ଭୁବନେଶ୍ୱର, ଓଡ଼ିଶା ସରକ।ରଙ୍କର କୋଭିଡ ରୋଗୀଙ୍କ ପ।ଇଁ ସେବ।ର ପରିଚ।ଳନା ଅତି ନୈର।ଶ୍ୟଜନକ ବୋଲି ପ୍ରଦେଶ କଂଗ୍ରେସ କମିଟି କ।ର୍ଯ୍ୟକ।ରୀ ସଭ।ପତି ପ୍ରଦୀପ ମ।ଝୀ ଅସନ୍ତୋଷ ବ୍ୟକ୍ତ…
ରାଜ୍ୟ ଖବର
ଭୁବନେଶ୍ବର, ବର୍ତ୍ତମାନ କରୋନା ମହାମାରୀ ସମୟରେ ଶରୀରେ ରୋଗ ପ୍ରତିରୋଧ ଶକ୍ତି ନିହାତି ଆବଶ୍ୟକ। ଯେଉଁମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ ସେମାନଙ୍କୁ ଯେ କୌଣସି ପ୍ରକାରର…
ଭୁବନେଶ୍ବର, ବର୍ତ୍ତମାନ ଗ୍ରାମାଞ୍ଚଳରେ କରୋନା ଧିରେଧିରେ କାୟା ବିସ୍ତାର କରିବାରେ ଲାଗିଲାଣି। ଏପରି କ୍ଷେତ୍ରରେ ପ୍ରତିଟି ଗାଁ ପାଇଁ ସାହା ଭରସା ହେଉଛନ୍ତି ଅଙ୍ଗନବାଡି ଓ ଆଶା…
ରମେଶ ମହାନ୍ତି ଜଗତସିଂହପୁର:- ଜଗତସିଂହପୁର ଜିଲ୍ଲାରେ କିଛିଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିଲା କିନ୍ତୁ ଆଜି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ…
ଭୁବନେଶ୍ୱର: କମ୍ ଯାତ୍ରୀ ଓ କରୋନା ସଂକ୍ରମଣ ରୋକିବାକୁ ପୂର୍ବତଟ ରେଳ ବିଭାଗ ବଡ଼ ପଦକ୍ଷେପ ନେଇଛି। ମେ’ ୩୧ ଯାଏଁ ବନ୍ଦ ରହିବ ୫ ଯୋଡ଼ା…
ଭୁବନେଶ୍ବର: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ୧୦ ହଜାର ଉପରେ ରହୁଛି। ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ ଭବିଷ୍ୟତରେ ଚିକିତ୍ସା ପାଇଁ ଅମ୍ଳଜାନ ଆବଶ୍ୟକ ହୋଇପାରେ। ତେଣୁ ଯେପରି…
ଭୂବନେଶ୍ୱର: କୋଭିଡ଼ ରୋଗୀ ଙ୍କ ଚିକିତ୍ସା ପାଇଁ ଯାଜପୁର ରେ ଘରୋଇ ସହାୟତା ରେ ଏକ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତ ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା…
ରମେଶ ମହାନ୍ତି ଜଗତସିଂହପୁର: ପ୍ରାଥମିକ ଶିକ୍ଷାଦାନରେ ଗୁଣାତ୍ମକ ପରିବର୍ତ୍ତନ କରିବାକୁ ରାଜ୍ୟ ସରକାର ଶିକ୍ଷାସହାୟକ ନିଯୁକ୍ତ ୨୦୦୧ ମସିହାରୁ ପ୍ରଚଳନ ଅରମ୍ଭ କଲେ। ଜଣେ ଶିକ୍ଷାସହାୟକ ନିଷ୍ଠାର…
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୫୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୨୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା…
ସୀତାରାମ ଅଗ୍ରୱାଲ ବାଣପୁର: ସାରା ରାଜ୍ୟରେ ଲକଡ଼ାଉନ ଜାରି ରହିଥିବାବେଳେ ମଦକୁ କେବଳ ହୋମ ଡେଲିଭେରୀ ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। କିନ୍ତୁ ଖୋର୍ଦ୍ଧା ଜିଲ୍ଲା ବାଣପୁର…
ଭୁବନେଶ୍ବର: ସମଗ୍ର ବିଶ୍ଵକୁ କରୋନା ମହାମାରୀ କବଳିତ କରିଛି। ଏହି ସମୟରେ ଅନେକ ଲୋକଙ୍କ ଜୀବନ ଚାଲିଯାଉଥିବା ବେଳେ ଅନେକ ଲୋକ ରୋଜଗାର ହରାଇବସିଛନ୍ତି। କିନ୍ତୁ ଏହି…
ଭୁବନେଶ୍ବର: ରାଜ୍ୟରେ ଲକଡାଉନ ଅବଧିକୁ ସରକାର ବୃଦ୍ଧି କରିଛନ୍ତି। ଜୁନ୍ ୧ ତାରିଖ ଯାଏଁ ଲକଡାଉନକୁ ବୃଦ୍ଧି କରାଯାଇଛି। ଜୁନ୍ ୧ ତାରିଖ ସକାଳ ୫ ଟା…
ଭୁବନେଶ୍ବର: ଆଜି ଦିନ ୧ ଟା ୪୫ ମିନିଟରେ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏକ ସାମ୍ବାଦିକ ସମ୍ମିଳନୀ କରିବାକୁ ଯାଉଛନ୍ତି। ଏହି ସାମ୍ବାଦିକ…
କନ୍ଦର୍ପ ବେହେରା ରେଢାଖୋଲ: ନିଜ ଝିଅ ଘରକୁ କେନ୍ଦୁପତ୍ର ତୋଳିବାକୁ ଯାଇ ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଅଂଚଳର ଜନୈକା ମହିଳା ନିଖୋଜ ହେବାର ୨ ଦିନ ପରେ…
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୫୭…
ଭୁବନେଶ୍ବର: ଆଜି ରାଜ୍ୟରେ ୧୦ ହଜାର ୩୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୮୬୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୧ ହଜାର ୮୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା…
ଭୁବନେଶ୍ବର, ବର୍ତ୍ତମାନ କୋଭିଡି ପାଇଁ ଲକଡାଉନ ଚାଲିଥିବାରୁ ରାଜ୍ୟର ସମସ୍ତ ଅଙ୍ଗନବାଡି ବନ୍ଦ ରହିଛି। ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କାର୍ଯ୍ୟ ଚାଲୁ କରିବା ପାଇଁ…

