ଭୁବନେଶ୍ୱର: ଓଡ଼ିଶାର ଯୁବପିଢ଼ିଙ୍କ ଭିତରେ ରହିଛି ଅନନ୍ୟ ଦକ୍ଷତା। ଏହାକୁ ପ୍ରଦର୍ଶନ କରିବା ସହ ସେମାନଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ପ୍ରତିଯୋଗିତାରେ ସୁଯୋଗ ଦେବା ପାଇଁ ପ୍ରତିବର୍ଷ କରାଯାଉଛି “ଓଡ଼ିଶା ସ୍କିଲ୍ସ” କାର୍ଯ୍ୟକ୍ରମ। ମଙ୍ଗଳବାରଠାରୁ ବିଶ୍ୱ ଦକ୍ଷତା କେନ୍ଦ୍ର ସହିତ […]
ଭୁବନେଶ୍ଵର: ବଲାଙ୍ଗୀର ପାର୍ଶ୍ୱରୁ ସୋନପୁର ପର୍ଯ୍ୟନ୍ତ ଟ୍ରେନ୍ ଲାଇନ କାର୍ଯ୍ୟକ୍ଷମ ହେବା ଏବଂ ସ୍ଥାନୀୟ ଲୋକଙ୍କ ଆକାଂକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଏକ୍ସପ୍ରେସକୁ ସୋନପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇଛି। ଏହି ଟ୍ରେନର ପ୍ରାରମ୍ଭିକ ଚଳାଚଳ ଦିବସରେ ବଲାଙ୍ଗୀର ସାଂସଦ ସଂଗୀତ କୁମାରୀ […]
ନୂଆଦିଲ୍ଲୀ: ଖୁବ ଶିଘ୍ର ବିଜେପି ତାହାର ଦ୍ବିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କରିବାକୁ ଯାଉଛି। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ସେଣ୍ଟ୍ରାଲ ଇଲେକସନ କମିଟ ବା ସିଇସି ବୈଠକ ବସି ପ୍ରାର୍ଥୀ ତାଲିକା ଚୁଡାନ୍ତ କରାଯାଇଛି। ତେବେ ଏହି ବୈଠକରେ ଓଡିଶା […]
ଭୁବନେଶ୍ୱର: କୃଷି କ୍ଷେତ୍ରରେ ଉପୁଜୁଥିବା ସମସ୍ୟାକୁ ସାମ୍ନାକୁ ଆଣି ଏହାର ଦୀର୍ଘସ୍ଥାୟୀ ସମାଧାନର ବାଟ ବାହାର କରିବାର ସମୟ ଆସିଛି ବୋଲି ମଙ୍ଗଳବାର କହିଛନ୍ତି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ। ଶିକ୍ଷା ଓ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା […]
ଭୁବନେଶ୍ବର: ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି […]
ଭୁବନେଶ୍ଵର: ଉତ୍କଳ ସିନେ ଚାମ୍ବର୍ସ ଅଫ କମର୍ସ ତରଫରୁ ଏକ ବଡ଼ ଧରଣର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠାନର ସମସ୍ତ ସଭ୍ୟ ଏହି ଶିବିର ରେ ଯୋଗଦାନ କରିଥିଲେ। ଅନେକ ବର୍ଷ ବ୍ୟବଧାନରେ ଏହି ଶିବିର ଅନୁଷ୍ଠିତ ହୋଇଥିବାରୁ ଅନୁଷ୍ଠାନର […]
ଭୁବନେଶ୍ବର: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତୀନ ଗଡ଼କରୀ ସମ୍ବଲପୁର ଜିଲ୍ଲାରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଅଇଁଠାପାଲି ଜଙ୍କସନ୍ ଠାରେ ୬ ଲେନ୍ ବିଶିଷ୍ଟ ୩.୫ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ସ୍ମାର୍ଟ ଭିଲେଜ୍ କଲରାବାଙ୍କଠାରେ ୧୦୦ ଶଯ୍ୟାବିଶିଷ୍ଟ ଅତ୍ୟାଧୁନିକ କିମ୍ସ ଗ୍ରାମୀଣ ଡାକ୍ତରଖାନା ଏବଂ କଲରାବାଙ୍କ ସ୍ମାର୍ଟ ଭିଲେଜର ଲୋକାର୍ପଣ କରିବା ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୯ଟି କିମ୍ସ ଗ୍ରାମୀଣ […]
ଭୁବନେଶ୍ବର: ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ […]
ଭୁବନେଶ୍ୱର: ଅନ୍ତର୍ଜାତୀୟ ମହିଳା ଦିବସ ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ‘ସ୍ୱକଳ୍ପ’ କାର୍ଯ୍ୟକ୍ରମ ଅଧୀନରେ ଉଦ୍ୟୋଗୀ ପରାମର୍ଶ ଶିବିର ଆୟୋଜନ କରାଯାଇଛି। ସୋମବାର ଦିନ ଭୁବନେଶ୍ୱରସ୍ଥିତ ଗଙ୍ଗନଗର ଗୋଷ୍ଠୀ କେନ୍ଦ୍ରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୧୦୦ରୁ ଅଧିକ ମହିଳା ଉଦ୍ୟୋଗୀ ଭାଗ ନେଇଥିଲେ। […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଦେଶରେ ୧୦ ଗୋଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା ବେଳେ ଓଡ଼ିଶାକୁ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ମିଳିଛି। ଭୁବନେଶ୍ୱରରୁ ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ତେବେ […]
ଖୋର୍ଦ୍ଧା: ଜେଲ ଭିତରୁ ବ୍ରାଉନସୁଗାରର ନେଟୱର୍କ ଚାଲିଥିଲା। ମୋବାଇଲରେ ଅପରେଟିଂ ହେଉଥିଲା ଧଳା ଜହରର ବେପାର। ଜେଲ ଭିତରୁ ଏକ ମୋବାଇଲ ଧରପଡିବା ପରେ ପୁରା ଘଟଣାର ପର୍ଦ୍ଦାଫସ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରିଥିଲା ପୋଲିସ। […]
ଭୁବନେଶ୍ବର: ବିଜେଡି ବିଜେପି ମେଣ୍ଟକୁ ନେଇ କେବଳ ଓଡିଶା କାହିଁକି ସାରା ଦେଶରେ ଚାଲିଛି ଚର୍ଚ୍ଚା। କାରଣ ଲୋକସଭା ନିର୍ବାଚନରେ ଜିତିବା ପାଇଁ କେଉଁ ଦଳ କଣ କରୁଛି ତାହା ଉପରେ ସମସ୍ତଙ୍କର ନଜର। ତେବେ ଓଡିଶାରେ ବିଜେଡି ବିଜେପିକୁ ନେଇ […]
ଭୁବନେଶ୍ବର: ମେଣ୍ଟ ନେଇ ସାରା ରାଜ୍ୟ ପଡୁଛି ଉଠୁଛି। ହେଲେ ଗତକାଲି ଏହି ମେଣ୍ଟ ନେଇ ସେପରି ଚର୍ଚ୍ଚା ଆଲୋଚନା କିଛି ଜଣାପଡି ନାହିଁ। ହେଲେ ବର୍ତ୍ତମାନ ନେତାଙ୍କଠାରୁ କର୍ମି ପର୍ଯ୍ୟନ୍ତ ସମସ୍ତଙ୍କ ମୁହଁରେ ଗୋଟିଏ କଥା ଏହି ମେଣ୍ଟ କାହିଁକି। […]
ଭୁବନେଶ୍ଵର: ରେଳବାଇର ଭିତ୍ତିଭୂମିର ଅଭିବୃଦ୍ଧି ଏବଂ ଭାରତୀୟ ରେଳର ସଂଯୋଗୀକରଣ ପ୍ରକିୟାର ବୃଦ୍ଧି ହେତୁ ପ୍ରଧାନମନ୍ତ୍ରୀ 12 ମାର୍ଚ୍ଚ 2024 ମଙ୍ଗଳବାର ଦିନ 85,000 କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପ (ପ୍ରାୟ 6000 ନମ୍ବର) ର ଭିତ୍ତି ପ୍ରସ୍ତର […]
ଟାଙ୍ଗୀ: ରାଜ୍ୟର ଅନ୍ୟତମ ଶକ୍ତି ପୀଠ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ବ୍ଲକ ମୁଲିଝର ଗଡ଼ରେ ବିଦ୍ୟମାନ ମା’ ଉଗ୍ରତାରାଙ୍କ ମନ୍ଦିରର ଉନ୍ନତିକରଣ ସହ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଶିଳାନ୍ୟାସ କରିଛନ୍ତି। ଆଜି ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର 46 ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ୯୩୩.୦୭ କୋଟି ଟଙ୍କାର କାଳିଆ ସହାୟତା-୨୦୨୪ ପ୍ରଦାନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ଜିଲ୍ଲାରେ ଚାଷୀ ଭାଇଭଉଣୀ ମାନଙ୍କୁ କୃଷି କାର୍ଯ୍ୟ […]
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କୁ ତୃତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଆସନରେ ବସାଇବା ଲକ୍ଷ୍ୟରେ ବିଜେପି ସାରା ଦେଶରେ ସାଧାରଣ ଜନତାଙ୍କ ମତାମତ ଲୋଡିିବାକୁ ପ୍ରୟାସ ଆରମ୍ଭ କରିଛି। ଗତ ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ଦେଇଥିବା ୨୩୫ଟି ନିର୍ବାଚନ ପ୍ରତିଶ୍ରୁତି ମଧ୍ୟରୁ […]
ଭୁବନେଶ୍ବର: ରେମୁଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେଡି ବିଧାୟକ ସୁଦର୍ଶନ ଜେନା ଆଜି ବିଧିବଦ୍ଧ ଭାବେ ବିଜେଡି ଛାଡି କଂଗ୍ରେସରେ ଯୋଗ ଦେଇଛନ୍ତି। ସେ ତାଙ୍କର ଶତାଧିକ କର୍ମିଙ୍କ ସହ ଓଡିଶା ପ୍ରଭାରୀ ଡ଼.ଅଜୟ କୁମାର ,ପିସିସି ସଭାପତି ଶ୍ରୀଯୁକ୍ତ ଶରତ […]