ଭୁବନେଶ୍ୱର: ଆମର ଅଧିକାଂଶ ଚାଷୀ କ୍ଷୁଦ୍ର, ମଧ୍ୟମ ଅଥବା ଭୂମିହୀନ ବର୍ଗର ଅଟନ୍ତି। କୃଷକମାନଙ୍କ ରୋଜଗାର ବୃଦ୍ଧି ପାଇଁ ସେମାନଙ୍କ ଆର୍ଥିକ ସ୍ବଚ୍ଛଳତା ସକାଶେ ପଶୁ ପାଳନ ସବୁଠାରୁ ପ୍ରକୃଷ୍ଟ ମାଧ୍ୟମ। କୃଷି କାର୍ଯ୍ୟ ସହିତ ଗାଇ, ଛେଳି, ମେଣ୍ଢା ଓ […]
ବାଲୁଗାଁ: ଆଜି ଅପରାହ୍ନରେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ସମ୍ମିଳନୀ କକ୍ଷରେ ଚିଲିକା ବୋଇତ ବନ୍ଦାଣ ଉତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପ୍ରାଚୀନ ଉତ୍କଳର ନୌବାଣିଜ୍ୟ ପରମ୍ପରା, ଐତିହ୍ୟ, ବୈଭବ ଓ ମରାଳ ମାଳିନୀ […]
ଭୁବନେଶ୍ବର: ଆଜି ଭିଜିଲାନ୍ସ ଅଧିକାରୀମାନେ ଜଣେ କନିଷ୍ଠ ମ୍ୟାନେଜରଙ୍କ ଘରେ ଚଢାଉ କରିଛନ୍ତି। ଭୋର ଚାରିଟାରୁ ଏହି ଚଢାଉ ଆରମ୍ଭ ହୋଇଛି। ସେ ହେଉଛନ୍ତି ଇଡିକୋ ର କନିଷ୍ଠ ପରିଚାଳକ ବିଜୟ କୁମାର ଉଦୟସିଂହ। ଭିଜିଲାନ୍ସ ତାଙ୍କର ରାଜରାଣୀ ମଉଜାର ଆର୍ଯ୍ୟ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଜାତୀୟ ସ୍ତରରେ ପରିଚିତ ଓ ଗଞ୍ଜାମ ଜିଲ୍ଲାର ରୁଷିକୁଲ୍ୟା ନଦୀ କୂଳରେ ଅବସ୍ଥିତ ପ୍ରସିଦ୍ଧ ମାଁ ତାରାତାରିଣୀ ମନ୍ଦିରରେ ଗତକାଲି ନିଶାର୍ଦ୍ଧ ରାତିରେ ମନ୍ଦିର ତାଲା ଭାଙ୍ଗି ବହୁ ମୁଲ୍ୟର ଅଳଙ୍କାର ଚୋରୀ ହୋଇଛି। ଘଟଣାରୁ […]
ଭୁବନେଶ୍ଵର: ନ୍ୟୁୟର୍କରେ ଭାରତୀୟ ସଂସଦୀୟ ପ୍ରତିନିଧି ଦଳର ସଦସ୍ୟ ତଥା ପୁରୀ ସାଂସଦ ଡ. ସମ୍ବିତ ପାତ୍ର ଜାତିସଂଘ ମହାସଭାରେ ଭାରତର ପ୍ରତିନିଧିତ୍ୱ କରି ଏକ ଗୁରୁତ୍ୱପୂର୍ଣ୍ଣ ଅଭିଭାଷଣ ପ୍ରଦାନ କରିଛନ୍ତି। ମାନବାଧିକାର ପରିଷଦର ହାଇକମିଶନରଙ୍କ ରିପୋର୍ଟ ଉପରେ ‘ଜାତୀୟ ବକ୍ତବ୍ୟ’ […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ସାରୁଅ ସ୍ଥିତ ଘରୋଇ ଷ୍ଟୁଡିଓରେ ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ପାଖାପାଖି କୋଟିଏ ଟଙ୍କାର ସମ୍ପତ୍ତିରେ ନିଆଁ ଲାଗିଥିବା ଜଣାପଡିଛି। ନିଆଁ ଲିଭା କାମରେ ବେଗୁନିଆ ଓ ଖୋର୍ଦ୍ଧାର ଅଗ୍ନିଶମବାହିନୀ ନିୟୋଜିତ ଥିବା […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଖଲ୍ଲିକୋଟ ଥାନା ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି କରିଥିବା ଦୁର୍ଦାନ୍ତ ଅପରାଧୀ ପ୍ରଦୀପ କୁମାର ପରିଡ଼ାକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ଖଲ୍ଲିକୋଟ ପୋଲିସ। ଯାହାକି ପୋଲିସ ବିଭାଗ ପାଇଁ ବଡ ସଫଳତା। ସୁଚନା […]
ଭୁବନେଶ୍ବର: କଣ୍ଟାବାଞ୍ଜି ଓ ହିଞ୍ଜିଳିରେ ନବୀନ ପଟ୍ଟାନାୟକ କିପରି ପରାଜୟ ହୁଅନ୍ତୁ ସେ ନେଇ ଚକ୍ରାନ୍ତ କରାଯାଇଥିଲା। ଏହିପରି ବିଭିନ୍ନ ଖବର ବର୍ତ୍ତମାନ ସାମାଜିକ ଗଣମାଧ୍ୟମରେ ପ୍ରଚାର ହେବାରେ ଲାଗିଛି। ଯାହାକୁ ନେଇ କଡା ଜବାବ ରଖିଛନ୍ତି ବିରୋଧୀ ଦଳର ନେତା […]
ଭୁବନେଶ୍ବର: ବର୍ତ୍ତମାନ ଲଣ୍ଡନରେ ଖୋଲିଲା ଚିଲିକା ରେଷ୍ଟୁରାଣ୍ଟ, ଯାହା ଆପଣଙ୍କୁ ଆଶ୍ଚର୍ଯ୍ୟ କରିବ। ତେବେ ମଙ୍ଗଳବାର ଦିନ ଲଣ୍ଡନର ବକ୍ସଲିହେଥ୍ ଠାରେ ଏହି ଭାରତୀୟ ରେଷ୍ଟୁରାଣ୍ଟ ଖୋଲିଛି। ଯାହାର ନାମ ରଖାଯାଇଛି ଚିଲିକା। ଏହାକୁ ଉଦଘାଟନ କରିଛନ୍ତି ଲଣ୍ଡନ ଗସ୍ତରେ ଥିବା […]
ଭୁବନେଶ୍ବର: ଶେଷରେ କନ୍ଧମାଳ ଜିଲ୍ଲାରେ ଆମ୍ବ ଟାକୁଆ ଖାଇ ମୃତ୍ୟୁବରଣ କରିବା ଘଟଣାର ଆରଡିସି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏ ନେଇ ଆଜି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି। ତେବେ ଏ ନେଇ ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବା ସହିତ […]
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗୃହ, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜସ୍ୱ ଓ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀ ମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ […]
ଭୁବନେଶ୍ବର: ଅଦିନିଆ ରଥଯାତ୍ରା ନେଇ ପ୍ରବଳ ଚାପ ପଡିବା ପରେ ଶେଷରେ ତାହାକୁ ବାତିଲ କରିଛି ଇସ୍କନ।ଏ ନେଇ ଇସ୍କନ ତରଫରୁ କୁହାଯାଇଛି ଯେ, ଜଗନ୍ନାଥ ଭକ୍ତଙ୍କ ଭାଗାବେଗକୁ ଲକ୍ଷ୍ୟ ରଖି ଏହି ରଥଯାତ୍ରା ବାତିଲ କରାଗଲା। ତେବେ ରଥଯାତ୍ରା ବଦଳରେ […]
ଭୁବନେଶ୍ୱର: ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପିସିସି ଷ୍ଟିୟରିଂ କମିଟି ସଦସ୍ୟ ଏବଂ କଂଗ୍ରେସ ବିଧାୟକ ମାନଙ୍କୁ ନେଇ ଏକ ପ୍ରତିନିଧି ମଣ୍ଡଳି ରାଜଭବନ ଠାରେ ମାନ୍ୟବର ରାଜ୍ୟପାଳଙ୍କୁ ଭେଟି ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ଜାତୀୟ […]
ଭୁବନେଶ୍ୱର: ଆସନ୍ତା ଖରିଫ ଧାନ କିଣା ନଭେମ୍ବର ୨୧ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବ। ଏହି ଧାନ କିଣା କାରବାରରେ ସ୍ୱଚ୍ଛତା ଆଣିବା ସହ କଟନୀ ଛଟନୀ ବନ୍ଦ କରିବା ପାଇଁ ବିଜେପି କୃଷକ ମୋର୍ଚ୍ଚାର କାର୍ଯ୍ୟକର୍ତାମାନେ ସାରା ରାଜ୍ୟର ସମସ୍ତ […]
ଭୁବନେଶ୍ବର: ଅଦିନିଆ ରଥଯାତ୍ରା ନେଇ ଇସ୍କନ ଉପରେ ବର୍ଷିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ସେ ଇସ୍କନର ଏପରି କାର୍ଯ୍ୟକୁ ନିନ୍ଦା କରିଛନ୍ତି। ସେ କହିଛନ୍ତି ଯେ, ଇସ୍କନର ମନମୁଖି କାର୍ଯ୍ୟ ବହୁତ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବୁଗୁଡ଼ା ଥାନା ଅନ୍ତର୍ଗତ ବଡପଥର ଗ୍ରାମର ଏକ ଲଟାବୁଦା ଭିତରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିରହିଥିବା ଜଣେ ଯୁବକକୁ ପୋଲିସ ଓ ଦମକଳବାହିନୀ ଉଦ୍ଧାର କରିଥିଲା। ସେଠାରୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାକୁ ପଠାଯାଇଥିଲା। କିନ୍ତୁ ଡ଼ାକ୍ତର […]
ଭୁବନେଶ୍ୱର: ଗୁଜରାଟ ସରକାରଙ୍କ ଶ୍ରମ, କୌଶଳ ବିକାଶ ଓ ନିୟୋଜନ ବିଭାଗର ସଚିବ ଡକ୍ଟର ବିନୋଦ ଆର୍ ରାଓ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ସୋମବାର ଦିନ ଭୁବନେଶ୍ୱରଠାରେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ଥାପିତ ବିଶ୍ୱ […]
ଭୁବନେଶ୍ଵର: ସୋମବାର ଅପରାହ୍ନ ୪ ଘଟିକା ସମୟରେ ନୟାଗଡ ଜିଲ୍ଲା ଗୋପାଳପୁର ଛାମୁପାଟଣା ସାହିର ସ୍ବର୍ଗତ ରାମଚନ୍ଦ୍ର ପାତ୍ରଙ୍କ ଧର୍ମ ପତ୍ନୀ ଦମୟନ୍ତୀ ପାତ୍ରଙ୍କ ୮୫ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ପରେ ଚକ୍ଷୁଦାନ କରିବାର ଇଚ୍ଛାକୁ ପୂରଣ କରିବା […]
ଭୁବନେଶ୍ୱର: ଆଜି ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ […]
ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଆଇସିଆଇସିଆଇ ବ୍ୟାଙ୍କ ଡେପୁଟି ମ୍ୟାନେଜେର ସୃଜନ ସମ୍ବିତ ପୁରୋହିତଙ୍କ ମୃତ ଦେହକୁ ଆଜି ସନ୍ଦେହଜନକ ଅବସ୍ଥାରେ ତାଙ୍କ ଭଡ଼ା ଘରୁ ଉଦ୍ଧାର କରିଛି ପୋଲିସ। ବାଲୁଗାଁ ପୋଲିସ ସୂଚନା ମୁତାବକ ବରଗଡ଼ ଜିଲ୍ଲା ଉତ୍ତମ […]