ରାଜ୍ୟ ଖବର

ଭୁବନେଶ୍ବର: ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କଂଫରେନ୍ସ ଦ୍ଵାରା ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…

ଭୁବନେଶ୍ୱର: କେବଳ ଛୋଟ ପିଲା ଏବଂ ଗର୍ଭବତୀ ମା’ମାନଙ୍କ ପୋଷଣ ଓ ସ୍ୱାସ୍ଥ୍ୟରକ୍ଷା ପାଇଁ ନୁହେଁ, କୋଭିଡ୍‌ ପରିସ୍ଥିତି ମଧ୍ୟରେ ଗତ ଏକ ବର୍ଷରୁ ଅଧିକ ସମୟ…

ଭୁବନେଶ୍ୱର: ବଙ୍ଗୋପ ସାଗରରେ ଆସନ୍ତା କାଲି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଉପକୂଳ ଓଡ଼ିଶାରେ ଆସନ୍ତା ସପ୍ତାହରେ ପ୍ରବଳ ବର୍ଷା ହୋଇପାରେ। ଏହି ଲଘୁଚାପ…

ଭୁବନେଶ୍ବର/ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀରେ ଏକ କୋଭିଡ ହସ୍ପିଟାଲକୁ ଲୋକାର୍ପଣ କରିଛନ୍ତି। ଭିଡିଓ କଂଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ହସ୍ପିଟାଲକୁ ଲୋକାର୍ପିତ…

ଭୁବନେଶ୍ବର: ଭୁବନେଶ୍ବର ସ୍ଥିତ ଝାରପଡା ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବଂ ଆଇଏଫଏସ ଅଭୟକାନ୍ତ ପାଠକ କୋଭିଡରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ ଝାରପଡା ଜେଲର…

ରମେଶ ମହାନ୍ତି ଜଗତସିଂହପୁର: ବଙ୍ଗୋପସାଗରରେ ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ…

ଭୁବନେଶ୍ୱର: ଏକ ଜଟିଳ ଅସ୍ତ୍ରୋପଚାର ଦ୍ୱାରା ବିରଳ ଜନ୍ମଗତ ତ୍ରୁଟି ଥିବା ମାତ୍ର ୧୨ ଦିନର ନବଜାତ ଶିଶୁର ଜୀବନ ବଂଚାଇବାରେ ସକ୍ଷମ ହୋଇପାରିଛନ୍ତି ଇନ୍ଷ୍ଟିଚ୍ୟୁଟ ଅଫ…

ଭୁବନେଶ୍ୱର: ଆସନ୍ତାକାଲି ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୪ ତାରିଖରେ ଏହା ସାମୁଦ୍ରିକ ବାତ୍ୟାରେ ପରିଣତ ହେବ।…

ସୀତାରାମ ଅଗ୍ରୱାଲ ଚିଲିକା: କରୋନା ମହାମାରୀ ଯୋଗୁଁ ଲକଡାଉନ ଜାରି ରହିଥିବା ବେଳେ ଏହି ସମୟରେ ଘର ପାଖରେ ଲୋକଙ୍କୁ ସେବା ଯୋଗାଇ ଦେବା ଲାଗି ରାଜ୍ୟ ସରକାରଙ୍କ…

ଭୁବନେଶ୍ବର: ଆଜି ସନ୍ଧ୍ୟା ୫:୩୦ ମିନିଟରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କଂଫରେନ୍ସ ରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ।…

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୦୩…

ଭୁବନେଶ୍ବର: ଆଜି ରାଜ୍ୟରେ ୧୨ ହଜାର ୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଭୁବନେଶ୍ବର, ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ସାମ୍ନା କରିବା ପାଇଁ ଅତିରିକ୍ତ ମୁଖ୍ୟଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ୍‍ କମିଶନର ପ୍ରଦୀପ ଜେନା ରାଜ୍ୟର ପ୍ରଭାବିତ ହେବାର ସମ୍ଭାବନା…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀ ଅଞ୍ଚଳରେ ପୋଲିସର କଡା କୋଭିଡ଼ ଏନ୍ଫୋର୍ସମେଣ୍ଟ ଦେଖିବାକୁ ମିଳିଛି। ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ…

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଛିଡା ହୋଇଥିବା ଏକ ସ୍କୁଲ ବସ ମଧ୍ୟରୁ ମୃତ ଦେହ ଉଦ୍ଧାର କରାଯାଇଛି। ଲକଡାଉନ ଯୋଗୁଁ…

ଭୁବନେଶ୍ବର/ବ୍ରହ୍ମପୁର: ଆଜି ବ୍ରହ୍ମପୁର ସ୍ଥିତ ଏମକେସିଜିରେ ଅକ୍ସିଜେନ ପ୍ଳାଣ୍ଟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅକ୍ସିଜେନ ପ୍ଳାଣ୍ଟକୁ…

ନୂଆଦିଲ୍ଲୀ: କରୋନା ସଙ୍କଟ ଭିତରେ କର ଦାତାଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବ୍ୟକ୍ତିଗତ ଆୟକର ଟିଟର୍ଣ୍ଣ…

ନୂଆଦିଲ୍ଲୀ: କରୋନା ମହାମାରୀର ସ୍ଥିତି ଏବେ ଉଦବେଗଜନକ ଥିବା ବେଳେ ବ୍ଲାକ ଫଙ୍ଗସ୍ ସାରା ଦେଶକୁ ଚିନ୍ତାରେ ପକାଇଛି। ଏହି ରୋଗର ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…