ଖୋର୍ଦ୍ଧା: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପ୍ରଚାରକୁ ଜୋରଦାର କରିଛି ବିଜେଡି। ଟାଙ୍ଗୀ ବ୍ଲକର ବଡପାରି ଓ ରାମଚନ୍ଦ୍ରପୁର ଠାରେ ମାରାଥନ ପ୍ରଚାର କରିଛି ବିଜେଡି। ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଙ୍କ ସହ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର କୁମାର […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ପୂର୍ବାହ୍ନ ୧୧.୦୦ ଘଟିକା ସମୟରେ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଏବଂ ପର୍ଯ୍ୟବେକ୍ଷକ ମାନଙ୍କ ଉପସ୍ଥିତିରେ ନିର୍ବାଚନ ସଂକ୍ରାନ୍ତିୟ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପର୍ଯ୍ୟବେକ୍ଷକମାନେ ନିର୍ବାଚନ ସଂକ୍ରାନ୍ତିୟ ବିଭିନ୍ନ ଵିଷୟରେ ଯଥା ପୋଲିଂ ବୁଥରେ କି […]
ରେଢ଼ାଖୋଲ (କନ୍ଦର୍ପ ବେହେରା): କିଛିଦିନ ତଳେ ଏକ କଲରାପତରିଆ ବାଘକୁ ଗୁଳିକରି ହତ୍ୟା କରିବା ପରେ ଗତକାଲି ନାକଟିଦେଉଳ ରେଞ୍ଜ ଅଧୀନସ୍ଥ ସାହେବି ଧଣ୍ଡାମୁଣ୍ଡା ଗ୍ରାମରେ ଜଣେ ବ୍ୟକ୍ତି କୁ ଅଜଣା ଜଙ୍ଗଲୀ ଜୀବ ମାରିପକାଇଥିବା ଜଣାପଡିଛି। ଗାଁ ଲୋକମାନେ କଲରlପତରିଆ […]
ଭୁବନେଶ୍ଵର: ସମଗ୍ର ଦେଶରେ ଯାତ୍ରୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଭାରତୀୟ ରେଳବାଇ ଗ୍ରୀଷ୍ମ ସମୟରେ ନିୟମିତ ଟ୍ରେନରେ ଯାତ୍ରୀ ଭିଡ଼ ଏଡ଼ାଇବା ପାଇଁ ସ୍ୱତନ୍ତ୍ର ଟ୍ରେନ ସେବା ଘୋଷଣା କରିଛି। ଏହି ଟ୍ରେନ୍ ଗୁଡିକ ଗୁରୁତ୍ୱପୂର୍ଣ୍ଣ ଗନ୍ତବ୍ୟସ୍ଥଳକୁ ସଂଯୋଗ କରିବା ସହିତ […]
ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା ସାରା ଓଡିଶାରେ ବେଶ ଧୂମଧାମରେ ପାଳନ ହୋଇଛି। ଏହି ଦିନ ଚଷା ପୁଅ ତାହାର ଜମିକାମର ଶୁଭାରମ୍ଭ କରିଥାଏ। ଏହିଦିନ ଚଷାପୁଅ ଜମିରେ ହଳ କରି ଧାନ ବୁଣା ଅନୁକୂଳ କରିଥାଏ। ତେବେ ଏଥର […]
ଖୋର୍ଦ୍ଧା: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ଚାଷୀ ପୁଅ ଅକ୍ଷୀ ମୁଠି ଅନୁକୂଳ କରିଥାଏ। ଅର୍ଥାତ ବର୍ଷା ଋତୁ ଆସୁଥିବାରୁ ଅକ୍ଷୟ ତୃତୀୟା ଦିନ ବୁଣାବୁଣି କାମ ଆରମ୍ଭ ହୋଇଥାଏ। ଏହା ଓଡିଶାରେ ବେଶ ପ୍ରାଚୀନ ପରଂପରା। […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବନଖଣ୍ଡ ନାକଟିଦେଉଳ ଅନ୍ତର୍ଗତ ଲାଣ୍ଡିମାଲ ସରଂକ୍ଷିତ ଜଙ୍ଗଲର ଚମ୍ପାଳି ନଦୀ ନିକଟ ଭୀମମଣ୍ଡଳୀ ରାସ୍ତାରୁ ଦୁଇଦିନ ତଳେ କଲରା ପତରିଆ ବାଘର ମୃତ ଦେହ ବନ ବିଭାଗ ଠାବ କରିଥିଲା। ଏଥିରେ ସମ୍ପୃକ୍ତି […]
ଭୁବନେଶ୍ୱର: ପ୍ରତିବଦ୍ଧତା, ନିଷ୍ଠାପର ପ୍ରୟାସ ଏବଂ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳର ପ୍ରୟୋଗ କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି ଏମ୍ସ ଭୁବନେଶ୍ୱର। ପଶ୍ଚିମବଙ୍ଗର ଜଣେ ୫୧ବର୍ଷ ବୟସ୍କ ପୁରୁଷ (ରବୀନ୍ଦ୍ର ବିଶୁଇ)ଙ୍କ ଖପୁରୀର ଉପର ଅଂଶ(ସ୍କାଲ୍ପ)ରୁ ପ୍ରାୟ ୭ […]
ରେଢାଖୋଲ (କନ୍ଦର୍ପ ବେହେରା): ଓଡ଼ିଶା ସରକାର ସ୍କୁଲରେ ରଙ୍ଗ ମାରି ଶିକ୍ଷାର ବିକାଶ ହେଉଛି ବୋଲି ମିଛ ଡିଣ୍ଡିମ ପିଟୁଛନ୍ତି। ଶିକ୍ଷାର ମୂଳ ଦାୟିତ୍ୱ ରାଜ୍ୟ ସରକାରଙ୍କ ଉପରେ ନ୍ୟସ୍ତ ରହିଥିବା ବେଳେ ଓଡ଼ିଶାର ଅନେକ ସରକାରୀ ସ୍କୁଲରେ ଆବଶ୍ୟକ ଶିକ୍ଷକ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ବନଖଣ୍ଡ ନାକଟିଦେଉଳ ଅନ୍ତର୍ଗତ ଲାଣ୍ଡିମାଲ ସଂରକ୍ଷିତ ଜଙ୍ଗଲର ଚମ୍ପାଳି ନଦୀ ପାଖ ଭୀମମଣ୍ଡଳୀ ରାସ୍ତାରୁ ଏକ କଲରlପତରିଆ ବାଘର ମୃତ ଦେହ ବନ ବିଭାଗ ଠାବ କରିଛି। ସୂଚନାନୁସାରେ ଜଙ୍ଗଲରେ ବାଘ ପଡ଼ିଥିବା ଖବର ପାଇ […]
ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ରାଜନୀତି ଧିରେ ଧିରେ ଘନେଇ ଆସୁଥିବା ବେଳେ ହଠାତ ସେଥିରେ ଦେଖାଦେଇଛି ନିରୁତ୍ସାହ। କାରଣ ହେଲା ସେହି ଜିଲ୍ଲାର ତିନି ବିଧାୟକଙ୍କ ଟିକେଟ କଟିବା ପରେ ସେମାନେ ଏକ ପ୍ରକାର ନୀରବି ଯାଇଛନ୍ତି। ନା ପୂର୍ବପରି ସକ୍ରିୟ […]
ନୟାଗଡ (ସୁଧାକର ମିଶ୍ର): ନୟାଗଡ ବିଜେପି ବିଧାୟକ ପ୍ରାର୍ଥୀନୀ ପ୍ରତ୍ୟୁଷା ରଜେଶ୍ୱରୀଙ୍କ ନେତୃତ୍ୱରେ ନୟାଗଡର ଗୋଦାବରୀ କଲ୍ୟାଣୀ ମଣ୍ଡପ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଏହି ସାମ୍ବାଦିକ ସମ୍ମିଳନୀରେ ରଣପୁର ବିଜେପି ବିଧାୟିକା ପ୍ରାର୍ଥୀନୀ ସୁରମା ପାଢ଼ୀ ଓ […]
ନୟାଗଡ଼ (ସୁଧାକର ମିଶ୍ର): ନୟାଗଡ଼ ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁଙ୍କ ନାମାଙ୍କନ ଶେଭାଯାତ୍ରା ବିରୋଧି ଦଳ ଛାତିରେ କମ୍ପନ ସୃଷ୍ଟି କରିଛି। ନୟାଗଡ଼ ସହର ଉପରେ ୩୦ ହଜାର ବିଜେଡି କର୍ମକର୍ତ୍ତାଙ୍କ ସମାଗମ ବିରୋଧିଙ୍କୁ ଛାନିଆ କରି ଦେଇଛି। […]
ନୟାଗଡ଼ (ସୁଧାକର ମିଶ୍ର): ଓଡ଼ଗାଁଠାରେ ବିଜୁ ଜନତା ଦଳର ବିଶାଳ ପ୍ରଚାର ସଭାରେ ଷ୍ଟାର ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ୍ ଯୋଗ ଦେଇ ୬୦ ହଜାର ବ୍ୟବଧାନ ପାଇଁ ଆହ୍ୱାନ ଦେଇଛନ୍ତି। ଯୋଡ଼ି ଶଙ୍ଖରେ ଭୋଟ ଦେଇ ଉଭୟ ବିଧାୟକ ଓ ସାଂସଦ […]
ଭୁବନେଶ୍ବର: ମୟୁରଭଂଜ ଲୋକସଭା ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ଜେଏମଏମ ପ୍ରାର୍ଥୀ ଅଞ୍ଜନୀ ସୋରେନ। ସେ ଇଣ୍ଡି ମେଣ୍ଟର ପ୍ରାର୍ଥୀ ହୋଇଥିବାରୁ ସେଠାରେ କଂଗ୍ରେସ କାହାକୁ ପ୍ରାର୍ଥୀ କରି ନାହିଁ। ତାଙ୍କ ନାମାଙ୍କନ ପତ୍ର ଦାଖଲ ଶୋଭାଯାତ୍ରା ଏବଂ ପ୍ରଚାରରେ […]
ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଖଣ୍ଡପଡା, ପାରାଦ୍ୱୀପ, କଟକ, ସାଲେପୁର ନିର୍ବାଚନ ମଣ୍ଡଳୀର ବିଜେଡିର ଶତାଧିକ ନେତା ଓ କର୍ମୀ ବିଜେପିରେ ଯୋଗ ଦେଇଛନ୍ତି । ନୟାଗଡ ଜିଲ୍ଲା ବିଜେଡି ଉପସଭାପତି ଗୟାଧର ପରିଡା ନିଜ ସମର୍ଥକଙ୍କ […]
ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ବେଗୁନିଆ ଓ ଟାଙ୍ଗୀ ଠାରେ ନିର୍ବାଚନ ପ୍ରଚାର କରି ବିରୋଧୀଙ୍କୁ ଶାଣିତ ଆକ୍ରମଣ କରିଛନ୍ତି। ବେଗୁନିଆ ଏବଂ ଟାଙ୍ଗୀ ଠାରେ ବିଧାୟକ ପ୍ରାର୍ଥୀ […]
ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବରରେ ରୋଡ ସୋ କରିବେ। ଆଜି ସନ୍ଧ୍ୟା ୬ ଟା ସମୟରେ ମୋଦୀ ଭୁବନେଶ୍ବର ମାଷ୍ଟର କ୍ୟାଣ୍ଟିନରୁ ବାହାରି ବାଣୀବିହାର ପର୍ଯ୍ୟନ୍ତ ଯିବେ। ଉଭୟ ରାସ୍ତାରେ ଲୋକମାନେ ତାଙ୍କୁ ସ୍ବାଗତ କରିବା ପାଇଁ ବ୍ୟବସ୍ଥା […]
Akshaya Tritiya Puja: ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଚଳିତ ବର୍ଷ ଏହା ମେ ୧୦ ତାରିଖରେ ପାଳନ କରାଯାଉଛି। ଏହି ଦିନଟି କୃଷକମାନଙ୍କର ଦିନ ବୋଲି କୁହାଯାଏ। କାରଣ କୃଷକ ଏହିଦିନ ଅମୃତ […]
Akshaya Tritiya 2024 : ପଞ୍ଚଙ୍ଗ ଅନୁଯାୟୀ ଅକ୍ଷୟ ତୃତୀୟାର ପର୍ବ ପ୍ରତିବର୍ଷ ବୈଶାଖ ମାସର ଶୁକ୍ଲ ପକ୍ଷର ତୃତୀୟ ଦିନରେ ପାଳନ କରାଯାଏ। ଏଥର ଅକ୍ଷୟ ତୃତୀୟା ଅକ୍ଷୟ ତେଜ ନାମରେ ମଧ୍ୟ ଜଣାଶୁଣା। ଅକ୍ଷୟ ଅର୍ଥାତ୍ ଯାହା କେବେ […]
ମେଷ- ଆଜି ଆପଣଙ୍କ ପାଇଁ ଅନୁକୂଳ ହେବାକୁ ଯାଉଛି। ବ୍ୟବସାୟରେ ଆପଣ ଭଲ ସଫଳତା ପାଇବ ଏବଂ ତୁମେ କଠିନ ପରିଶ୍ରମ କରିବେ। ବିବାହିତ ଲୋକମାନେ ପାରିବାରିକ ଜୀବନକୁ ଉପଭୋଗ କରିବେ ଏବଂ ଜୀବନ ସାଥୀ ସହିତ ଆପଣଙ୍କର ସମ୍ପର୍କକୁ ସୁଦୃଢ […]