ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ପଶ୍ଚିମବଙ୍ଗର ଦାର୍ଜିଲିଂରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ 5 ଜଣ ଓଡିଆଙ୍କ ମୃତ୍ୟୁ ଘଟିଛି । ଗାଙ୍ଗଟକରୁ ସିଲିଗୁଡି ଯାଉଥିବା ବେଳେ ଘାଟିରୁ ଗାଡିଟି ଖସିଯିବାରୁ 5 ଜଣ ମୃତ୍ୟୁ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନା ସତର୍କତା ନେଇ ହାଇକୋର୍ଟ ଓକିଲ ସଂଘ ନିଷ୍ପତ୍ତି ନେଇଛି । ମାର୍ଚ୍ଚ 31 ପର୍ଯ୍ୟନ୍ତ କୋର୍ଟ କାର୍ଯ୍ୟ ନ କରିବାକୁ ସଂଘର ନିଷ୍ପତ୍ତି । ଭିଡ ଏଡାଇବାକୁ କୋର୍ଟ ନ ଆସିବାକୁ ନିଷ୍ପତ୍ତି ନେଲେ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ସାମାଜିକ ଦୂରତ୍ବ ନେଇ ରାଜ୍ୟ ସରକାରଙ୍କ ତରଫରୁ କମିଟି ଗଠନ କରାଯାଇଛି । ଏପିସି ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟି ସାମାଜିକ ଦୂରତ୍ବ ନେଇ ଗାଇଡ ଲାଇନ୍ ଜାରି କରିଛି । […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ହୋମ କ୍ବାରେଣ୍ଟାଇନ୍ରେ ରହିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ବିଦେଶରୁ ଫେରି କ୍ବାରେଣ୍ଟାଇନ୍ରେ ରହିଲେ ଗଜପତି ମହାରାଜା । ସପରିବାର ସହ ନିଜ ଭୁବନେଶ୍ବର ଘରେ ହୋମ କ୍ବାରେଣ୍ଟାଇନ୍ରେ ରହିଲେ ଗଜପତି ମହାରାଜ । […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଏଣିକି ଦିନ 10ଟା ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଆହାର କେନ୍ଦ୍ରରେ ଆହାର ଦିଆଯିବ। କରୋନା ପାଇଁ ଆହାର କେନ୍ଦ୍ର ଗୁଡ଼ିକରେ କଟକଣା ମଧ୍ୟ ଜାରି କରାଯାଇଛି। ଆହାର କେନ୍ଦ୍ର ଖୋଲା ରହିବା ସମୟକୁ ବୃଦ୍ଧି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଚାରି ମାସର ଆଗୁଆ ଭତ୍ତା ବଣ୍ଟନ ପାଇଁ ସରକାର ଘୋଷଣା କରିଛନ୍ତି । ଖୁବଶୀଘ୍ର ଏପ୍ରିଲ୍, ମେ, ଜୁନ୍ ଓ ଜୁଲାଇ ପାଇଁ ଭତ୍ତା ବଣ୍ଟନ ହେବ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ସାମାଜିକ ସଶକ୍ତିକରଣ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ୱର: ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ସରିଯାଇଛି। ଏବେ ପାଳି ଖାତା ମୂଲ୍ୟାୟନର। କିନ୍ତୁ କରୋନା ଯୋଗୁଁ ଏନେଇ ମଧ୍ୟ କଟକଣା ଜାରି କରାଯାଇଛି । କରୋନା ପାଇଁ ମାଟ୍ରିକ୍ ଖାତା ମୂଲ୍ୟାୟନ ବେଳେ କିପରି ସତର୍କତା ଅବଲମ୍ବନ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଓଡିଶାରେ କରୋନା ସତର୍କ ପାଇଁ ଜାରି କରାଯାଇଥିବା କଟକଣା ଅବଧିକୁ ଏପ୍ରିଲ୍ 15 ଯାଏଁ ବଢାଇଦିଆଯାଇଛି । ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବାପରେ ଏହାର ମୁକାବିଲା ଲାଗି ଅଧିକ ତତ୍ପର ହୋଇପଡିଛନ୍ତି ରାଜ୍ୟ […]
ଭୁବନେଶ୍ୱର, ରାଜ୍ୟସଭା ନିର୍ବାଚନ ପାଇଁ ହୋଇଥିବା ନାମାଙ୍କନ ପତ୍ର ଯାଞ୍ଚ ପକ୍ରିୟା ଆଜି ଶେଷ ହେଇଛି। ଏଥିରେ ନାମାଙ୍କନ ଦାଖଲ କରିଥିବା 8 ଜଣ ପ୍ରାର୍ଥୀଙ୍କ ମଧ୍ୟରୁ 4 ଜଣଙ୍କ ପ୍ରାର୍ଥିତ୍ବ କାୟମ ରହିଲା। ସେମାନେ ହେଲେ ସୁବାସ ସିଂ, ମୁଜିବୁଲ୍ଲା […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ରାଜ୍ୟସଭାରେ କୋରୋନା ପ୍ରସଙ୍ଗ ଉପସ୍ଥାପନ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର । ଏଟିଏମ୍ ସର୍ବସାଧାରଣ ବ୍ୟବହାର ସ୍ଥଳ ହୋଇଥିବା ବେଳେ ଏହାକୁ କିପରି ସୁରକ୍ଷିତ କରାଯିବ ଏବଂ ସଙ୍କ୍ରମଣ କରାଯିବ ଏହାକୁ ନେଇ ସସ୍ମିତ […]
ବବୁଲୁ ସାହୁ କଳାହାଣ୍ଡି: ଆଜି ଅପରାହ୍ନ ପ୍ରାୟ ୪ଟା ୩୦ ମିନିଟ୍ ସମୟରେ ଲାଞ୍ଚ ନେଉଥିବା ବେଳେ ଶ୍ରମ ନିରୀକ୍ଷକ ଜୟନ୍ତ କୁମାର ପଣ୍ଡା ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଶ୍ରମିକ ପ୍ରେରଣ ଲାଇସେନ୍ସ ନବୀକରଣ ପାଇଁ ଡକ୍ଟର ତରାଇ ନାମକ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଅନ୍ତର୍ଜାତୀୟ ବାଲୁକା କଳା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ନିଜର ବାଲୁକା କଳା ଜରିଆରେ କୋରୋନା ସଚେତନତା ବାର୍ତ୍ତା ପ୍ରଦାନ କରିଛନ୍ତି । ପୁରୀ ବେଳାଭୂମିରେ ସୁଦର୍ଶନ ଏହି ବାଲୁକା କଳା ପ୍ରଦର୍ଶନ କରିଛନ୍ତି । ସାର୍କ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କୋରୋନା ମୁକାବିଲା ପାଇଁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ 225 କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଛି । ସୋମବାର ସନ୍ଧ୍ୟା 6.15ରେ ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ବରେ ଏକ ସ୍ବତନ୍ତ୍ର ବୈଠକରେ […]
ରଞ୍ଜିତ ପଣ୍ଡା ପାରାଦୀପ : ଜଗତସିଂହପୁରର ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୁଇ ଜଣ କୋରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିବା ନେଇ ଆଶଙ୍କା କରାଯାଉଛି । ଉଭୟ ରୋଗୀ ଦୀର୍ଘଦିନ ହେବ ଥଣ୍ଡା ଜ୍ବରରେ ପୀଡିତ ଥିଲେ । ସନ୍ଦିଗ୍ଧଙ୍କ ମଧ୍ୟରୁ ଜଣେ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଏନେଇ ବ୍ୟାପକ ସତର୍କତା ଅବଲମ୍ବନ କରୁଛନ୍ତି। ଏନେଇ ପ୍ରତ୍ୟେକ ଜିଲ୍ଲା ତଥା ପଞ୍ଚାୟତ ସ୍ତରରେ ଏନେଇ ସତର୍କ କରାଯିବା ସହିତ ଜନସାଧାରଣଙ୍କୁ ସଚେତନତା କରାଯାଉଛି। […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଏନେଇ ବିଭିନ୍ନ ପ୍ରକାରର ସତର୍କତା ମୂଳକ ପଦକ୍ଷେପ ନେଉଛନ୍ତି । ଆଜି ରାଜ୍ୟ ନିର୍ବାଚନ କମିଶନ ପଞ୍ଚାୟତ ଉପନିର୍ବାଚନକୁ ସ୍ଥଗିତ କରି ଦେଇଛନ୍ତି। […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନା ସତର୍କତା ପାଇଁ ଆଜି ଠାରୁ ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା 24 ଘଣ୍ଟା ମଧ୍ୟରେ ହଷ୍ଟେଲ ଖାଲି କରିବାକୁ ପିଜି କାଉନସିଲ୍ ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି । […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନା ପାଇଁ କଡା ପଦକ୍ଷେପ ନେଲା ସ୍କୁଲ ଓ ଗଣଶିକ୍ଷା ବିଭାଗ । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଥମରୁ ନବମ ଶ୍ରେଣୀ ଯାଏଁ ସମସ୍ତ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ବସ୍ରେ ଓଭରଲୋଡିଂକୁ ମନା କରାଯାଇଛି। ବସ୍ରେ ଓଭରଲୋଡିଂ ନ କରିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଉଭୟ ସରକାରୀ ଓ ବେସରକାରୀ ବସ୍ ମାଲିକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବସ୍ର ଡ୍ରାଇଭରଙ୍କ ସହ ସମସ୍ତ କର୍ମଚାରୀ ମାସ୍କ […]
କାକଟପୁର : କରୋନାର ଭୟାବହତା ଆଜି ସାରା ବିଶ୍ବ ପାଇଁ ଏବେ ମୁଣ୍ଡବ୍ୟାଥାର କାରଣ ପାଲଟିଥିବାବେଳେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ଏନେଇ ବେଶ୍ ସତର୍କ କରାଯାଉଛି । ସାଧାରଣରେ ସତର୍କତା ରହିବାକୁ ମଧ୍ୟ ଉପଦେଶ ଦିଆଯାଇଛି । […]
ସମୀକ୍ଷା ବ୍ୟୁରୋ ପୁରୀ : ଗତକାଲି ଶ୍ରୀମନ୍ଦିର ଛତିଶା ନିଯୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କିଶନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ କରୋନା ସଂପର୍କରେ ସ୍ଥିତି ସମୀକ୍ଷା କରିବା ସହ […]