ରାଜ୍ୟ ଖବର

ଭୁବନେଶ୍ବର : ଭୁବନେଶ୍ୱର ଜୟଦେବ ବାଟିକା ଭିତରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁସାରେ ଭୁବନେଶ୍ବର ସ୍ଥିତ ଜୟଦେବ ବାଟିକାର 53 ନମ୍ବର…

ଭୁବନେଶ୍ବର : ତିର୍ତ୍ତୋଲ ଓ ବାଲେଶ୍ବର ଉପନିର୍ବାଚନ ସମ୍ପର୍କକୁ ନେଇ ବିଜେପି ପ୍ରତିକ୍ରିୟା ରଖିଛି । ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ପ୍ରତିକ୍ରିୟା ରଖି କହିଛନ୍ତି…

ବଲାଙ୍ଗିର: ପାଟଣାଗଡ଼ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ସଅଁରାପଡ଼ାରେ ଗୋଟିଏ ଘର ଭିତରୁ ଛଅ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ମୃତକମାନେ ସମସ୍ତେ…

ଭୁବନେଶ୍ୱର: ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାଙ୍କୁ ମିଳିବ ଚୁନା ମାଛ। ଅଙ୍ଗନଓ୍ବାଡି ପିଲାଙ୍କୁ ସୁଷମ ଖାଦ୍ୟ ଦିଆଯାଉଥିଲା। ତେବେ ପୃଷ୍ଟି ପାଇଁ ସେମାନଙ୍କୁ ଅଣ୍ଡା, ଛତୁଆ ଦିଆଯାଉଥିବା ବେଳେ…

ଭୁବନେଶ୍ବର: ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ 4 ଓ କଟକରୁ 3ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ…

ଭୁବନେଶ୍ବର : ରାଜ୍ୟରେ ଦୁଇଟି ଉପନିର୍ବାଚନ ଫଳାଫଳ ଆସିସାରିଛି । ଦୁଇଟି ଯାକ ଆସନରେ ବିଜେଡି ବାଜିମାତ୍‌ କରିଛି । ଏହି ଦୁଇଟି ଆସନରେ ବିଜେପିକୁ ଦ୍ବିତୀୟ…

ଭୁବନେଶ୍ବର:  ରାଜ୍ୟରେ ଆଜି ୧୨୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି…

ନୂଆଦିଲ୍ଲୀ, ଆସନ୍ତା ୧୪ ନଭେମ୍ବର ଶନିବାର ଦିନ ପଡୁଛି ଚଳିତ ବର୍ଷର ଦୀପାବଳି। ଆପଣ ଜାଣିଲେ ଆଶ୍ଚର‌୍ୟ୍ୟ ହେବେ ଏଥର ଦୀପାବଳିରେ ୪୯୯ ବର୍ଷ ପରେ କେତେକ…

କନ୍ଦର୍ପ ବେହେରା ରେଢାଖୋଲ: ନିଖୋଜ ହେବାର ଦଶବର୍ଷ ପରେ ଜଣେ ଏଗାର ବର୍ଷ ବୟସର ବାଳିକା ନିଜର ଜନ୍ମ ମାଟିକୁ ଫେରିଛନ୍ତି। ଅପହରଣ କରିନେଇଥିବା ମହିଳାଙ୍କ ନାମରେ…

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୪୪୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା…

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 63 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 63କରୋନା ଆକ୍ରାନ୍ତଙ୍କ ମଧ୍ୟରେ 15 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 48…

ଭୁବନେଶ୍ବର : ଆସନ୍ତା 20 ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ତେବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅଧିବେଶନ ପୂର୍ବରୁ ବିଧାନସଭାର ସମସ୍ତ…

ଭୁବନେଶ୍ବର: ରାଜ୍ୟରେ ଆଉ 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସମ୍ବଲପୁର ଓ ମୟୂରଭଞ୍ଜରୁ ଜିଲ୍ଲାରୁ ସର୍ବାଧିକ ତିନିଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ସୁନ୍ଦରଗଡ ଓ…

ଭୁବନେଶ୍ବର:  ରାଜ୍ୟରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ଆଜି ରାଜ୍ୟରେ ଏକ ହଜାରରୁ କମ୍‌ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତିନିମାସ ୨୦ ଦିନ ପରେ ରାଜ୍ୟରେ…

ଭୁବନେଶ୍ବର : ଆଜି ଉପନିର୍ବାଚନ ପାଇଁ ଭୋଟ୍‌ ଗଣତି ଅନୁଷ୍ଠିତ ହେଉଛି । ବାଲେଶ୍ବର ଓ ତିର୍ତ୍ତୋଲ ଉପନିର୍ବାଚନ ଭୋଟ ଗଣତି ଜାରି ରହିଛି । ପ୍ରାରମ୍ଭିକ…