ରାଜ୍ୟ ଖବର

ଭୁବନେଶ୍ବର, ଗ୍ୟାଙ୍ଗେଟିକ୍ ପଶ୍ଚିମ-ବଙ୍ଗ ଏବଂ ତାର ଆଖପାଖ ଅଂଚଳରେ ଗୋଟିଏ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଯାହା ସମୁଦ୍ର ପତ୍ତନ ଠାରୁ ୦.୯ କିମି ଯାଇଁ ବ୍ୟାପିଛି। ଏହା…

ଭୁବନେଶ୍ବର :ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ 6 ଜଣଙ୍କର ମୃତ୍ୟୁ ହୋଇଛି ।ଆନନ୍ଦପୁରରେ 4 ଏବଂ ଜଳେଶ୍ବର ଅଞ୍ଚଳରେ 2ଜଣଙ୍କ ମୃତ୍ୟୁହୋଇଛି। ଆନନ୍ଦପୁର ନନ୍ଦିପଦା ଥାନା…

କୋଣାର୍କ: ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ବିଶ୍ବ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର। ଏଏସଆଇ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। କରୋନା ଯୋଗୁଁ ସୂର୍ଯ୍ୟ ମନ୍ଦିର…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ବଡକର୍ଳାକଟ ଗ୍ରାମର ଶୁଣ୍ଡି ପଡା ଠାରେ ତିନି ଲକ୍ଷ୍ୟ ଅଟକଳ ମୂଲ୍ୟରେ ନିର୍ମାଣ ହେଉଥିବା କମ୍ୟୁନିଟି…

ରମେଶ ମହାନ୍ତି ଜଗତସିଂହପୁର :  ଜଗତସିଂହପୁର ସଂସ୍କୃତି ଭବନ ଠାରେ ଜଗତସିଂହପୁର ପୌରପ୍ରଶାସନ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜଗତସିଂହପୁର ପୌରପରିଷଦକୁ…

ଭୁବନେଶ୍ବର :  ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 500 ଟପିଛି। ଆଜି ରାଜ୍ୟରୁ କରୋନା ଯୋଗୁଁ 11 କରୋନାଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା, ମୟୂରଭଞ୍ଜ ଓ…

ଭୁବନେଶ୍ବର : ଆଜି 30ଟି ଜିଲ୍ଲାରୁ 3 ହଜାର 25ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 666 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ…

ଭୁବନେଶ୍ବର, ଶନିବାର ଓ ରବିବାର ବ୍ୟତୀତ ସପ୍ତାହରେ ପାଞ୍ଚଦିନ ଚଳାଚଳ କରୁଥିବା ୦୨୮୬୧/୦୨୮୬୨ ରାଉରକେଲା-ଭୁବନେଶ୍ୱର-ରାଉରକେଲା ଇଣ୍ଟର ସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ସେବାକୁ ୨୦୨୦ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ…

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଆଗାମୀ ବର୍ଷ ପାଇଁ ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ବିନିଯୋଗ ଯୋଜନା…

ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ତରଫରୁ ସେପ୍ଟେମ୍ବର ମାସ ପାଇଁ ଅନଲକ ୪.୦ ର  ଗାଇଡଲାଇନ ଜାରି କରାଯାଇଛି। କେନ୍ଦ୍ର ସରକାରଙ୍କ ଗାଇଡଲାଇନ ଅନୁଯାୟୀ ସପ୍ତାହନ୍ତ ସଟଡାଉନକୁ…

ଭୁବନେଶ୍ବର: ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ ୪୦୫୩ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।…

ଭୁବନେଶ୍ବର :  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଥିଲେ । ସେଠାରୁ ଫେରିବା ପରେ ଏକ ଉଚ୍ଚସ୍ତରୀୟ ବୈଠକରେ…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶମାର୍ଗରୁ ରାଜ୍ୟର ବନ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିଛନ୍ତି। ପରିଦର୍ଶନ ପରେ ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍ କରିଛନ୍ତି ।…

ଭୁବନେଶ୍ବର : ଯୁକ୍ତ ଦୁଇ ନାମଲେଖା ଆବେଦନ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର । ବନ୍ୟାଦୃଷ୍ଟିରୁ ଆବେଦନ ଅବଧି ବଢାଯାଇଥିବା କହିଲେ ଗଣଶିକ୍ଷା ମନ୍ତ୍ରୀ। ସେପ୍ଟେମ୍ବର…

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 404 ପଜିଟିଭ୍‌ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଭୁବନେଶ୍ବରରୁ ଆଜି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା ସୁସ୍ଥ ହୋଇଛନ୍ତି…

ଭୁବନେଶ୍ୱର: ମଧୁବାବୁ ପେନସନ ଯୋଜନା ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । ଚାରି ମାସର ଅଗ୍ରୀମ ମଧୁବାବୁ ପେନସନ ଟଙ୍କା ପାଇବେ ହିତାଧୀକାରୀ…