ରାଜ୍ୟ ଖବର

ନୂଆଦିଲ୍ଲୀ, ଖୁବ୍ ଶିଘ୍ର ସିବିଆଇ ନିର୍ଦ୍ଦେଶକ ପଦବୀରେ ବସିବେ ଜଣେ ଓଡିଶାରେ ଜନ୍ମିତ ଆଇପିଏସ ଅଫିସର। ତାଙ୍କ ନାମ କୁଆଡେ ଚୁଡାନ୍ତ ହୋଇ ସାରିଛି ବୋଲି ନୂଆଦିଲ୍ଲୀରେ…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ନର୍ଲା ନିର୍ବାଚନ ମଣ୍ଡଳୀରେ ଏବେ କରୋନା ସଂକ୍ରମଣ ସଂଖ୍ୟା ଉପର ମୁହାଁ ହେଉଛି। ପ୍ରତ୍ୟେକ ଦିନ ଅଂଚଳରେ ଶହ…

ଭୁବନେଶ୍ବର, ପ୍ରଖ୍ୟାତ ସଂଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଟୁଇଟି କରି କହିଛନ୍ତି ଯେ, ‘ ପ୍ରଖ୍ୟାତ…

ସୀତାରାମ ଅଗ୍ରୱାଲ ଚିଲିକା: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଦୀର୍ଘ ୧୩ ଦିନ ହେଲା ଲକଡାଉନ କଟକଣା ଜାରି ରହିଛି। ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ…

ଭୁବନେଶ୍ବର: ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ଆଜି ପରଲୋକ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ଘରୋଇ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ…

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୩୫…

ଭୁବନେଶ୍ବର: ଆଜି ରାଜ୍ୟରେ ୧୦ ହଜାର ୭୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଭୁବନେଶ୍ବର, ଭୁବନେଶ୍ଵର ମହାନଗର ନିଗମ କମିଶନର ସଞ୍ଜୟ କୁମାର ସିଂହ ଏକ ପ୍ରେସ ବିବୃତ୍ତିରେ କହିଛନ୍ତି ଯେ, ଆମ୍ଭେମାନେ ବର୍ତ୍ତମାନ ଏକ ଗଭୀର ସମସ୍ୟା ମଧ୍ୟରେ ଗତି…

ଭୁବନେଶ୍ବର,ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି ବୋଲି କହିହେବ ନାହିଁ। ବର୍ତ୍ତମାନ ସହର ସହିତ କରୋନା ଗ୍ରାମାଞ୍ଚଳ…

ଭୁବନେଶ୍ଵର, ରାଜ୍ୟରେ କରୋନା ଲଢେଇକୁ ଅଧିକ ଲକ୍ଷଭେଦୀ ଓ ଫଳପ୍ରସୂ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଅପରାହଣରେ ରାଜ୍ୟବାସୀଙ୍କୁ ଗୁରୁତ୍ଵପୂର୍ଣ୍ଣ…

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡି ର ସାମାଜିକ ଅନୁଷ୍ଠାନ ‘ଓଡ଼ିଶା ମୋ ପରିବାର’ ସମସ୍ତ ସାମାଜିକ କାର୍ଯ୍ୟ କୁ ସମଗ୍ର ରାଜ୍ୟରେ ତ୍ବରାନ୍ବିତ କରୁଅଛି।ଏହି…

ଭୁବନେଶ୍ବର: କୋଭିଡ଼ ହସ୍ପିଟାଲ ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଏକ ନିର୍ଦ୍ଦେଶନାମା ଜାରି କରିଛି। ସବୁ ହସ୍ପିଟାଲରେ ହେଲ୍ପ ଡେସ୍କକୁ ବାଧ୍ୟତାମୂଳକ କରାଯାଇଛି। ଏହି ହେଲ୍ପଡେସ୍କ ୨୪…

ଭୁବନେଶ୍ବର: କୋଭିଡ଼ର ଦ୍ଵିତୀୟ ଲହରୀରେ ଶିଶୁମାନେ ଆକ୍ରାନ୍ତ ହେଉଥିବାରୁ ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଶିଶୁଙ୍କ ସୁରକ୍ଷା ଲାଗି ରାଜ୍ୟ ସରକାର ଏକ କମିଟି…

ଭୁବନେଶ୍ୱର: ୯ଟି ହସ୍ପିଟାଲ ବୁଲି ଶେଷରେ ଆଖି ବୁଜିଲେ ନବବଧୁ ଭଳି ସମ୍ବାଦକୁ ଦେଖିଲା ପରେ ମନ ଭିତରେ ସ୍ୱତଃ ରାଜ୍ୟ ସରକାରଙ୍କ କଥା ଓ କାମ…

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୨ ହଜାର ୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା…

ଭୁବନେଶ୍ୱର: ଭାରତୀୟ ଦୂରସଂଚାର ନିୟାମକ କର୍ତ୍ତୁପକ୍ଷ (ଟ୍ରାଇ) ଦ୍ୱାରା ନିକଟରେ ପ୍ରକାଶିତ ୪ଜି ସ୍ପିଡ୍ ଚାର୍ଟରେ ରିଲାଏନ୍ସ ଜିଓ ଏପ୍ରିଲ୍ ମାସରେ ସର୍ବାଧିକ ହାରାହାରି ଡାଉନ୍‌ଲୋଡ୍ ସ୍ପିଡ୍…

ରମେଶ ମହାନ୍ତି ଜଗତସିଂହପୁର: ଦୃତ ଗତିରେ ବୃଦ୍ଧି ପାଉଥିବା କରୋନାର ଦ୍ୱିତୀୟ ଲହରୀରେ ଜଗତସିଂହପୁର ଜିଲ୍ଲାରୁ ଯେମିତି କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ଧରୁନି, ହୁ…

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଟକଣା ଅବଧିକୁ ପୁଣିଥରେ ବୃଦ୍ଧି କରାଯାଇଛି। କରୋନା ସଂକ୍ରମଣକୁ ଦେଖି କଟକଣା ଅବଧିକୁ ବୃଦ୍ଧି କରାଯାଇଛି। ଜୁନ୍ ୧୫ ତାରିଖ ଯାଏଁ…

ଭୁବନେଶ୍ୱର: ହାରିବ କରୋନା, ଜିତିବ ମଣିଷ। ଏ କଥାକୁ ପୁଣି ଥରେ ସାବ୍ୟସ୍ତ କରିଛନ୍ତି ୯୦ ବର୍ଷୀୟା ଜଣେ ବୃଦ୍ଧା। ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୩୫୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…