ରାଜ୍ୟ ଖବର

ଭୁବନେଶ୍ବର: ଆସନ୍ତକାଲି ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଆଜି ମନ୍ତ୍ରୀ ଓ ବିଧାୟକଙ୍କ କରୋନା ଟେଷ୍ଟ ରିପୋର୍ଟ ଆସିଛି। ରାଜ୍ୟର ୧୪ ଜଣ ମନ୍ତ୍ରୀ ଓ…

ଭୁବନଶ୍ବର, ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗ ଦ୍ବାରା ପରିଚାଳିତ ଇକୋ ପର୍ଯ୍ୟଟନ କ୍ଷେତ୍ର ଖୋଲିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରାଜ୍ୟରେ ଥିବା 42 ଟି ସବୁଜ…

ଭୁବନେଶ୍ବର, ଉପ ନିର୍ବାଚନକୁ ଦୃଷ୍ଟିରେ ରଖି ତିର୍ତ୍ତୋଲ ପାଇଁ ଚଳଚଞ୍ଚଳ ହୋଇପଡିଛି ଶାସକ ବିଜେଡି। ଆଜି ସେହି ଅଞ୍ଚଳର ମହାନଦୀ ଉପରେ ଦୁଇଟି ବ୍ରିଜର ଶିଳାନ୍ୟାସ କରିଛନ୍ତି…

ବାଲେଶ୍ବର : ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।  ଆଜି ବାଲେଶ୍ବରରୁ…

ଭୁବନେଶ୍ବର : ଆଜି ଯୁକ୍ତ ତିନି ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇଛି । ସେପ୍ଟେମ୍ବର 29 ତାରିଖରୁ ଅକ୍ଟୋବର 2…

ଭୁବନେଶ୍ବର, ବିଜୁ ଜନତା ଦଳ ତାହାର ଯୁବ ଓ ଛାତ୍ର ସଂଗଠନର ବିଭିନ୍ନ କର୍ମକର୍ତ୍ତାଙ୍କ ନାମ ଘୋଷଣା ପରେ ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଟେନସନ। ପ୍ରାରମ୍ଭିକ ପର୍ଯ୍ୟାୟରେ…

ଭୁବନେଶ୍ବର, ଓଡିଆ ଖାଦ୍ୟର ପ୍ରଚାର ପ୍ରସାର ପାଇଁ ଖୁବ ଶିଘ୍ର ଓଡିଶା ପର୍ଯ୍ୟଟନ ବିଭାଗ ରାଜ୍ୟରେ ଖୋଲିବ ରେସ୍ତୋରାଁ। ଯାହାର ନାମ ରଖାଯାଇଛି ‘ନିମନ୍ତ୍ରଣ’ ବୋଲି ପର୍ଯ୍ୟଟନ…

ଭୁବନେଶ୍ବର : ରାଜ୍ୟରେ ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ବରରୁ ସର୍ବାଧିକ 3ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ ମୟୂରଭଞ୍ଜ, ପୁରୀରୁ 2…

ଭୁବନେଶ୍ବର : ରାଜ୍ୟରେ ଆଜି  3 ହଜାର 235କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଭଦ୍ରକ, ଆଜି ସେପ୍ଟେମ୍ବର ୨୮ ତାରିଖ ଓଡିଶା ସ୍ବାଧୀନତା ସଂଗ୍ରାମ ଇତିହାର ଏକ ସ୍ମରଣୀୟ ଦିନ ହୋଇ ରହିଛି। କାରଣ ହେଲା ଠିକ୍ ୧୯୪୨ ମସିହା ଆଜିର…

ପୁରୀ, ଆଜି ଲତା ମଙ୍ଗେସକର 91 ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ସୁଦର୍ଶନ ପୁରୀ ବେଳାଭୂମିରେ…

ସୀତାରାମ ଅଗ୍ରୱାଲ ବାଲୁଗାଁ: ଗତକାଲି ବିଳମ୍ବିତ ରାତ୍ରିରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକ ନିକଟରେ ଏକ ମର୍ମନ୍ତୁଦ…

ଭୁବନେଶ୍ବର, ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବାଙ୍କି ବିଧାୟକ ଦେବୀ ରଂଜନ ତ୍ରିପାଠୀଙ୍କୁ ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି। ଦେବୀ…

ଭୁବନେଶ୍ବର, ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜୁ ଯୁବ ଜନତାର ସଭାପତି ଭାବେ ବିଧାୟକ ବ୍ୟୋମକେଶ ରାୟଙ୍କୁ ନିଯୁକ୍ତି ଦେଇଛନ୍ତି। ଏ ନେଇ ବିଜେଡି ତରଫରୁ…

ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ତରଜଙ୍ଗା ପଞ୍ଚାୟତ ସ୍ଥିତ କୋଟକଣା ଛକଠାରେ ଆଜି କଂଗ୍ରେସ ଓ ବିଜେପି ଦୁଇ ଦଳର ନେତା ଗୋଟିଏ ମଞ୍ଚରେ…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଆଜି ସନ୍ଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ କୁହୁଡି ଫାଣ୍ଡି ନିକଟରେ ଏକ ବାଇକ ଦୁର୍ଘଟଣା…

ବ୍ରହ୍ମପୁର: ଦେଶରେ କୋଟି କୋଟି ଲୋକ କରୋନା ମହାମାରୀ ଯୋଗୁଁ ପ୍ରଭାବିତ ହୋଇଛନ୍ତି। ଦେଶରେ ଏହି ମହାମାରୀ ଯୋଗୁଁ ପାଖାପାଖି ୧ ଲକ୍ଷ ଲୋକ ମୃତ୍ୟୁବରଣ କରିଥିବାବେଳେ ଅନେକଙ୍କ…

କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ଥାନା ବାଟଗାଁ ପଂଚାୟତ କେଲୋବେନି ଗ୍ରାମର ଜନୈକ ଯୁବକ ସାଙ୍ଗ ମାନଙ୍କ ସହ ଭୋଜି କରିବାକୁ ଯାଇ ପାଣିରେ ବୁଡିବା ଭଳି…