ରାଜ୍ୟ ଖବର

ଭୁବନେଶ୍ଵର: ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି।…

ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଖ୍ୟମନ୍ତ୍ରୀ ଶ୍ରୀମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଂଗତ ଆତ୍ମାର…

ଭୁବନେଶ୍ଵର: ବାଲେଶ୍ଵର ଏଫ୍ ଏମ୍ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ସମଗ୍ର ଓଡିଶା ସ୍ତବ୍ଧ ହୋଇଯାଇଛି। ରାଜ୍ୟରେ ସରକାରଙ୍କ ବିରୋଧରେ ଅସନ୍ତୋଷର ନିଆଁ ଜଳୁଛି। ଏହିକ୍ରମରେ ରାଜ୍ୟରେ…

ଭୁବନେଶ୍ବର: ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଏଫଏମ କଲେ ଛାତ୍ରୀ। ଏମ୍ସରେ ସେ ଚିକିତ୍ସିତ ହେଉଥିଲେ। ତାଙ୍କ ଦେହର 90 ଭାଗ ପୋଡିଯାଇଥିଲା। ଗତକାଲି ରାତି…

ଭୁବନେଶ୍ଵର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ବାଲେଶ୍ବର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସହ କଥା ହୋଇଛନ୍ତି। ବର୍ତ୍ତମାନ…

ଭୁବନେଶ୍ଵର: ବାଚସ୍ପତି ସୁରମା ପାଢ଼ୀ ଭୋପାଳଠାରେ ବିଧାନସଭାରେ କମିଟି ବ୍ୟବସ୍ଥାର କାର୍ଯ୍ୟକାରିତା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗଦେଇଛନ୍ତି। ମଧ୍ୟପ୍ରଦେଶ ବିଧାନସଭାର ବାଚସ୍ପତି ନରେନ୍ଦ୍ର ସିଂ ତୋମାରଙ୍କ ଅଧ୍ୟକ୍ଷତାରେ…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆଜି ବ୍ରହ୍ମପୁର ଏସ୍ ପି ଙ୍କ କାର୍ଯ୍ୟାଳୟରେ ଆଇ ଜି ନୀତି ଶେଖରଙ୍କ ଦ୍ଵାରା ୧୫ ଟି ମୋଟରସାଇକେଲ ପେଟ୍ରୋଲିଂ ଗାଡ଼ିର…

ଭୁବନେଶ୍ଵର: ଶ୍ରାବଣ ମାସର ପ୍ରଥମ ସୋମବାରରେ ଭଦ୍ରକ ଜିଲ୍ଲା ଆରଡ଼ିର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠରେ ଶତାଧିକ କାଉଡ଼ିଆ ଭକ୍ତ ଜଳାଭିଷେକ କରିଛନ୍ତି। ଭକ୍ତମାନେ ପାଣି ଭାର…

ଭୁବନେଶ୍ଵର: ବାଲେଶ୍ବର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ କଲେଜର ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କୁ ପୁଲିସ ଗିରଫ କରିଛି। ଗତକାଲି ସରକାର ତାଙ୍କୁ ନିଲମ୍ବନ କରିଥିଲେ।…

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ଜୁଲାଇ ୧୪, ୨୦୨୫) ଭୁବନେଶ୍ୱର ଏମ୍ସର ପଞ୍ଚମ ସମାବର୍ତ୍ତନ ସମାରୋହରେ ଅଂଶଗ୍ରହଣ କରିଛନ୍ତି। ସମାରୋହରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଥିଲେ,…

ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଭାରତ ସରକାରଙ୍କ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଦିନିକିଆ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସି ବିକ୍ରମ ନଗର, ତରତୁଆସ୍ଥିତ ଭାରତ ତିଦ୍ଦତ ସୀମା…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋପାଳପୁର ୩ ନଂ ୱାର୍ଡ଼ କାଉନସିଲର ବି ଗୋପାଳକୃଷ୍ଣଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ନିଜ ଦୋକାନର ଫ୍ୟାନରେ ଝୁଲୁଥିବା ଅବସ୍ଥାରେ…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ପୋଲସରା ଥାନା ଅର୍ନ୍ତଗତ ଚିରିକିପଡା ଶାସନ ଶିବ ମନ୍ଦିର ତିନି ଛକରେ ଥିବା ମନ୍ଦିରର ସିଂହଦ୍ଵାରକୁ ମୋଟରସାଇକେଲ ଧକ୍କା ଦେଇଛି। ଯାହାଫଳରେ…

ଭୁବନେଶ୍ବର: ତାଙ୍କ ନାମ ହେଉଛି ସଂଧ୍ୟାରାଣୀ ମାଝୀ, ଘର ତାଙ୍କର ମୟୁରଭଂଜ ଜିଲ୍ଲାରେ। ହେଲେ ସେ ଏବେ ବେଶ ଚର୍ଚ୍ଚାରେ ଅଛନ୍ତି। କାରଣ ହେଉଛି ସେ ବର୍ତ୍ତମାନ…

ଭୁବନେଶ୍ଵର: ବଲାଙ୍ଗିର ସାମ୍ବାଦିକ ଭବନ ଠାରେ ସୃଜନ ସଳିତା ନବନିତା ପକ୍ଷରୁ ଯୁବ ଲେଖକ ସମାବେଶ ‘ପଲ୍ଲଵନ’ ଅନୁଷ୍ଠିତ ହୋଇଯାଇଛି। ରାଜେଶ ଝାଙ୍କରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…

ଭୁବନେଶ୍ଵର: ନବରଙ୍ଗପୁରଠାରେ କର୍ଣ୍ଣେଲ ସୁନିଲ କୁମାର ଓ ସୁବେଦାର ମେଜର କେଦାରନାଥ ପ୍ରଧାନଙ୍କ ନେତୃତ୍ବରେ ତ୍ରୟୋଦଶ ଏନସିସି ବାଲାଟିୟନ ପକ୍ଷରୁ ସ୍ଥଳସେନା ପ୍ରଶିକ୍ଷଣ ଶିବିର ଗତକାଲିଠାରୁ ଆରମ୍ଭ…

ଭୁବନେଶ୍ଵର: ବାଲେଶ୍ବର ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ମାମଲାରେ ଜାତୀୟ ମହିଳା ଆୟୋଗ ନିଜଆଡୁ ମାମଲା ରୁଜୁ କରିଛନ୍ତି। ମହିଳା ଆୟୋଗର ଅଧ୍ୟକ୍ଷା ବିଜୟା ରତ୍ନାକର…

ଖଲ୍ଲିକୋଟ/ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରୁ ଚୋରି ହୋଇଥିବା ଦୁଇ ବର୍ଷର ଶିଶୁକନ୍ୟାକୁ ଉଦ୍ଧାର କରିଛି ଖଲ୍ଲିକୋଟ ପୋଲିସ। ସୂଚନା ମୁତାବକ ବାଲୁଗାଁ ଊମା ମହେଶ୍ବର…

ଭୁବନେଶ୍ଵର: ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭୁବନେଶ୍ବର ଏମ୍ସରେ ଚିକିତ୍ସାଧିନ ବାଲେଶ୍ବର ଏଫଏମ କଲେଜ ପିଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ…

ଖୋର୍ଦ୍ଧା: ପୁରୀ ଜିଲ୍ଲାପାଳ ଭାବେ ବଦଳି ହୋଇଥିବା ପୂର୍ବତନ ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରାଣାଙ୍କୁ ଖୋର୍ଦ୍ଧା ଜିଲ୍ଲାପ୍ରଶାସନ ଓ ଖୋର୍ଦ୍ଧା କଲେକ୍ଟୋରେଟ୍ ଷ୍ଟାଫ୍…

ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ଅଞ୍ଚଳର ତିନି ଗୋଟି ମନ୍ଦିରରୁ ସିରିଜ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ ଗତକାଲି ସକାଳେ…