ଭୁବନେଶ୍ବର: ଆଜି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ମାରଥନ ପ୍ରଚାରରେ ଟିଟିଲାଗଡରେ ବିଜେପିକୁ କଡା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ଛତିଶଗଡରୁ ମନ୍ତ୍ରୀମାନେ ଆସୁଛନ୍ତି ଟଙ୍କା ବାଣ୍ଟୁଛନ୍ତି। ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି କରୁଛନ୍ତି। ଏପଟେ ଓଡ଼ିଆ ଅସ୍ମିତାର […]
ଭୁବନେଶ୍ବର: ଆସନ୍ତାକାଲି ଓଡିଶା ପ୍ରଚାରରେ ଆସିବେ ଅଭିନେତ୍ରୀ ତଥା ସାଂସଦ ହେମାମାଳିନୀ। ଏ ନେଇ ଦଳ ତରଫରୁ ବେଶ ପ୍ରସ୍ତୁତି ଚାଲିଛି। ଚଳିତ ନିର୍ବାଚନରେ ବିଜେପି ବିଜେଡିକୁ କଡା ଟକ୍କର ଦେବା ପାଇଁ ଜୋରଦାର ପ୍ରୟାସ ଜାରୀ ରଖିଛି। ଫଳରେ କେନ୍ଦ୍ରରୁ […]
ଭୁବନେଶ୍ବର: ଭୋଟ ଗ୍ରହଣର ଅଳ୍ପ କିଛିଦିନ ପୂର୍ବରୁ ବିଜେପିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂ। ସେ ନିଜ ଇସ୍ତଫା ପତ୍ର ବିଜେପି ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। ସେ ୨୦୦୪ ମସିହାରେ ସତ୍ୟବାଦୀରୁ ବିଜେଡି ବିଧାୟକ […]
ନୂଆଦିଲ୍ଲୀ: ଆଥଲେଟିକ୍ସ ଫେଡେରେସନ୍ କପ୍ ୨୦୨୪ରେ ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତି ନୀରଜ ଚୋପ୍ରା ଭାରତର ପତାକା ଉତ୍ତୋଳନ କରିଛନ୍ତି। ୩ ବର୍ଷ ମଧ୍ୟରେ ଏହା ପ୍ରଥମ ଥର ଥିଲା ଯେ, ନୀରଜ ଏକ ଘରୋଇ ଇଭେଣ୍ଟରେ ଭାଗ […]
ଭୁବନେଶ୍ୱର: ଗ୍ରୀଷ୍ମକାଳୀନ ଛୁଟି ସମୟରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କୁ କ୍ରୀଡା କ୍ଷେତ୍ରରେ ଅଧିକ ପ୍ରୋତ୍ସାହିତ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ହୋଇଥିବା ୧୦ ଦିନିଆ ସମର କ୍ୟାମ୍ପ ବୁଧବାର ଉଦ୍ଯାପିତ ହୋଇଯାଇଛି। ମେ ୬ ତାରିଖରେ […]
ନୟାଗଡ଼ (ସୁଧାକର ମିଶ୍ର): ନୟାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେପି, କଂଗ୍ରେସ ଓ ବିଜେଡି ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ବିଜେଡି ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ ଗ୍ରୀନ କ୍ୟାମ୍ପେନକୁ ଗୁରୁତ୍ୱ ଦେଉଛନ୍ତି। ଆଜି ଗୋଟିଏ ଦିନରେ ଡ. ସାହୁ […]
ଭୁବନେଶ୍ଵର: ସମଗ୍ର ଦେଶରେ ଯାତ୍ରୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଭାରତୀୟ ରେଳବାଇ ନିୟମିତ ଟ୍ରେନରେ ଗ୍ରୀଷ୍ମ କାଳୀନ ଭିଡକୁ ଏଡ଼ାଇବା ପାଇଁ ସ୍ୱତନ୍ତ୍ର ଟ୍ରେନ ଚଳାଚଳ ପାଇଁ ସେବା ଘୋଷଣା କରିଛି। ଏହି ଟ୍ରେନ୍ ଗୁଡିକ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଗନ୍ତବ୍ୟସ୍ଥଳକୁ ସଂଯୋଗ […]
ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଉପକୂଳ ଓଡ଼ିଶାରେ ଧୂଆଁଧାର ପ୍ରଚାର କରି ବିରୋଧୀ ବିଜେପି ଦଳକୁ ଶାଣିତ ଆକ୍ରମଣ କରିଛନ୍ତି । ବିଜେପିର ମିଛ ଧରା ପକାଇଛନ୍ତି । କଟକ ଲୋକସଭା ନିର୍ବାଚନ […]
ଭୁବନେଶ୍ୱର: ବିଭିନ୍ନ ବିଷୟରେ ଭାରତର ଯୁବପିଢ଼ିଙ୍କ ଦକ୍ଷତାର ପ୍ରଦର୍ଶନ ଲାଗି ପ୍ରତି ଦୁଇ ବର୍ଷରେ ଥରେ “ଇଣ୍ଡିଆ ସ୍କିଲ୍ସ” ପ୍ରତିଯୋଗିତା କରାଯାଉଛି। ଚଳିତ ବର୍ଷ ମେ’୧୫ ଅର୍ଥାତ ଆଜିଠାରୁ ୧୯ ଯାଏଁ ଏହି ଜାତୀୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ “ଓଡ଼ିଶା […]
ଭୁବନେଶ୍ବର: ଆଜି ଓଡିଶା ନିର୍ବାଚନ ପ୍ରଚାର କମ୍ପମାନ ହେବ। କାରଣ ଆଜି ଦୁଇ ଜାତୀୟ ଦଳ ବିଜେପି ଓ କଂଗ୍ରେସର ତୁଙ୍ଗ ନେତାମାନେ ଓଡିଶା ପ୍ରଚାରରେ ଆସୁଛନ୍ତି। ଫଳରେ ଉଭୟ ଶିବିରରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଛି। ଦିନରେ କଂଗ୍ରେସ ନେତା […]
ଭୁବନେଶ୍ବର: ଆସନ୍ତାକାଲି ଓଡିଶା ପ୍ରଚାରରେ ଆସୁଛନ୍ତି କଂଗ୍ରେସ ନେତା ରାହୁଳ ଗାନ୍ଧୀ। ସେ ପ୍ରଥମ ପର୍ଯ୍ୟାୟରେ ନବରଂଗପୁର ଆସିବାର ଥିଲା। ହେଲେ ନାମାଙ୍କନ ଦାଖଲ ପାଇଁ ସେ ଆସିପାରି ନ ଥିଲେ। ବର୍ତ୍ତମାନ ବୁଧବାର ଦିନ ସେ ଆସିବେ ବୋଲି ପ୍ରଦେଶ […]
ଭୁବନେଶ୍ବର: ଆସନ୍ତାକାଲି ପୁଣି ଓଡିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ହେଲେ ସେ କଣ୍ଟାବାଞ୍ଜୀ ପ୍ରଚାରକୁ ବାତିଲ କରିଛନ୍ତି। ପୂର୍ବରୁ କୁହାଯାଇଥିଲା ଯେ, ଅମିତ ଶାହ ପ୍ରଚାରରେ ଆସିଲେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛିଡା ହୋଇଥିବା କଣ୍ଟାବାଞ୍ଜୀ ନିର୍ବାଚନ ମଣ୍ଡଳୀରେ […]
ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ହୋଇସାରିଛି। ମତଦାନ ପରେ ଇଭିଏମ୍ଗୁଡ଼ିକୁ ବିଭିନ୍ନ ଷ୍ଟ୍ରଙ୍ଗ୍ରୁମ୍ରେ ସଂପୂର୍ଣ୍ଣ ସୁରକ୍ଷା […]
ଭୁବନେଶ୍ବର: ଆଜି କେନ୍ଦ୍ରାପଡାରେ ଧୂମଧଡାକ ପ୍ରଚାର କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ସେଠାରେ ବିଜେପି ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କୁ ସିଧା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଦେହ ଖରାପ ବୋଲି ଏକ ଗୁଜବ ସୃଷ୍ଟି […]
ବ୍ରହ୍ମପୁର: ତେଜିଲା ବ୍ରହ୍ମପୁର ରାଜନୀତି। ଗତକାଲି ରାତିରେ ବ୍ରହ୍ମପୁର ବିଜେପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ମାଡ ମାରିବା ଅଭିଯୋଗରେ ଗିରଫ ହେଲେ ବିଧାନସଭା ପ୍ରାର୍ଥୀ ଶିବ ଦାସ। ଗତକାଲି ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବ ଶଙ୍କର […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ରେଳ ଷ୍ଟେସନ ନିକଟବର୍ତ୍ତୀ ଅଞ୍ଚଳରୁ ଦୁଇ ଜଣ ମୃତ ବ୍ୟକ୍ତିଙ୍କ ଶବ ଜବତ ହୋଇଛି। କାଳିଜାଇ ଓ ଖଲ୍ଲିକୋଟ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟ୍ରାକରୁ ଜଣଙ୍କର ମୃତଦେହ ଉଦ୍ଧାର […]
ଭୁବନେଶ୍ୱର: ରାଜ୍ୟରେ ହୋଇଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନର ଚୁଡାନ୍ତ ମତଦାନ ହାର ଘୋଷଣା ହୋଇଛି। ଓଡିଶା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଏହା ଘୋଷଣା କରାଯାଇଛି। ସେହି ଅନୁସାରେ ରାଜ୍ୟର ଅନୁଷ୍ଠିତ ହୋଇଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ମତଦାନ ହାର ହେଉଛି […]
ଭୁବନେଶ୍ବର: ଗତକାଲି ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏଥିରେ 4ଟି ଲୋକସଭା ଏବଂ 28ଟି ବିଧାନସଭାରେ ନିର୍ବାଚନ ହୋଇଛି। ତେବେ ଭୋଟ ଗ୍ରହଣ ପରେ କେଉଁ ଦଳ କେତେ ଆସନ ପାଇବ ସେ ନେଇ ଚାଲିଛି ଅଙ୍କକଷା। ଏହା ଭିତରେ […]
ଭୁବନେଶ୍ବର: ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥି ପ୍ରଦୀପ ପାଣିଗ୍ରାହୀଙ୍କୁ ଅଧିକ ଚିକିତ୍ସାପାଇଁ ଭୁବନେଶ୍ବର ଏମସକୁ ସ୍ଥାନାନ୍ତରିତ କରାଯାଇଛି। ତାଙ୍କର ପିଞ୍ଜରାହାଡରେ ମାଡ ହୋଇଥିବାର ଜଣାପଡିଛି। ଗତକାଲି ତାଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରୁ ଆଜି ସକାଳେ ତାଙ୍କୁ ଭୁବନେଶ୍ବର […]
ଭୁବନେଶ୍ବର: ଏକ ସାମ୍ବାଦିକ ସମ୍ମିଳନୀରେ ମହାପ୍ରଭୃଙ୍କ ନାମରେ ମିଛ କହିଥିବା କଥାକୁ ଧରାପକାଇଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏ ନେଇ ନିଜେ ପାଣ୍ଡିଆନ ଏକ ଭିଡିଓ ଜାରୀ କରି କେନ୍ଦ୍ରମନ୍ତ୍ରୀଙ୍କ ମିଛକୁ ଧରାପକାଇଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ବେଶ […]
ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ର୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅଧିନ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ଅନୁଷ୍ଠିତ ହୋଇଛି। ମିଳିଥିବା ତଥ୍ୟ ଅନୁସାରେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ […]