ରମେଶ ମହାନ୍ତି ଜଗତସିଂହପୁର: କରୋନା ଭୁତାଣୁର ଦୃତ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଲକ୍ ଡାଉନ୍ ଘୋଷଣା କରାଯିବା ସହିତ ଅତ୍ୟନ୍ତ ଜରୁରୀ କାର୍ଯ୍ୟ ନଥିଲେ ଲୋକମାନଙ୍କୁ ଘରୁ ନବାହାରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ସଚେତନତା ସୃଷ୍ଟି କରୁଥିବା […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଦେଶରେ ଲକ୍ଡାଉନ୍ ପାଇଁ ଗତ 22 ତାରିଖରୁ ବନ୍ଦ ରହିଛି ବିମାନ ସେବା । ତେବେ ଆଜିଠାରୁ କାର୍ଗୋ ବିମାନ ସେବା ଆରମ୍ଭ କରାଯିବ ବୋଲି ଏୟାର ଇଣ୍ଡିଆ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ରାୟପୁରରୁ […]
ସମୀକ୍ଷା ବ୍ୟୁରୋ ବାସୁଦେବପୁର : ସାରା ରାଜ୍ୟରେ ଲକ୍ଡାଉନ୍ ଚାଲିଥିବାବେଳେ ବାସୁଦେବପୁରର ନାୟକାଣିଡିହିଠାରେ ସକାଳୁ ସକାଳ ଏକ ବୀଭତ୍ସ ହତ୍ୟାକାଣ୍ଡ ହୋଇଥିବାର ସୂଚନା ମିଳିଛି । ସାନ ଭାଇର ଭୁଜାଲି ଚୋଟରେ ବଡଭାଇର ମୃତ୍ୟୁ ଘଟିଛି । ଜମିବିବାଦରୁ ହତ୍ୟା ହୋଇଥିବାର ସନ୍ଦେହ […]
ରଞ୍ଜିତ ପଣ୍ଡା କୁଜଙ୍ଗ : ସମଗ୍ର ରାଜ୍ୟରେ କୋଭିଡ଼-୧୯ କୁନେଇ କଟକଣା ଜାରି କରାଯାଇଛି । ଏହି ଭୂତାଣୁ ଠାରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତ୍ୱ ରକ୍ଷା କରିବା ହିଁ ଏକମାତ୍ର ଉପାୟ। ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଜାରୀ କରାଯାଇଥିବା […]
ଦୁଷ୍ମନ୍ତ ପଣ୍ଡା କଳାହାଣ୍ଡି : ମହାମାରୀ କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସମଗ୍ର ଭାରତବର୍ଷ ଲକ୍ଡାଉନ ଘୋଷଣା କରାଯାଇଥିବା ବେଳେ ଓଡିଶାରେ ବର୍ତମାନ ତୃତୀୟ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଏହି ଅବସରରେ କଳାହାଣ୍ଡି ଜିଲ୍ଲାପ୍ରଶାସନ ବ୍ୟାପକ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 22ଶହ କୋଟିର ପ୍ୟାକେଜ୍ର ଘୋଷଣା କରିଛନ୍ତି । ଗରିବ, ଖଟିଖିଆ, ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏହି ପ୍ୟାକେଜ୍ ଘୋଷଣା କରିଛନ୍ତି। ଖାଦ୍ୟ ସୁରକ୍ଷା ଯୋଜନାରେ ଆସୁଥିବା 94 […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: କରୋନା ସଂକ୍ରମଣ ଆଶଙ୍କାରେ ବିଧାନସଭା କାର୍ଯ୍ୟ ସ୍ଥାନାନ୍ତର ହେବ। ଲୋକସେବା ଭବନର କନ୍ଭେନସନ୍ ହଲ୍କୁ ଯିବ ବିଧାନସଭା। ବଜେଟ୍ ଅଧିବେଶନର ବାକି କାର୍ଯ୍ୟ ଦିବସ କନ୍ଭେନସନ୍ ହଲ୍ରେ ହେବ ବୋଲି ସୂଚନା ମିଳିଛି। ବିଧାନସଭାର ବାଚସ୍ପତି ସୂର୍ଯ୍ୟ […]
ଭୁବନେଶ୍ୱର: ଗତକାଲି ରାଜ୍ୟରେ ତୃତୀୟ କରୋନା ପଜିଟିଭି ଚିହ୍ନଟ ହେବା ପରେ ଘରୋଇ କ୍ଲିନିକ୍ଗୁଡିକ କୋଭିଡି -19ର ଗାଇଡଲାଇନ୍ ଉଲ୍ଲଂଘନ କରୁଥିବା ନେଇ କ୍ଷୁବ୍ଧ ହୋଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଏଣିକି ଘରୋଇ କ୍ଲିନିକଗୁଡିକ ଗାଇଡ୍ଲାଇନ୍ ନ ମାନିଲେ କଡା […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ବର୍ତ୍ତମାନ ଘରୁ ବାହାରି ରାସନ କିଣିବା ଭାରି କଷ୍ଟକର ବ୍ୟାପାର। କାରଣ ଗୋଟିଏ ପଟେ ସରକାର କହୁଛନ୍ତି କେହି ଏକାଠି ହୁଅନି, ଅନ୍ୟପଟେ କହୁଛନ୍ତି ରାସନ ଦୋକାନ ଖୋଲା ଅଛି। ତେବେ ଏହି ଅସୁବିଧାକୁ ଦୂର କରିବା […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ଜଣେ କରୋନା ଆକ୍ରାନ୍ତ। ଗୁରୁବାର ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ସ୍ବାସ୍ଥ୍ୟ ବିଭାଗର ଟ୍ବିଟ୍ଟର ହ୍ୟାଣ୍ଡେଲ୍ରେ ଗୁରୁବାର ଦିନ ଏହି ସୂଚନା ମିଳିଛି। ଆକ୍ରାନ୍ତ ଜଣକ ଭୁବନେଶ୍ବରର ହୋଇଥିବା ନେଇ […]
ଭୁବନେଶ୍ୱର : ଓଡ଼ିଶାରେ ସ୍ଥାପନ ହେବ ଭାରତର ସବୁଠୁ ବଡ଼ କରୋନା ହସ୍ପିଟାଲ୍। ମହାମାରୀ କରୋନା ଭାଇରସର ମୁକାବିଲା ପାଇଁ ଗୁରୁବାର ରାଜ୍ୟ ସରକାର ଏହି ବଡ ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାରଙ୍କ ଏହି ପଦକ୍ଷେପ ରେ ସାମିଲ ହୋଇଛି ସମ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନା ଭୂତାଣୁ ରୋଗ (କୋଭିଡ୍-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍ଚୀ ଆଜି ଅପରାହ୍ନରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି […]
ହେମାଙ୍ଗ ପ୍ରସାଦ ରାଉଳ ଛତ୍ରପୁର : କରୋନାକୁ ପ୍ରତିହତ କରିବାପାଇଁ ଲକଡାଉନ୍ ଜାରି କରାଯାଇଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାର ଅବମାନନା କରାଯାଉଛି। ଏହି ସମୟରେ ବାଇକ୍ରେ ଚକ୍କର କାଟୁଥିବା ବ୍ୟକ୍ତିଙ୍କ ବାଇକ୍ ସହ ମୋବାଇଲ୍ ଫୋନ୍ ମଧ୍ୟ ଜବତ […]
ବ୍ରହ୍ମପୁର, ସାରା ଓଡିଶାକୁ ଲକଡାଉନ ଘୋଷଣା କରାଯାଇଥିଲେ ମଧ୍ୟ ଅନେକ ଲୋକ ଏହି ନିୟମକୁ ଭାଙ୍ଗି ରାସ୍ତା ଉପରକୁ ଆସୁଛନ୍ତି। ଏପରିକି ପୋଲିସ ତରଫରୁ ପଦକ୍ଷେପ ନିଆଯାଉଥିଲେ ମଧ୍ୟ କେତେକ ଲୋକ ମାନିବାକୁ ନାରାଜ। ଏହି ଘଟଣା ବର୍ତ୍ତମାନ ଓଡିଶାର ବିଭିନ୍ନ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଲକ୍ଡାଉନ୍ ଯୋଗୁଁ ଫସି ରହିଥିବା ଓଡ଼ିଆଙ୍କୁ ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ୟମ ଆରମ୍ଭ କରିଛନ୍ତି। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଓଡ଼ିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ବିଭିନ୍ନ କାରଣ ନେଇ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନା ମୁକାବିଲା ପାଇଁ ଦେଶରେ ଏନେଇ ଲକ୍ ଡାଉନ୍ ଘୋଷଣା କରାଯାଇଛି। କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାର ବେଶ୍ ସତର୍କ ରହିଛନ୍ତି । ଆଜି କରୋନା ମୁକାବିଲା ନେଇ ଦୁଇଟି ଘରୋଇ ହସ୍ପିଟାଲ୍ ସହ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନା ପାଇଁ ରାଜ୍ୟ ସରକାରଙ୍କ ତରଫରୁ 24 ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି । ଆଜିଠାରୁ ଏହି କଣ୍ଟ୍ରୋଲ୍ ରୁମ୍ କାର୍ଯ୍ୟକାରୀ କରାଯାଉଛି । ରାଜ୍ୟ ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି କଣ୍ଟ୍ରୋଲ ରୁମ୍ ଖୋଲା […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ୟେସ୍ ବ୍ୟାଙ୍କରୁ ଜଗା ଟଙ୍କା ଫେରିବା ପରେ ଏହା କେଉଁଠି ରହିବ ତାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା । ଜାତୀୟ କରଣ ବ୍ୟାଙ୍କଗୁଡିକୁ ଏନେଇ ଟେଣ୍ଡର ଆହ୍ବାନ କରାଯାଇଥିଲା । ମହାପ୍ରଭୁଙ୍କ ଟଙ୍କା ଦୁଇଟି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ମହାମାରୀ କରୋନାର ମୁକାବିଲା ପାଇଁ 45 ଦିନ ପାଇ ୟୁନିଟ୍-1 ହାଟକୁ ସ୍ଥାନାନ୍ତର କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ସାମାଜିକ ଦୂରତ୍ବ ରକ୍ଷା ଲାଗି ଭୁବନେଶ୍ବର ୟୁନିଟ୍-1 ହାଟ ସ୍ଥାନାନ୍ତର କରାଯିବ। ହାଟର ପରିବା ବ୍ୟବସାୟୀ ଏଜି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନା ଭାଇରସ୍ ଆତଙ୍କକୁ ନେଇ ସମଗ୍ର ଦେଶରେ ଲକ୍ଡାଉନ୍ ଜାରି କରାଯାଇଥିବା ବେଳେ ରାଜ୍ୟରେ ମଧ୍ୟ ଲକ୍ଡାଉନ୍ ଜାରି ରହିଛି । ଏହି ଅବସରରେ ଘରୁ ବାହାରିବା ଉପରେ କଟକଣା ଜାରି କରାଯାଇଥିବା ବେଳେ ରାଜ୍ୟରେ […]
ରଞ୍ଜିତ ପଣ୍ଡା କୁଜଙ୍ଗ: କୁଜଙ୍ଗ ପୁଲିସ ଆଜି ପୂର୍ବାହ୍ନ ସମୟରେ ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଏପିଡ଼େମିକ ଡ଼ିଜିଜ ଆକ୍ଟ ୧୯୭୮ ଆଇନ୍ ବଳରେ ଏକାଦଶାହ ପାଳନ ଅବସରରେ ବ୍ରାହ୍ମଣ ଭୋଜନରେ ବସିଥିବା ୮ ଜଣ ବ୍ରାହ୍ମଣ ଏବଂ ତିନିଜଣ ଗୃହକର୍ତ୍ତାଙ୍କୁ ଗିରଫ […]