ଆଜି ରାଜ୍ୟର ପଶ୍ଚିମ ଭାଗରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡି ଜିଲ୍ଲାର ବାସିନ୍ଦା ୨୯ ବର୍ଷର ଏହି ଯୁବକ ନିକଟରେ ବାହାରିନରୁ ଫେରିଥିଲେ। ଆଜି…
ରାଜ୍ୟ ଖବର
(ସମୀକ୍ଷା ବ୍ୟୁରୋ) ଆଜି ଭୁବନେଶ୍ୱର ସ୍ଥିତ ଏମ୍ସ ମେଡିକାଲ କଲେଜରେ ପରୀକ୍ଷା ହୋଇଥିବା ୩୮ ଯାକ ନମୁନାରେ କରୋନା ଭୂତାଣୁ ମିଳିନାହିଁ ବୋଲି ଓଡିଶାର ସ୍ୱାସ୍ଥ୍ୟ ଓ…
ପୁରୀ, ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବର୍ତ୍ତମାନ କରୋନା ଭାଇରସ ଉପରେ ସିରିଜ ବାଲୁକା କଳା କରିବାରେ ଲାଗିଛନ୍ତି। ପୁରୀ ବେଳାଭୂମିରେ କେହି ଦର୍ଶକ ନ…
ରଞ୍ଜିତ୍ କୁମାର ପଣ୍ଡା କୁଜଙ୍ଗ : କୁଜଙ୍ଗ ବ୍ଲକର ଅତିରିକ୍ତି ମଣ୍ଡଳ ଉନ୍ନୟନ ଅଧିକାରୀଙ୍କ ରାତି ଅଧିଆ ବଦଳିକୁ ନେଇ ଚର୍ଚ୍ଚା। ମିଳିଥିବା ସୂଚନା ଅନୁସାରେ କୁଜଙ୍ଗ…
ସମୀକ୍ଷା ବ୍ୟୁରୋ ପୁରୀ : ଦାନଗହିରକୁ ଦଶ ଦିନ ପାଇଁ ସଟ୍ ଡାଉନ୍ ଘୋଷଣା କରାଗଲା । ପୁରୀ ଜିଲ୍ଲା ପିପିଲି ବ୍ଲକ ଦାନଗହିର ଗ୍ରାମକୁ ସଟ୍…
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଆଜି ପୁଣି ସଚେତନତାର ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନା ମାନବ ଜାତିର ସବୁଠାରୁ ବଡ ଶତ୍ରୁ,…
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଗତକାଲି ରାତ୍ରି 8ଟାରୁ ଭୁବନେଶ୍ବର, କଟକ, ଭଦ୍ରକଠାରେ 48 ଘଣ୍ଟା ପାଇଁ ସଟ୍ଡାଉନ୍ ଘୋଷଣା କରାଯାଇଛି। ଏହି ସଟ୍ ଡାଉନ୍କୁ ଉଲ୍ଲଂଘନ…
ସମୀକ୍ଷା ବ୍ୟୁରୋ ଭଦ୍ରକ : ଭଦ୍ରକରେ ସଟ୍ ଡାଉନ୍ ଉଲ୍ଲଂଘନ କରି ଧରାପଡ଼ିଲେ 9 ଜଣ । ଏହି ସମସ୍ତଙ୍କୁ14 ଦିନ ପାଇଁ ଇନ୍ଷ୍ଟିଚୁ୍ୟସନାଲ୍ କ୍ବାରେଣ୍ଟାଇନକୁ ପଠାଯାଇଛି…
କଟକ, ଦିନକୁ ଦିନ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏଥିପାଇଁ ବିଭିନ୍ନ ହସପିଟାଲ କର୍ତ୍ତୁପକ୍ଷ ଚିନ୍ତାରେ ପଡିଯାଇଛନ୍ତି। ଅନ୍ୟ ରୋଗୀମାନେ ଯେପରି ପ୍ରଭାବିତ ନ ହେବେ…
ସମୀକ୍ଷା ବ୍ୟୁରୋ ଭୁବନେଶ୍ୱର :ଓଡିଶା ପାଇଁ ଦୁଃସମ୍ବାଦ। ଆଜି ଗୋଟିଏ ଦିନରେ ରାଜ୍ୟରେ ୧୫ ଜଣ ବ୍ୟକ୍ତିଙ୍କ ଶରୀରରେ କରୋନା ଭୂତାଣୁ ସଂକ୍ରମିତ ହୋଇଥିବାର ସୂଚନା ମିଳିଛି।…
ସମୀକ୍ଷା ବ୍ୟୁରୋ ଭୁବନେଶ୍ୱର : ରାଜ୍ୟରେ ଆଜି ପୁଣି ତିନି ଜଣ ନୂତନ କରୋନା ପଜିଟିଭ୍ଙ୍କୁ ଚିହ୍ନଟ କରାଯାଇଛି । ଭୁବନେଶ୍ୱରର ବମିଖାଲ ଅଞ୍ଚଳରୁ ଏହି ତିନି…
ଭୁବନେଶ୍ବର, ଆଜି ରାଜ୍ୟର ଦୁଇଟି ସହରର ତାପମାତ୍ର 41 ଡିଗ୍ରୀରେ ପହଁଚିଛି। ଭୁବନେଶ୍ବର ପାଣିପାଗ ବିଭାଗ ସୂଚନା ଅନୁସାରେ ଆଜି ତାଳଚେର ଓ ଟିଟିଲାଗଡରେ 41 ଡିଗ୍ରୀ…
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : 48 ଘଣ୍ଟିଆ ସଟ୍ ଡାଉନ୍କୁ ନେଇ ପୋଲିସ୍ କମିଶନର ସୁଧାଂଶୁ ଷଡଙ୍ଗୀ ସୂଚନା ଦେଇଛନ୍ତି । ଏହି ସଟ୍ ଡାଉନ୍ ସମୟର…
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ଆଜି ରାଜ୍ୟରେ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ କଟକର ବୋଲି ଜଣାପଡିଛି। ସେ ଦିଲ୍ଲୀ ନିଜାମୁଦ୍ଦିନରୁ ଫେରିଥିବାର ଜଣାଇଛନ୍ତି କୋଭିଡ…
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ରାଜ୍ୟରେ ପଞ୍ଚମ କରୋନା ରୋଗୀଙ୍କ ଚିହ୍ନଟ ପରେ ତାଙ୍କଠାରେ ଦେଖାଯାଇଥିବା ବିଲକ୍ଷଣକୁ ନେଇ ରାଜ୍ୟସରକାର ବେଶ୍ ଚିନ୍ତାରେ ପଡିଯାଇଛନ୍ତି । ଏନେଇ…
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: କଟକରୁ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ ଖବର ଆସିଲା ପରେ କଟକ ସହରକୁ ମଧ୍ୟ ୪୮ ଘଣ୍ଟିଆ ସମ୍ପୂର୍ଣ୍ଣ ସଟ ଡାଉନ୍ର ଘୋଷଣା…
ସମୀକ୍ଷା ବ୍ୟୁରୋ କଟକ: ଓଡ଼ିଶାରୁ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି। ଏହି…
ରମେଶ ମହାନ୍ତି ଜଗତସିଂହପୁର: କୋଭିଡ-19 ସଂକ୍ରମଣରୁ ଜନସାଧାରଣଙ୍କୁ ପ୍ରତିହତ କରିବା ଲାଗି ଭାରତ ସରକାର 24 ମାର୍ଚ୍ଚରୁ 21 ଦିନ ପାଇଁ ସମ୍ପୂର୍ଣ୍ଣ ତାଲାବନ୍ଦ ଘୋଷଣା କରିଛନ୍ତି।…
ସମୀକ୍ଷା ବ୍ୟୁରୋ କେନ୍ଦୁଝର: କରୋନା ସହ ଲଢେଇ ପାଇଁ ସାରା ରାଜ୍ୟରେ ଲକ୍ ଡାଉନ୍ ଚାଲିଥିବାବେଳେ ଲୋକଙ୍କୁ ବାହାରକୁ ବାହାରିବାକୁ ବାରଣ କରାଯାଇଛି। ଏଥିପାଇଁ ରାଜ୍ୟରେ ପୋଲିସ୍…
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ଦେଶରେ କରୋନା ସ୍ଥିତି ଗମ୍ଭୀର ରହିଥିବାବେଳେ ରାଜ୍ୟରେ ମଧ୍ୟ କରୋନା ରୋଗୀଙ୍କ ସଂଖ୍ୟା ବଢିଛି। ଆଜି ଏନେଇ ରାଜ୍ୟ ସରକାର ବଡ ଘୋଷଣା…
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଓଡ଼ିଶାର ପ୍ରଥମ କରୋନା ଆକ୍ରାନ୍ତ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି । କ୍ୟାପିଟାଲ୍ ହସ୍ପିଟାଲରୁ ସେ ଡିସ୍ଚାର୍ଜ ହୋଇଛନ୍ତି । ତାଙ୍କ…