ରାଜ୍ୟ ଖବର

ଭୁବନେଶ୍ବର : କୋଭିଡ଼୍‌-୧୯ ମହାମାରୀ ପରିପ୍ରେକ୍ଷିରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ ନିମନ୍ତେ ପଣ୍ୟ ଉପଭୋକ୍ତାମାନଙ୍କୁ ସୁବିଧା ଯୋଗାଇବା ସହ ଲଜିଷ୍ଟିକ୍ ସହାୟତା ଯୋଗାଇଦେବା ନିମନ୍ତେ ରେଳ କର୍ତ୍ତୃପକ୍ଷ…

ଭୁବନେଶ୍ବର: ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ଦୁଇ କରୋନା ଆକ୍ରାନ୍ତ। ବାଲେଶ୍ବର ଜିଲ୍ଲାରୁ ଏହି ଦୁଇ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇଜଣଙ୍କୁ ମିଶାଇ ରାଜ୍ୟରେ ସମୁଦାୟ…

ଭୁବନେଶ୍ବର, ଆଜି ଅପରାହ୍ନ 5 ଟା ସୁଦ୍ଧା ରାଜ୍ୟର ପାଞ୍ଚୋଟି ସ୍ଥାନରେ କାଳ ବୈଶାଖୀ  ହେବ। ଏହି ସମୟରେ ପ୍ବନ ସହିତ ଘଡଘଡି ଏବଂ ବିଜୁଳ ମାରିବ…

ଚନ୍ଦ୍ରକାନ୍ତି ବୌଦ୍ଧ ନରସିଂହପୁର: କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗନ୍ତ ଗୋପୀନାଥପୁରର ମହାନଦୀ ଅବବାହିକାରୁ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ପ୍ରସିଦ୍ଧ ଶୈବପୀଠ ବାବା ସିଂହନାଥଙ୍କ…

ଭୁବନେଶ୍ବର: କରୋନା ସହ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ବେଶ୍‌ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ସମ୍ପ୍ରତି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ…

ଖୋର୍ଦ୍ଧା : ରାଜ୍ୟ ବାହାରକୁ ନେଇ ଏବେ ଚିନ୍ତା ବଢିଛି। ନିକଟରେ ଚିହ୍ନଟ ହୋଇଥିବା ସମସ୍ତ କରୋନା ଆକ୍ରାନ୍ତଙ୍କ ରାଜ୍ୟ ବାହାର ଲିଙ୍କ୍‌ ରହିଛି। ଏହାକୁ ନେଇ…

ଭୁବନେଶ୍ବର : କରୋନା ସଂକ୍ରମଣ ଚିହ୍ନଟ ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ନମୁନା ପରୀକ୍ଷଣ କରାଯାଇଛି। ଏଥିପାଇଁ ଅଧିକରୁ ଅଧିକ ନମୂନା ପରୀକ୍ଷା ଉପରେ ଗୁରୁତ୍ୱ ଦିଆଯାଉଛି। ଗତକାଲି…

ଭୁବନେଶ୍ବର : କଣ୍ଟେନମେଣ୍ଟ ମୁକ୍ତ ହେଲା ରାଜଧାନୀ ଭୁବନେଶ୍ବର । କଣ୍ଟେନମେଣ୍ଟ ଉଠାଇବାକୁ ବିଏମ୍‌ସି ପକ୍ଷରୁ ଘୋଷଣା କରାଯାଇଛି । ବମିଖାଲ, ସତ୍ୟନଗର, ସୂର୍ଯ୍ୟନଗରରୁ ଉଠିଲା କଣ୍ଟେନମେଣ୍ଟ…

ଭୁବନେଶ୍ୱର: ଆଜି ଚିହ୍ନଟ ହୋଇଥିବାର ଭଦ୍ରକର ତିନି ଆକ୍ରାନ୍ତ 80, 81, 82 ନମ୍ବରଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର। 55 ବର୍ଷୀୟ ବୟସ୍କଙ୍କ ଆକ୍ରାନ୍ତଙ୍କ ଘର…

ଭୁବନେଶ୍ବର : ଆଉ 5 ଜଣ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ଦେଲେ ସରକାର। 70ରୁ 74 ନମ୍ବର ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର। ସମସ୍ତ…

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ପୋଲିସ୍‌କୁ ମିଳିଛି ବଡ ସଫଳତା। ବୁଧବାର ପୋଲିସ୍‌ ପକ୍ଷରୁ ଚଢାଉ କରାଯାଇ ୪ ହଜାର ଲିଟର ଦେଶୀ ମଦ ଜବତ…

ଗୁରୁପଦ ବେରା କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ପାଞ୍ଚ ନମ୍ବର ଜାତୀୟ ରାଜପଥ ହଜାରୀ ଛକ ନିକଟରୁ ପାଞ୍ଚଜଣ ପ୍ରବାସୀ ଶ୍ରମିକଙ୍କୁ ମାର୍ଶାଘାଇ…

ନୂଆଦିଲ୍ଲୀ : ଓଡ଼ିଶା ହେଉଛି କଳା ଓ ସଂସ୍କୃତିର ରାଜ୍ୟ । ଜଗନ୍ନାଥଙ୍କ ଦେଶ ଓଡ଼ିଶାରେ ପରମ୍ପରା ଅତି ମହାନ୍‌ । ଓଡ଼ିଶାର ତିନୋଟି ପରମ୍ପରାକୁ କେନ୍ଦ୍ରୀୟ…

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରପଞ୍ଚଙ୍କ ସହ ଆଜି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍-୧୯ ପରିଚାଳନା ନେଇ ସମସ୍ତ ସରପଞ୍ଚଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ…

ଭୁବନେଶ୍ବର : ରାଜ୍ୟବାସୀଙ୍କୁ କୋଭିଡ-19 ସମ୍ପର୍କରେ ଅଧିକ ସୂଚନା ପ୍ରଦାନ କରିବା ପାଇଁଓଡ଼ିଶା ସରକାର ହ୍ବାଟସ୍‌ଆପ୍‌ ଇନ୍ଫୋ ଡେସ୍କର ଶୁଭାରମ୍ଭ କରିଛି । ଏହି ହ୍ବାଟସ୍‌ଆପ୍‌ ଗ୍ରୁପ୍‌…