ଭୁବନେଶ୍ବର: ରାଜ୍ୟ ସରକାର ଆଜି ଗତକାଲି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ତଥ୍ୟ ଜାରି କରିଛନ୍ତି। ଗତକାଲି ଚିହ୍ନଟ ହୋଇଥିବା ଆକ୍ରାନ୍ତ ନମ୍ବର ୪୯ ଓ ୫୦ର ସୂଚନା ଜାରି କରାଯାଇଛି। ଉଭୟ ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ କଲା ସୂଚନା ଓ […]
ଭୁବନେଶ୍ବର: କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଲିନୀ ପଣ୍ଡିତ୍ ଆଜି ସୂଚନା ଦେଇଛନ୍ତି। ପୂର୍ବରୁ ଦୁଇଜଣ ଡିସ୍ଚାର୍ଜ ହୋଇଥିଲେ, ଏବେ ଆଉ ୧୦ ଡିସ୍ଚାର୍ଜ ହୋଇଛନ୍ତି। ବାକି ରହିଯାଇଥିବା ୩୭ଟି କେସ୍ରୁ ୩୫ରେ କୌଣସି ଲକ୍ଷଣ ନାହିଁ ବୋଲି […]
ବ୍ରହ୍ମପୁର: ଖେଳକୁ ନେଇ ଜଣେ ନାବାଳକ ଆଉ ଜଣେ ନାବାଳକର ହତ୍ୟା କରିଛି। ବ୍ୟାଟ୍ରେ ପିଟି ଜଣେ ନାବାଳକୁ ଆଉ ଜଣେ ନାବାଳାକ ପିଟି ମାରିଦେଇଥିବାର ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। କ୍ରିକେଟ୍ ଖେଳିବା ବେଳେ ଦୁଇ ନାବାଳାକ ମଧ୍ୟରେ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: କରୋନା ମୁକାବିଲାକୁ ନେଇ ପୁରା ଭାରତବର୍ଷର ପ୍ରଶାସନ ଅତି ସମ୍ବେଦନଶୀଳ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନ.ଏ.ସି ପ୍ରଶାସନ କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି। ଏନ.ଏ.ସି କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ ନିଆଲ କେବଳ ଲୋକ ଦେଖାଣିଆ ସଚେତନ […]
ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ପରେ ସରକାର ଏନେଇ ବେଶ୍ ଠୋସ୍ ପଦକ୍ଷେପ ଗ୍ରହଣ କରୁଛନ୍ତି । ଅଧିକ ସଂଖ୍ୟକ କୋଭିଡ୍ ପରୀକ୍ଷା କରିବା ଉପରେ ସରକାର ଜୋର୍ ଦେଇଛନ୍ତି । ଏହି କ୍ରମରେ କୋଭିଡ୍ -19 […]
ଭୁବନେଶ୍ବର, ଆଜି ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାର ସୂଚନା ମିଳିଛି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଥିବା ବେଳେ ୧୨ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ରାଜ୍ୟରେ ୩୭ ଜଣ ଆକ୍ରାନ୍ତଙ୍କର […]
(ସମୀକ୍ଷା ବ୍ୟୁରୋ) ଆଜି ଦିନର ସବୁଠୁ ଭଲ ଖବର ହେଉଛି, ରାଜ୍ୟର ଆଉ ୧୦ ଜଣ କରୋନା ଆକ୍ରାନ୍ତ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ସେମାନଙ୍କ […]
ଭୁବନେଶ୍ବର, ଭୁବନେଶ୍ବରରେ ଥିବା ପ୍ରମୁଖ କୋଭିଡ ପରୀକ୍ଷା କେନ୍ଦ୍ର ଆରଏମଆରସି ର କ୍ଷମତା ବୃଦ୍ଧି କରାଯାଇଛି। ସେଥିପାଇଁ ମୁମ୍ବାଇରୁ ଏକ ଅତ୍ୟାଧୁନିକ ପରୀକ୍ଷା ମେସିନ ସ୍ବତନ୍ତ୍ର ବିମାନରେ ଅଣାଯାଇ ସ୍ଥାପନ କରାଯାଇଛି। ଫଳରେ ଏଣିକି ଏହି କେନ୍ଦ୍ରରେ ଦୈନିକ ଏକ ହଜାର […]
କଳାହାଣ୍ଡି: ଗତକାଲି ମଧ୍ୟ ରାତ୍ରିରେ ଚିହ୍ନଟ ହୋଇଥିବା ୪ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ଜାରି କରାଯାଇଛି। ଆଜି ୪୫ ନମ୍ବର କରୋନା ଆକ୍ରାନ୍ତଙ୍କ ତଥା କଳାହାଣ୍ଡି ଗୋଲମୁଣ୍ଡାର ୨୦ ବର୍ଷୀୟ ଆକ୍ରାନ୍ତଙ୍କ ଯାତ୍ରା ବିବରଣୀ ପ୍ରଦାନ କରାଯାଇଛି। ଆକ୍ରାନ୍ତ ଜଣକ […]
ଭୁବନେଶ୍ବର: ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ଜାରି ହୋଇଛି। ଜାରି ହୋଇଥିବା ଏହି ଯାତ୍ରା ବିବରଣୀରେ ରାଜ୍ୟର ୪୮ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଶିଶୁ ରହିଥିବାର ସୂଚନା ମିଳିଛି। ଆଜି ରାଜ୍ୟ ସରକାର କରୋନା ସଂକ୍ରମିତଙ୍କ ଟ୍ରାଭେଲ୍ […]
ଭୁବନେଶ୍ବର: କରୋନା ଯୋଗୁଁ ସାରା ରାଜ୍ୟରେ ଲକ୍ ଡାଉନ୍। ଦୋକାନ, ବଜାର ବନ୍ଦ। କଳକାରଖାନା ବି ବନ୍ଦ। ସାରା ଦେଶର ଅର୍ଥନୀତି ଆଜି ଦୋହଲି ଯାଇଛି। ଦେଶ ତଥା ରାଜ୍ୟର ଏପରି ପରିସ୍ଥିତିକୁ ଦେଖି ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ଘରୋଇ ବିଦ୍ୟାଳୟର […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ : ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ତଥା କୁଜଙ୍ଗ ଥାନା ଅର୍ନ୍ତଗତ ବାଲିତୁଠ ଅଞ୍ଚଳର ଦୀପୁ ମହାନ୍ତିକୁ ଗତକାଲି ଏରସମା ବିଡ଼ିଓ କୈଳାସ ଚନ୍ଦ୍ର ବେହେରାଙ୍କ ଅଭିଯୋଗ ଆଧାରରେ କୁଜଙ୍ଗ ଥାନା ଅଧିକାରୀ ଦିଲ୍ଲୀପ କୁମାର ସାହୁ […]
କଟକ: ଲକ୍ ଡାଉନ୍ ବେଳେ ଗାଡି ଜବତ ସମ୍ପର୍କିତ ରାୟରେ ହାଇକୋର୍ଟ ସଂଶୋଧନ କରିଛନ୍ତି। ଗତକାଲିର ନିର୍ଦ୍ଦେଶ ଉପରେ ସାନି ନିର୍ଦ୍ଦେଶ ଜାରି କରିଛନ୍ତି ହାଇକୋର୍ଟ। କେବଳ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ କର୍ମକ୍ଷେତ୍ରକୁ ବାଇକ୍ ନେଇ ଯାଇପାରିବେ। ସେହିପରି ତିନିଥର ଅଣ୍ଡରଟେକିଂ […]
ହେମାଙ୍ଗ ପ୍ରସାଦ ରାଉଳ ଗଞ୍ଜାମ: କରୋନା ମହାମାରୀର ମୁକାବିଲା କରିବା ପାଇଁ ଓଡିଶା ସରକାର ଅନ୍ୟ ରାଜ୍ୟ ତୁଳନାରେ ଆଗରେ ରହିଛନ୍ତି। ଗଞ୍ଜାମ ଜିଲ୍ଲାରେ ରାଜ୍ୟ ସରକାରଙ୍କ ଉଦ୍ୟମରେ ଏକ ୨୦୦ ଶଯ୍ୟା ବିଶିଷ୍ଟ ଏକ କୋଭିଡ-୧୯ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ […]
କଳାହାଣ୍ଡି : କଳାହାଣ୍ଡିରୁ ଦ୍ବିତୀୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତ ଜଣକ କଳାହାଣ୍ଡିର ପ୍ରଥମ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ବୋଲି ଜଣାପଡିଛି। ସଂସ୍ପର୍ଶରେ ଆସିବା ପରେ ସେ କ୍ବାରେଣ୍ଟିନ୍ରେ ଥିଲେ। ପଜିଟିଭ୍ ବାହାରିବା ପରେ କଟକ ଅଶ୍ବିନ ହସ୍ପିଟାଲକୁ ସ୍ଥାନାନ୍ତର […]
ଭୁବନେଶ୍ବର, ବର୍ତ୍ତମାନ ରାଜ୍ୟରେ କରୋନାଭାଇରସ ପରୀକ୍ଷା କରିବାକୁ ଯେଉଁ ପରିମାଣର ପରୀକ୍ଷା ଉପକରଣ ବା କିଟର ଆବଶ୍ୟକ ଅଛି ତାହା ନାହିଁ। ଫଳରେ ରାଜ୍ୟରେ ସନ୍ଦେହ ଭିତରେ ରହୁଥିବା ସମସ୍ତ ରୋଗୀଙ୍କୁ ଏକାବେଳେ ପରୀକ୍ଷା କରିବା ସମ୍ଭବ ହେଉ ନାହିଁ। ଭବିଷ୍ୟତରେ […]
ସୀତାରାମ ଅଗ୍ରୱାଲ ବାଣପୁର: କରୋନାର ତାଣ୍ଡବରେ ବିଶ୍ଵବାସୀ ଆତଙ୍କିତ। ଏହିକ୍ରମରେ ଭାରତରେ ମଧ୍ୟ କାରୋନାର ପ୍ରଭାବ ବଢିବାରେ ଲାଗିଛି। ରାଜ୍ୟରେ ଏବେ ଅବସ୍ଥା ସଙ୍ଗୀନ ହେବାକୁ ଯାଉଛି। ଓଡିଶା ସରକାର ଏହି ଭୂତାଣୁ ଦାଉରୁ ରକ୍ଷା ପାଇବା ପାଇଁ ବିଭିନ୍ନ ପ୍ରକାର […]
ଭୁବନେଶ୍ୱର : କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଭାରତ ସରକାର ତଥା ରାଜ୍ୟ ସରକାର ଜାରି କରିଥିବା ଲକ୍ ଡାଉନ୍ ପରିପ୍ରେକ୍ଷୀରେ ରାଜ୍ୟ ସରକାର ମୋଟର ଯାନ କର ପୈଠ ତାରିଖକୁ ଆଗାମୀ ଜୁନ୍ ୩୦ ତାରିଖକୁ ଘୁଞ୍ଚାଇ […]
ବବୁଲୁ ସାହୁ ମ.ରାମପୁର( କଳାହାଣ୍ଡି): ସମଗ୍ର ରାଜ୍ୟ କରୋନା ସହ ଲଢେଇ କରୁଥିବା ବେଳେ ମ.ରାମପୁର ବ୍ଲକର ଅସହାୟ ନୀରିହ ଲୋକେ ଘରୁ ବାହାରି ନ ପାରି ନାନା ପ୍ରକାର ହଇରାଣ ହରକତ ହେେଉଛନ୍ତି। ପ୍ରତ୍ୟହ କାମଧନ୍ଦା କରି ଜୀବିକା ନିର୍ବାହ […]
ଦୁଷ୍ମନ୍ତ ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ରକ୍ତଦାନ କ୍ଷେତ୍ରରେ ଦେଖାଯାଉଥିବା ଅସୁବିଧାକୁ ପୂରଣ କରିବା ପାଇଁ ଏବଂ ସାଂପ୍ରତିକ ପରିସ୍ଥିତିରେ ଜିଲ୍ଲାରେ ରକ୍ତର ଅଭାବ ପୂରଣ କରିବା ଲକ୍ଷ୍ୟ ନେଇ କଳାହାଣ୍ଡି ପୋଲିସ ପ୍ରଶାସନ ପକ୍ଷରୁ ସମଗ୍ର ଜିଲ୍ଲାରେ ସ୍ୱେଚ୍ଛାକୃତ ରକ୍ତଦାନ […]
ବଲାଙ୍ଗିର: ବଲାଙ୍ଗିରର ଘରୋଇ ନର୍ସିଂ ହୋମ୍ ହରିହର ହସ୍ପିଟାଲ୍ ରାଜ୍ୟ ସରକାରଙ୍କ ତରଫରୁ ଜାରି ହୋଇଥିବା କୋଭିଡ୍-19ର ନିୟମାବଳୀକୁ ଖୋଲାଖୋଲି ଉଲ୍ଲଂଘନ କରିଥିବାରୁ ନର୍ସିଂହୋମକୁ ସିଲ୍ କରିଛି ବଲାଙ୍ଗିର ଟାଉନ୍ ଥାନା ପୋଲିସ୍। କରୋନାର ମୁକାବିଲା କରିବା ପାଇଁ ରାଜ୍ୟସରକାର ବହୁ […]