ସମୀକ୍ଷାବ୍ୟୁରୋ ବାଣପୁର, ୨୭/୧୨: ବାଣପୁର ନୂଆଗାଁଠାରେ ୪୦ବସ୍ତା ଧାନ ପୋଡ଼ି ଯାଇଥିବାର ସୂଚନା ମିଳିଛି। ବାଣପୁର ଏନଏସି ୬ନଂ ୱାର୍ଡ ନୂଆଗାଁର ବାସିନ୍ଦା ଶଙ୍କର ପ୍ରଧାନଙ୍କର ଗୁରୁବାର ରାତିରେ ୪୦ବସ୍ତା ଧାନ ପୋଡ଼ି ନଷ୍ଟ ହୋଇଯାଇଛି। ଗୁରୁବାର ଦିନ ଧାନ ଅମଳ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ୱର: କେନ୍ଦ୍ର ସରକାର ଆଣିଥିବା ନାଗରିକତା ସଂଶୋଧନ ଦ୍ୱାରା ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ରୂପେ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟାଲଘୁ ବର୍ଗର ଶରଣାର୍ଥୀ ମାନଙ୍କୁ ନାଗରିକତା ପ୍ରଦାନ କରାଯିବ। […]
ଭୁବନେଶ୍ବର, 26/12: ସୂର୍ଯ୍ୟୋପରାଗ ଦୃଶ୍ୟମାନ ହେବ ଆରମ୍ଭ ହୋଇସାରିଲାଣି । ଓଡ଼ିଶାରେ ଆଂଶିକ ସୂର୍ଯ୍ୟୋପରାଗ ଦେଖାଯିବ । ଭାରତର କିଛି ସ୍ଥାନଗୁଡ଼ିକରେ ବଳୟ ସୂର୍ଯ୍ୟପରାଗ ଦେଖାଯାଇଛି । ତେବେ ଏହି ସୂର୍ଯ୍ୟୋପରାଗ ଖାଲି ଆଖିରେ ଦେଖିବାକୁ ବାରଣ କରାଯାଇଛି । ଖାଲି […]
ନବରଙ୍ଗପୁର,26/12 : ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ଆଜି କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ ପାଳନ କରାଯାଉଛି । ଡିସେମ୍ବର ୧୪ ତାରିଖରେ ନବରଙ୍ଗପୁର ନାବାଳିକାଙ୍କୁ ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାରେ ଅସଫଳ ରହିଛି […]
ସମୀକ୍ଷା ବ୍ୟୁରୋ ବାଣପୁର/ନାଚୁଣୀ, ୨୫/୧୨: ଦେଶରେ ନାଗରିକତା ସଂଶୋଧନ ବିଲ୍ ଆଇନରେ ପରିଣତ ହେବା ପରେ ବିଭିନ୍ନ ମହଲରୁ ଏହାକୁ ବିରୋଧ କରାଯାଉଛି। ଏହି ଆଇନକୁ ସମ୍ବିଧାନ ବିରୋଧୀ ବୋଲି ଅଭିହିତ କରି ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଆନ୍ଦୋଳନ ଜାରି […]
ସମୀକ୍ଷା ବ୍ୟୁରୋ ତିର୍ତ୍ତୋଲ, 25/12 : ତିର୍ତ୍ତୋଲର ମଣିଜଙ୍ଗା ସବ୍ଡିଭିଜନ ଅନ୍ତର୍ଗତ ତାଳଦଣ୍ଡା କେନାଲ ରାସ୍ତା ନିର୍ମାଣରେ ଅତ୍ୟନ୍ତ ନିମ୍ନମାନର କାମ ହେଉଥିବା ଅଭିଯୋଗ ହୋଇଛି। ଖୋସାଲପୁର ବ୍ରିଜ୍ ଠାରୁ ତେରଣପୁର ମଧ୍ୟରେ ନିର୍ମାଣ ହେବାକୁ ଥିବା ଏହି ରାସ୍ତାରେ ନିମ୍ନମାନର […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର, 25/12: ଏଣିକି ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟକୁ ଗାଡ଼ି ଆସିବା ନେଇ ଜାରି ହୋଇଛି କଟକଣା। କମ ବୟସର ସ୍କୁଲ ଛାତ୍ରଛାତ୍ରୀଙ୍କୁ ସ୍କୁଲକୁ ଗାଡ଼ି ନେଇ ଆସିବା ଉପରେ ବାରଣ କରି କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି ଉଚ୍ଚ ମାଧ୍ୟମିକ […]