ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। 17ଟି ରାଜ୍ୟର 55ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ହିଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ। ମାର୍ଚ୍ଚ 13 ନାମାଙ୍କନ ଦାଖଲର ଶେଷ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: କୋଦଳା ଥାନା ଅନ୍ତର୍ଗତ ବେଗୁନିଆପଡ଼ା ଫାଣ୍ଡି ଅଂଚଳରେ ବେଆଇନ ଭାବେ ଏକ ଢ଼ାବାରେ ମଦ ବିକ୍ରି କରୁଥିବାବେଳେ ଚଢ଼ାଉ କରାଯାଇ ବିପୁଳ ପରିମାଣରେ ବିଦେଶୀ ମଦ ଜବତ ହୋଇଛି। ଘଟଣାରୁ ପ୍ରକାଶ ଯେ ପୁରୁଷୋତ୍ତମପୁର ଏସ୍ଡ଼ିପିଓ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ପୁଣି ତପ୍ତପାଣି ଘାଟିରେ ଦୁର୍ଘଟଣା ଘଟି ଦୁଇଜଣ ଆହତ ହୋଇଛନ୍ତି। ଆଜି ଗଜପତି ଜିଲ୍ଲା ସୀମାନ୍ତ ତପ୍ତପାଣି ଘାଟିର ପାଦ୍ରୀମା ବୁଲାଣୀ ରାସ୍ତାରେ ଅଟୋ ସହ ଏକ ହାଇୱା ଧକ୍କା ହୋଇଥିଲା। ଦୁର୍ଘଟଣାରେ ଅଟୋରେ ବସିଥିବା […]
ସମୀକ୍ଷା ବ୍ୟୁରୋ ନୟାଗଡ଼: ଆଜି ବାରଘଣ୍ଟିଆ ନୟାଗଡ଼ ବନ୍ଦ ପାଳନ ହେଉଛି । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରୁଛି ନୟାଗଡ଼ ଚିନିକଳ କ୍ରିୟାନୁଷ୍ଠାନ କମିଟି। ଚିନିକଳ ଶ୍ରମିକ, କର୍ମଚାରୀ ଏବଂ ଚାଷୀଙ୍କ ବକେୟା ରାଶି ଫେରାଇବା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସଦରଥାନା ଅନ୍ତର୍ଗତ ଗୁଣ୍ଠବନ୍ଧ ନିକଟରେ ଏକ କାର୍ ସହ ବାଇକ୍ ଧକ୍କା ହେବା ଫଳରେ ଦୁଇଜଣ ଆହତ ହୋଇଛନ୍ତି । ଘଟଣାରୁ ପ୍ରକାଶ ଯେ ବୁଧବାର ଅପରାହ୍ନରେ ଏକ ମହିନ୍ଦ୍ରା କାର୍ (ସିଜି ୦୪ ଏଚ୍ବି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି ଲୋକମାନ୍ୟ ତିଳକ ଏକ୍ସପ୍ରେସ୍ । ଢେଙ୍କାନାଳର ମହାଦିଆ ଷ୍ଟେସନ୍ ନିକଟରେ ଟ୍ରେନ୍ ଟ୍ରାକ୍ ଭାଙ୍ଗିଯାଇଥିଲା । ରେଳବିଭାଗ କର୍ମଚାରୀ ସମ୍ପୃକ୍ତ ଟ୍ରାକ୍କୁ ଦେଖିବାରୁ ଏକ ସମ୍ଭାବ୍ୟ ଦୁର୍ଘଟଣା ଏଡେଇ ହୋଇ ଯାଇଥିଲା […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଣବ ପ୍ରବକାଶ ଦାସଙ୍କୁ ନୂତନ ଦାୟିତ୍ବ ଦେଇଛନ୍ତି । ବିଜେଡିର ନୂତନ ସଂଗଠନ ସମ୍ପାଦକ ଭାବରେ ପ୍ରଣବ ପ୍ରକାଶ ଦାସଙ୍କୁ ଦାୟିତ୍ବ ଦିଆଯାଇଛି । ଭୁବନେଶ୍ବରର ଦଳୀୟ କାର୍ଯ୍ୟାଳୟ […]
ରଞ୍ଜିତ ପଣ୍ଡା କୁଜଙ୍ଗ: କୁଜଙ୍ଗଥାନାରେ ଏବେ ଅଧିକାରୀ ସଙ୍କଟ ଦୈନନ୍ଦିନ କାର୍ଯ୍ୟ ନିର୍ବାହରେ ଘୋର ସଙ୍କଟ ସୃଷ୍ଟି କରିଥିବା ଜଣାପଡ଼ିଛି। ଜିଲ୍ଲାର ସବୁଠାରୁ ବ୍ୟସ୍ତବହୁଳ ଥାନା ହୋଇଥିବାବେଳେ ବାର୍ଷିକ ମାମଲା ସଂଖ୍ୟା ମଧ୍ୟ ଅନ୍ୟ ଥାନା ତୁଳନାରେ ବେଶ ଅଧିକ । […]
ରଞ୍ଜିତ ପଣ୍ଡା କୁଜଙ୍ଗ: କୁଜଙ୍ଗବ୍ଳକ ଅନ୍ତର୍ଗତ ଗୋପିଆକୁଦ ଅଂଚଳର ଜନୈକା ମା’ ଏବଂ ଧରମ ପୁଅକୁ ବଧୂ ହତ୍ୟା ଅଭିଯୋଗରେ ମାନ୍ୟବର କୁଜଙ୍ଗ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିବା ଜଣାପଡ଼ିଛି। ଏଥି ସହିତ ୧୦ ହଜାର ଟଙ୍କା […]
ସମୀକ୍ଷା ବ୍ୟୁରୋ ଅନୁଗୋଳ : ଗାଁ ଭିତରେ ଜଣେ ବୃଦ୍ଧାଙ୍କୁ ହାତୀ ଦଳି ମାରିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ହଣ୍ଡପା ବନାଞ୍ଚଳ କମରେଇ ଗାଁରେ। ସୂଚନା ଅନୁଯାୟୀ, କମରେଇ ଗାଁର ଦେବକୀ ବେହେରା ନାମ୍ନୀ ବିଧବା ବୃଦ୍ଧା ଘରେ ଏକୁଟିଆ […]
ରଞ୍ଜିତ ପଣ୍ଡା କୁଜଙ୍ଗ : କୁଜଙ୍ଗ ବ୍ଳକ ଅନ୍ତର୍ଗତ ପାରାଦୀପଗଡ଼ ପଂଚାୟତରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ଆସି ଭଡ଼ାରେ ରହୁଥିବା ଜନୈକା ମହିଳାଙ୍କୁ ବସୁନ୍ଧରା ଯୋଜନାରେ ସାମିଲ କରାଯାଇଛି । ବେଆଇନ ଭାବରେ ମହିଳାଙ୍କୁ ଘରଡ଼ିହ ଏବଂ ବିଜୁ ପକାଘର ପ୍ରଦାନ କରାଯାଇଥିବା […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଆଜି ରାଜ୍ୟର ବାରଟି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ରାଜ୍ୟରେ ୭ ତାରିଖ ଯାଏ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା […]
ସମୀକ୍ଷା ବ୍ୟୁରୋ ଭଦ୍ରକ : ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ଚରମ୍ପା ରେଲୱେ ଓଭର ବ୍ରିଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରଲରକୁ ଏକ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ଜନସାଧାରଣଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ସେବା ଯୋଗାଇ ଦେବା ପାଇଁ ନବୀନ ସରକାର ବିଭିନ୍ନ ପ୍ରକାରର ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ମୋ’ ସରକାର ଯୋଜନା ଚାଲୁକରିଥିବାବେଳେ ଚଳିତ ପାଳିରେ ଫାଇଭ୍ ଟିକୁ ବିଶେଷ ଗୁରୁତ୍ବ […]
କୃଷ୍ଣଚନ୍ଦ୍ର ସୁଆସିଆଁ ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଲକ ଅନ୍ତର୍ଗତ ସୋମପୁର ଗ୍ରାମରେ ଡେଟୋନେଟର ବିସ୍ଫୋରଣ ଫଳରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି।ସୂଚନାଯୋଗ୍ୟ ଯେ ଆହତ ଛାତ୍ରମାନେ ନିକଟସ୍ଥ ପାହାଡ ଫୁଟାଇବା ପାଇଁ ବ୍ୟବହାର ଡିଟୋନେଟରକୁ ଆଣି କ୍ରୀଡାରତ ସମୟରେ ଡିଟୋନେଟର […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ : ରାସ୍ତା ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା କୁହାଯାଉଥିବା ଘଟଣାର ସାତ ମାସପରେ ମୃତ ଯୁବକର ମାଆ ସୁଲୋଚନା ଦାଶ ସ୍ଥାନୀୟ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ଅଭିଯୋଗ କରିଥିବା ଜଣାପଡ଼ିଛି । ଏନେଇ ଅଭିଯୋଗକାରୀ ସ୍ଥାନୀୟ […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ: କୁଜଙ୍ଗ ବ୍ଲକ୍ ପଙ୍କପାଳ ଅଂଚଳ ଏବେ ଚୋରା ମଦ ବ୍ୟବସାୟୀଙ୍କ କବଳରେ । ଏହି ଅଂଚଳରେ ଗତ କିଛି ଦିନ ତଳେ କେତକ ବ୍ରାଉନ୍ସୁଗାର ଚୋରା ବ୍ୟବସାୟୀଙ୍କୁ ପୁଲିସ ଠାବ କରିଥିବା ବେଳେ ଏବେ ଚୋରା ମଦ […]
ଭୁବନେଶ୍ୱର : ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଆଜିଠାରୁ ଆରମ୍ଭ ହେଉଛି । ଏହା ମାର୍ଚ୍ଚ 28ରେ ଶେଷ ହେବ । ବିଜ୍ଞାନ, ବାଣିଜ୍ୟ ଓ କଳା ବିଷୟରେ ଚଳିତ ବର୍ଷ 3ଲକ୍ଷ 50 ହଜାର 800 ଜଣ ଛାତ୍ରଛାତ୍ରୀ ପରୀକ୍ଷା […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ 2019 ବର୍ଷ ପାଇଁ ଅତିବଡୀ ଜଗନ୍ନାଥ ଦାସ ପୁରସ୍କାରର ଘେଷଣା କରାଯାଇଛି । ସୋମବାର ଦିନ 11 ଟା ସମୟରେ ସାହିତ୍ୟ ଏକାଡେମୀ ପକ୍ଷରୁ ସଭାପତି ହରିହର ମିଶ୍ରଙ୍କ ଅଧ୍ୟକ୍ଷତାରେ […]
ଭୁବନେଶ୍ବର : ସରିଲା ମାଟ୍ରିକ୍ ପରୀକ୍ଷା। ଆସନ୍ତା 18 ତାରିଖରେ ଆରମ୍ଭ ହେବ ଖାତା ଦେଖା। ଖାତା ଦେଖା ପ୍ରକ୍ରିୟାରେ ସାମିଲ୍ ହେବେ 15 ହଜାରରୁ ଅଧିକ ଶିକ୍ଷକ/ଶିକ୍ଷୟିତ୍ରୀ । 62ଟି ମୂଲ୍ୟାୟନ କେନ୍ଦ୍ରରେ ଏହି ଖାତା ଦେଖା ହେବ ବୋଲି […]
ଭୁବନେଶ୍ବର : ଗତକାଲିଠାରୁ ରାଜ୍ୟରେ ଟ୍ରାଫିକ୍ ବ୍ୟବସ୍ଥା କଡାକଡି କରାଯିବା ପରେ ମୋଟା ଅଙ୍କର ଜରିମାନା ଆଦାୟ ହୋଇଛି । 24 ଘଣ୍ଟା ମଧ୍ୟରେ କୋଟିଏ ଟଙ୍କାର ଜରିମାନା ହୋଇଛି ବୋଲି ସୂଚନା ମିଳିଛି । 6ମାସର କୋହଳ ଅବଧି ସମାପ୍ତ […]