ରାଜ୍ୟ ଖବର

ସୀତାରାମ ଅଗ୍ରଓ୍ବାଲ ବାଣପୁର: ଆଜି ସନ୍ଧ୍ୟାବେଳେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ସବ୍‌ଜେଲ୍‌ରେ ଜଣେ ବିଚରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ସବ୍‌ଜେଲ୍‌ କର୍ତ୍ତୃପକ୍ଷ କୋଶଳ ପଦ୍ମିନୀ ଦଳବେହେରାଙ୍କ…

ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ଥିବା ୮ଟି ବ୍ଲକ ମଧ୍ୟରୁ ୬ଟି ବ୍ଲକରେ ନିୟମିତ ଶିକ୍ଷା ଅଧିକାରୀ ନଥିବା ସମୟରେ ରଘୁନାଥପୁର ଓ ନାଉଗାଁ ବ୍ଲକରେ…

ଭୁବନେଶ୍ବର : ଆସନ୍ତାକାଲି ଘନ କୁହୁଡି ପାଇଁ 7ଟିଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । କଟକ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ଯାଜପୁର, କନ୍ଧମାଳ, ବାଲେଶ୍ବର ପାଇଁ…

ରାଉରକେଲା: ସ୍ଥାନୀୟ ଉଦିତନଗର ହାଇସ୍କୁଲ ପଡ଼ିଆରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ପଡ଼ିଆରେ ଥିବା ହଜାର ହଜାର ପ୍ଲାଷ୍ଟିକ ପାଇପରେ ଅଗ୍ନିକାଣ୍ଡ ଘଟିଛି । ସହରର ସ୍ୱରେଜ…

ରମେଶ ମହାନ୍ତି ଜଗତସିଂହପୁର:  ଜିଲ୍ଲା ସଦରମହକୁମାର ଏକ ବିଦ୍ୟାଳୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ଚାକିରିରେ ଯୋଗଦେବାକୁ ନେଇ ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଏବିଇଓଙ୍କ ମଧ୍ୟରେ ବିବାଦ ସୃଷ୍ଟି…

କନ୍ଦର୍ପ ବେହେରା ରେଢାଖୋଲ: ଗତକାଲି ରାତିରେ ଡିମିରିକୁଦା ଗ୍ରାମ ନିକଟରେ ବାଇକ୍ ଦୁର୍ଘଟଣାରେ ରେଢାଖୋଲର ୨ ଜଣ ଯୁବକ ମୃତ୍ୟୁ ବରଣ କରିଥିବା ଖବର ରେଢାଖୋଲ ପୋଲିସ୍…

ଭୁବନେଶ୍ବର: ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା 1592କୁ ବୃଦ୍ଧି ହୋଇଛି। ଆଜି ସୁନ୍ଦରଗଡ଼…

ଭୁବନେଶ୍ବର:  ରାଜ୍ୟରେ ଆଜି ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି…

ଭୁବନେଶ୍ବର, ଆଜି ଭାରତର ପ୍ରଥମ ତଥା ଏକମାତ୍ର ମହିଳା ପ୍ରଧାନମନ୍ତ୍ରୀ ସ୍ବର୍ଗତା ଇନ୍ଦିରା ଗାନ୍ଧୀଙ୍କ ଜନ୍ମ ଜୟନ୍ତି।  ସେ 1917 ମସିହା ଆଜିର ଦିନରେ ଜନ୍ମ ଗ୍ରହଣ…

ଭୁବନେଶ୍ୱର: ଓଡ଼ିଶା ସହ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ, ଝାଡଖଣ୍ଡର ସୀମା ବିବାଦ ଲାଗି ରହିଛି । ସୀମା ବିବାଦ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି…

ଭୁବନେଶ୍ୱର: ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଓପ୍ରବଣ ଅଞ୍ଚଳ ପାଇଁ ଅନେକ କିଛି ଘୋଷଣା କରିଛନ୍ତି। ପୂର୍ବର ଗୁରୁପ୍ରିୟା ସେତୁଠାରୁ ଆରମ୍ଭ କରି ବର୍ତ୍ତମାନର ମାଗଣା ସ୍ମାର୍ଟ…

ଭୁବନେଶ୍ବର, କରୋନାର ମୁକାବିଲା ପାଇଁ ବିଭିନ୍ନ ଟୀକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଟୀକା ମିଳିବାର ଆଶା  ଉଜ୍ଜଳ ହୋଇଛି । ଟୀକା ପ୍ରଦାନ…

 ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ପେଟ୍ରୋଲ ପମ୍ପ ସମ୍ମୁଖରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାଫଳରେ ଦୁଇ ଜଣ ବାଇକ ଚାଳକ ଗୁରୁତର…

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଶିକ୍ଷା ଅଧିକାର ଆଇନ ଭାରତ ସଂସଦର ଏକ ନିୟମ ଯେଉଁଥିରେ ୬ ବର୍ଷରୁ ୧୪ ବର୍ଷ ବୟସର ପିଲାଙ୍କୁ ମାଗଣା ଓ…

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ନିକଟରେ କେନ୍ଦ୍ର ସରକାର ପାରିତ କରିଥିବା ତିନୋଟି କୃଷି ବିଲ୍ ସାରା ଦେଶ ତଥା ଓଡ଼ିଶା କୃଷକଙ୍କ ପାଇଁ ବଂଚିବାର ଅଧିକାର…

କନ୍ଦର୍ପ ବେହେରା ରେଢାଖୋଲ: ସରକାର ଶିକ୍ଷାକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରୁଛନ୍ତି। ଶିକ୍ଷାର ମାନବୃଦ୍ଧି ତଥା ଶିକ୍ଷାର ବିକାଶ…

କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ୍ ଜାମୁଜୋରି ପଂଚାୟତର କୁଡାନାଳି ଗ୍ରାମରେ ଥିବା ରାସ୍ତା ମରାମତି ଦାବୀରେ ଆଜି ନାକଟିଦେଉଳ ବ୍ଲକ୍ ପ୍ରାଙ୍ଗଣରେ ଜାତୀୟ…