ରାଜ୍ୟ ଖବର

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଓଡ଼ିଶା ରାଜ୍ୟ ଆୟୁଷ ଡ଼ାକ୍ତରଙ୍କୁ ଗୋଟିଏ ପଟରେ ଅବହେଳା କରୁଥିବା ସମୟରେ ଅନ୍ୟପଟରେ ଏଲୋପାଥିକ୍‌ ଡ଼ାକ୍ତରଙ୍କ ପ୍ରତି ଅହେତୁକ ଅନୁକମ୍ପା ସମ୍ମାନ…

ଭୁବନେଶ୍ବର : ଗଞ୍ଜାମ ଜିଲ୍ଲାକୁ ରେଡ୍‌ ଜୋନ୍‌ ଭାବରେ ଘୋଷଣା କରାଯାଇଛି । ଆକ୍ରାନ୍ତଙ୍କ ସଂଖ୍ୟା ତ୍ବରିତ ଭାବରେ ବଢୁଥିବାରୁ ସରକାର ଗଞ୍ଜାମ ଜିଲ୍ଲାକୁ ରେଡ୍‌ ଜୋନ୍‌…

ବେଗୁନିଆ, ଓଡିଆ ଫେରନ୍ତାଙ୍କ ପାଇଁ ବେଗୁନିଆ ନିର୍ବାଚନ ମଣ୍ଡଳିରେ କରାଯାଇଥିବା କ୍ବାରଣ୍ଟାଇନ କେନ୍ଦ୍ରଗୁଡିକୁ ଅନୁଧ୍ୟାନ କରିଛନ୍ତି ଅଭିନେତ୍ରୀ ତଥା ବିଜେପି ନେତ୍ରୀ ଅନୁ ଚୈଧୁରୀ। ତେବେ ସେ…

ପିଣ୍ଟୁ ବିଷୋୟୀ ବେଗୁନିଆପଡା: କରୋନା ମୁକାବିଲା ପାଇଁ ରାଜ୍ୟସରକାର ପଞ୍ଚାୟତସ୍ତରରେ ସମସ୍ତ ପ୍ରସ୍ତୁତି କରିଛନ୍ତି। ଏଥିସହ ଗଞ୍ଜାମ ଜିଲ୍ଳା ବେଗୁନିଆପଡା ବ୍ଲକର ସମସ୍ତ ପଞ୍ଚାୟତରେ ମଧ୍ୟ ସମସ୍ତ…

ଭୁବନେଶ୍ବର : ବାହାର ରାଜ୍ୟରୁ ଆସୁଥିବା ଲୋକେ ବସ୍‌ରୁ ଓହ୍ଲାଇ ବୁଲିବା ପ୍ରସଙ୍ଗରେ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ତାଗିଦ୍‌ କରିଛନ୍ତି ସ୍ପେଶାଲ୍‌ ରିଲିଫ୍‌ କମିଶନର। ଟ୍ରେନ୍‌ରେ ଆସୁଥିବା…

ଭୁବନେଶ୍ବର : ଲକ୍ ଡାଉନର ଅବଧି ବୃଦ୍ଧି ହୋଇଥିବାବେଳେ ଶିକ୍ଷା ବିଭାଗକୁ ସଜାଡିବାକୁ ଆରମ୍ଭ କରିଛି ଉଚ୍ଚ ଶିକ୍ଷା ବିଭାଗ। ଏହି କ୍ରମରେ ଆଜି ରାଜ୍ୟର ବିଶ୍ବବିଦ୍ୟାଳୟର…

ଭୁବନେଶ୍ବର : ଓଡ଼ିଶାକୁ ଫେରୁଥିବା ପ୍ରବାସୀଙ୍କ ସମ୍ପର୍କରେ ସୁବ୍ରତ ବାଗ୍‌ଚୀ ସୂଚନା ଦେଇଛନ୍ତି। ଆଜି ଗୋଟିଏ ଦିନରେ 7451ଜଣ ପ୍ରବାସୀ ଓଡ଼ିଆ ଫେରିଛନ୍ତି ବୋଲି ସୂଚନା ରହିଛି…

ରମେଶ ମହାନ୍ତି ଜଗତସିଂହପୁର: ଆଜି ଅପରାହ୍ନରେ ରାଜ୍ୟରେ ଚିହ୍ନଟ ହୋଇଥିବା ୫ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ଜଗତସିଂହପୁର ଜିଲ୍ଲାର ରହିଥିଲେ। ଏହି ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ…

ଭୁବନେଶ୍ବର: ରାଜ୍ୟରୁ ଆଉ ପାଞ୍ଚ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜଗତସିଂହପୁର ଜିଲ୍ଲାରୁ ଚାରି ଜଣ ଏବଂ କେନ୍ଦ୍ରାପଡାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି। ନୂତନ…

ଭୁବନେଶ୍ବର : ନକଲି ଆରୋଗ୍ୟ ସେତୁ ଆପ୍‌ ପାଇଁ ଭୁବନେଶ୍ବର କମିଶନରେଟ୍‌ ପୋଲିସ୍‌ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅନେକ ବ୍ୟକ୍ତି ଏହି ଆପ୍‌ ଡାଉନ୍‌ଲୋଡ୍‌…

ଭୁବନେଶ୍ବର : କରୋନା ସମୟରେ ଲକ୍‌ଡାଉନ୍‌ କାରଣରୁ ସମସ୍ତ ପରୀକ୍ଷା ବାତିଲ ହୋଇଥିବା ବେଳେ ଏହାକୁ ନେଇ ରାଜ୍ୟର 11 ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ସହ ଆଲୋଚନା…

ସୀତାରାମ ଅଗ୍ରଓ୍ବାଲ ନୟାଗଡ : ରାଜ୍ୟ ସରକାରଙ୍କର 5ଟି ସଚିବ ଭିକେ ପାଣ୍ଡିଆନ ଓ ଉନ୍ନୟନ କମିଶନର ସୁରେଶ ମହାପାତ୍ର ନୟାଗଡ଼ ଗସ୍ତ କରିଛନ୍ତି । ନୟାଗଡର…

ଭୁବନେଶ୍ୱର : ଆଜି ଗଞ୍ଜାମରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଜଣକ ସୁରତ ଫେରନ୍ତା ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସରକାର। ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ…