନି ଜଣକୁ ମିଶାଇ ବାଲେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା 19ରେ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ବାଣପୁରର ତୋରସିଂ ଗ୍ରାମରେ ପୁଅର ମୃତ୍ୟୁ ପରେ ମା ଆତ୍ମହତ୍ୟା କରିଛନ୍ତି। ପାରିବାରିକ କଳହ କାରଣରୁ ପୁଅ ଆତ୍ମହତ୍ୟା କରିଥିବା ବେଳେ ଏହି ଘଟଣାରେ ମିୟମ୍ରାଣ ହୋଇ ମା ମଧ୍ୟ ଆତ୍ମହତ୍ୟାର ପଥ ବାଛି ନେଇଥିଲେ। ମହିଳା […]
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ପ୍ରଦାନ କରିଛନ୍ତି । ଏହି ଭିଡିଓ ବାର୍ତ୍ତାରେ ରାଜ୍ୟବାସୀଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦେବା ସହିତ ରାଜ୍ୟ ବାହାରୁ ଫେରିବାକୁ ଥିବା ପ୍ରବାସୀ ଶ୍ରମିକଙ୍କୁ ସହାୟତା […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ରାଜ୍ୟରେ ଏବେ ପ୍ରବାସୀ ଓଡ଼ିଆଙ୍କ ପାଇଁ ଚିନ୍ତା ବଢିଛି। ନିକଟରେ ପଡୋଶୀ ରାଜ୍ୟ କଲିକତାରୁ ଫେରିଥିବା ଓଡ଼ିଆମାନେ କରୋନାରେ ଆକ୍ରାନ୍ତ ହେବା ପରେ ଏନେଇ ଏବେ ରାଜ୍ୟ ସରକାର ବେଶ୍ କଡାକଡି ନୀତି ଆପଣାଇଛନ୍ତି। ପ୍ରତ୍ୟେକ ଜିଲ୍ଲାର […]
ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ତିନି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ତିନି ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 122ରେ ପହଞ୍ଚିଛି । ଏହା ସହିତ 3ଟି ନୂତନ ଜିଲ୍ଲାରେ ମଧ୍ୟ କରୋନା ନିଜର […]
ବଲାଙ୍ଗିର : ପାଟଣାଗଡରେ ଭୁଶୁଡିଲା ନିର୍ମାଣଧୀନ ବ୍ରିଜ୍ । ବ୍ରିଜ୍ ଭୁଶୁଡି ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଶୁକତେଲ ନଦୀ ଉପରେ ନିର୍ମାଣାଧୀନ ବ୍ରିଜ୍ ଭୁଶୁଡିଛି । ଦବି ଯାଇଥିବା ଗୋଟିଏ ପିଲରର ମରାମତି ବେଳେ ଏହି ବ୍ରିଜ୍ଟି […]
କଟକ, ବର୍ତ୍ତମାନ ସାରା ବିଶ୍ବ ଲକଡାଉନରେ। ଏପରି ପରିସ୍ଥିତିରେ ଆବଶ୍ୟକ ନ ଥିଲେ କେହି ଘରୁ ବାହରନ୍ତୁ ନାହିଁ ବୋଲି କଟକଣା ଜାରୀ କରାଯାଇଛି। ତଥାପି କେତେକ ଅମାନିଆ ଘରୁ ବାହାରି ବାଇକ ଧରି ବୁଲିବାରେ ଲାଗିଛନ୍ତି। ସେହିମାନଙ୍କୁ ସାବାଡ କରିବା […]
ଭୁବନେଶ୍ବର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଭୁବନେଶ୍ବରର ମଧୁସୂଦନ ନଗରର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟ୍ରୁ ସୂଚନା ମିଳିଛି। ଗତକାଲି ଭୁବନେଶ୍ବରରୁ ଜଣେ ରୋଗୀ ସୁସ୍ଥ ହୋଇଥିବାବେଳେ ଆଜି ଆଉ […]
ନୂଆଦିଲ୍ଲୀ: ଓ୍ବାର୍କ ଫ୍ରମ୍ ହୋମ୍ର ଅବଧିକୁ ଜୁଲାଇ 31 ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଲକ୍ ଡାଉନ୍ ପାଇଁ ଘରେ ରହି କାମ କରିବା ପାଇଁ ରହିଥିବା କୋହଳ ଅବଧିକୁ ବଢାଯାଇଛି । ପୂର୍ବରୁ ଏହାର ଅବଧି ଏପ୍ରିଲ୍ 30 ପର୍ଯ୍ୟନ୍ତ […]
ଆନ୍ଧ୍ରପ୍ରଦେଶ : ଆନ୍ଧ୍ର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଛି । ଆନ୍ଧ୍ର ରାଜଭବନର ଚାରିଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ରାଜ୍ୟପାଳଙ୍କ ନମୁନା ନିଆଯାଇଥିଲା । ଚାରି ଆକ୍ରାନ୍ତଙ୍କ ମଧ୍ୟରେ ରାଜ୍ୟପାଳଙ୍କ ମୁଖ୍ୟ ସୁରକ୍ଷା ଅଧିକାରୀ, […]