ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କୋରୋନା ଭାଇରସ୍ ଆତଙ୍କରୁ ଦେଶକୁ ମୁକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନତା କର୍ଫ୍ୟୁର ଆହ୍ବାନ ଦେଇଛନ୍ତି । ଏହାର ପ୍ରଭାବରେ ଦେଶବ୍ୟାପୀ ଟ୍ରେନ୍ ଚଳାଚଳ ବନ୍ଦ ରହିଥିବା ବେଳେ ପୂର୍ବତଟ ରେଳବାଇ ପକ୍ଷରୁ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ବାଲେଶ୍ବରର ବାଲିଆରେ ରହିଥିବା ନେସ୍କୋର କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ବିଦ୍ୟୁତ ଅଫିସ୍ର ଗୋଦାମ ଗୃହରେ ଏହି ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି । ଏହି ଅଗ୍ନିକାଣ୍ଡରେ କେହି ଆହତ ହୋଇନଥିଲେ ମଧ୍ୟ ଲକ୍ଷାଧିକ ଟଙ୍କାର […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନା ପାଇଁ ଲକ୍ ଡାଉନ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। 22ରୁ 29 ପ୍ରାୟ ସମ୍ପୂର୍ଣ୍ଣ ଲକ୍ ଡାଉନ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । କାଲି ସକାଳ ସାତଟାରୁ ଆରମ୍ଭ ହେବ ପ୍ରାୟ ସମ୍ପୂର୍ଣ୍ଣ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନା ମୁକାବିଲା ରାଜ୍ୟସରକାର ଅଣ୍ଟା ଭିଡିଛନ୍ତି । କରୋନା ସତର୍କତା ପାଇଁ କଡା ପଦକ୍ଷେପ ଗ୍ରହଣ କରୁଛନ୍ତି । କରୋନା ସତର୍କତା ପାଇଁ ମଲ୍, ଶିକ୍ଷାନୁଷ୍ଠାନ, ରେଷ୍ଟୁରାଣ୍ଟ, ହୋଟେଲ୍, ବାର୍, କଫି ସଫ୍ ଇତ୍ୟାଦିକୁ ବନ୍ଦ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ରାଜ୍ୟରେ କିଛି ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ […]
ସମୀକ୍ଷା ବ୍ୟୁରୋ କଟକ: କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବେଶ୍ କଡା ପଦକ୍ଷେପ ଗ୍ରହଣ କରିଛନ୍ତି । ଆସନ୍ତା କାଲି ଅର୍ଥାତ୍ 22 ମାର୍ଚ୍ଚକୁ ଜନତା କର୍ଫ୍ୟୁ ପାଳନ ପାଇଁ ଦେଶବାସୀଙ୍କୁ ନିବେଦନ କରିଛନ୍ତି ପ୍ରଧାନମନ୍ତ୍ରୀ। […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ୱର: ସାରା ବିଶ୍ୱରେ କରୋନା ଭୟଙ୍କର ଭାବରେ ବିସ୍ତାର କରି ଚାଲିଛି । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମଧ୍ୟ ଏହାର ମୁକାବିଲା ଲାଗି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଆଜିଠାରୁ ଟୁଇନ୍ […]
କନ୍ଦର୍ପ ବେହେରା ରେଢାଖୋଲ : ରେଢାଖୋଲର ନାକ୍ଟିଦେଉଳ ରେଞ୍ଜରେ ପୁଣି ଏକ ହାତୀଛୁଆର ମୃତୁ ଘଟିଛି । ଉଲ୍ଲେଖଯୋଗ୍ୟ ଯେ, ନାକ୍ଟିଦେଉଳ ଅନ୍ତର୍ଗତ ବିନ୍ଧପୁର ଗ୍ରାମରେ ହାତୀ ଛୁଆଟିର ମୃତ୍ୟୁ ହୋଇଥିବା ଖବର ହସ୍ତଗତ ହୋଇଛି । ହାତୀ ପଲ ମଧ୍ୟରେ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କୋରୋନା ଭାଇରସ୍ର ବର୍ଦ୍ଧିତ ପ୍ରଭାବକୁ ହ୍ରାସ କରିବା ପାଇଁ ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ନୂତନ ଘୋଷଣା କରାଯାଇଛି । କୋଭିଡ୍-19 ଅଧିନିୟମ 2020ର ଧାରା 3 ଏବଂ 11 ଅନୁଯାୟୀ ଏହି କଟକଣା […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଜାତୀୟ ରାଜଧାନୀ ନୂଆଦିଲ୍ଲୀ ପରି ରାଜ୍ୟରେ ଲାଗୁ ହେବାକୁ ଯାଉଛି ଅଡ୍ ଇଭିନ୍ ନିୟମ । ଶନିବାର ଠାରୁ ଏହି ଅଡ୍ ଇଭିନ୍ ନିୟମ ଲାଗୁ କରାଯିବା ସହିତ କେବଳ ଯୁଗ୍ମ ତାରିଖରେ ଯୁଗ୍ମ ନମ୍ବରର […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କୋରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ଭିଡିଓ କନ୍ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଆଲୋଚନାରେ କୋରୋନା ସଙ୍କ୍ରମଣ ରୋକିବା ପାଇଁ କେନ୍ଦ୍ର ସରକାରଙ୍କ କିଛି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନାକୁ ନେଇ ମୁଖପାତ୍ର ବାଗ୍ଚୀଙ୍କ ସୂଚନା ଦେଇ କହିଛନ୍ତି ଯେ, ଭାରତରେ ଗତକାଲି 174ଟି ପଜିଟିଭି ଥିବବେଳେ ଆଜି ଏହା 206କୁ ବୃଦ୍ଧି ପାଇଛି । କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ 5କୁ ବୃଦ୍ଧି ଘଟିଛି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ରାଜ୍ୟରେ ଦ୍ବିତୀୟ କରୋନା ରୋଗୀ ଚିହ୍ନଟ ହେବା ପରେ ରାଜ୍ୟ ସରକାର ବେଶ୍ କଡା ପଦକ୍ଷେପ ନେଇଛନ୍ତି । ଦେଶରେ ବର୍ତ୍ତମାନ ସୁଦ୍ଧା 206 ଜଣ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 5ଜଣଙ୍କର ମୃତ୍ୟୁ ଘଟିଛି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନଗଣନା ପ୍ରକ୍ରିୟା ସ୍ଥଗିତ ରଖିବାକୁ ନିବେଦନ କରି ଚିଠି ଲେଖିଛନ୍ତି ନବୀନ। ଏପ୍ରିଲ୍ 1ରୁ ସେପ୍ଟେମ୍ବର 30 ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଗଣନା […]
ଭୁବନେଶ୍ବର, ଓଡିଆରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛି। ଫଳରେ ଓଡିଶାରେ ଏହି ରୋଗୀଙ୍କ ସଂଖ୍ୟା ଦୁଇରେ ପହଁଚିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି 14 ଜଣଙ୍କ ସାମ୍ପୁଲ ପରୀକ୍ଷା ପାଇଁ ଭୁବନେଶ୍ବରର ଆରଏମଆରସିକୁ ପଠାଯାଇଥିଲା। ସେଥିରୁ […]
ରମେଶ ମହାନ୍ତି ଜଗତସିଂହପୁର : ପାରାଦ୍ୱୀପର ଗୋପବନ୍ଧୁ ଷ୍ଟାଡିୟମ୍ଠାରେ ଆସନ୍ତା ଏପ୍ରିଲ ୫ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଆୟୋଜନ ହେବାକୁ ଥିବା ସୈନ୍ୟ ବିଭାଗ ନିଯୁକ୍ତି ରାଲିକୁ ବାତିଲ କରାଯାଇଛି । ରାଜ୍ୟ ସରକାର କୋରନା ଭୁତାଣୁ କୋଭିଡ୍-୧୯ ସଂକ୍ରମଣକୁ […]
ସୀତାରାମ ଅଗ୍ରଓ୍ବାଲ ବାଲୁଗାଁ: କାଳବୈଶାଖୀ ପ୍ରଭାବରେ ବ୍ରଜପାତ କାରଣରୁ ଏକ ନଡିଆ ଗଛଟି ଜଳୁଥିବାର ଦେଖିବାକୁ ମିଳିଛି। ବାଲୁଗାଁ ଏନ୍ଏସି ଅନ୍ତର୍ଗତ ପାଟଣାସାହିରେ ଏହି ଘଟଣା ଘଟିଛି। ଘଟଣାର ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି। ଉଲ୍ଲେଖଯୋଗ୍ୟ ଯେ, ଗୁରୁବାର ଅପରାହ୍ନରେ […]
ଭୁବନେଶ୍ୱର : କରୋନା ଭୂତାଣୁ ରୋଗ (କୋଭିଡ୍-୧୯) ସଂପର୍କରେ ସତକର୍ତା ଏବଂ ସଚେତନତା ତଥା ରାଜ୍ୟ ସରକାରଙ୍କ ତରଫରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଜି ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କୋଭିଡ୍-୧୯ ପାଇଁ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନା ପାଇଁ ରାଜ୍ୟ ସରକାର ଗାଇଡଲାଇନ୍କୁ କଡାକଡି କରିଛନ୍ତି । ମଦ ଦୋକାନରେ ଧାଡିରେ ଆସି ମଦ କିଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ମଦ ଦୋକାନ ଧାଡ଼ିରେ ଗ୍ରାହମଙ୍କ ମଧ୍ୟରେ ଅତି କମ୍ରେ ଏକ ମିଟର ଦୂରତା […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ସାରା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 166ରେ ପହଞ୍ଚିଥିବାବେଳେ ଏହାକୁ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବେଶ୍ ସତର୍କତା ଅବଲମ୍ବନ କରୁଛନ୍ତି । […]
ସମୀକ୍ଷା ବ୍ୟୁରୋ ପୁରୀ : କାଲିଠାରୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ଶ୍ରୀମନ୍ଦିରରେ ଶ୍ରୀମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ । କରୋନା ସତର୍କତା ପାଇଁ ଶ୍ରୀମନ୍ଦିର ପ୍ରଶାସନ ବଡ ପଦକ୍ଷେପ ଗ୍ରହଣ କରିଛନ୍ତି । ମାର୍ଚ୍ଚ 31 ପର୍ଯ୍ୟନ୍ତ […]