ରାଜ୍ୟ ଖବର

ଅରୁଣ କୁମାର ପ୍ରଧାନ ନାକ୍‌ଟିଦେଉଳ: ଗଣତନ୍ତ୍ର ଦିବସ ଅବସରରେ ସାରା ପୁରପଲ୍ଲୀ ହର୍ଷ ଉଲ୍ଲାସରେ ପାଳନ କରୁଥିବାବେଳେ ଚନ୍ଦ୍ରପୁର ଗ୍ରାମରେ କିନ୍ତୁ ସୃଷ୍ଟି ହୋଇଥିଲା ଶୋକାକୁଳ ପରିବେଶ।…

ସମୀକ୍ଷା ବ୍ୟୁରୋ ରାଇରଙ୍ଗପୁର : ବାଇକ୍‌ରେ ଆସି ଲୁଟିନେଲେ ଟଙ୍କା । ବନ୍ଧୁକ ଦେଖାଇ ପାନ ବ୍ୟବସାୟୀଙ୍କଠାରୁ 6 ଲକ୍ଷ ଲୁଟ୍‌ ନେଇଛନ୍ତି ଦୁର୍ବୃତ୍ତ। ଦୋକାନୀ ସଟର…

ସମ୍ବଲପୁର : ସମ୍ବଲପୁରଠାରେ ହୋଇଥିବା ଏକ ଦୁର୍ଘଟଣା ପରେ ଉଭୟ ଟ୍ରାକ୍ଟର ଓ ବସ୍‌କୁ ବଡ଼ ଜରିମାନା କରାଯାଇଛି । ଦୁର୍ଘଟଣା ପରେ ଜରିମାନା ଠୁଙ୍କିଛି ପରିବହନ…

ସମୀକ୍ଷା ବ୍ୟୁରୋ ଭୁବନେଶ୍ୱର: ସରକାରୀ ଆଶ୍ରମ ସ୍କୁଲ ନୟାପଲ୍ଲୀର ବାର୍ଷିକ କ୍ରୀଡ଼ା ଉତ୍ସବ ଜାନୁୟାରୀ ୨୫ ଓ ୨୬ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି ।…

ସମୀକ୍ଷା ବ୍ୟୁରୋ ପାପରେମଟଲା : ପୁଣି ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି । ଦଶରୁ ଉର୍ଦ୍ଧ୍ବ ଘର ଜାଳିଦେଇଛନ୍ତି । ପାପରମେଟ୍‌ଲା ଥାନା ଯୋଡାଆମ୍ବ ଗ୍ରାମରେ ଘର…

ସୀତାରାମ ଅଗ୍ରଓ୍ବାଲ ବାଣପୁର : ବାଣପୁର ବ୍ଲକ ଗାଲୁଆ ପଞ୍ଚାୟତରେ ବିଜେଡ଼ିର ଗୋଷ୍ଠୀ କନ୍ଦଳ ସାମ୍ନାକୁ ଆସିଛି।ଦୁଇ ସମର୍ଥକ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇ ସ୍ଥାନୀୟ ଅଞ୍ଚଳରେ…

ରମେଶ ମହାନ୍ତି ଜଗତସିଂହପୁର : ସାରା ଭାରତରେ ଆଜି 71ତମ ଗଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ରାଜ୍ୟ ତଥା ଜିଲ୍ଲାର ସଦରମହକୁମାଠାରେ ଏହି ଉତ୍ସବ ବେଶ୍‌…

ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଭୁବନେଶ୍ବରଠାରେ ଷଣ୍ଢ ଆକ୍ରମଣରେ ଜଣେ ମହିଳାଙ୍କ ମୃତ ହୋଇଥିବାର ଖବର ମିଳିଛି । ମୃତ ମହିଳାଜଣକ ହେଉଛନ୍ତି ଧଉଳି ଥାନା ନୂଆଗାଁ…

ସମୀକ୍ଷା ବ୍ୟୁରୋ ବାଣପୁର : ଆଜି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ବାଣପୁର-ବାଲୁଗାଁ ନଗର ଶାଖା ତରଫରୁ ଏହା ଅଧୀନରେ ଥିବା ସମସ୍ତ ୭ ଗୋଟି ମହାବିଦ୍ୟାଳୟ…

ସୀତାରାମ ଅଗ୍ରଓ୍ବାଲ ବାଣପୁର : ସାରା ଭାରତ ବର୍ଷରେ ୭୧ତମ ଗଣତନ୍ତ୍ର ଦିବସ ପାଳନ କରାଯାଇଛି। ଦେଶ ତଥା ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗଣତନ୍ତ୍ର ଦିବସକୁ ବେଶ୍‌…

ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : 71ତମ ସାଧାରଣତନ୍ତ୍ର ଦିବସ ଅବସରରେ ମହାତ୍ମାଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସମାରୋହ ଆରମ୍ଭ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ରାଜ୍ୟପାଳ ପ୍ରଫେସର…

ଭୁବନେଶ୍ବର- ଗଣତନ୍ତ୍ର ଦିବସ ଉପଲକ୍ଷେ ଭୁବନେଶ୍ବରରେ ଥିବା ପୂର୍ବତଟ ରେଳବାଇ ତରଫରୁ ସ୍ବତନ୍ତ୍ର ସାଜସଜା କରାଯାଇଛି। ଭଳିକି ଭଳି ରଂଗୀନ ଆଲୋକମାଳାରେ ସାରା ଅଫିସକୁ ସଜାଇ ଦିଆଯାଇଛି।…

ସମୀକ୍ଷା ବ୍ୟୁରୋ : ଦେଶର ସର୍ବଶ୍ରେଷ୍ଠ ବେସାମରିକ ପୁରସ୍କାର ଭିତରେ ରହିଛି ପଦ୍ମବିଭୂଷଣ, ପଦ୍ମଭୂଷଣ ଓ ପଦ୍ମଶ୍ରୀ। ୧୯୫୪ରୁ ଆରମ୍ଭ ହୋଇଥିବା ଏହି ପୁରସ୍କାରକୁ ପ୍ରତିବର୍ଷ ସାଧାରଣତନ୍ତ୍ର…

ନୂଆଦିଲ୍ଲୀ : ଗଣତନ୍ତ୍ର ଦିବସ ଅବସରରେ ଦିଆଯାଉଥିବା ପଦ୍ମପୁରସ୍କାରର ଘୋଷଣା କରାଯାଇଛି। ଚଳିତଥର ୭ଟି ପଦ୍ମ ବିଭୂଷଣ, ୧୬ଟି ପଦ୍ମଭୂଷଣ ଓ ୧୧୮ଟି ପଦ୍ମଶ୍ରୀ ଆଓ୍ବାର୍ଡ ଦିଆଯିବ।…

ସମୀକ୍ଷା ବ୍ୟୁରୋ ଭୁବନେଶ୍ୱର : ରାଜ୍ୟର ସର୍ବପୁରାତନ ସାମ୍ବାଦିକ ସଂଗଠନ ଉତ୍କଳ ସାମ୍ବାଦିକ ସଂଘର ୭୫ତମ ପ୍ରତିଷ୍ଠା ଦିବସ ଭୁବନେଶ୍ୱରସ୍ଥିତ ସଂଘ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ।…

କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ସବଡିଭିଜନ ଚାରମାଳଥାନା ଚାଟୁଣ ପ୍ରାଥମିକ ବିଦ୍ୟାଳୟରୁ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ଅନୁଗୋଳ ଜିଲ୍ଲା ହଣ୍ଡପା ଥାନା କଣ୍ଢଳ…