ସମୀକ୍ଷା ବ୍ୟୁରୋ କୁଜଙ୍ଗ : କୁଜଙ୍ଗ ବ୍ଳକ ଅନ୍ତର୍ଗତ ମହ୍ଲାସାହି ସମବାୟ ସେବା ସମିତି ପକ୍ଷରୁ ଆଜି ସ୍ଥାନୀୟ ସମିତି କାର୍ଯ୍ୟାଳୟ ପରିସର ମଧ୍ୟରେ ଧାନମଣ୍ଡି ଉଦଘାଟିତ ହୋଇଛି । କଟକ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଉପସଭାନେତ୍ରୀ ଗୀତାରାଣୀ ନାୟକ ମୁଖ୍ୟ […]
ସମୀକ୍ଷା ବ୍ୟୁରୋ କୋଣାର୍କ : କୋଣାର୍କରେ ଅନୁଷ୍ଠିତ ଇକୋ ରିଟ୍ରିଟ୍ ପରିଭ୍ରମଣ କରିଛନ୍ତି ସ୍କୁଲ ଛାତ୍ରଛାତ୍ରୀ। କୋଣାର୍କସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଇଣ୍ଡଷ୍ଟ୍ରି ଭିଜିଟ୍ କାର୍ଯ୍ୟକ୍ରମରେ ଇକୋ ରିଟ୍ରିଟ୍ ପରିଦର୍ଶନ କରିବା ସହିତ ଧନ୍ଦାମୂଳକ ଶିକ୍ଷା […]
ଭୁବନେଶ୍ବର, ଓଡିଶାର ବରିଷ୍ଠ ଆଇପିଏସ ଅଫିସର ଅରୁଣ ବୋଥ୍ରା ତାଙ୍କ ପିଲା ବେଳର କଥା ଖୋଲାସା କରି ଦେଇଛନ୍ତି। ବୋଥ୍ରା କହିଛନ୍ତି ଯେ, ତାଙ୍କୁ ଯେତେବେଳେ 11 ବର୍ଷ ବୟସ ହୋଇଥିଲା ସେତେବେଳେ ତାଙ୍କୁ ଗୋଟିଏ ଇଂରାଜୀ ମାଧ୍ୟମ ବୋଡିଂ ସ୍କୁଲରେ […]
ଭୁବନେଶ୍ବର-ଆଜି ଦ୍ବିତୀୟ ଶନିବାର ଛୁଟି ଥିବାରୁ ଭୁବନେଶ୍ବରସ୍ଥିତ ରାଜଭବନ ପାର୍କ ବୁଲିବା ପାଇଁ ପ୍ରବଳ ଗହଳି ପରିଲକ୍ଷିତ ହୋଇଥିଲା। ଦିନ 2ଟାରୁ ଲୋକମାନେ ଲମ୍ବା ଲାଇନରେ ପାର୍କ ଭିତରକୁ ପ୍ରବେଶ କରୁଥିଲେ। ବର୍ଷରେ ଥରେ ମାତ୍ର ଏହି ପାର୍କ ଦେଖିବାର ସୁଯୋଗ […]
ସମୀକ୍ଷା ବ୍ୟୁରୋ ଚିଲିକା: ଆଜି ଆଇଏନ୍ସ ଚିଲିକାରେ ପାସିଙ୍ଗ ଆଉଟ୍ ପରେଡ୍ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ୨୯୮୩ ଜଣ ନୌସେନା ଓ ଭାରତୀୟ ତଟରକ୍ଷା ବାହିନୀର ପ୍ରଶିକ୍ଷାର୍ଥୀମାନେ ଆଇଏନ୍ଏସ୍ ଚିଲିକାରୁ ସ୍ନାତକ ଉପାଧି ପ୍ରାପ୍ତ କରିଛନ୍ତି। ଏହି ପ୍ରଶିକ୍ଷାର୍ଥୀମାନଙ୍କୁ […]
ଭୁବନେଶ୍ବର-ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ତାହା ହେଲା ଏଥର ଜନଗଣନାରେ ରାଜ୍ୟରେ କେତେ ସାମାଜିକ ଓ ଆର୍ଥିକ ପଛୁଆ ବର୍ଗ ଅଛନ୍ତି ତାହାର ମଧ୍ୟ ଗଣନା କରାଯିବ। ସେଥିପାଇଁ ଜନଗଣନା […]
ସମୀକ୍ଷା ବ୍ୟୁରୋ ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ଆଇଟି କଲୋନୀରେ ଏକ ବନ୍ଦ ଘରୁ ଗୋଟିଏ ପରିବାରର ୪ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଆଇଟି କଲୋନୀରେ ବନ୍ଦ ଘର ଭିତରୁ ବାହାରୁଥିବା ଦୁର୍ଗନ୍ଧ ଯୋଗୁଁ ପଡୋଶୀ ପୋଲିସ୍କୁ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଓଡ଼ିଆ ଛାତ୍ର ଅଂଶୁମାନ କାମିଲା ହେଲେ ଆଇଇଏସ୍ଟପ୍ପର । ଅଂଶୁମାନ ହେଉଛନ୍ତି ପୂର୍ବ ଚିପ୍ ପୋଷ୍ଟମାଷ୍ଟର ଜେନେରାଲ୍ ସନ୍ତୋଷ କାମିଲାଙ୍କ ପୁଅ । ଅଂଶୁମାନଙ୍କ ମା’ ହେଉଛନ୍ତି ଲବ୍ଧ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ତଥା ପ୍ରାଧ୍ୟାପିକା ମିତାଲି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ଜନଗହଳିପୂର୍ଣ୍ଣ ମାର୍କେଟ ବିଲ୍ଡିଂ ପରିସର ଗତକାଲି ସନ୍ଧ୍ୟାରେ କିଛି ମୁଖା ପିନ୍ଧା ଦୁର୍ବୃତ୍ତଙ୍କ ଉଠା ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିବା ବେଳେ ବହୁ ଦୋକାନକୁ ଭାଙ୍ଗିରୁଜି ଦେଇଥିଲେ। ଏହି ଘଟଣାରେ ପୁଲିସ୍ ୧୮ ଜଣଙ୍କୁ ଗିରଫ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ଆଜି ସନ୍ଧ୍ୟା ପ୍ରାୟ ସାଢ଼େ ଛ’ଟା ସମୟରେ ରାଜଧାନୀ ଭୁବନେଶ୍ବରର ହୃତକେନ୍ଦ୍ରରେ ଥିବା ମାର୍କେଟ ବିଲ୍ଡିଂ କଡ଼ରେ ଉଠାଦୋକାନୀମାନଙ୍କୁ କିଛି ମୁଖାପିନ୍ଧା ଦୁର୍ବୃତ୍ତ ପ୍ରବଳ ମାଡ ମାରିବା ସହିତ ଶହେରୁ ଅଧିକ ଦୋକାନ ଭାଙ୍ଗି ଦେଇଛନ୍ତି। କ୍ୟାପିଟାଲ […]
ସମୀକ୍ଷା ବ୍ୟୁରୋ ଚିଲିକା: ଆଜି ଚିଲିକା ବ୍ଲକ୍ର ବେଗୁନିଆ ଗ୍ରାମଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଦ୍ୟୁତ୍ ସଂଯୋଗ ଦେଉଥିବା ସମୟରେ ଜଣେ ଟେକ୍ନିସିଆନ ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାରେ ତାଙ୍କ ଡାହାଣ ହାତଟି କରେଣ୍ଟ ବାଜି ସଂପୂର୍ଣ୍ଣ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର, ଆଜି ମୋ’ ସରକାରରେ ସାମିଲ୍ ହୋଇଛି ’’ରାଜ୍ୟ ଗୃହ ଏବଂ ନଗର ଉନ୍ନୟନ ବିଭାଗ। ଲୋକସେବା ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ରାଜ୍ୟର ସହରାଞ୍ଚଳରେ ଉତ୍ତମ ପାନୀୟ ଜଳ ଯୋଗାଣ […]
ସଂବିତ ତ୍ରିପାଠୀ ଭୁବନେଶ୍ବର- ବର୍ତ୍ତମାନ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ପୂର୍ବତ୍ତନ ବିଧାୟକ ତଥା ପୂର୍ବତ୍ତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ହୋଡିଂ ଦେଖିବାକୁ ମିଳିଛି। ଯେଉଁଥିରେ ଲେଖା ଅଛି ICON OF SILENT SUCESS । ଯାହାକୁ ଓଡିଆରେ କୁହାଯାଇ ପାରିବ ନିରବର […]
ସମୀକ୍ଷାବ୍ୟୁରୋ ଭୁବନେଶ୍ବର : ରାଜ୍ୟସରକାର ଦୁର୍ନୀତି ବିରୋଧରେ ଜିରୋ ଟରେଲନ୍ସ ନୀତି ଆପଣାଉଛନ୍ତି। ନବୀନ ସରକାର ଦୁର୍ନୀତିଗ୍ରସ୍ତ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ଅଭିଯାନ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ […]
ସମୀକ୍ଷା ବ୍ୟୁରୋ କୁଜଙ୍ଗ: ରାଜ୍ୟ ସରକାର ମହିଳାମାନଙ୍କୁ ସଶକ୍ତିକରଣ ଓ ଆର୍ଥିକ ସ୍ବାବଲମ୍ବୀଶୀଳ କରିବା ପାଇଁ ବିଭିନ୍ନ ଯୋଜନାର ରୂପାୟନ କରି ଏହାକୁ ସୂଚାରୁରୂପେ ପରିଚାଳନା କରୁଛନ୍ତି। ଯାହାଫଳରେ ଗ୍ରାମାଞ୍ଚଳରେ ଥିବା ବହୁ ଗରିବ ନିମ୍ନମଧ୍ୟବିତ୍ତ ମହିଳାମାନେ ସ୍ବୟଂସହାୟକ ଗୋଷ୍ଠୀ ମାଧ୍ୟମରେ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଦେଶର ବିଭିନ୍ନ ଶିଶୁ ଯତ୍ନ ଗୃହମାନଙ୍କରେ ରହୁଥିବା ପିଲାମାନଙ୍କ ଜାତୀୟ ପ୍ରତିଯୋଗିତା ‘ହୋସ୍ଲା -2019ରେ ଓଡ଼ିଶା ପ୍ରତିଯୋଗୀମାନେ ସର୍ବମୋଟ 30ଟି ପଦକ ଜିତି ଜାତୀୟ ଚାମ୍ପିଆନ ହୋଇଛନ୍ତି। ଗତ ଡିସେମ୍ବର ନୂଆଦିଲ୍ଲୀଠାରେ ହୋସ୍ଲା-2019 ଅନୁଷ୍ଠିତ ହୋଇଥିଲା। […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଶୀତଦିନିଆ ବିଭିନ୍ନ କିସମର ଫୁଲର ସମ୍ଭାରରେ ଲୋକସେବା ଭବନର ଉଦ୍ୟାନ ଅତ୍ୟନ୍ତ ମନୋରମ ରୂପ ଧାରଣ କରିଛି । ତେଣୁ ଉଦ୍ୟାନର ଏହି ଶୋଭା ଯେପରି ସାଧାରଣ ଲୋକ ଉପଭୋଗ କରିପାରିବେ, ସେଥିପାଇଁ ଜାନୁଆରୀ 11 […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଗଜପତି ଜିଲା ପାରଳାଖେମୁଣ୍ଡି ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେଓଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶା ରାଜ୍ୟ ଗଠନରେ ପାରଳାଖେମୁଣ୍ଡି […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ବିଭିନ୍ନ ବର୍ଗର କର୍ମଚାରୀମାନଙ୍କ ପଦୋନ୍ନତିରେ ବିଳମ୍ବ ଦୂର କରି ଉପଯୁକ୍ତ ସମୟରେ ଯେପରି ପଦୋନ୍ନତି ପାଇପାରିବେ ସେଥିପାଇଁ ଡିସେମ୍ବର ୩୧ ସୁଧା ପଦୋନ୍ନତି ପ୍ରକ୍ରିୟା ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ୱର : ଭୁବନେଶ୍ୱରରେ ଜାନୁଆରୀ ୧୯, ୨୦ ଓ ୨୧ ତାରିଖରେ ପଲସ୍ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ୨୪୯ଟି ବୁଥ୍ରେ ୪୯୮ଟି ଦଳ ଅନ୍ତର୍ଭୁକ୍ତ ୯୯୬ଟି ଟୀକାଦାନକାରୀ ଏହି ବ୍ୟାପକ କାର୍ଯ୍ୟକ୍ରମକୁ ପରିଚାଳନା କରିବେ। ରେଲେୱ […]
ଭୁବନେଶ୍ୱର : ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତନ ମନ୍ତ୍ରୀ ବାବୁଲ ସୁପ୍ରିୟୋ । କେନ୍ଦ୍ରମନ୍ତ୍ରୀ ସୁପ୍ରିୟୋ ୯.୩୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚି ବ୍ରହ୍ମପୁର ଅଭିମୁଖେ ଗସ୍ତ କରିବେ। ସେ ମଧ୍ୟାହ୍ନ ୧୨ ଟାରେ […]