ରାଜ୍ୟ ଖବର

ଦେବାଶିଷ ପାଢୀ ଯାଜପୁର: ଦେଶବ୍ୟାପୀ ଲକ୍‌ଡାଉନ୍‌ କାରଣରୁ ବିଭିନ୍ନ ସ୍ଥାନରେ ଶ୍ରମିକ ମାନେ ଫସି ରହିଛନ୍ତି। ତାମିଲନାଡୁରେ ଫସି ରହିଥିବା ଯାଜପୁରର କିଛି ଶ୍ରମିକଙ୍କ ପାଇଁ ଦେବଦୂତ…

ଯାଜପୁର: ଆଜି ଚିହ୍ନଟ ହୋଇଥିବା ନୂତନ କରୋନା ଆକ୍ରାନ୍ତ ଜଣକ ଯାଜପୁରର ବୋଲି ସୂଚନା ମିଳିଛି। ଏହାସହ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨କୁ ବୃଦ୍ଧି ପାଇଛି।…

ସମ୍ବଲପୁର : ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ସନାତନ ବିଶିଙ୍କ ପରଲୋକ । ସକାଳୁ ସମ୍ବଲପୁର ହୀରାକୁଦ କଲୋନୀ ବାସଭବନରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ…

ନୂଆଦିଲ୍ଲୀ: ଦେଶରେ କରୋନା କାୟା ମେଲାଇ ଚାଲିଛି । ବିଶେଷ କରି ମହାରାଷ୍ଟ୍ରରେ ଏହା ଚିନ୍ତା ବଢାଇଛି । ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା 23ଶହକୁ ଟପିଥିବାର ଜଣାପଡିଛି…

ଭୁବନେଶ୍ବର: ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ। ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା 56କୁ ବୃଦ୍ଧି ହୋଇଛି। ସମୁଦାୟ 4734ଟି ସାମ୍ପଲ୍‌ ଟେଷ୍ଟ ହୋଇଥିବାବେଳେ 4678ଟି…

ଭୁବନେଶ୍ବର, ଓଡିଶାର ଖ୍ୟାତନାମା ଲେଖକ, ବିଶିଷ୍ଟ ଶ୍ରମିକ ନେତା ତଥା ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟିର ବରିଷ୍ଠ ନେତା ସୌରୀବନ୍ଧୁ କରଙ୍କର ଆଜି  ଦେହାନ୍ତ ହୋଇଛି। ଶ୍ରୀ କର…

(ସମୀକ୍ଷା ବ୍ୟୁରୋ) ଆଜି ରାଜ୍ୟ ପାଇଁ ଆଉ ଏକ ଖୁସିର ଖବର। ଅଳ୍ପଦିନ ତଳେ କୋଭିଡ୧୯ ଭୂତାଣୁ ଦ୍ଵାରା ଆକ୍ରାନ୍ତ ହୋଇଥିବା ପାଞ୍ଚଜଣ ବ୍ୟକ୍ତିଙ୍କ ରକ୍ତ ନମୂନା…

ସୀତାରାମ ଅଗ୍ରଓ୍ବାଲ ବାଣପୁର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଚାଲିଛି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 55ରେ ପହଞ୍ଚିଛି ।…

ଭୁବନେଶ୍ବର : ସାରା ଓଡ଼ିଶାରେ ଅସହ୍ୟ ଗରମ । ଆଜି ପଣା ସଂକ୍ରାନ୍ତି ଥିବାବେଳେ ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହୋଇଥିଲା । ଭୁବନେଶ୍ବର, ଟିଟିଲାଗଡ ସର୍ବାଧିକ…

ଭୁବନେଶ୍ବର : ଭୁବନେଶ୍ବରରୁ ଦୁଇଟି ଅଞ୍ଚଳରୁ ପ୍ରତ୍ୟାହାର ହେଲା କଣ୍ଟେନମେଣ୍ଟ । ସୁନ୍ଦରପଦା ଏବଂ ଯଦୁପୁରୁରୁ କଣ୍ଟେନେମେଣ୍ଟ ଜୋନ୍‌ ପ୍ରତ୍ୟାହାର କରାଗଲା । ପ୍ରତ୍ୟାହାର ନେଇ ବିଏମ୍‌ସି…

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତ ଜଣକ ହେଉଛନ୍ତି ବମିଖାଲର ଜନୈକ 35 ବର୍ଷୀୟ ଯୁବକ। ଏହି ଯୁବକ ଜଣକ…

ଭୁବନେଶ୍ବର : ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି କରାଯିବା ପୂର୍ବରୁ ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା ଏକ ପ୍ରେସ୍‌ ମିଟ୍‌ କରିଛନ୍ତି । ଏହି ପ୍ରେସ୍‌…

ଭୁବନେଶ୍ବର: ଆଜି ରାଜ୍ୟର ଆଉ ଜଣେ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। କଳାହାଣ୍ଡି ଜିଲ୍ଲାର ଏହି ଆକ୍ରାନ୍ତ କିଛି ଦିନ ତଳେ ବାହାରିନରୁ ଫେରିଥିଲେ ଓ ତାଙ୍କ…

ଭୁବନେଶ୍ବର: ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗତକାଲିର ଚାରି ଆକ୍ରାନ୍ତଙ୍କ ଯାତ୍ରା ଇତିହାସ ସମ୍ପର୍କରେ ସୂଚନା ପ୍ରକାଶ କରାଯାଇଛି। 50 ନମ୍ବର ଆକ୍ରାନ୍ତ ଜଣକ 41 ନମ୍ବର ଆକ୍ରାନ୍ତଙ୍କ…

ଭୁବନେଶ୍ବର : ଗତକାଲି ଚିହ୍ନଟ 4 ଆକ୍ରାନ୍ତଙ୍କ ମଧ୍ୟରୁ 51 ନମ୍ବର ଆକ୍ରାନ୍ତଙ୍କ ଯାତ୍ରା ଇତିହାସ ଜାରି କରିଛି ସ୍ବାସ୍ଥ୍ୟ ବିଭାଗ । ଏହି ଆକ୍ରାନ୍ତ ଜଣଙ୍କର…

ଭୁବନେଶ୍ବର: ରାଜ୍ୟର ୫୦ ନମ୍ବର ଆକ୍ରାନ୍ତଙ୍କ ସମ୍ପର୍କରେ ସବିଶେଷ ସୂଚନା ପ୍ରକାଶ କରିଛି ସ୍ବାସ୍ଥ୍ୟ ବିଭାଗ। ଏହି ଆକ୍ରାନ୍ତଙ୍କ ଯାତ୍ରା ଇତିହାସ ଆଜି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ…

ସୁନ୍ଦରଗଡ: ସୁନ୍ଦରଗଡରୁ ଗତକାଲି ଦୁଇ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରତିଶେଧକ ମୂଳକ ପଦକ୍ଷେପ ଅନୁଯାୟୀ ବିଶ୍ରା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବରେ ଘୋଷଣା…

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତକାଲି ଚିହ୍ନଟ ୪ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ଭୁବନେଶ୍ବରର ବୋଲି ରବିବାର ସ୍ବାସ୍ଥ୍ୟ ଓ…

ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କେନ୍ଦ୍ରାପଡାରୁ ଦ୍ବିତୀୟ କରୋନା ପଜିଟିଭ୍‌ଙ୍କୁ ଚିହ୍ନଟ କରାଯାଇଛି। ଗତକାଲି ମିଳିଥିବା 4 ନମୁନା ମଧ୍ୟରୁ ଜଣେ ମହିଳା କେନ୍ଦ୍ରାପଡାର ରହିଥିବା ନେଇ…