ଭୁବନେଶ୍ବର: ନିମାପଡା ବିଧାନସଭା ଆସନରୁ ବିଜେଡି ଟିକେଟ କଟିବା ପରେ ପୂର୍ବତନ ମନ୍ତ୍ରୀ ସମୀର ରଂଜନ ଦାସ ସଂପୂର୍ଣ୍ଣ ଭାଙ୍ଗି ପଡିଛନ୍ତି। ଗତକାଲି ବିଜେଡି ଘୋଷଣା କରିଥିବା ତାଲିକାରେ ନିମାପଡାରେ ସମୀରଙ୍କ ବଦଳରେ ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ କରିଛି। ଏହାକୁ ନେଇ […]
ଭୁବନେଶ୍ବର: ଆଜି କଂଗ୍ରେସ ତରଫରୁ ଓଡିଶାର 4ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏ ନେଇ ଏଆଇସିସି ତରଫରୁ ପ୍ରାର୍ଥୀ ତାଲିକା ପ୍ରକାଶ କରାଯାଇଛି। ସେହି ତାଲିକା ଅନୁସାରେ ଯେଉଁମାନଙ୍କ ନାମ ଘୋଷଣା ହୋଇଛି ସେମାନେ ହେଲେ ସତ୍ୟବାଦୀ- […]
ଭୁବନେଶ୍ବର: ଶେଷରେ ବିଜେଡିରେ ମିଶିଲେ ଅଭିନେତ୍ରୀ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ପୂର୍ବତନ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ। ସେ ଆଜି ଶଙ୍ଖ ଭବନ ଆସି ବିଧିବଧ ଭାବେ ଦଳରେ ସାମିଲ ହୋଇଛନ୍ତି। ପୂର୍ବରୁ ବର୍ଷା ବିଜେଡି ପାଇଁ ପ୍ରଚାର କରିଥିଲେ। ଗତ […]
ଭୁବନେଶ୍ବର: ଆଜି ରାଜ୍ୟର ଜଣେ ବର୍ଷିୟାନ କଳାକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 91 ବର୍ଷ ବୟସ ହୋଇଥିଲା। ସେ କଟକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି। ସେ ଶତାଧିକ ନାଟକରେ […]
ଚିଲିକା(ସୀତାରାମ ଅଗ୍ରୱାଲ): ବର୍ତ୍ତମାନ ସାରା ରାଜ୍ୟରେ ଚାଲିଛି ନିର୍ବାଚନ ବାତାବରଣ। କିଏ କେଉଁଠୁ, କେଉଁ ଦଳରୁ ଟିକେଟ ପାଇବ ସେ ନେଇ ଚାଲିଛି ଚର୍ଚ୍ଚା। ଟିକେଟ ପାଇଁ କିଏ ସମର୍ଥକଙ୍କୁ ନେଇ ଭୁବନେଶ୍ବରରେ ଡେରା ପକାଇଛି ତ କିଏ ନିଜ ନିର୍ବାଚନ […]
ଭୁବନେଶ୍ବର: ଏଥର ନିର୍ବାଚନରେ ସବୁ ଦଳ ନୂଆ ପ୍ରାର୍ଥୀଙ୍କୁ ଗୁରୁତ୍ବ ଦେଇଛନ୍ତି। ମୁଖ୍ୟ ଦଳ ବିଜେଡି ଏବଂ ବିଜେପି ମଧ୍ୟ ନୂଆ ପ୍ରାର୍ଥୀଙ୍କୁ ଏଥର ରଣାଙ୍ଗନରେ ଛିଡା କରାଇଛି। ସେହି ଅନୁସାରେ ପ୍ରାର୍ଥୀ ଖୋଜୁଥିବା କଂଗ୍ରେସ ମଧ୍ୟ ଏଥରେ ବିଭିନ୍ନ ସ୍ଥାନରେ […]
ରଣପୁର: ଆଜି ପ୍ରବିତ୍ର ରାମ ନବମୀ ଉପଲକ୍ଷ ଚଳିତ ବର୍ଷ ରଣପୁର ଚଳଚଂଚଳ ହୋଇ ଉଠିଥିଲା। ରଣପୁର ବଜରଙ୍ଗ ଦଳ ପ୍ରଖଣ୍ଡ ଓ ଶ୍ରୀରାମ ସେନା ସଂଗଠନ ତରଫରୁ ରଣପୁରରେ ଦ୍ୱିତୀୟ ଥର ପାଇଁ ଧୁମ୍ଧାମ୍ ସହ ବିଶାଳ ଶୋଭାଯାତ୍ରା କରାଯାଇ […]
ନୂଆଦିଲ୍ଲୀ: ଗ୍ରୀଷ୍ମ ଋତୁରେ ଯାତ୍ରୀଭଇଡ୍କୁ ଏଡ଼ାଇବା ସହିତ ଜନସାଧାରଣଙ୍କ ଯାତ୍ରା ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏବଂ ଗ୍ରୀଷ୍ମ କାଳୀନ ଭୀଡକୁ ଏଡ଼ାଇବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ଗନ୍ତବ୍ୟ ସ୍ଥଳକୁ ଆହୁରି ଅଧିକ ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା କାରାଯିବା ସହିତ […]
ଭୁବନେଶ୍ୱର: ଗୁଣବତ୍ତାସମ୍ପନ୍ନ ସ୍ବାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରର ଖ୍ୟାତି ଅର୍ଜନ କରିଥିବା ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଏମ୍ସ ଭୁବନେଶ୍ୱର ଏହାର ସଫଳତାରେ ଯୋଡ଼ିଛି ଆଉ ଏକ ଫର୍ଦ୍ଦ। ରାଜ୍ୟରେ ପ୍ରଥମକରି ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ର ସ୍ପିନ୍ଟର୍ସ (ଏୟୁଏସ) ପ୍ରତିରୋପଣ […]
ନାଚୁଣୀ: ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ପୋଲିସ ଗୋ ମାଂସ ଚାଲାଣ ସନ୍ଦେହରେ ଏକ ଟ୍ରକକୁ ଅଟକ ରଖି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କଲିକତାରୁ ହାଇଦ୍ରାବାଦ ଅଭିମୁଖେ ଏକ ଟ୍ରକ ଯାଉଥିବା ବେଳେ ସେଥିରେ ଗୋ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଘୋଷଣା କରିଥିବା ୯ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୬ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୩ ଜଣ ବିଧାୟକଙ୍କ ଟିକେଟ କଟିଯାଇଛି। ଏହି ପ୍ରାର୍ଥୀ ତାଲିକାରେ ଯେଉଁମାନେ ମହିଳା […]
ଭୁବନେଶ୍ବର: ଏଥର ଦୁଇଟି ଆସନରୁ ପ୍ରାର୍ଥୀ ହେବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ସମସ୍ତଙ୍କୁ ଚମକୃତ କରି ନିଜେ ଦୁଇଟି ଆସନରୁ ଲଢେଇ କରିବେ ବୋଲି ଘୋଷଣା କରିଛନ୍ତି। ପ୍ରଥମେ ସେ ତାଙ୍କର ଚିରାଚରିତ ଆସନ ହିଞ୍ଜିଳିରୁ ପ୍ରାର୍ଥୀ […]
ଭୁବନେଶ୍ବର: ଆଜି ରାମନବମୀରେ ବିଜେଡି ୯ ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ସେମାନେ ହେଲେ ପଦ୍ମପୁର- ବର୍ଷା ସିଂ ବରିହା ଚିତ୍ରକୁଣ୍ଡା- ଲକ୍ଷ୍ମୀପ୍ରିୟା ନାୟକ କଣ୍ଟାବାଞ୍ଜୀ- ନବୀନ ପଟ୍ଟନାୟକ କୁଚିଣ୍ଡା- ରାଜେନ୍ଦ୍ର କୁମାର ଛତ୍ରିଆ ଦେଓଗଡ- ଅରୁନ୍ଧତୀ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡିର 5ମ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଏଥିରେ ଖୋଦ ବିଜେଡି ସଭାପତି ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହେବେ। ସେ ହିଞ୍ଜିଳି ସହିତ କଣ୍ଟାବାଞ୍ଜିରେ ପ୍ରାର୍ଥୀ ହେବେ ବୋଲି ଘୋଷଣା କରାଯାଇଛି। […]
ବାଲେଶ୍ବର: ମହିଳାମାନଙ୍କୁ ପ୍ରକୃତରେ ବିଜେପି ସମ୍ମାନ ଦିଏ ନାହିଁ। ମହିଳା ସଂରକ୍ଷଣ ବିଲ ପାଶ କରିବା ଏକ ଲୋକ ଦେଖିଣିଆ କଥା। ବର୍ତ୍ତମାନ ଓଡିଶାରେ ବିଜେପି ଲୋକସଭା ପାଇଁ ଯେଉଁ ପ୍ରାର୍ଥୀ ଦେଇଛି ସେଥିରେ କେତେ ମହିଳା ଅଛନ୍ତି ? ଏହିପରି […]
ଭୁବନେଶ୍ବର: ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଆଜି ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ, ବର୍ତ୍ତମାନ ସାରା ରାଜ୍ୟରେ […]
ଭୁବନେଶ୍ବର: ପୁରୀ ପରି ମର୍ଯ୍ୟଦା ସଂପର୍ଣ୍ଣ ଲୋକସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଯାହାକୁ କରିଛି ସେ ହେଉଛନ୍ତି ସୁଚରିତା ମହାନ୍ତି। 2014 ମସିହାରେ ମଧ୍ୟ ସେହି ପୁରୀ ଲୋକସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ହେଲେ ସେ ପ୍ରାୟ ଅଢେଇ ଲକ୍ଷରୁ ଉର୍ଦ୍ଧ […]
ଭୁବନେଶ୍ବର: ବର୍ତ୍ତମାନ ସମ୍ବଲପୁରରେ ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗଣିତ ବିଗିଡି ଗଲା। କାରଣ ହେଲା ଆଜି ନବୀନ ନିବାସରେ ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଶ୍ରୀମତୀ ଅରୁନ୍ଧତୀ ଦେବୀ ବିଜେଡିରେ ସାମିଲ ହୋଇଛନ୍ତି। ତାଙ୍କ […]
ଭୁବନେଶ୍ବର: ବର୍ତ୍ତମାନ ରାଜନୀତି ଖବରକୁ ପଛରେ ପକାଇ ଓଡିଶାର ଅନିମେଶ ପ୍ରଧାନ ବେଶ ଚର୍ଚ୍ଚାରେ ଅଛନ୍ତି। କାରଣ ହେଲା ଆଜି ପ୍ରକାଶ ପାଇଥିବା UPSC ର ସିଭିଲି ସର୍ଭିସ ପରୀକ୍ଷାରେ ସର୍ବ ଭାରତୀୟ ସ୍ତରରେ ସେ ଦ୍ବିତୀୟ ହୋଇଛନ୍ତି। ଏହି ପରୀକ୍ଷାରେ […]
ଭୁବନେଶ୍ବର: ଆଜି ରାଜ୍ୟରେ ନାହିଁ ନ ଥିବା ତାତି ଅନୁଭୂତ ହୋଇଛି। ଆଜି ରାଜ୍ୟରେ ପରିଲକ୍ଷିତ ହୋଇଛି ଚଳିତ ବର୍ଷର ଏ ପର୍ଯ୍ୟନ୍ତ ସର୍ବୋଚ୍ଚ ତାପମାତ୍ର। ଆଜି ରାଜ୍ୟର ତାପମାତ୍ରା ୪୩ ଡ଼ିଗ୍ରୀ ଟପିଛି। ଯାହା ଏ ପର୍ଯ୍ୟନ୍ତ ପ୍ରବାହିତ ହୋଇଥିବା […]
ଭୁବନେଶ୍ୱର: ବିଏସକେୱାଇ ସ୍ୱାସ୍ଥ୍ୟ କାର୍ଡ ଓଡ଼ିଶାବାସୀଙ୍କୁ ସଶକ୍ତ କରିଛି ଏବଂ ଆତ୍ମବିଶ୍ୱାସ ଓ ଗ୍ୟାରେଣ୍ଟି ଦେଇଛି ଯେ ସେମାନେ ରୋଗରେ ପୀଡିତ ହେଲେ ସେମାନଙ୍କ ପାଖରେ ଏହି ସ୍ୱାସ୍ଥ୍ୟ ନିଶ୍ଚିତତା କିମ୍ବା ଗ୍ୟାରେଣ୍ଟି ଅଛି। ସେମାନେ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା […]