ରାଜ୍ୟ ଖବର

ପୁରୀ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀ ବିଗ୍ରହମାନଙ୍କର ଦୁର୍ଲଭ ହାତୀ ବେଶ ଅନୁଷ୍ଠିତ ହେବ। ଏ ନେଇ ଆଜି ଦଇତାପତି ସେବକମାନେ ସେନାପଟା ଓ ବାହୁଟ…

ଭୁବନେଶ୍ୱର: ଖୋର୍ଦ୍ଧା ରୋଡ୍ ଡିଭିଜନର ମାଲତୀପାଟପୁର ଏବଂ ପୁରୀ ମଧ୍ୟରେ ଏକ ରୋଡ୍ ଓଭର ବ୍ରିଜ୍ (ROB) ର ସୁରକ୍ଷିତ ସ୍ଥାପନ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ…

ମାଲକାନଗିରି ଜିଲ୍ଲାର କାଲିମେଳା ଥାନା ଅଧୀନ ଗୁଣ୍ଠାବେଡା ଜଙ୍ଗଲରେ ଚାଲିଥିବା କୁମ୍ବିଂ ଅପରେସନ୍‌ ବେଳେ ସୁରକ୍ଷା ବାହିନୀକୁ ମିଳିଛି ବଡ଼ ସଫଳତା। ଆଣ୍ଟି ନକ୍ସଲ ଅପରେସନ ସମୟରେ…

ଭୁବନେଶ୍ଵର : କମିଶନରେଟ୍ ପୁଲିସ୍‌କୁ ମିଳିଛି ବଡ଼ ସଫଳତା। ବହୁଚର୍ଚ୍ଚିତ କୋଟି କୋଟି ଟଙ୍କାର ଠକେଇ ମାମଲାରେ ମୋଷ୍ଟ ୱାଣ୍ଟେଡ୍ ଅଭିଯୁକ୍ତ ସଚିଦାନନ୍ଦ ଭୋଇଙ୍କୁ ଗିରଫ କରିଛି…

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ବେଆଇନ ବାଲି କାରବାର ବିରୋଧରେ ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ। ବିରିଡି ବ୍ଲକର ଶଙ୍ଖାରୀସାହି ଅଞ୍ଚଳରେ ଗଚ୍ଛିତ ଥିବା ୫୦୦ରୁ ଅଧିକ ଟ୍ରିପ୍‌ ବାଲିକୁ…

କଟକ: କଟକ ଏସ୍‌ସିବି ମେଡିକାଲର ବହୁ ପ୍ରତୀକ୍ଷିତ ନୂଆ କ୍ଲିନିକାଲ ୟୁନିଟ୍‌ ବିଲ୍ଡିଂର କାମ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ ହୋଇପାରିନାହିଁ। ଚଳିତ ବର୍ଷ ଜୁନ୍‌ ସୁଦ୍ଧା…

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ଅଧୀନ ମନ୍ଦିର ଛକରେ ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା। ବିବାହ ଭୋଜିରେ ମଟନ ନମିଳିବାକୁ କେନ୍ଦ୍ର କରି ଜଣେ ନାବାଳକଙ୍କ ଉପରେ…

ବାଲେଶ୍ଵର: ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍‌ର ପଥରଘାଟା ଅଞ୍ଚଳରେ ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା। ପାରିବାରିକ କଳହକୁ କେନ୍ଦ୍ର କରି ବୋହୂ ଜଣକ ଶାଶୁଙ୍କୁ ପନିକିରେ ଆକ୍ରମଣ…

ଭୁବନେଶ୍ଵର: ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ବାଘୁଣୀ ଜିନତ ତା’ର ଶାବକମାନଙ୍କ ସହ ଜଙ୍ଗଲରେ ଘୁରି ବୁଲୁଥିବାର ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ଦୁଇମାସରୁ କମ୍ ବୟସର ଏହି…

ଅନୁଗୁଳ: ଅନୁଗୁଳ ଜିଲ୍ଲାର ପାଲଲହଡ଼ା ଅଞ୍ଚଳରେ ଆଜି ଏକ ବଡ଼ ଅଘଟଣ ଅଳ୍ପକେ ଟଳିଯାଇଛି। ରାଉରକେଲାରୁ ପାରାଦୀପ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରେ ହଠାତ୍ ନିଆଁ ଲାଗିଯାଇଥିଲା।…

ଭୁବନେଶ୍ୱର: ହିନ୍ଦୀ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟା କଣ୍ଠଶିଳ୍ପୀ ପଦ୍ମଭୂଷଣ ସୁମନ କଲ୍ୟାଣପୁରଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟରେ ଓଡ଼ିଶା ସିନେକ୍ରିଟିକ୍ ଆସୋସିଏସନ୍ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ…

ଭୁବନେଶ୍ଵର: ପାଟଣାଗଡରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଆଧୁନିକ ବସଷ୍ଟାଣ୍ଡ ନିର୍ମାଣ ଦ୍ୱାରା ଉନ୍ନତ ଓ…

ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ପୁରୀ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ଟ୍ରାଫିକ ଡାଇଭର୍ସନ, ସୁରକ୍ଷିତ ଯାତାୟାତ…

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ମହୁଲଡିହା ଥାନା ଅନ୍ତର୍ଗତ ତରାମରା ଗ୍ରାମପଞ୍ଚାୟତର ଡକେଇପାଳ ଗ୍ରାମରେ ଘଟିଛି ଏକ ଚାଞ୍ଚଲ୍ୟକର ଦ୍ୱୈତ ହତ୍ୟାକାଣ୍ଡ। ଘର ଭିତରୁ ମା’ ଓ ୮…

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ବିୟର ବୋତଲରେ ଆକ୍ରମଣ କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାଟି…

ଭୁବନେଶ୍ୱର: ମହିଳାମାନଙ୍କୁ ଉଦ୍ୟୋଗ କ୍ଷେତ୍ରରେ ପ୍ରୋତ୍ସାହିତ କରିବା ପାଇଁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ରାଜ୍ୟ ମହିଳା ଉଦ୍ୟମିତା ପ୍ଲାଟଫର୍ମର ଶୁଭାରମ୍ଭ କରିଛନ୍ତି। ନୀତି…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ଅନ୍ତର୍ଗତ କଳାକାଢି ଗ୍ରାମରେ ସୋରଡ଼ା ଅବକାରୀ ବିଭାଗ ପକ୍ଷରୁ ଆତର୍କିତ ଚଢ଼ାଉ କରି ବିଭାଗୀୟ କର୍ମଚାରୀ…

ଭୁବନେଶ୍ୱର: ସମସ୍ତ ଅନୁଦାନ ଯୋଗ୍ୟ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ ଏବଂ ଅବସର ନେଇଥିବା ଓ କାର୍ଯ୍ୟରତ ଶିକ୍ଷକ ଏବଂ ଶିକ୍ଷାକର୍ମଚାରୀମାନଙ୍କୁ ଚାକିରି ସର୍ତ୍ତାବଳୀ ସହ…