ଭୁବନେଶ୍ଵର: ଯାତ୍ରୀମାନଙ୍କ ଯାତ୍ରା ସୁବିଧା ସୁନିଶ୍ଚିତ କରିବା ଏବଂ ଗ୍ରୀଷ୍ମ ସମୟରେ ଭ୍ରମଣ ଚାହିଦା ବୃଦ୍ଧିକୁ ଦୃଷ୍ଟିରେ ରଖି ଭାରତୀୟ ରେଳ ଗ୍ରୀଷ୍ମ ଋତୁରେ ରେକର୍ଡ ସଂଖ୍ୟକ 9111 ଟ୍ରିପ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରାଇବାକୁ ନିଷ୍ପତ୍ତି ନେଇଅଛି। 2023 ର […]
ଭୁବନେଶ୍ୱର: ବଙ୍ଗୋପସାଗରରେ ଆଂଟି ସାଇକ୍ଲୋନ ସୃଷ୍ଟି ହେବାର ସମ୍ଭାବନା କାରଣରୁ ଓଡ଼ିଶାରେ ଆସନ୍ତା ୨୧ ତାରିଖ ଠାରୁ ପ୍ରଚଣ୍ଡ ଖରା ତାତିରୁ କିଛିଟା ଆଶ୍ୱସ୍ତି ମିଳିପାରେ ବୋଲି ଆଜି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର […]
ଭୁବନେଶ୍ବର: ଝାରସୁଗୁଡା ଜିଲ୍ଲା ଲଖନପୁରର ଶରଧାରେ ମହାନଦୀରେ ଏକ ନୌକା ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ […]
ଭୁବନେଶ୍ଵର: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ୧୮ ଏପ୍ରିଲ, ୨୦୨୪ ରେ ଓଡ଼ିଶା ଉପକୂଳର ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ଘାଟୀ (ଆଇଟିଆର୍)ରୁ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ରୁଜ୍ କ୍ଷେପଣାସ୍ତ୍ର (ଆଇଟିସିଏମ୍)ର ସଫଳ ଉଡ଼ାଣ ପରୀକ୍ଷଣ କରାଯାଇଥିଲା। ଏହା […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ନିମଖଣ୍ଡି ଥାନା ପୋଲିସ୍ କୁ ବଡ ସଫଳତା ମିଳିଛି। ଡକାୟତି ଯୋଜନା କରୁଥିବା ଦୁର୍ବୃତ୍ତମାନଙ୍କୁ ପୋଲିସ ଧରିବାରେ ସଫଳ ହୋଇଛି। ବିଶ୍ଵସ୍ତ ସୁତ୍ରରୁ ସୂଚନା ପାଇ ପୋଲିସ ଶ୍ରୀକ୍ଷେତ୍ର ବିହାର ଠାରେ ଚଢ଼ାଉ କରି ଡକାୟତି […]
ଭୁବନେଶ୍ବର: ଅଳ୍ପ କିଛି ଆସନ ଛାଡି ଦେଲେ ବର୍ତ୍ତମାନ ସବୁ ଦଳ ପ୍ରାୟ ପ୍ରାର୍ଥୀ ଦେଇସାରିଲେଣି। ବର୍ତ୍ତମାନ ଘୋଷିତ ହୋଇଥିବା ଆସନ ଅନୁସାରେ କଂଗ୍ରେସ ସର୍ବାଧିକ ଆସନରେ ପ୍ରାର୍ଥି ଦେବ। ହିସାବ ଅନୁସାରେ ବର୍ତ୍ତମାନ ବିଜେଡି ୨୧ ଟି ଆସନରେ, ବିଜେପି […]
ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଅନ୍ତର୍ଗତ ଶେମିଳିଗୁଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବିଜେପି ନେତା ରୋବେଲ କଡମଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମକର୍ତ୍ତା ଏବଂ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର […]
ଭୁବନେଶ୍ବର: ବିଜେଡିରେ ସାମିଲ ହେବା ପରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଆଗାମୀ ରାଜନୈତିକ କ୍ୟାରିୟର ପାଇଁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆର୍ଶିବାଦ ନେଇଛନ୍ତି। ଅନୁଭବଙ୍କ ସହିତ ଛାଡପତ୍ର ପରେ ବିଜେଡି […]
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀଙ୍କୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର କମ୍ପାନିରେ ନିଯୁକ୍ତି ସୁଯୋଗ ଦିଆଯାଉଛି। ଏହି କ୍ରମରେ ୨୦୨୩-୨୪ ବ୍ୟାଚରେ ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗରେ […]
ଭୁବନେଶ୍ଵର: ପୂର୍ବତଟ ରେଳପଥ ପକ୍ଷରୁ ବିଶ୍ୱ ଐତିହ୍ୟ ଦିବସକୁ ଉତ୍ସାହର ସହ ପାଳନ କରାଯିବା ସହ ସମୃଦ୍ଧ ରେଳ ଐତିହ୍ୟର ସଂରକ୍ଷଣ ଓ ସମ୍ମାନ ଉପରେ ଗୁରୁତ୍ୱାରୋପ କରାଯାଇଛି। ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ମହେଶ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ […]
ଭୁବନେଶ୍ବର: ଧୀରେ ଧୀରେ ଏକ ରୋଚକ ମୋଡକୁ ଯାଉଛି ସମ୍ବଲପୁର ଲୋକସଭା ନିର୍ବାଚନ। ସାରା ଓଡିଶାର ବର୍ତ୍ତମାନ ସମ୍ବଲପୁର ନିର୍ବାଚନ ଉପରେ ଆଖି। କାରଣ ହେଲା ଏହି ଆସନରେ ଦୁଇ ଦଳର ହେଭିୱେଟଙ୍କ ଲଢେଇ ହେଉଛି। ବିଜେପିରୁ ଧର୍ମେନ୍ଦ୍ର ପ୍ରଧାନ ବନାମ […]
କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲାପାଳଙ୍କ ଦ୍ୱାରା ଜୁନାଗଡ଼ ବ୍ଳକ ଅନ୍ତର୍ଗତ କାଲୋପଲା ଗ୍ରାମ ପଂଚାୟତର ସରପଂଚ ଙ୍କୁ ମିଥ୍ୟା ସତ୍ୟପାଠ ଦାଖଲ ଅଭିଯୋଗରେ ଅଯୋଗ୍ୟ ଘୋଷିତ ନିର୍ଦ୍ଦେଶ ଦେବା ପରେ ମଧ୍ୟ ଜୁନାଗଡ ବିଡ଼ିଓ ସୁରକ୍ଷା ଦେଉଥିବା ଅଭିଯୋଗ […]
ଭୁବନେଶ୍ୱର: କନ୍ଧମାଳର ରାଜ୍ୟ ବିଜେପି କାର୍ଯ୍ୟକାରୀ ସଦସ୍ୟ କମଳାକାନ୍ତ ପାଣ୍ଡେଙ୍କ ସହ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, କନ୍ଧମାଳ ଲୋକସଭା ସାଂସଦ ଅଚ୍ୟୁତ ସାମନ୍ତ ଓ କନ୍ଧମାଳ […]
ଭୁବନେଶ୍ବର: ନିର୍ବାଚନ ସମୟରେ ସବୁ ରାଜନୈତିକ ଦଳ ସେମାନଙ୍କର ଇସ୍ତାହାର ପ୍ରକାଶ କରିଥାନ୍ତି। ସେଥିରେ ଭୋଟରଙ୍କୁ ଦଳ ତରଫରୁ ବହୁ ପ୍ରତିଶୃତି ଦିଆଯାଇଥାଏ। ସେହି ଅନୁସାରେ ଭୋଟର ସେମାନଙ୍କ ଦଳକୁ ମନୋନିତ କରିଥାନ୍ତି। ସେହିପରି ବିଜେଡି ତାହାର ଇସ୍ତାହାର ଏକ ଭିନ୍ନ […]
ଭୁବନେଶ୍ବର: ଆଜି ସାରା ରାଜ୍ୟରେ ପ୍ରଚଣ୍ଡ ତାତି ଅନୁଭୂତ ହୋଇଛି। ପ୍ରାୟ ସବୁସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଉପରେ ପ୍ରବାହିତ ହୋଇଛି। ତେବେ ଆଜି ଭୁବନେଶ୍ବର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଆଜି ଭୁବନେଶ୍ୱରରେ ସର୍ବାଧିକ ୪୩.୬ […]
ଭୁବନେଶ୍ୱର: ଓଡ଼ିଶାରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଆଜି ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ବିଭିନ୍ନ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ବୈଠକ କରିଥିଲେ । ରାଜ୍ୟରେ ନିର୍ବାଚନକୁ […]
ଭୁବନେଶ୍ୱର: ବିଶ୍ୱ ସ୍ୱର ଦିବସ ଅବସରରେ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସରେ ମଙ୍ଗଳବାର ସ୍ୱର ଜନିତ ସମସ୍ୟା ଥିବା ରୋଗୀମାନଙ୍କର ମାଗଣାରେ ସ୍ୱରଯନ୍ତ୍ରର ପରୀକ୍ଷା କରାଯାଇଛି। ହସ୍ପିଟାଲ୍ର କର୍ଣ୍ଣ, ନାସା ଓ ଗଳା ବିଭାଗ […]
ଭୁବନେଶ୍ୱର: ରାଜ୍ୟରେ ବିଧିବଦ୍ଧ ଭାବରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ (ସାମଗ୍ରିକ ଭାବରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ) ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ଅବସରରେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ପ୍ରେସ୍ବାର୍ତ୍ତା ଦେଇଥିଲେ। ଏହି ଅବସରେ […]
ଭୁବନେଶ୍ବର: ବର୍ତ୍ତମାନ ନିର୍ବାଚନ ପାଖେଇ ଆସିବାରେ ଲାଗିଲାଣି। ଆସନ୍ତାକାଲି ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହାପରେ ୧୩ ମେ ୨୦୨୪ ସୋମବାରରେ ଓଡିଶାର ପ୍ରଥମ ନିର୍ବାଚନ ହେବ। ସେ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ହୋଇସାରିଛି। ପ୍ରାର୍ଥୀପତ୍ର ଦାଖଲର […]
ଭୁବନେଶ୍ବର: ନିମାପଡା ବିଧାନସଭା ଆସନରୁ ବିଜେଡି ଟିକେଟ କଟିବା ପରେ ପୂର୍ବତନ ମନ୍ତ୍ରୀ ସମୀର ରଂଜନ ଦାସ ସଂପୂର୍ଣ୍ଣ ଭାଙ୍ଗି ପଡିଛନ୍ତି। ଗତକାଲି ବିଜେଡି ଘୋଷଣା କରିଥିବା ତାଲିକାରେ ନିମାପଡାରେ ସମୀରଙ୍କ ବଦଳରେ ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ କରିଛି। ଏହାକୁ ନେଇ […]
ଭୁବନେଶ୍ବର: ଆଜି କଂଗ୍ରେସ ତରଫରୁ ଓଡିଶାର 4ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏ ନେଇ ଏଆଇସିସି ତରଫରୁ ପ୍ରାର୍ଥୀ ତାଲିକା ପ୍ରକାଶ କରାଯାଇଛି। ସେହି ତାଲିକା ଅନୁସାରେ ଯେଉଁମାନଙ୍କ ନାମ ଘୋଷଣା ହୋଇଛି ସେମାନେ ହେଲେ ସତ୍ୟବାଦୀ- […]