ରାଜ୍ୟ ଖବର

ଭୁବନେଶ୍ବର: ଭୁବନେଶ୍ବର ମହାନଗରରୁ ୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହେଲେ ୪୧୨ ଜଣ। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୦୧…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀ ବାଇପାସରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏହି ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଆହତ…

ଭୁବନେଶ୍ବର: ଆସନ୍ତା ବିଧାନସଭା ମୌସୁମୀ ଅଧିବେଶନ ସମ୍ପୂର୍ଣ୍ଣ ସଂସଦ ଢ଼ାଞ୍ଚାରେ ଚାଲିବ। ସଂସଦ ଭଳି ବିଧାୟକଙ୍କ ସିଟ୍ ସମ୍ପୁଖରେ ମଧ୍ୟ କାଚ ଲଗାଯାଇଛି। ବସିବା ବେଳେ ବିଧାୟକମାନେ…

ଭୁବନେଶ୍ବର: ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ମହିଳା କମିଶନ ପକ୍ଷରୁ ଓଟିଭି ଏମଡିଙ୍କୁ  ସମନ କରାଯାଇଛି। ଭୁବନେଶ୍ବର ଡିସିପିଙ୍କ ଜରିଆରେ ସମନ କଲେ ମହିଳା କମିଶନ। ଅକ୍ଟୋବର…

ଭୁବନେଶ୍ବର: ଆଜି ରାଜ୍ୟରୁ ୧୧ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ବାଲେଶ୍ଵର, ବଲାଙ୍ଗିରି, ଗଞ୍ଜାମ ଓ ମାଲକାନଗିରିରୁ ୨ ଜଣ ଲେଖାଏଁ କରୋନାରେ ମୃତ୍ୟୁ ହୋଇଥିବା ବେଳେ…

ଭୁବନେଶ୍ବର: ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି। ସଂକ୍ରମଣ ରୋକିବାକୁ ସରକାର ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରୁଛନ୍ତି।  ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫ ହଜାର ୬୭୬…

ଭୁବନେଶ୍ୱର, ସର୍ବନିମ୍ନ ସହାୟକ ମୂଲ୍ୟ ଯୋଜନାରେ ଖରିଫ୍‌ ଧାନ ସଂଗ୍ରହ ନିମନ୍ତେ ଚାଷୀ ନାମ ପଂଜୀକରଣ ଗତବର୍ଷ ତୁଳନାରେ ୨୦୨୦-୨୧ ଖରିଫ୍‌ରେ ୨୧ ପ୍ରତିଶତ ବୃଦ୍ଧି ପାଇଛି…

ମୁମ୍ବାଇ / ଭୁବନେଶ୍ୱର: ଫଟାଫଟ କ୍ରିକେଟର ମହାକୁମ୍ଭ ଆଇପିଏଲ୍ ଆରମ୍ଭ ହୋଇଯାଇଛି। ଏଥି ସହିତ ଜିଓ ପକ୍ଷରୁ ଆରମ୍ଭ ହୋଇଛି ‘ଜିଓ କ୍ରିକେଟ୍ ପ୍ଲେ-ଆଲଙ୍ଗ୍‌’ ଯେଉଁଥିରେ ଖେଳ…

ଭୁବନେଶ୍ୱର, ୨୧.୯ : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ତମ ଜନ୍ମଦିବସ ଅବସରରେ ଓଡିଶାର ସିଲ୍‌ଭର ଗାନ୍ଧୀ ନିଜର ପଦଯାତ୍ରା ଜାରି ରଖିଛନ୍ତି। ଆଜି ଏହି ପଦଯାତ୍ରାରେ…

ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୭୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।…

ଭୁବନେଶ୍ୱର: କରୋନା ମହାମାରୀ ସହ ଯୁଦ୍ଧ କରି ଏହି ଅଦୃଶ୍ୟ ଶତ୍ରୁକୁ ପରାସ୍ତ କଲେ ୯୧ ବର୍ଷୀୟ ଜଣେ ବରିଷ୍ଠ ନାଗରିକ। ଭୁବନେଶ୍ୱର ସ୍ଥିତ ସମ୍ କୋଭିଡ…

କଟକ: କଟକ ସ୍ଥିତ ଜଗତପୁର କୋଭିଡ୍ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାଶ । ଅଗ୍ନିଶମ ଓ ବିଦ୍ୟୁତ…

କଟକ: କଟକ ଜଗତପୁର ସଦ୍‌ଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ଚିଫ୍ ଫାୟାର ଅଫିସର ସୁକାନ୍ତ ସେଠୀ। ସଦଗୁରୁ ହସ୍ପିଟାଲର ଫାୟାର ସେଫ୍ଟି…

ରମେଶ ମହାନ୍ତି ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା କୋର୍ଟ କମ୍ପ୍ଲେକ୍ସ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ଚର୍ଚ୍ଚିକା ବଜାରରୁ ଚାନ୍ଦୁରା ରୋଡ୍‌ ଯାଏଁ କଣ୍ଟେନମେଣ୍ଟ ଜୋନ୍‌…

ଭୁବନେଶ୍ୱର : ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ପଶ୍ଚିମ ଓଡ଼ିଶାର ସାତଟି ଜିଲ୍ଲା ପାଇଁ…

ଭୁବନେଶ୍ବର, ଆସନ୍ତା 29 ତାରିଖରେ ଆରମ୍ଭ ହେବ ଓଡିଶା ବିଧାନସଭାର ମୈସୁମୀ ଅଧିବେସନ। ତେବେ ଏଥର କୋଭିଡ ସଂକ୍ରାମଣରୁ ସଦସ୍ୟମାନଙ୍କୁ ବଞ୍ଚିତ କରିବା ପାଇଁ ନିଆଯାଇଛି ବିଭିନ୍ନ…

ମୁମ୍ବାଇ : ମୁମ୍ବାଇର ବଲାର୍ଡ ପିଆରସ୍ଥିତ ଏକ୍ସଚେଞ୍ଜ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ବିଲ୍ଡିଂରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି)ର କାର୍ଯ୍ୟାଳୟ ମଧ୍ୟ ରହିଛି। ଏଠାକୁ…