ରାଜ୍ୟ ଖବର

ରମେଶ ମହାନ୍ତି ଜଗତସିଂହପୁର : ପାରାଦ୍ବୀପ ଦୋଛକି ଠାରୁ ଅଠରବାଙ୍କି ପର୍ଯ୍ୟନ୍ତ ଅଢେଇ କି.ମି ରାସ୍ତାରେ ଓଭରବ୍ରିଜ୍ ନିର୍ମାଣ କରିବା ପାଇଁ ଉପକୂଳ ଓଡ଼ିଶା ବିକାଶ ପରିଷଦ…

ମଧ୍ୟପ୍ରଦେଶ : ହାଥରସ୍‌ରେ ଘଟିଥିବା ବର୍ବରତା କାଣ୍ଡର ନିଆଁ ନ ଲିଭୁଣୁ ଦେଶରେ କୋଣ ଅନୁକୋଣରେ ଦୁଷ୍କର୍ମ ପରି ଘଟଣା ମାନ ସାମ୍ନାକୁ ଆସୁଛି । ଦେଶରେ…

ଭୁବନେଶ୍ବର : ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୟୂରଭଞ୍ଜରୁ ସର୍ବାଧିକ 4 ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ 3…

ଭୁବନେଶ୍ବର : ଆଜି ସକାଳ 6ଟା 30ରୁ 7ଟା 30 ମଧ୍ୟରେ ଉତ୍ତର ଆନ୍ଧ୍ର କାକିନଡା ନିକଟରେ ଗଭୀର ଅବପାତ ସ୍ଥଳ ଭାଗ ଛୁଇଁଥିବାବେଳେ ଏହାର ପ୍ରଭାବରେ…

ବାଲେଶ୍ବର, ଗତକାଲି ବିଜେଡି ବାଲେଶ୍ବର ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା ହେବା ପରେ ଜିଲ୍ଲା କର୍ମିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ମୁଖ୍ୟତଃ ପୂର୍ବତନ ସାଂସଦ…

ଖୋର୍ଦ୍ଧା, କୋଭିଡ19 ମହାମାରୀ ପରିସ୍ଥିତିରେ, ଯଦିଓ ସୀମିତ ଯାତ୍ରୀବାହୀ ଟ୍ରେନ୍ ସେବା ଅଛି କିନ୍ତୁ ସାମଗ୍ରୀ ଟ୍ରେନ୍ ମାଧ୍ୟମରେ ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ଅନ୍ୟାନ୍ୟ ସାମଗ୍ରୀ ପରିବହନର…

ଭୁବନେଶ୍ୱର: ଆଜି ପ୍ରଦେଶ କଂଗ୍ରେସ  ମଧ୍ୟ ଓଡ଼ିଶାରେ ଦୁଇଟି ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ୱର ପାଇଁ ମମତା କୁଣ୍ଡୁ କଂଗ୍ରେସ ପ୍ରାର୍ଥୀ ହୋଇଥିବା ବେଳେ…

ଭୁବନେଶ୍ୱର : କୋଭିଡ-୧୯ ମହାମାରୀର ଭୟାବହ ପରିସ୍ଥିତି ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ଅନେକ…

ଭୁବନେଶ୍ବର, ବିଜେଡି ଉପନିର୍ବାଚନ ପାଇଁ ତାହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦୁଇ ଉପନିର୍ବାଚନରେ ତିର୍ତ୍ତୋଲ ପ୍ରାର୍ଥଙ୍କୁ ନେଇ କାହାରି କିଛି କହିବାର ନାହିଁ। କାରଣ ତାହା…

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 2716ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 271କରୋନା ଆକ୍ରାନ୍ତଙ୍କ ମଧ୍ୟରେ 68 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 203…

ଜଗତସିଂହପୁର : ତିର୍ତ୍ତୋଲ ଉପନିର୍ବାଚନ ନେଇ ରାଜନୈତିକ ମହଲ ସରଗରମ ରହିଛି। ଆଜି ବିଜେଡିରେ ଯୋଗଦେଲେ ରମାକାନ୍ତ ଭୋଇ। ଦଳ ଅଣଦେଖା କରୁଥିବା ଅଭିଯୋଗ କରି ଗତ…

ଭୁବନେଶ୍ବର :  ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ବାଲେଶ୍ବର ସଦର ଓ ତିର୍ତ୍ତୋଲ ପାଇଁ  ପ୍ରାର୍ଥୀ…

ଭୁବନେଶ୍ବର, ସମସ୍ତେ ଜାଣନ୍ତି ଯେ ଓଡିଶା ରାଜ୍ୟ ଖଣିଜ ସମ୍ପଦରେ ଭରପୁର। ହେଲେ ଓଡିଶାର ମାଟି ଭିତରେ କେତେ ଖଣିଜ ସଂପଦ ରହିଛି ତାହାର କୌଣସି ହିସାବ…