ଭୁବନେଶ୍ବର: ଶାନ୍ତି ଶୃଙ୍ଖଳାର ସହିତ ଓଡିଶାରେ ଚାଲିଛି ମତଦାନ ପକ୍ରିୟା। ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅଧିନରେ ଥିବା ୨୮ଟି ବିଧାନସଭା ପାଇଁ ମତଦାନ ଚାଲିଛି। ଏଥର ଏହି ଚାରୋଟି ସଂସଦୀୟ […]
ଭୁବନେଶ୍ୱର: ନବରଙ୍ଗପୁର ଜିଲ୍ଲା କୋଷଗୁମୁଡ଼ା ବ୍ଲକ୍ କକଡ଼ିସେମଳା ଉଚ୍ଚବିଦ୍ୟାଳୟର ଚତୁର୍ଥଶ୍ରେଣୀ କର୍ମଚାରୀ ଅଲେଖ ରନ୍ଧାରି ପୋଲିଂ ଅଧିକାରୀ ଭାବେ ଉମରକୋଟ ସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ବୁଥ୍ ନଂ ୧୯୬ କୁ ନିର୍ବାଚନ ପରିଚାଳନା ପାଇଁ ଯାଉଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇ […]
ଭୁବନେଶ୍ବର:ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡରେ ବିଶାଳ ଜନସଭାକୁ ଉଦବୋଧନ ଦେଇଛନ୍ତି। ତାଙ୍କ ଉପସ୍ଥିତି ନେଇ ଲୋକଙ୍କ ଭିତରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଥିଲା। ସେ ଲୋକଙ୍କୁ କହିଥିଲେ ଯେ, ବିଜୁ ଜନତା ଦଳ ସରକାର ଜୁଲାଇ ମାସରୁ ବିଜୁଳି ବିଲ୍ […]
ଖୋର୍ଦ୍ଧା: ଆଜି ରାତିରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଖୋର୍ଦ୍ଧା ସହରରେ ଏକ ବିଶାଳ ରୋଡ ସୋ କରିଛନ୍ତି। ଖୋର୍ଦ୍ଧା ମୁକୁନ୍ଦ ପ୍ରସାଦ ଠାରୁ ନୁଆ ବସ ଷ୍ଟାଣ୍ଡ ପର୍ଯ୍ୟନ୍ତ ଏହି ରୋଡ ସୋ କରିଛନ୍ତି। ସାଥିରେ ଥିଲେ ଭୁବନେଶ୍ୱର ବିଜେଡ଼ି […]
ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏଥିରେ ଉଭୟ ଲୋକସଭା ସହିତ ବିଧାନସଭା ନିର୍ବାଚନ ହେବ। ସେଥିପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ତରଫରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଯେପରି କେହି ଭୋଟ ଦେବାର ସୁବିଧାରୁ ବଞ୍ଚିତ ନ […]
ଭୁବନେଶ୍ୱର: ଚଳିତ ଲୋକସଭା ନିର୍ବାଚନକୁ ଦ୍ରୁଷ୍ଟିରେ ରଖି ସମସ୍ତ ରାଜନୈତିକ ଦଳଗୁଡିକ ନିର୍ବାଚନୀ ପ୍ରଚାରକୁ ଜୋରଦାର କରିଛନ୍ତି। ଓଡିଶାରେ ଉଭୟ ଲୋକସଭା ଆଉ ବିଧାନସଭା ନିର୍ବାଚନ ପାଇଁ ଦୁଇ ଜାତୀୟ ଦଳ ବିଜେପି ଆଉ କଂଗ୍ରେସ ପ୍ରଚାରକୁ ଓହ୍ଲାଇଥିବା ବେଳେ ଶାସକ […]
ଭୁବନେଶ୍ବର: ଆସନ୍ତାକାଲି ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଦେଶର ଚତୁର୍ଥ ପର୍ଯ୍ୟାୟ ହୋଇଥିବା ବେଳେ ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଓଡ଼ିଶାରେ ୪ ଗୋଟି ସଂସଦୀୟ କ୍ଷେତ୍ର ଯଥା: କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ […]
ଭୁବନେଶ୍ବର: ଆସନ୍ତାକାଲି ସୋମବାରରେ ଓଡିଶାରେ ହେବାକୁ ଥିବା ପ୍ରଥମ ନିର୍ବାଚନରେ ହେବ ନେତାଙ୍କ ଭାଗ୍ୟ ପରୀକ୍ଷା। ଏଥିରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ମୋଟ ୩୭ ଜଣ ପ୍ରାର୍ଥୀ ରହିଛନ୍ତି । ସେମାନଙ୍କ ମଧ୍ୟରେ ପୁରୁଷ-୩୦ […]
ଭୁବନେଶ୍ବର: ଆସନ୍ତାକାଲି ଓଡିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ପାଇଁ ନିର୍ବାଚନ ହେବ। ଯେଉଁ ୪ଟି ଲୋକସଭାରେ ନିର୍ବାଚନ ହେବ ସେଗୁଡିକ ହେଲା କୋରାପୁଟ, ନବରଂଗପୁର, କଳାହାଣ୍ଡି ଏବଂ ବ୍ରହ୍ମପୁର। ରାଜ୍ୟରେ […]
ଭୁବନେଶ୍ବର: ନବରଙ୍ଗପୁର ଜିଲ୍ଲାରେ ଶ୍ରୀ ଅଲେଖ ରନ୍ଧାରୀ ନାମକ ଜଣେ କର୍ତ୍ତବ୍ୟରତ ପଞ୍ଚମ ପୋଲିଂ ଅଧିକାରୀଙ୍କର ଦୁର୍ଘଟଣାରେ ଦୁଃଖଦ ମୃତୁ୍ୟ ହୋଇଛି । ସେ ଡିସ୍ପର୍ସାଲ୍ ସେଣ୍ଟରରୁ ବୁଥ୍ ଅଭିମୁଖେ ଯାଉଥିବାବେଳେ ଉମରକୋଟ ନିକଟରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇ ମୃତୁ୍ୟବରଣ […]
ନୂଆଦିଲ୍ଲୀ: କାଶ୍ମୀର ଦଖଲ କରିଥିବା ପାକିସ୍ତାନରେ ଯୁଦ୍ଧ ଭଳି ପରିସ୍ଥିତି। ସରକାରଙ୍କ ବିରୋଧରେ ଆନ୍ଦୋଳନ କରୁଥିବା ଲୋକଙ୍କ ଉପରକୁ ଗୁଳି ଚଳାଇଥିବାର ଖବର ମଧ୍ୟ ରହିଛି। ଶୁକ୍ରବାର ଦିନ ପାକିସ୍ତାନର ଅତ୍ୟାଚାର ବିରୋଧରେ ବହୁ ସଂଖ୍ୟାରେ କାଶ୍ମୀରବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଇଣ୍ଡିଆ […]
ଭୁବନେଶ୍ବର: ଧିରେଧିରେ ସାରା ଓଡିଶାରେ ନିର୍ବାଚନ ପ୍ରଚାର ଜମିବାରେ ଲାଗିଛି। ସେହିପରି ରାଜ୍ୟର ମର୍ଯ୍ୟଦାସଂପର୍ଣ୍ଣ ଆସନ ଖୋର୍ଦ୍ଧାରେ ମଧ୍ୟ ପ୍ରଚାର ଜୋରଦାର ହୋଇଛି। ଏଠାରେ କଂଗ୍ରେସ ପ୍ରାର୍ଥୀ ସୋନାଲୀ ସାହୁ ପ୍ରଚାରକୁ ତୀବ୍ର କରିଛନ୍ତି। କାରଣ ସେ ଦୁଇ ଜଣ ବିଧାୟକଙ୍କୁ […]
ଭୁବନେଶ୍ବର: ଶନିବାର ଦିନ ପ୍ରଧାନମନ୍ତ୍ରୀ ଓଡିଶାର ତିନୋଟି ସ୍ଥାନରେ ପ୍ରଚାର କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତୀବ୍ର ସମାଲୋଚନା କରିଛନ୍ତି। କେଉଁଠି ବିଜେଡିର ଏକ୍ସପାୟାର ଡେଟ ଜୁନ ୪ ବୋଲି କହିଛନ୍ତି। ଆଉ କେଉଁଠି ନବୀନ ଓଡିଶାର ଜିଲ୍ଲାର ନାମ କହିପାରିବେ […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ଓଡ଼ିଶାର କନ୍ଧମାଳ ଠାରେ ଏକ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ଦଳ ବିଜେଡିକୁ କଡା ଟାର୍ଗେଟ […]
ଭୁବନେଶ୍ୱର: ରୋଗୀଙ୍କୁ ଉତମ ମାନର ସ୍ୱାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରରେ ଅତ୍ୟାଧୁନିକ ସ୍ୱାସ୍ଥ୍ୟ ଚିକିତ୍ସା ଭାବେ ଉଭା ହୋଇଥିବା ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ପ୍ରକ୍ରିୟା ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲ୍ ର ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ସଫଳତାର ସହ […]
ଖୋର୍ଦ୍ଧା: ନିର୍ବାଚନକୁ ଆଉ ମାତ୍ର କେଇଟା ଦିନ ବାକି ଥିବା ବେଳେ ପ୍ରଚାରକୁ ଜୋରଦାର କରିଛି ବିଜେଡି। ଟାଙ୍ଗୀ ବ୍ଲକର ଭୂଷଣ୍ଡପୁର, ବାଲିପାଟପୁର, କନ୍ତଳବାଇ, ଉଜ୍ଜଳା ଗୋପୀନାଥ ପୁର, ସୁନ୍ଦର ପୁର, ମଙ୍ଗଳା ଯୋଡି ଓ ଟାଙ୍ଗୀ ଠାରେ ମାରାଥନ ପ୍ରଚାର […]
ଭୁବନେଶ୍ୱର: ନର୍ସମାନଙ୍କର ସେବା ଯତ୍ନ ଦ୍ୱାରା ହିଁ ରୋଗୀମାନେ ସୁସ୍ଥ ହୋଇଥାନ୍ତି। ନର୍ସମାନଙ୍କୁ ମା’ମାନଙ୍କ ସହିତ ମଧ୍ୟ ତୁଳନା କରାଯାଏ। ତେଣୁ ଡାକ୍ତରଖାନା ନର୍ସମାନଙ୍କ ବିନା ଅଧୁରା ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶାଶ୍ୱତୀ ଦାସ। ସୋଆ […]
ଚିଲିକା (ସୀତାରାମ ଅଗ୍ରୱାଲ): ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବଉଳାବନ୍ଧ ଗ୍ରାମରେ ଶ୍ରୀଜଗନ୍ନାଥଙ୍କର ୨୪ ଗୋଟି ବେଶ ପ୍ରଦର୍ଶନୀ ନିମନ୍ତେ ଦାରୁ (ଲିମ୍ବ କାଠ) ରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ନିର୍ମାଣ କାମର ଶୁଭ ଅନୁକୂଳ ହୋଇଯାଇଅଛି। ପରମ ପୂଜ୍ୟ ଗଜପତି ମହାରାଜା ଶ୍ରୀ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱ ବିଦ୍ୟାଳୟ ଅଧୀନସ୍ଥ କୃଷି ମହାବିଦ୍ୟାଳୟ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଅକ୍ଷୀ ମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୂଆଗାଁ ସ୍ଥିତ ଆଇଏନ୍ଏସ୍ ଫାର୍ମରେ ଅନୁଷ୍ଠିତ ଏହି ଉତ୍ସବରେ ସୋଆ କୁଳପତି […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍) ଏବଂ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସେସ ଆଣ୍ଡ ଆନିମଲ୍ ହଜ୍ବ୍ୟାଣ୍ଡ୍ରୀ (ଆଇଭିଏସ୍ଏଏଚ୍) ରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ସ୍ୱାବଲମ୍ବୀ କରାଇବାର ଲକ୍ଷ୍ୟ ନେଇ ଆରମ୍ଭ […]
ଭୁବନେଶ୍ୱର: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍ରେ ଅଣୁଜୀବ ବିଜ୍ଞାନ ବିଭାଗ ପକ୍ଷରୁ ସୋମବାର ‘ବିଶ୍ୱ ହାତ ସ୍ୱଚ୍ଛତା ଦିବସ’ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ସମ୍ ଫୁଲନଖରା କ୍ୟାମ୍ପସ୍ର ଡିନ୍ ପ୍ରଫେସର ଡାକ୍ତର ଅରକ୍ଷିତ […]