ଭୁବନେଶ୍ବର: ରାଜ୍ୟରେ ଆଉ ଦୁଇ ଜଣ କରୋନା ପଜିଟିଭି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଢେଙ୍କାନାଳର ଜଣେ ୫୧ ବର୍ଷୀୟ ମହିଳା କରୋନା ପଜିଟିଭି ଚିହ୍ନଟ ହୋଇଥିବାବେଳେ ଦ୍ବିତୀୟ ଆକ୍ରାନ୍ତ ଜଣକ ପଶ୍ଚିମବଙ୍ଗ ମେଦିନିପୁର […]
ଭୁବନେଶ୍ବର: ଜୁନ୍ ୧୭ ଯାଏଁ ରାଜ୍ୟର ସବୁ ସ୍କୁଲ, କଲେଜ ବନ୍ଦ ଘୋଷଣା କରାଯାଇଛି। ସ୍କୁଲ କଲେଜ ବନ୍ଦ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିବାର କହିଛନ୍ତି ମୁଖ୍ୟମନ୍ତ୍ରୀ […]
ଭୁବନେଶ୍ବର: ଏପ୍ରିଲ୍ ୩୦ ଯାଏଁ ଲକ୍ ଡାଉନ୍ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି। ଏପରି ନିଷ୍ପତ୍ତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତା ଜାରି କରାଯାଇଛି। ଏପ୍ରିଲ୍ ୩୦ଯାଏଁ ଟ୍ରେନ୍ ଓ ବିମାନ ସେବା ବନ୍ଦ ପାଇଁ କେନ୍ଦ୍ରକୁ ଅନୁରୋଧ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ପୂର୍ବାହ୍ନ 10ଟା45 ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ତେବେ ପ୍ରଥମଥର ପାଇଁ ଏହି ବୈଠକଟି ଭିଡିଓ କନ୍ଫରେନସିଂ ଜରିଆରେ […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ଅଧିନରେ କଳାକାର ଭତ୍ତା ପାଉଥିବା ରାଜ୍ୟର ୩୪,୬୫୩ ଜଣ କଳାକାରଙ୍କୁ ଚଳିତ ମାସ ମାର୍ଚ୍ଚଠାରୁ ଜୁନ୍ ମାସ ପର୍ଯ୍ୟନ୍ତ ଏପରି ୪ ମାସର ପେନ୍ସନ୍ ଆଗୁଆ ଭାବେ ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି […]
ଭୁବନେଶ୍ବର, ବର୍ତ୍ତମାନ ଓଡିଶାର ଭୁବନେଶ୍ବର ହେଉଛି କରୋନା ଭାରସର ହଟସ୍ପଟ। କାରାଣ ସର୍ବାଧିକ ଆକ୍ରାନ୍ତ ଭୁବନେଶ୍ବରରୁ ବାହାରିଛନ୍ତି। ସେଥିପାଇଁ ବିଏମସି ତରଫରୁ ରାଜଧାନୀର କେଉଁ ଅଞ୍ଚଳ ସିଲ୍ କରାଗଲା ଏବଂ କେତେ ପରିଧୀ ପର୍ଯ୍ୟନ୍ତ କରାଗଲା ତାହାର ସଂପୂର୍ଣ୍ଣ ବିବରଣୀ ପ୍ରଦାନ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ୱର: ଲକ୍ଡାଉନ ବେଳେ ମାଲ୍ ପରିବହନରେ କୌଣସି ବାଧା ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଖୁଚୁରା ବ୍ୟବସାୟୀଙ୍କ ଗାଡ଼ିକୁ ପୋଲିସ ଅନୁମତି ଦେଉନଥିବାର ଖବର ପ୍ରସାରିତ ହେବା ପରେ ଏନେଇ ସ୍ପଷ୍ଟୀକରଣ ରଖିଛନ୍ତି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ସତ୍ୟନଗର ଓମ୍ଫେଡ୍ ଷ୍ଟଲ୍ ଯାଇଥିଲେ କି? ଯଦି ଯାଇଥିଲେ ତେବେ ଆପଣ ସତର୍କ ରୁହନ୍ତି। ଭୁବନେଶ୍ବର ସତ୍ୟନଗର ତୋଷାଳି ଭବନ ସାମ୍ନା ଓମ୍ଫେଡ୍ ଷ୍ଟଲ୍ ପାଇଁ ଛନକା ପଶିଛି। ଯଦି କେହି ଓମଫେଡ୍ ଷ୍ଟଲକୁ ଯାଇଥିଲେ ତେବେ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ଭୁବନେଶ୍ବରରେ ସିଲ୍ ହୋଇଥିବା ଅଞ୍ଚଳ ସମ୍ପର୍କରେ ସୂଚନା ଦେଇଛନ୍ତି ବିଏମସି କମିଶନର। ସତ୍ୟନଗରରେ 4 ଜଣ ପଜିଟିଭି ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବରରେ ସର୍ବମୋଟ 34 ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବରଗଡରେ ଜଣେ, ଭରତପୁରରେ ଜଣେ, […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ଆଜି ସକାଳୁ ଭୁବନେଶ୍ୱର କେନ୍ଦ୍ରରେ ଅବସ୍ଥିତ ସତ୍ୟ ନଗର ଅଞ୍ଚଳକୁ ମହାନଗର ନିଗମ ସିଲ କରିଦେବା ପରେ ଏହାକୁ ନେଇ ଦ୍ଵନ୍ଦ୍ଵ ବଢିଥିଲା। ସତ୍ୟନଗର ଅଞ୍ଚଳରେ କୌଣସି ସଂକ୍ରମିତ ଥିବା କଥା କୌଣସି ସରକାରୀ ତଥ୍ୟରୁ ଜଣା […]
ଭୁବନେଶ୍ବର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟର ଜରୁରୀ ବୈଠକ। ବର୍ତ୍ତମାନ ପରିସ୍ଥିତିରେ ଏହି ବୈଠକ ବେଶ୍ ଗୁରୁତ୍ବପୂର୍ଣ୍ଣ ରହିଛି। ଏହି ବୈଠକରେ କଣ ଆଲୋଚନା ହେବ ସେ ସଂପର୍କରେ ବର୍ତ୍ତମାନ ସୁଦ୍ଧା କୌଣସି ଏଜେଣ୍ଡା ଦିଆଯାଇ ନାହିଁ। ହେଲେ ବିଶ୍ବସ୍ଥ […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ଭୁତାଣୁର ଦୃତ ସଂକ୍ରମଣରେ ସାରାବିଶ୍ୱ ସହିତ ଭାରତବର୍ଷ ଓ ଓଡ଼ିଶା ରାଜ୍ୟ ବିଶେଷ ପ୍ରଭାବିତ ହୋଇଥିବାରୁ ସରକାର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମାଜିକ ଦୂରତ୍ୱ ବଜାୟ ରଖିବା ଓ ପୃଥକ ବାସ ଉପରେ ଦୃଢ଼ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ସତ୍ୟନଗରକୁ କଣ୍ଟେନ୍ମେଣ୍ଟ ଅଞ୍ଚଳ ଘୋଷଣା କଲା ବିଏମସି । ସତ୍ୟନଗର ଛକରୁ କାଳୀମନ୍ଦରି ଛକ, କାଳୀମନ୍ଦିର ଛକରୁ ପତଞ୍ଜଳି ଷ୍ଟୋର ଛକ ଓ ପତଞ୍ଜଳି ଷ୍ଟୋର ଛକରୁ ବ୍ୟାଙ୍କ ଅଫ୍ ଇଣ୍ଡିଆ ଅପିସର୍ସ କ୍ବାର୍ଟସ୍ ଛକରୁ […]
ଭୁବନେଶ୍ବର, ଆସନ୍ତକାଲି ଗୁରୁବାର ସକାଳ 10ଟା 45 ମିନିଟରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ତେବେ ଏହି ବୈଠକରେ କଣ ଆଲୋଚନା ହେବ ସେ ନେଇ କୌଣସି ସୂଚନା ଦିଆଯାଇ ନାହିଁ। କାରଣ ବର୍ତ୍ତମାନ ଅଫିସ ବନ୍ଦ ଥିବାରୁ ଏବଂ […]
ଭୁବନେଶ୍ୱର : କରୋନା ମୁକାବିଲା ପାଇଁ ଯୋଗ୍ୟ ରାସନ୍ କାର୍ଡଧାରୀଙ୍କୁ ୧୦୦୦ ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା କରିଥିଲେ। ସେହି ଅନୁସାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜାତୀୟ ଖାଦ୍ୟ ସୁରକ୍ଷା […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ଭୂତାଣୁ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା କରିବାକୁ ଆଗେଇ ଆସିଛନ୍ତି ଲୋକମାନେ। ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜଗତସିଂହପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ବିଜୟ ଲକ୍ଷ୍ମୀ ବେହେରା କରୋନା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବର୍ତ୍ତମାନ ସାରା ପୃଥବୀ ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ଗତି କରୁଛି। ଏଭଳି ବିପତ୍ତି ବର୍ତ୍ତମାନର ମଣିଷ ମାନେ କେବେ ବି ଦେଖିନଥିଲେ। ହାହାକାରମୟ, ଆତଙ୍କିତ, ଆଶଙ୍କିତ ପରିବେଶ। ନୀରବତାର ପୃଥିବୀରେ ଏକରୁ ଅନେକ ମଣିଷ ମନରେ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ଆଜି କୋଭିଡ-୧୯ର ଓଡ଼ିଶା ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗ୍ଚୀ ୨୩ତମ ସଂସ୍କରଣରେ ବିଶ୍ବ ସ୍ବାସ୍ଥ୍ୟ ଦିବସ ଅବସରରେ ସ୍ବାସ୍ଥ୍ୟ କର୍ମୀ, ନର୍ସ, ଧାଈଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। କରୋନା ଯୁଦ୍ଧରେ ମହାଯୋଦ୍ଧା ସାଜିଥିବା ଏହି ସ୍ବାସ୍ଥ୍ୟ କର୍ମୀଙ୍କୁ ଏହି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ଟ୍ରେନିଂ ବେଳେ ଗ୍ରେନେଡ୍ ବିସ୍ଫୋରଣରେ ଜଣେ ହାବିଲ୍ଦାର ଶହୀଦ। ଏହି ଘଟଣାରେ ଅନ୍ୟ ଦୁଇ ହାବିଲଦାରଙ୍କ ଅବସ୍ଥା ଗୁରୁତର ରହିଛି। ଚନ୍ଦକା ଏସ୍ଓଜି ଟ୍ରେନିଂ ସେଣ୍ଟରରେ ଏହି ଦୁର୍ଘଟଣା ଘଟିଛି। ଶହୀଦ୍ ହୋଇଥିବା ହାବିଲଦାର ବରଗଡର ୩୦ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତିକୁ ନେଇ କୋଭିଡ-୧୯ର ମୁଖପାତ୍ର ସୁବ୍ରତ ବାଗ୍ଚୀ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟରେ ଏଯାବତ୍ ୨୨୧୫ଟି ସାମ୍ପଲ୍ ପରୀକ୍ଷା କରାଯାଇଛି। ୪୨ଟି ପଜିଟିଭି ମିଳିଛି। ଦୁଇଜଣ ସୁସ୍ଥ ହୋଇ ଡିସ୍ଚାର୍ଜ ହୋଇଥିବାବେଳେ ଆଜି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ରାଜ୍ୟରେ ୧୦୪ ହେଲପ୍ ଲାଇନ ଜାରି ହୋଇଥିବାବେଳେ ଏବେ ସ୍ବତନ୍ତ୍ର ଟେଲି ମେଡିସିନ୍ ହେଲପ୍ ଲାଇନ ଜାରି ହେବ ବୋଲି ସୂଚନା ରହିଛି। ରାଜ୍ୟରେ ସ୍ବତନ୍ତ୍ର ଟେଲି ମେଡିସିନ ହେଲପ୍ ଲାଇନ ନଂ-୧୪୪୧୦ ଜାରି ହେବ। ଏହି […]